ରାଜ୍ୟ

ଯୁବ ପିଢିିଙ୍କୁ ଦିଅନ୍ତି ପରିବତ୍ତର୍ର୍ନର ବାର୍ତ୍ତା : ନୃତ୍ୟ ଓ ଅଭିନୟ କଳାରେ ପ୍ରବୀଣ ଗୁରୁ ଦାସ

  କେନ୍ଦୁଝର, ୧୭ା୩ (ସ୍ବ.ପ୍ର.)-ଦୀର୍ଘ ୨୦ ବର୍ଷର କଳା ସାଧନା ଭିତରେ ଅନେକ ଘାତ ପ୍ରତିଘାତ ମଧ୍ୟରେ ଆଗକୁ ବଢିଛନ୍ତି । ଜଣେ କଳାକାର ହେବା ଲାଗି ପିଲା ଦିନୁ ଦେଖିଥିଲେ ସ୍ବପ୍ନ । ଏହାକୁ ସାକାର ରୂପ ଦେବାଲାଗି...

ଖଲିପତ୍ର ଦେଲା ନୂଆ ଆଶାଭରସା

କେନ୍ଦୁଝର, ୧୭ା୩(ଡି.ଏନ.ଏ.)-ପ୍ଲାଷ୍ଟିକର ବ୍ୟବହାର ବନ୍ଦ ଲାଗି ସରକାରୀ କଟକଣା ପରେ ଶାଳପତ୍ରରୁ ପ୍ରସ୍ତୁତ ହେଉଥିବା ଖଲି ଚଉତିର ବ୍ୟବହାର ବଢ଼ିଛି। ବିଭିନ୍ନ ସରକାରୀ ବୈଠକ ଓ କର୍ମଶାଳାରେ ପ୍ଲାଷ୍ଟିକ ପ୍ଲେଟ ବଦଳରେ ଏବେ ଚଉତି ବ୍ୟବହାର କରାଯାଉଛି। ପୂର୍ବରୁ ପାରମ୍ପାରିକ...

ନିଆରା ‘ବୁଢ଼ା ସାର୍‌’ : ବିନା ପାରିଶ୍ରମିକରେ ୪୨ ବର୍ଷ ଶିକ୍ଷାଦାନ

ପଦ୍ମପୁର,୧୭।୩(ଡି.ଏନ.ଏ.)- ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ଗୋରାମାଟି ଗଁ। ର ଜଣେ ନିଆରା ମଣିଷ ଗୋଲକ ପ୍ରସାଦ ପାଢ଼ୀ। ସ୍ଥାନୀୟ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ୪୨ବର୍ଷ ଧରି ବିନା ଚାକିରି ବିନା ପାରିଶ୍ରମିକରେ ସେ ଶିକ୍ଷାଦାନ କରିଆସୁଛନ୍ତି।...

ଅତୀତକୁ ଝୁରୁଛି ଶିବମାହାରା

ଆରଡ଼ି,୧୭।୩(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ବାବା ଆଖଣ୍ଡଳମଣି ମନ୍ଦିରର ମାହାତ୍ମ୍ୟ ସର୍ବଜନବିଦିତ। ମନ୍ଦିର ବେଢ଼ାକୁ ଲାଗି ରହିଥିବା ପୁଷ୍କରିଣୀ ପୀଠର ଶୋଭାବର୍ଦ୍ଧନ କରୁଛି। ଭକ୍ତମାନେ ଏହାର ଜଳକୁ ପବିତ୍ରତାର ପ୍ରତୀକ ଭାବେ ଗ୍ରହଣ କରିଥାନ୍ତି। ଏଥିରେ ଆଖଣ୍ଡଳମଣିଙ୍କ ସ୍ନାନ...

ବେଆଇନ ବାଲି ଉଠାଣକୁ ଗ୍ରାମବାସୀଙ୍କ ବିରୋଧ

କପ୍ତିପଦା,୧୭ା୩(ଡି଼.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ସୋନ ନଦୀର ବିଶୋଳ ପଞ୍ଚାୟତ ନିକଟ ଏକ ବାଲି ଘାଟରୁ ଜେସିବି ଲଗାଇ ବେଆଇନ ଭାବେ ବାଲି ଉତ୍ତୋଳନ ଘଟଣାକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ଘଟଣା ମଧ୍ୟ...

ପଲିଥିନ ତଳେ ଜୀବନ

କପ୍ତିପଦା,୧୭ା୩(ଡି.ଏନ୍‌.ଏ)- ସରକାର ଗରିବ ସୀମାରେଖା ତଳେ ଥିବା ହିତାଧିକାରୀଙ୍କୁ ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ପକ୍କା ଘର ପ୍ରଦାନ ପାଇଁ ନିୟମ କରିଛନ୍ତି ା ଯୋଗ୍ୟ ହିତାଧିକାରୀ କିପରି ଏହି ଯୋଜନାରେ ସାମିଲ ହେବେ ସେଥିପାଇଁ ପ୍ରତି ପଞ୍ଚାୟତର ଗ୍ରାମସଭା...

ସାହସିକତା ଦେଖାଇଲେ ସକୁଲୁ

ସିମୁଳିଆ, ୧୭।୩(ଡି.ଏନ.ଏ.)-ଟିକେ ଡେରି ହୋଇଥିଲେ ଜଣେ ୩ବର୍ଷର ଶିଶୁଙ୍କୁ ଜୀବନ ଚାଲିଯାଇଥାନ୍ତି। ହେଲେ ସକୁଲୁ ସିଂ ନାମକ ଜଣେ ୨୬ବର୍ଷୀୟ ଯୁବକ ନିଜ ଜୀବନକୁ ବାଜି ଲଗାଇ ଜଳନ୍ତା ଘର ମଧ୍ୟରୁ ଉକ୍ତ ଶିଶୁକୁ ଉଦ୍ଧାର କରି ସାହସିକତାର ପରିଚୟ...

ଆଦିବାସୀ ସଂସ୍କୃତିର ନିଆରା ଝଲକ ‘ଚଇତି ବଡ଼ାମ ପୂଜା’

ଔପଦା, ୧୭।୩(ଡି.ଏନ.ଏ.)-ଚଇତି ବଡାମ ପୂଜା ଲାଗି ବାଲେଶ୍ୱର ଜିଲା ଔପଦା ବ୍ଲକର ଆଦିବାସୀ ଅଧ୍ୟ୍ୟୁଷିତ ଗଡ଼ସାହି ଗ୍ରାମ ଉତ୍ସବମୁଖର ହୋଇପଡିଛି। ଏହି ଗ୍ରାମରେ ପାରମ୍ପରିକ ଭାବେ ଗତ ୧୪ ଅପରାହ୍ନରେ ବନଦେବତାଙ୍କୁ ପୂଜା କରାଯାଇ ବଡ଼ାମଙ୍କ ପାଇଁ ଶାଳଗଛର ଡାଳ...

‘କରତାଳି ଦିଏ ପ୍ରେରଣା’

ସିମୁଳିଆ, ୧୭ା୩(ସନ୍ତୋଷ କୁମାର ନାୟକ)-ପିଲାଦିନେ ସୁଲଳିତ କଣ୍ଠରେ ଗୀତ ବୋଲି ପାରୁଥିଲେ ପୂଜାରାଣୀ । ସ୍କୁଲରେ ପଢିବା ବେଳେ ବିଭିନ୍ନ କାର୍ଯ୍ୟକ୍ରମରେ ଗୀତ ବୋଲି ପ୍ରଶଂସା ପାଇଥିଲେ। ଏହା ତାଙ୍କୁ ପରେ କଳା ଜଗତ ମଧ୍ୟକୁ ଟାଣି ନେଇଥିଲା। ସେ...

୨୮ରେ ଅନୁଗୋଳ ଓକିଲ ସଂଘ ନିର୍ବାଚନ

ଅନୁଗୋଳ ଅଫିସ୍‌, ୧୭।୩- ଅନୁଗୋଳ ଓକିଲ ସଂଘର ବାର୍ଷିକ ନିର୍ବାଚନ ଚଳିତ ମାସ ୨୮ ତାରିଖରେ ଅନୁଷ୍ଠିତ ହେବ। ଗତ ୧୩ ତାରିଖରେ ଏ ନେଇ ସଂଘର ସାଧାରଣ ପରିଷଦ ବୈଠକ ବସିଥିଲା। ସଂଘର ସଭ୍ୟ ଅଶୋକ କୁମାର ମିଶ୍ର...

ଯୁବତୀଙ୍କୁ ମଧ୍ୟପ୍ରଦେଶରେ ବିକ୍ରି ଅଭିଯୋଗ

ଅନୁଗୋଳ ଅଫିସ୍‌, ୧୭।୩ ଅନୁଗୋଳ ଜିଲା କିଶୋରନଗର ଥାନା ଅଞ୍ଚଳର ଜନୈକା ଯୁବତୀଙ୍କୁ ଗଁାର ଜଣେ ଲୋକ ପ୍ରତିନିଧି ମଧ୍ୟପ୍ରଦେଶ ଚାଲାଣ କରିଥିବା ଅଭିଯୋଗ ହୋଇଛି। ଏ ନେଇ କିଶୋରନଗର ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲେ ମଧ୍ୟ ପୋଲିସ କୌଣସି...

ନିୟମିତ ଦିଆଯିବ କରୋନା ସମ୍ପର୍କିତ ତଥ୍ୟ

ଅନୁଗୋଳ ଅଫିସ୍‌, ୧୭।୩ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକାବିଲା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଏହି ଅବସରରେ ସୋମବାର ଅପରାହ୍ନରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ କୋର୍ଟରୁମ୍‌ ଠାରେ ଏକ ଖବରଦାତା ସମ୍ମିଳନୀ ଆୟୋଜନ କରାଯାଇଥିଲା।...

ମୋବାଇଲ୍‌ ଟର୍ଚ୍ଚରେ ଚିକିତ୍ସା

କାମାକ୍ଷାନଗର, ୧୭।୩(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଚିକିତ୍ସାଳୟରୁ ସମସ୍ୟା ପିଛା ଛାଡୁନି। ଖାଲି ପଡ଼ିଥିବା ଡାକ୍ତର, ବିଶେଷଜ୍ଞ ପଦବୀ ସ୍ବାସ୍ଥ୍ୟସେବାକୁ ପ୍ରଭାବିତ କରୁଥିବାବେଳେ ଆନୁଷଙ୍ଗିକ ଭିତ୍ତିଭୂମିର ଅଭାବ ସମସ୍ୟାକୁ ବହୁଗୁଣିତ କରିଛି। ମରାମତି ନାମରେ ବୈଦ୍ୟୁତିକ ଉପକରଣ ବାହାର କରିଦିଆଯାଇଛି।...

ଜେରିଆଟିକ୍‌ ଓ୍ବାର୍ଡ ପାଲଟିଲା କରୋନା ଓ୍ବାର୍ଡ

ଅନୁଗୋଳ ଅଫିସ୍‌, ୧୭।୩ କରୋନା ମୁକାବିଲା ପାଇଁ ଅନୁଗୋଳ ପ୍ରଶାସନ ସମସ୍ତ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟର ଜେରିଆଟିକ୍‌ ୱାର୍ଡକୁ କରୋନା ୱାର୍ଡ ଭାବେ ସୋମବାର ଜିଲାପାଳ ମନୋଜ କୁମାର ମହାନ୍ତି ଓ...

କୁକୁଡ଼ା ନେବାକୁ ଗଁ।ରେ ଡେଙ୍ଗୁରା

ଅନୁଗୋଳ ସହର,୧୭ା୩ କରୋନା ଭାଇରସ ଆତଙ୍କ ବ୍ରଏଲର କୁକୁଡ଼ା ଚାଷୀ ଓ କମ୍ପାନୀକୁ ତଳିତଳାନ୍ତ କରିଦେଲାଣି। କୁକୁଡ଼ା ମାଂସ କି ଅଣ୍ଡା ସହିତ କରୋନାର କୌଣସି ସମ୍ପର୍କ ନ ଥିବା ଡାକ୍ତର, ବିଶେଷଜ୍ଞମାନେ ବାରମ୍ବାର କହୁଥିଲେ ମଧ୍ୟ ସାଧାରଣରେ ତାହା...

ବାଇକ-ପିକ୍‌ଅପ୍‌ ମୁହଁ।ମୁହିଁ, ୩ ମୃତ

ମୋହନା,୧୭ା୩(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ଥାନା ରାଇସିଂ ଘାଟି ତଳେ ଜାତୀୟ ରାଜପଥ ନଂ.୩୨୬ରେ ସୋମବାର ପିକ୍‌ଅପ୍‌ ଓ ବାଇକ୍‌ ମଧ୍ୟରେ ମୁହଁାମୁହିଁ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ କର୍ଚ୍ଚବାଡି ପଞ୍ଚାୟତ ରାମାନାଜୁ ଗ୍ରାମର...

ଜଙ୍ଗଲରେ ଦମ୍ପତିଙ୍କ ଗଳାକାଟି ହତ୍ୟା

ମୋହନା,୧୭ା୩(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ବ୍ଲକ କରଚବାଡି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଗୋପଟିମା ଓ କୁଟିଗୁଡା ମଧ୍ୟରେ ଥିବା ଜଙ୍ଗଲରୁ ସୋମବାର ଦମ୍ପତିଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ଗଳାକାଟି ହତ୍ୟା କରାଯାଇଥିବା ଜଣାପଡିଛି। ସେମାନେ ହେଲେ ଗୋପଟିମା ଗ୍ରାମର...

ଏମ୍‌କେସିଜିରେ ପୁଣି ୨ କରୋନା ସନ୍ଦିଗ୍ଧ

ବ୍ରହ୍ମପୁର ଅଫିସ,୧୭ା୩ ଗଞ୍ଜାମ ଜିଲାରେ ଏବେ କରୋନାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବ୍ରହ୍ମପର ସହର ବୁଲି ବିଭିନ୍ନ ଦୋକାନ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଉଛନ୍ତି। ଜିଲାରେ ୧୪୪ ଧାରା ଜାରି ହୋଇଛି। ଏମ୍‌କେସିଜି ମେଡିକାଲରେ...