କୋଶଲ ମହାବନ୍ଦ, ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ
୧୮।୧୧(ପ୍ରେମାନନ୍ଦ ଖମାରୀ): ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିରେ ଆନ୍ଦୋଳନ ତେଜିଛି। କୋଶଲ ରାଜ୍ୟ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଶନିବାର ଦିଆଯାଇଥିବା କୋଶଲ ମହାବନ୍ଦର ପ୍ରଭାବ ବରଗଡ଼ ଜିଲାରେ ଯଥେଷ୍ଟ ଅନୁଭୂତ ହୋଇଛି। ଜିଲାର ଗାଁଠୁ ସହର ସବୁଠି ବନ୍ଦ…
ଓଡ଼ିଆ ଯୁବ ବୈଜ୍ଞାନିକଙ୍କୁ ଅନ୍ତର୍ଜାତୀୟ ଗୋର୍ଡନ ବେଲ୍ ପୁରସ୍କାର
ଭୁବନେଶ୍ୱର,୧୮ା୧୧(ଅନୁରାଧା ମହାରଣା): ଆମେରିକାର ଡେନ୍ଭରଠାରେ ଆୟୋଜିତ ଏସ୍ସି୨୩ ଅନ୍ତର୍ଜାତୀୟ ସମ୍ମିଳନୀରେ ଓଡ଼ିଆ ଯୁବ ବୈଜ୍ଞାନିକ ଗୌରବ ପାଣିଗ୍ରାହୀଙ୍କୁ ‘ଗୋର୍ଡନ ବେଲ୍ ପୁରସ୍କାର’ ପ୍ରଦାନ କରାଯାଇଛି। ତାଙ୍କର ପ୍ରକଳ୍ପ ‘ଲାର୍ଜ ସ୍କେଲ୍ ମ୍ୟାଟେରିଆଲସ୍ ମଡେଲିଂ ଆଟ୍ କ୍ୱାଣ୍ଟମ୍ ଆକ୍ୟୁରାସି: ଏବି ଇନିସିଓ ସିମୁଲେସନ୍ସ…
ଘଣ୍ଟାଏରେ ଗୋଟିଏ ସ୍ଥାନରେ କାମୁଡୁଛନ୍ତି ୬୦ ମଶା
ଭୁବନେଶ୍ୱର, ୧୮।୧୧ (ବନ୍ଦନା ସେଠୀ): ମଶା ଦାଉରେ କଲବଲ ରାଜଧାନୀବାସୀ। ରାତି ହେଉ କି ଦିନ ଦ୍ୱିପ୍ରହର, ଶାନ୍ତିରେ ବସି କି ଶୋଇ ହେଉନାହିଁ। ଘରଠୁ ବାହାର, ଅଫିସ୍ରେ ବି ଗୋଡ଼ାଇ କାମୁଡୁଛନ୍ତି ମଶା। ଗାଁ ଗହଳି, ଉପାନ୍ତ ଅଞ୍ଚଳଠାରୁ ବଳିଗଲାଣି…
୮ ରୂପାନ୍ତରଣକାରୀ ପ୍ରକଳ୍ପକୁ ଅନୁମୋଦନ
ଭୁବନେଶ୍ୱର, ୧୮।୧୧(ସୁନିତ୍ ମିଶ୍ର): ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ତତ୍ତ୍ୱାବଧାନରେ ଶୁକ୍ରବାର ୧୨୪ତମ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ) ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୩୯୭.୧୮ କୋଟି ଟଙ୍କାର ୮ଟି ରୂପାନ୍ତରଣକାରୀ ପ୍ରକଳ୍ପକୁ ଅନୁମୋଦନ ମିଳିଛି।…
ବାଣ ଚୋରି ଘଟଣାରେ ଦୁଇ ଯୁବକଙ୍କୁ କୋର୍ଟ ଚାଲାଣ
ଗୋପାଳପୁର,୧୭।୧୧(ନବୀନ ରାଜ ଆଚାରୀ) ବାଣ ଚୋରି କରିବା ଅଭିଯୋଗରେ ଶୁକ୍ରବାର ଗୋଳନ୍ଥରା ଥାନା ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ବି ନୂଆଗାଁ ଗ୍ରାମର ଭିକାରି ଦାସ(୨୦), ପ୍ରଦୀପ ଦାସ (୨୧)ବୋଲି…
୨୨ରୁ କଳାବ୍ୟାଜ଼ ପିନ୍ଧିବେ ଅଗ୍ନିଶମ କର୍ମଚାରୀ
ବ୍ରହ୍ମପୁର,୧୭ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ଦକ୍ଷିଣାଞ୍ଚଳ ଅଗ୍ନିଶମ ସେବା ସଂସ୍ଥାରେ କାର୍ଯ୍ୟରତ ପ୍ରାୟ ୨୫୦୦ କର୍ମଚାରୀ ୨ ଦଫା ଦାବି ପୂରଣ ପାଇଁ ଆସନ୍ତା ୨୨ ତାରିଖରୁ କଳାବ୍ୟାଜ଼ ପରିଧାନ କରିବେ। ଦୀର୍ଘବର୍ଷ ହେଲା ଆଗ୍ନିକ, ମୁଖ୍ୟ ଆଗ୍ନିକ ଓ ଆଗ୍ନିକ ଗାଡ଼ି…
ସୁରେଶ ମହାପାତ୍ର ହେଲେ ସିଏମ୍ଓ ମୁଖ୍ୟ ପରାମର୍ଶଦାତା
ଭୁବନେଶ୍ୱର,୧୭।୧୧(ଅନୀଲ ଦାସ): ପୂର୍ବତନ ମୁଖ୍ୟ ଶାସନସଚିବ ଏବଂ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆର୍ସି)ର ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ନୂତନ ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଛି। ଏହି ନିଯୁକ୍ତି ପାଇବା ପରେ ସେ ଓଇଆର୍ସି ଅଧ୍ୟକ୍ଷ…
ମହାସରସ୍ବତୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ
ଭଦ୍ରକ,୧୭ା୧୧(ରବିନାରାୟଣ ଖିଲାର/ସନାତନ ରାଉତ): ସପ୍ତମାତୃକା ବେଶର ଷଷ୍ଠ ଦିନରେ ଶୁକ୍ରବାର ମା’ ଭଦ୍ରକାଳୀ ମହାସରସ୍ବତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ମହାସରସ୍ବତୀ ବେଶରେ ମା’ଙ୍କ ମୁଖମଣ୍ଡଳ ଶ୍ୱେତବର୍ଣ୍ଣ ଥିବା ବେଳେ ହଂସ ଥିଲା ମା’ଙ୍କ ବାହନ। ଶ୍ୱେତବସ୍ତ୍ର ପରିଧାନ କରି ମା’…
ତ୍ରିପୁରାରେ ଓଡ଼ିଆ ଯବାନଙ୍କ ମୃତ୍ୟୁ
କର୍ଲାମୁଣ୍ଡା/ତୁଣ୍ଡଲା(ପ୍ରଦୀପ କୁମାର ସାହୁ/ଫିରୋଜ କୁମାର ଦାସ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ବେଲଖଣ୍ଡି ଗାଁର ବିଏସ୍ଏଫ୍ ଯବାନ ଈଶ୍ୱର ଚନ୍ଦ୍ର ଦୋରାଙ୍କ ମୃତ୍ୟୁ ଘଟିଛି। ଈଶ୍ୱର ୨୦୦୯ରେ ବିଏସ୍ଏଫ୍ ଯବାନ ଭାବେ ନିଯୁକ୍ତି ପାଇଥିଲେ। ସେ ତ୍ରିପୁରାରେ ଡ୍ୟୁଟିରେ ଥିବାବେଳେ…
ଓଡ଼ିଶାକୁ ବାତ୍ୟା ବିପଦ ନାହିଁ
ଭୁବନେଶ୍ୱର,୧୭ା୧୧(ଅନିଲ ଦାସ):ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ଗଭୀର ଅବପାତ(ଡିପ୍ ଡିପ୍ରେସନ)ରେ ପରିଣତ ହୋଇଛି। ଏହା ବିଶାଖାପାଟଣାଠାରୁ ଦକ୍ଷିଣ-ପୂର୍ବ ଦିଗରେ ୩୫୦କି.ମି., ପାରାଦୀପରୁ ଦକ୍ଷିଣ-ଦକ୍ଷିଣ-ପୂର୍ବ ଦିଗରେ ୨୮୦କି.ମି. ଏବଂ ପଶ୍ଚିମବଙ୍ଗର ଦିଘାଠାରୁ ଦକ୍ଷିଣ-ଦକ୍ଷିଣ-ପଶ୍ଚିମ ଦିଗରେ ୪୨୦କି.ମି. ଦୂର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ…
ସିରିଜ୍ ଦୁର୍ଘଟଣା ଘଟାଇଲା ଅବକାରୀ ବିଭାଗ ଗାଡ଼ି, ଡ୍ରାଇଭର ଅଟକ
ଛତ୍ରପୁର,୧୭ା୧୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଅବକାରୀ ବିଭାଗ ଗାଡ଼ି ଶୁକ୍ରବାର ସକାଳେ ସିରିଜ୍ ଦୁର୍ଘଟଣା ଘଟାଇଛି। ସୂଚନାରୁ ପ୍ରକାଶ ଯେ, ଓଡି ୦୭ ଏଏଚ ୯୨୫୬ ନମ୍ବର ବିଶିଷ୍ଟ ଏକ ବୋଲେରୋ ଯେଉଁଥିରେ ଅବକାରୀ ବିଭାଗ ଲେଖା ହୋଇଛି। ଉକ୍ତ…
ପୁଣିଥରେ ନନ୍ଦନକାନନ ରୋପ୍ୱେର ମଜା ନେବେ ପର୍ଯ୍ୟଟକ
ବାରଙ୍ଗ,୧୭।୧୧(ଲିଙ୍ଗରାଜ ରାଉତ): ପୁଣି ନନ୍ଦନକାନରେ ପର୍ଯ୍ୟଟକମାନେ ରୋପ୍ଓ୍ବେର ମଜା ନେବେ। ଏହି ବହୁପ୍ରତୀକ୍ଷିତ ରୋପ୍ୱେ ଶୁକ୍ରବାର ଉଦ୍ଘାଟନ ହେବାକୁ ଯାଉଛି। ଅପରାହ୍ନ ୪ଟାରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ ଅମାତ ଏହାକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିବେ।…

