ପଞ୍ଚଭୂତରେ ଲୀନ ହେଲେ ଶହୀଦ ଯବାନ
ଭବାନୀପାଟଣା/ତୁଣ୍ଡଲା,୧୯।୧୧(ଉତ୍ତମ କୁମାର ଦାଶ/ଫିରୋଜ କୁମାର ଦାଶ): ତ୍ରିପୁରା-ବାଂଲାଦେଶ ସୀମାନ୍ତ ଲଙ୍କାମୋରାରେ ଗତ ଶୁକ୍ରବାର ଶହୀଦ ହୋଇଥିଲେ ଓଡ଼ିଆ ବିଏସ୍ଏଫ୍ ଯବାନ ଈଶର ଚନ୍ଦ୍ର ଦୋରା। ରବିବାର ମଧ୍ୟାହ୍ନରେ ନିଜ ଜନ୍ମ ମାଟି କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବେଲଖଣ୍ଡିରେ ପହଞ୍ଚି ଥିଲା…
ନଭେମ୍ବର ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଗସ୍ତ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନଭେମ୍ବର ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଗସ୍ତରେ ଆସିବେ। ରାଷ୍ଟ୍ରପତି ନଭେମ୍ବର ୨୦ ତାରିଖ, ସୋମବାର ବାରିପଦାଠାରେ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ୩୬ତମ ବାର୍ଷିକ ଉତ୍ସବ ଓ ସାହିତ୍ୟ ମହୋତ୍ସବକୁ ଉଦ୍ଘାଟନ…
ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ଜୀବନ ଗଲା
ହିଞ୍ଜିଳିକାଟୁ,୧୯ା୧୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ଶେରଗଡ଼ ବ୍ଲକ କୀର୍ତ୍ତିପୁର ଗ୍ରାମରେ ରବିବାର ପୋଖରୀରେ ବୁଡ଼ି ୨ ନାବାଳିକା ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତ ୨ ନାବାଳିକା କବିସୂର୍ଯ୍ୟନଗର ଥାନା ଜରଡ଼ ଗ୍ରାମର ଅବକାଶ ରାଉତଙ୍କ କନ୍ୟା ରୋଷନୀ…
ପ୍ରତାପୁରରୁ ବାଲି ଚୋରା ଚାଲାଣ ବେଳେ ୫ ଟ୍ରାକ୍ଟର ଜବତ, ପୋଲିସ କର୍ମଚାରୀଙ୍କ ସମ୍ପୃକ୍ତି ଅଭିଯୋଗ ନେଇ ତଦନ୍ତଦାବି
ପୁରୁଷୋତ୍ତମପୁର ୧୯/୧୧ (ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ବାଲି ଘାଟରୁ ବେଆଇନ ଭାବରେ ବାଲି ଚୋରାଚାଲାଣ ବେଳେ ୫ ଟ୍ରାକ୍ଟରକୁ ଶନିବାର ରାତ୍ରରେ ପୋଲିସ ଜବତ କରିଛି । ଏଥିନେଇ ଥାନା…
ଗୋଡ଼ାଇ ଗୋଡ଼ାଇ ମଝି ରାସ୍ତାରେ ଗୋ’ ମାଂସ ବୋଝେଇ ଗାଡିକୁ ଧରିଲେ ବଜରଙ୍ଗ ଦଳ
ଛତ୍ରପୁର,୧୯।୧୧(ସନ୍ତୋଷ ପାଢ଼ୀ, ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବଡ଼ ପଦର ନିକଟ ଜାତୀୟ ରାଜପଥରୁ ରବିବାର ସକାଳେ ଏକ ଗୋରୁ ମାଂସ ବୋଝେଇ ଗାଡି ଜବତ ହୋଇଛି। ସୂଚନାଯୋଗ୍ୟ, ଏକ ଗୋରୁ ମାଂସ ବୋଝେଇ ଗାଡ଼ି ବ୍ରହ୍ମପୁର…
କାନାରା ବ୍ୟାଙ୍କର ପ୍ରତିଷ୍ଠା ଦିବସ
ଭୁବନେଶ୍ୱର,୧୯।୧୧: କାନାରା ବ୍ୟାଙ୍କ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ରୁଡ୍ସେଟ୍ ପ୍ରତିଷ୍ଠାନରେ ବ୍ୟାଙ୍କର ୧୧୮ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ସମାରୋହରେ ଆଞ୍ଚଳିକ କାର୍ଯ୍ୟାଳୟର ଉପମହାପ୍ରବନ୍ଧକ ପି. ଠାକୁର ନାୟକ ଏବଂ ମଣ୍ଡଳ ପ୍ରବନ୍ଧକ ଅଶୋକ କୁମାର ମେହେର କାନାରା ବ୍ୟାଙ୍କର ପ୍ରତିଷ୍ଠାତା…
୩ ଦିନିଆ ଟ୍ରାଇଥନ ଟ୍ରିପ୍ଲେଟ୍ ଉଦ୍ଘାଟିତ
ଭୁବନେଶ୍ୱର,୧୯।୧୧ (ଅନୁରାଧା ମହାରଣା): ଭୁବନେଶର ଚନ୍ଦ୍ରଶେଖରପୁରସ୍ଥିତ ଟ୍ରାଇଡେଣ୍ଟ ଗ୍ରୁପ୍ ଅଫ୍ ଇନ୍ଷ୍ଟିଚ୍ୟୁଶନ୍ସ ପକ୍ଷରୁ ପୂର୍ବ ଭାରତର ବୈଷୟିକ ଛାତ୍ରୀଛାତ୍ରଙ୍କ ମଧ୍ୟରେ ୩ ଦିନିଆ ହାକାଥନ ‘ଟ୍ରାଇଥନ ଟ୍ରିପ୍ଲେଟ-୨୦୨୩’ ଶନିବାର ଉଦ୍ଘାଟିତ ହୋଇଯାଇଛି। ଓଡ଼ିଶାରେ ପ୍ରଥମଥର ପାଇଁ ଏହିପରି ବିଭିନ୍ନ ବର୍ଗରେ ୩ଟି…
ପାହାଳରେ ଫିଲିପ୍ସ ସ୍ମାର୍ଟ ଲାଇଟ୍ ହବ୍
ଭୁବନେଶ୍ୱର,୧୯।୧୧: ଫିଲିପ୍ସ ଲାଇଟିଂ ଇଣ୍ଡିଆ ଲିମିଟେଡ୍ର ଏକ୍ସକ୍ଲୁସିଭ ଆଉଟ୍ଲେଟ୍ ‘ଫିଲିପ୍ସ ସ୍ମାର୍ଟ ଲାଇଟ୍ ହବ୍’ ଶନିବାର ପାହାଳଠାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଫିଲିପ୍ସ ଲାଇଟିଂ ଇଣ୍ଡିଆ ଲିମିଟେଡ୍ର ସ୍ବୀକୃତିପ୍ରାପ୍ତ ଡିଲର (ଫ୍ରାଞ୍ଚାଇଜ) ଏଡିସିଓ ଭେଞ୍ଜର୍ସ ପ୍ରାଇଭେଟ୍ ଲିମିଟେଡ୍ ଆନୁକୂଲ୍ୟରେ…
ଖୁଣ୍ଟୁଣୀ: ବଢୁଛି ଦେଶୀମଦ କାରବାର
ଖୁଣ୍ଟୁଣୀ, ୧୯ା୧୧ (ସଚ୍ଚିଦାନନ୍ଦ ପଣ୍ଡା)ଖୁଣ୍ଟୁଣୀ ଥାନା ଅଞ୍ଚଳରେ ବ୍ୟାପକ ଦେଶୀମଦ କାରବାର ବୃଦ୍ଧି ପାଇଛି। ଖଣ୍ଡୁଆଳି ଓ ରାଧାକୃଷ୍ଣପୁର ଗ୍ରାମ ନିକଟ ସଂରକ୍ଷିତ ଜଙ୍ଗଲରେ ଦେଶୀ ମଦ ପ୍ରସ୍ତୁତ କରାଯାଇ ବିଭିନ୍ନ ସ୍ଥାନକୁ ଚୋରା ଚାଲାଣ ହେଉଛି। ହେଲେ ଏ ଦିଗରେ…
ଖୋର୍ଦ୍ଧାରୁ ମିଳିଲା ଭଗ୍ନ ବୀରଶିଳା ସମୂହ
ଭୁବନେଶ୍ୱର,୧୯।୧୧(ଶର୍ମିଷ୍ଠା ପାଣିଗ୍ରାହୀ)ଅଲୋଡ଼ା ଅବହେଳିତ ଅବସ୍ଥାରେ ପଡ଼ିରହିଛି ଓଡ଼ିଆ ପାଇକଙ୍କ ବୀରତ୍ୱର ଗାଥା ବହନ କରୁଥିବା ଭଗ୍ନ ବୀରଶିଳା ସମୂହ। ୧୮୧୭ ମସିହା ପାଇକ ବିଦ୍ରୋହ ସମୟରେ ମହାନ ପାଇକ ନେତା ବକ୍ସି ଜଗବନ୍ଧୁଙ୍କ ନେତୃତ୍ୱରେ ଇଂରେଜଙ୍କ ସହ ଯୁଦ୍ଧ କରି ପ୍ରାଣବଳି…
ମଧ୍ୟାହ୍ନଭୋଜନରେ ଝିଟିପିଟି
ଡେରାବିଶ,୧୯ା୧୧(ବେବର୍ତ୍ତା ଅଜୟ ଦାସ)୩ରୁ ୬ ବର୍ଷ ଯାଏ ଶିଶୁଙ୍କ ପାଇଁ ପୁଷ୍ଟିକର ଖାଦ୍ୟ ପ୍ରଦାନ ସହିତ ଖେଳକୌତୁକ ମାଧ୍ୟମରେ ଶିକ୍ଷାଦାନ ପାଇଁ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଗ୍ରାମରେ ଅଙ୍ଗନୱାଡି କେନ୍ଦ୍ର ଖୋଲାଯାଇଛି। ପିଲାଙ୍କ ଯତ୍ନ ପାଇଁ କେନ୍ଦ୍ରରେ ଅବସ୍ଥାପିତ ଥିବା ଅଙ୍ଗନଓ୍ବାଡି…
ମୁଣ୍ଡ, ହାତ ନ ଥିବା ଶିଶୁ ଜନ୍ମ
ଠାକୁରମୁଣ୍ଡା,୧୯ା୧୧(ତାରାକାନ୍ତ ପଟ୍ଟନାୟକ)ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ଜଣେ ଗର୍ଭବତୀ ୨ ଶିଶୁ କନ୍ୟାଙ୍କୁ ଜନ୍ମ ଦେଇଛନ୍ତି। ଜନ୍ମିତ ଶିଶୁଙ୍କ ମଧ୍ୟରୁ ଗୋଟିଏ ଶିଶୁ କନ୍ୟାର ମୁଣ୍ଡ ଓ ଗୋଡ଼ ନ ଥିବା ଦେଖାଯାଇଛି। ଖବର ପ୍ରଚାର ପରେ ଅଞ୍ଚଳରେ…

