ଅବ୍ୟବସ୍ଥା ଘେରରେ ରାଜ୍ୟ ଅଭିଲେଖାଗାର
ଭୁବନେଶ୍ୱର,୧୩।୩ (ବ୍ୟୁରୋ): ପୂର୍ବ ପିଢ଼ିର ପରିଚୟ ହେଉ ଅବା ଅତୀତର ପୃଷ୍ଠାକୁ ସଂରକ୍ଷିତ କରୁଥିବା ରାଜ୍ୟ ଅଭିଲେଖାଗାର ଆଜି ନାନା ଅବ୍ୟବସ୍ଥା ଘେରରେ ରହିଛି। ସମସ୍ୟାରୁ ମୁକୁଳି ପାରୁ ନ ଥିବା ଏହି ପ୍ରତିଷ୍ଠାନ ବହୁ ବର୍ଷର ଇତିହାସକୁ କିପରି ସାଇତି…
ପ୍ରଚେଷ୍ଟାରୁ ପ୍ରତିଷ୍ଠିତ ବ୍ୟବସାୟୀ ତାରିଣୀ ପ୍ରସାଦ
ମେଧାବୀ ଛାତ୍ର ଜଣକ ମନରେ ଅନେକ ଆଶା ବାନ୍ଧି କେନ୍ଦୁଝରରୁ ଭୁବନେଶ୍ୱର ଉଚ୍ଚଶିକ୍ଷା ପାଇଁ ଆସି ସଫଳତାର ସହ ଶିକ୍ଷା ଶେଷକରି ନିଯୁକ୍ତି ପାଇଁ ପ୍ରସ୍ତୁତି କରୁଥାନ୍ତି। ହେଲେ ସମୟକ୍ରମେ ପାରିବାରିକ ଘଟଣା ପାଇଁ ସେ ଭୁବନେଶ୍ୱରରୁ କେନ୍ଦୁଝରକୁ ଫେରିଆସନ୍ତି। ଏପରିକି…
ଦୋଳବିମାନ ଉପରକୁ ମାଡ଼ିଗଲା ଗାଡ଼ି: ୨ ମୃତ, ୬ ଆହତ
କେନ୍ଦ୍ରାପଡ଼ା ଅଫିସ, ୧୩ା୩: ଦୋଳବିମାନ କାନ୍ଧେଇ ଯାଉଥିବା ଲୋକଙ୍କ ଉପରକୁ ଏକ ପିକ୍ଅପ୍ ଭ୍ୟାନ୍ ମାଡ଼ିଯିବା ଯୋଗୁ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୬ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ କଟକ ବଡ଼ମେଡିକାଲରେ ଚିକିତ୍ସା କରାଯାଉଛି।…
ଗୁଳି, ଭୁଜାଲି ମାଡ଼ ମାମଲା: ପୁଣି ଗିରଫ ହେଲେ ୬ ଅଭିଯୁକ୍ତ
ବରଗଡ଼ ଅଫିସ,୧୨।୩: ବରଗଡ଼ ସହରର ବ୍ୟସ୍ତବହୁଳ ସରକାରୀ ବସ୍ଷ୍ଟାଣ୍ଡ ନିକଟରେ ଗୁରୁବାର ସଂଘଟିତ ଗୁଳି ଏବଂ ଭୁଜାଲି ମାଡ଼ ଘଟଣାରେ ପୋଲିସ ଗତ ୧୦ ତାରିଖ ୨ଜଣ ଅଭିଯୁକ୍ତ ପ୍ରମୋଦ ମଲ୍ଲିକ ଏବଂ ବିଷ୍ଣୁ ମହାପାତ୍ରଙ୍କୁ ଗିରଫ କରିଥିଲା। ଏହି ଘଟଣାରେ…
ମାଗଣାରେ କୋବି ବାଣ୍ଟିଲେ ଚାଷୀ
କୁତ୍ରା,୧୨।୩(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ ବିରିଙ୍ଗାଟୋଲ ପଞ୍ଚାୟତ ନକଟି ଗ୍ରାମର ଚାଷୀ ପଣ୍ଡିତ ଟପ୍ପୋ ଗରିବ ଲୋକଙ୍କୁ କୋବି ବାଣ୍ଟିଛନ୍ତି। ରବିବାର କୁତ୍ରାରେ ହାଟପାଳି ଥିବାବେଳେ ସେ ସକାଳୁ ଏକ ଅଟୋରେ ବନ୍ଧାକୋବି ଆଣିଥିଲେ। କୁତ୍ରା ଦେଇ ଯାଇଥିବା…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ
ଛେଣ୍ଡିପଦା,୧୨।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବ୍ଲକ ଜରପଡ଼ା ଥାନା ଅଧୀନ ଅନୁଗୋଳ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ତୁବେ ପଞ୍ଚାୟତର ୩ ଯୁବକଙ୍କ ମୃତ୍ୟୁ ଘଟିଛି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି…
ବନ୍ୟଜନ୍ତୁଙ୍କ ଫଟୋ ପ୍ରସାରିତ ପରେ ବଢ଼ିଲା ସୁରକ୍ଷା ଚିନ୍ତା
କେନ୍ଦୁଝର,୧୨।୩(ସ୍ବ.ପ୍ର.): ଅଟେଇ ସଂରକ୍ଷିତ ଜଙ୍ଗଲରେ ୭ଟି ବିଲୁପ୍ତ ପ୍ରାଣୀଙ୍କୁ ମିଶାଇ ୨୧ ପ୍ରକାରର ପ୍ରାଣୀଙ୍କ ଉପସ୍ଥିତିକୁ ନେଇ ବନ ବିଭାଗ ପକ୍ଷରୁ ଟ୍ରାପ୍ କ୍ୟାମେରାରେ ରେକର୍ଡ ହୋଇଥିବା ଫଟୋ ପ୍ରସାରିତ ପରେ ଜୀବଜନ୍ତୁଙ୍କ ସୁରକ୍ଷା ନେଇ ପରିବେଶବିତ୍ ଚିନ୍ତାବ୍ୟକ୍ତ କରିଛନ୍ତି। ଏହା…
ଆହୁରି ୩ ଦିନ ଖରା, ୧୫ରୁ ଘଡ଼ଘଡ଼ି ସହ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୨ା୩(ବ୍ୟୁରୋ): ରବିବାରଠାରୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଖରାର ପ୍ରକୋପ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପ୍ରକାଶ ପାଇଛି। ତେବେ ୧୫ରୁ ରାଜ୍ୟରେ ପାଗ ପୁଣି ମେଘୁଆ ରହିବ। ବିଜୁଳି ଘଡ଼ଘଡ଼ି ସହ ବର୍ଷା…
ସଚ୍ଚୋଟତା ସଫଳ ବ୍ୟବସାୟୀଙ୍କ ଲକ୍ଷଣ
ଉଚ୍ଚଶିକ୍ଷା ଶେଷକରି ଅନେକ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ସଂସ୍ଥାରେ ସେ ଦକ୍ଷତାର ସହ କାର୍ଯ୍ୟ କରିଛନ୍ତି। ଏପରିକି ଦୀର୍ଘ ବର୍ଷର କର୍ପୋରେଟ ଅଭିଜ୍ଞତା ଓ ବ୍ୟବସାୟିକ କଳାକୌଶଳ ସହ ଏକ ଅଘଟଣ ଜୀବନର ମୋଡ଼ ବଦଳାଇ ଦେଇଥିଲା। ଫଳରେ କର୍ପୋରେଟ…
ଆଜି ସରିବ ଜେଇଇ ମେନ୍ ସେସନ-୨ ଆବେଦନ
ଭୁବନେଶ୍ୱର,୧୨।୩(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍ ୨୦୨୩ ସେସନ-୨ ଆବେଦନ ପ୍ରକ୍ରିୟା ରବିବାର ଶେଷ ହେବ। ଇଚ୍ଛୁକ ଛାତ୍ରୀଛାତ୍ର ରବିବାର ରାତି ୯ଟା ସୁଦ୍ଧା ଅଫିସିଆଲ ୱେବ୍ସାଇଟ୍ jeemain.nta.nic.inରେ ନାମ ପଞ୍ଜୀକରଣ କରିପାରିବେ। ସେହିପରି ରବିବାର…
ତାତି କମିବ, ବର୍ଷା ହେବ
ଭୁବନେଶ୍ୱର, ୧୨।୩(ବ୍ୟୁରୋ): ରାଜ୍ୟରେ ଏବେ ପଶ୍ଚିମା ଝଡ଼ ପ୍ରଭାବରେ ତାପମାତ୍ରା ହ୍ରାସ ପାଇଛି। ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିଛି। ଏପରିସ୍ଥିତିରେ ଆଉ ଏକ ପଶ୍ଚିମା ଝଡ଼ ଆସୁଥିବା ଜଣାପଡିଛି। ରାଜ୍ୟରେ ଆସନ୍ତା ୧୫ ତାରିଖରୁ ଏହାର ପ୍ରଭାବ…
ଭାରତର ପ୍ରଥମ ମହିଳା ଭାବେ ଆଇୟୁପିଏସି ପୁରସ୍କାର ପାଇବେ ଓଡ଼ିଆ ବୈଜ୍ଞାନିକ
ଭୁବନେଶ୍ୱର, ୧୨।୩(ବ୍ୟୁରୋ): ଓଡ଼ିଶାର ନାଁ ରଖିଲେ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତି। ଅନ୍ତର୍ଜାତୀୟ ସ୍ତରରେ ସମ୍ମାନ ପାଇଁ ମନୋନୀତ ହେବା ପରେ ଓଡ଼ିଶା ତାଙ୍କ ପାଇଁ ଗର୍ବ ଅନୁଭବ କରୁଛି। ଜ୍ୟୋତିର୍ମୟୀ ରସାୟନ ବିଜ୍ଞାନ ବା କେମିକାଲ ଇଞ୍ଜିନିୟରିଂ କ୍ଷେତ୍ରରେ ଉଲ୍ଲେଖନୀୟ…
Archives


