ଶୁଖିଲା ପଡ଼ିଲାଣି ମହାନଦୀ, ବ୍ରାହ୍ମଣୀ ସିଷ୍ଟମ୍
କେନ୍ଦ୍ରାପଡ଼ା, ୧୭ା୧୧ (ଜଗନ୍ନାଥ ଧଳ): ନଭେମ୍ବର ପ୍ରଥମ ସପ୍ତାହରୁ ମହାନଦୀ ପରେ ଏବେ ବ୍ରାହ୍ମଣୀରେ ଜଳସଙ୍କଟ ଦେଖାଦେଇଛି। ବୈତରଣୀ ନଦୀରେ ବ୍ୟାରେଜ ନିର୍ମାଣ ପରେ ଏହି ଜଳସଙ୍କଟ କେନ୍ଦ୍ରାପଡ଼ା ଜିଲା ପାଇଁ ମହରଗ ହେବ। ଶୀତଋତୁ ଆରମ୍ଭରୁ ମହାନଦୀ ଓ ବ୍ରାହ୍ମଣୀ…
ଆଜିଠୁ ନାଟମଣ୍ଡପ ମରାମତି
ପୁରୀ,୧୭ା୧୧(ଅଜିତ୍ ମହାନ୍ତି): ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଶ୍ରୀମନ୍ଦିର ନାଟମଣ୍ଡପର ମରାମତିକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ଏବଂ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ (ଏଏସ୍ଆଇ) ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଶୁକ୍ରବାରଠାରୁ ବିଧିବଦ୍ଧ ଭାବେ ଏଏସ୍ଆଇ ନାଟମଣ୍ଡପ ମରାମତି କାର୍ଯ୍ୟ ଆରମ୍ଭ କରିବ। ଏଥିପାଇଁ…
ଭଡ଼ା ଘରୁ ୫ ଛାତ୍ରଙ୍କୁ ଉଠାଇନେଲା ବେଙ୍ଗାଲୁରୁ ନାର୍କୋଟିକ୍ସ ଟିମ୍
ଜୟପୁର,୧୫ା୧୧ (ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ସହର ପାରବେଡାର ଏକ ଭଡ଼ା ଘରୁ ବୁଧବାର ବେଙ୍ଗାଲୁରୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଟିମ୍ ୫ ଜଣ ଛାତ୍ରଙ୍କୁ ଉଠାଇ ନେଇଛି। ସେମାନେ ହେଲେ ହିମାଂଶୁ ଶେଖର ନାୟକ, ରାଜା ମଣ୍ଡଳ, ଶିବ…
ଧାର ଟଙ୍କା ଫେରସ୍ତ ମାଗିବାରୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଲେ
ଭବାନୀପାଟଣା,୧୬।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଭଙ୍ଗାବାରୀ ନିକଟରେ ଧାର ଟଙ୍କା ଫେରସ୍ତ ମାଗିବାକୁ ଯାଇ ଜଣେ ଯୁବକଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ଦୁର୍ବୃତ୍ତ ଜଣକ ଟଙ୍କା ଦେବା ତ ଦୂରର କଥା ଯୁବକଙ୍କୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ…
ଗାଡ଼ି ଧକ୍କାରେ ଇଞ୍ଜିନିୟର ଛାତ୍ରଙ୍କ ମୃତ୍ୟୁ, ଅନ୍ୟଜଣେ ଗୁରୁତର
ହିଞ୍ଜିଳିକାଟୁ,୧୬ା୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଭାବନ୍ଧ- ନନ୍ଦିକ ୩୬ ନମ୍ବର ରାଜପଥର ଧୋବାବି-ପାଟପୁର ନିକଟରେ ଏକ ଗାଡ଼ି ଧକ୍କାରେ ଜଣେ ଇଞ୍ଜିନିୟର ଛାତ୍ରଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ମୃତକ ହେଲେ ଆସିକା ଥାନା…
ଯୁକ୍ତ ୩ କଲେଜ ଛାତ୍ରୀଙ୍କୁ ଆକ୍ରମଣ: ବନ୍ଧା ହେଲେ ୨ ଯୁବକ
ଛତ୍ରପୁର,୧୬ା୧୧(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ମହିଳା ମହାବିଦ୍ୟାଳୟ ପାଖରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁକ୍ତ ୩ ତୃତୀୟ ବର୍ଷର ଛାତ୍ରୀଙ୍କୁ ୨ଜଣ ଯୁବକ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରି ମାଡ଼ ମାରୁଥିଲେ। ଯୁବକ ଜଣକ…
ଶ୍ରେଣୀଗୃହ ଛାତ-କାନ୍ଥ ଫାଟି ଆଁ, ଗଛ ତଳେ ପିଲାଏ ପଢୁଛନ୍ତି ପାଠ
ଦାମନଯୋଡି,୧୬ା୧୧(ନରସିଂହବ୍ରହ୍ମା): କୋରାପୁଟ ଜିଲା ସେମିଳିଗୁଡା ବ୍ଲକ ଚାରାଙ୍ଗୁଳ ପଞ୍ଚାୟତ ଅନ୍ତର୍ଗତ କୁମ୍ଭାରଗୁଡା ଗ୍ରାମରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ସେହି ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହ ଛାତ ଏବଂ କାନ୍ଥ ଭାଙ୍ଗି ଆଁ କରି ରହିଛି। କେତେବେଳେ ଯେ…
ରୋଗପୋକ ଉପଦ୍ରବରୁ ଚାଷୀ ଆମତ୍ହତ୍ୟା
ବଲାଙ୍ଗୀର, ୧୬ା୧୧(ବୀରେନ୍ଦ୍ର କୁମାର ଝାଙ୍କର)ଫସଲରେ ରୋଗପୋକ ଉପଦ୍ରବ ଯୋଗୁ ବଲାଙ୍ଗୀର ଜିଲା ପୁଇଁତଳା ବ୍ଲକ ଅନ୍ତର୍ଗତ ବୁବେଲ ଗଁାର ଚାଷୀ ରମେଶ ଭୋଇ(୫୦) ବିଷପିଇ ଆମତ୍ହତ୍ୟା କରିଥିବା ଅଭିଯୋଗ ହୋଇଛି। ରମେଶ ୧୦ଏକର ଜମିରେ ଧାନଚାଷ କରିଥିଲେ। ସେଥିରୁ ପ୍ରାୟ ୭ଏକର…
କୋଣାର୍କ ଏନ୍ଏସି ବର୍ଜ୍ୟବସ୍ତୁ ପ୍ରକଳ୍ପ କାର୍ଯ୍ୟ ନିମ୍ନମାନର
କୋଣାର୍କ,୧୬।୧୧(ଜ୍ୟୋତିରାଜ ମହାନ୍ତି)କୋଣାର୍କ ଏନ୍ଏସି ୧୧ନଂ. ୱାର୍ଡ ନଳକଣ ଗ୍ରାମ ନିକଟସ୍ଥ ବେରୁହଁ ମୌଜାର ପ୍ଲଟ ନଂ-୨୦୦୮, ମୋଟ ଏରିଆ ୧ ଏକର ୫୦ ଡିସିମିଲ ସରକାରୀ ଜମିରେ କୋଣାର୍କ ଏନ୍ଏସି ପକ୍ଷରୁ ପ୍ରାୟ ୨ କୋଟି ୮୯ ଲକ୍ଷ ଟଙ୍କା ବ୍ୟୟରେ…
ଅବହେଳିତ ରାମଚଣ୍ଡୀ ମଧ୍ୟ ଇଂରାଜୀ ବିଦ୍ୟାଳୟ
ଟାଙ୍ଗୀ ଖୋର୍ଦ୍ଧା, ୧୬।୧୧(ରଘୁନାଥ ସାହୁ)ଟାଙ୍ଗୀ ବ୍ଲକ ଅନ୍ତର୍ଗତ ବଡ଼ପାରୀ ଗ୍ରାମ ପଞ୍ଚାୟତର ଭୋବରା ଗାଁ ମୁଣ୍ଡରେ ୧୯୮୮ ମସିହାରେ ଅର୍ଜୁନପୁର, ବରପାଲି, କାସନ୍ଦା, ରାମଚନ୍ଦ୍ରପୁର, ଭୋବରା, ହରିଚନ୍ଦନପୁର ଗ୍ରାମରେ ଏକ ମଧ୍ୟ ଇଂରାଜୀ ବିଦ୍ୟାଳୟ ଖୋଲାଯାଇଥିଲା। ରାମଚନ୍ଦ୍ର ସ୍ବାଇଁ, ବ୍ରହ୍ମଚାରୀ ଦାସ,…
ଚିଲିକା ପକ୍ଷୀଙ୍କ ପାଇଁ ବିପଦ ପାଲଟିଛି ଚିଙ୍ଗୁଡ଼ି ଘେରି
ଖୋର୍ଦ୍ଧା, ୧୬।୧୧ (ପ୍ରଭାତ ପାଣିଗ୍ରାହୀ)ପ୍ରତିବର୍ଷ ଶୀତ ଋତୁରେ ଚିଲିକାକୁ ବହୁସଂଖ୍ୟାରେ ବିଦେଶାଗତ ପକ୍ଷୀ ଆସିଥାନ୍ତି। ୨ଶହରୁ ଊର୍ଦ୍ଧ୍ୱ ପ୍ରଜାତିର ପକ୍ଷୀଙ୍କ ସମାଗମ ପର୍ଯ୍ୟଟକଙ୍କୁ ବେଶ୍ ଆକର୍ଷିତ କରିଥାଏ। ତେବେ ଚିଲିକାରେ ପ୍ଳାଷ୍ଟିକ, ପଲିଥିନ, ବେଆଇନ ଚିଙ୍ଗୁଡି ଘେରି ଏହାର ଜୈବ ବିବିିଧତାକୁ…
ନିରାମୟ କେନ୍ଦ୍ରରେ ମିଳୁନି ଡାଇବେଟିସ୍ ଔଷଧ
କଟକ,୧୬ା୧୧(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍ସିବି ମେଡିକାଲର ନିରାମୟ କେନ୍ଦ୍ରରେ ପ୍ରାୟ ୨ ମାସ ହେବ ଡାଇବେଟିସ୍ ରୋଗୀଙ୍କ ପାଇଁ ଔଷଧ ମିଳୁ ନ ଥିବା ଅଭିଯୋଗ ହୋଇଛି। ଏସ୍ସିବି ମେଡିକାଲ ପରିସରରେ ଦୁଇଟି ନିରାମୟ କେନ୍ଦ୍ର ରହିଛି। ହେଲେ ସେଠାରେ ଡାଇବେଟିସ୍ ଔଷଧ ଉପଲବ୍ଧ…

