ସରକାରଙ୍କ ବଡ଼ ନିଷ୍ପତ୍ତି; ସରଳ ହେବ ଅବସର ଗ୍ରହଣ କରିଥିବା ସରକାରୀ କର୍ମଚାରୀମାନଙ୍କର ପେନସନ୍ ପ୍ରାପ୍ତି
ଭୁବନେଶ୍ୱର,୧୩ା୧୧: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ବାରା ଓଡ଼ିଶାର ସମସ୍ତ ୩୦ ଗୋଟି ଜିଲ୍ଲାରେ ଚାକିରିରୁ ଅବସର ଗ୍ରହଣ କରିଥିବା ଶିକ୍ଷକ ତଥା ଅନ୍ୟାନ୍ୟ କର୍ମଚାରୀମାନଙ୍କର ପେନସନ୍ ପ୍ରାପ୍ତି ଅଧିକ ସୂଚାରୁ ଭାବରେ କରାଯିବ। ଏଥିପାଇଁ ପେନସନ ପ୍ରଦାନ କାର୍ଯ୍ୟରେ ଜଡିତ…
ଶେରଗଡ଼ ଥାନା ଅଧିକାରୀ ହତ୍ୟା ମାମଲା: ୧୫ରେ ଆସିବ ଚୂଡାନ୍ତ ରାୟ
ବ୍ରହ୍ମପୁର,୧୩ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୦ ନଭେମ୍ବର ୨୬ ତାରିଖ ରାତିରେ ଗଞ୍ଜାମ ଜିଲା ଶେରଗଡ଼ ଥାନାର ତତ୍କାଳୀନ ଭାରପ୍ରାପ୍ତ ଅଧିକାରୀ ମନୋରଞ୍ଜନ ମିଶ୍ରଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲା ପରିଚାଳନା ପାଇଁ ସରକାରଙ୍କ ନିର୍ଦ୍ଦେଶ କ୍ରମେ ବ୍ରହ୍ମପୁର ଜିଲା ଓ ଦୌରାଜଜ୍…
ଶ୍ରୀମନ୍ଦିରରେ ଦିବ୍ୟାଙ୍ଗଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ସୁବିଧା କରିବାକୁ ଦାବି
ପୁରୀ,୧୩ା୧୧: ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ମାନେ କିଭଳି ସୁବିଧାରେ ଦର୍ଶନ କରିପାରିବେ ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ନିକଟରେ ଦିବ୍ୟାଙ୍ଗ ଅନୁଷ୍ଠାନ ପକ୍ଷରୁ ଆଜି ଦାବି କରାଯାଇଛି । ଶ୍ରୀକ୍ଷେତ୍ରକୁ ଦୈନିକ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦେଖି ଶ୍ରୀମନ୍ଦିରରେ ଦିବ୍ୟାଙ୍ଗଜନକଙ୍କ ଦର୍ଶନକୁ ସହଜ…
ଦୀପାବଳି ବାଣଫୁଟା ଯୋଗୁଁ ବଢ଼ିଲା ରାଜ୍ୟର ବାୟୁପ୍ରଦୂଷଣ ମାତ୍ରା
ଭୁବନେଶ୍ୱର,୧୩ା୧୧: ଦୀପାବଳିରେ ବାଣଫୁଟା ଯୋଗୁଁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର କେତେକ ସହରର ବାୟୁର ଗୁଣାତ୍ମକ ସୂଚକାଙ୍କ ବୃଦ୍ଧି ପାଇଛି । ଆତସବାଜିରେ ଥିବା କ୍ଷତିକାରକ ରାସାୟିକ ପଦାର୍ଥ ଓ ଧୂଳିକଣା ବାୟୁମଣ୍ଡଳରେ ପ୍ରବେଶ କରି ବାୟୁର ମାନକୁ ହ୍ରାସ କରିଛି…
ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଆତଙ୍କ ଖେଳାଉଥିବା କୁମ୍ଭୀର
ରୂପସା,୧୩।୧୧( ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସିଂଲା ଥାନା ଅଧୀନ ଡୁବୁଡୁବି ନଦୀ ମହାପଦା ପୋଲ ନିକଟରୁ ସୋମବାର ଏକ ୪ ଫୁଟ ଲମ୍ବର କୁମ୍ଭୀର ଉଦ୍ଧାର ହୋଇଛି l ଅନ୍ୟପକ୍ଷେ ନଦୀରେ ରହିଥିବା ଅନ୍ୟ କୁମ୍ଭୀରକୁ ଧରିବା ପାଇଁ କୌଣସି…
ଗରା, ମାଠିଆ ରଖି ରାସ୍ତା ଅବରୋଧ: ହଟହଟା ହେଲେ ଯାତ୍ରୀ
ଆର୍ ଉଉଦୟଗିରି,୧୩।୧୧(ମନୋଜ କୁମାର ପାଢୀ) ଗଜପତି ଜିଲା ଆର୍ ଉଦୟଗିରି ଗ୍ରାମରେ ୧୦ ଦିନ ହେଲା ପାନୀୟ ଜଳ ସମସ୍ୟା ଲାଗି ରହିଛି । ଏହି ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କୁ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ କୌଣସି ପ୍ରତିକାର କରାଯାଇ ନ…
ଟ୍ରକ୍ ଦୁର୍ଘଟଣାରେ ୨ ବୀମା କମ୍ପାନୀ କର୍ମଚାରୀଙ୍କ ଜୀବନ ଗଲା
ଅତାବିରା,୧୩ା୧୧(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଦେବାହାଲ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୋଇଲା ବୋଝେଇ ଟ୍ରକ୍ ଚାପାରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ସମ୍ବଲପୁର ସଦର ଥାନା…
ଟନେଲ ଭୁଶୁଡ଼ିବା ଘଟଣା: ଫସିଛନ୍ତି ୫ ଓଡ଼ିଆ
ଭୁବନେଶ୍ୱର,୧୩ା୧୧: ଉତ୍ତରାଖଣ୍ଡର ଉତ୍ତରକାଶୀରେ ନିର୍ମାଣାଧୀନ ଟନେଲଟି ରବିବାର ଭୁଶୁଡ଼ି ପଡ଼ିଥିଲା। ଏଥିରେ ୫ ଜଣ ଓଡ଼ିଆ ଶ୍ରମିକ ଫସି ରହିଥିବା ଜଣାପଡ଼ିଛି। ଏହି ଶ୍ରମିକମାନଙ୍କ ପରିଚୟ ମିଳିଛି। ସେମାନେ ହେଲେ ନବରଙ୍ଗପୁରର ଭଗବାନ ଭତ୍ରା, ମୟୂରଭଞ୍ଜର ବିଶ୍ୱେଶ୍ୱର ନାୟକ ଏବଂ କୁଲଡିହାର…
କାଲି ଲଘୁଚାପ, ୧୫ରୁ ବର୍ଷିବ
ଭୁବନେଶ୍ୱର,୧୩ା୧୧: ଆସନ୍ତାକାଲି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ବେଳେ ୧୫ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ‘ଏକ୍ସ’ ଯୋଗେ ସୂଚନା ଦିଆଯାଇଛି।…
କାର୍ ଚକାରେ ଚାପି ହୋଇ ଚାଲିଗଲା ଜୀବନ
ପୁରୁଣା ଭୁବନେଶ୍ୱର,୧୨ା୧୧(ସୁବାସ ଚନ୍ଦ୍ର ପଧାନ ): ଦିପାବଳୀରେ ସବୁଠି ଉତ୍ସବ ମୁଖର ଥିବା ବେଳେ ଶ୍ରୀଲିଙ୍ଗରାଜ ମନ୍ଦିର ଉତ୍ତର ଦ୍ୱାର ନିକଟରେ ରବିବାର ରାତିରେ ଏକ ଅଘଟଣ ଘଟିଛି। ଜୈନିକ ବ୍ୟକ୍ତିଙ୍କ କାର୍ ଚକା ଚଳେ ଚାପି ହୋଇ ଜଣେ ବ୍ୟକ୍ତିଙ୍କ…
ବୁଢ଼ୀ ଠାକୁରାଣୀ ମନ୍ଦିର ପୂଜକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ: ୨ ମହିଳାଙ୍କ ସମେତ ୭ ଗିରଫ
କୋରାପୁଟ,୧୨ା୧୧(ଅମିତାଭ ବେହେରା): କୋରାପୁଟ ସହରର ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପୂଜକ ରମେଶ ତ୍ରିପାଠୀ ହତ୍ୟା ଘଟଣାରେ ରବିବାର ୨ ମହିଳାଙ୍କ ସମେତ ୭ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି କୋରାପୁଟ ଟାଉନ ପୋଲିସ। ରମେଶ ସରକାରୀ ଚାକିରିରୁ ଅବସର…
ଓଡିଶା ସରକାରଙ୍କ ବଡ଼ ନିଷ୍ପତ୍ତି, ବୃଦ୍ଧି କରାଯିବ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଶଯ୍ୟା ସଂଖ୍ୟା
ଭୁବନେଶ୍ୱର,୧୨।୧୧: ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ଲୋକମାନଙ୍କ ପାଇଁ ଅଧିକ ସୁବିଧାଜନକ କରିବା ଲାଗି ସବୁ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯିବ । ସଂପ୍ରତି ରାଜ୍ୟରେ ପ୍ରାୟ ୨୮ହଜାର ବେଡ୍ ରହିଥିବାବେଳେ ଏହି ସଂଖ୍ୟା ୫୦ହଜାରକୁ ଛୁଇଁବ ବୋଲି…

