ମୃତଦେହ ନେଇ ଯାଉଥିବା ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ: ୩ ଗୁରୁତର
ଦାରିଙ୍ଗବାଡ଼ି,୧୦ା୩(ଡି.ଏନ୍.ଏ.): ମୃତଦେହ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ (ଓଡି ୦୨ଆର-୩୬୭୭) ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୩ ଜଣ ଗୁରୁତର ହୋଇଛନ୍ତି। ଦାରିଙ୍ଗବାଡ଼ି ଥାନା ଜାତୀୟ ରାଜପଥର ଡୋକାଡାଉ ବୁଲାଣିରେ ଦୁର୍ଘଟଣା ଘଟିଛି। ଗୁରୁତରମାନଙ୍କ ମଧ୍ୟରେ ରାତ୍ନୀ ଭୋଇ, ବୀର ଭୋଇ,ସୁଦାମ…
ସାଇବର ଠକେଇର ଶିକାର ହେଲେ ଦୀପାଳି
ଭୁବନେଶ୍ୱର,୧୦।୩(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ସାଇବର ଠକେଇର ଶିକାର ହୋଇଛନ୍ତି। ତାଙ୍କ ଆକାଉଣ୍ଟରୁ ଦେଢ ଲକ୍ଷ ଟଙ୍କା କଟିଯାଇଥିବା ନେଇ ଦୀପାଳି ସମ୍ବଲପୁରର ଅଇଁଠାପାଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ତେବେ ପୋଲିସ ଦୀପାଳିଙ୍କ ଅଭିଯୋଗକୁ…
ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର,୧୦।୩(ବ୍ୟୁରୋ): ରାଜ୍ୟରେ ଆଜିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହେଇ ପୂର୍ବାହ୍ନ ୧୦ଟାରେ ସରିବ। ତେବେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଶୁକ୍ରବାର ରାଜଧାନୀର ସୟଦ ମମତାଜ ଅଲି ହାଇସ୍କୁଲ ପରୀକ୍ଷା…
ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ବଜେଟ ଅଧିବେଶନ
ଭୁବନେଶ୍ୱର,୧୦।୩(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାରଠୁ ଆରମ୍ଭ ହେବ। ପୁଣି ଥରେ ବିଭିନ୍ନ ସମସ୍ୟାକୁ ନେଇ ବିରୋଧୀସରକାରଙ୍କୁ ଘେରିବେ । ଗ୍ୟାସ ଦରବୃଦ୍ଧି,ଚାଷୀ ଓ ମଣ୍ଡି ସମସ୍ୟା, ପୁରୀ ମାର୍କେଟ କଂପ୍ଲେକସରେ ଅଗ୍ନିକାଣ୍ଡ ଭଳି ପ୍ରସଙ୍ଗ ଉଠାଇପାରନ୍ତି ବିରୋଧୀ…
ଭୋକେଶନାଲ ଟ୍ରେନର୍ସଙ୍କ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଧାରଣା
ଭୁବନେଶ୍ୱର,୧୦।୩(ବ୍ୟୁରୋ): ସ୍ଥାୟୀ ନିଯୁକ୍ତି ସର୍ତ୍ତାବଳୀ ଲାଗୁ ଓ ପୂର୍ଣ୍ଣ ଶିକ୍ଷକତା ମାନ୍ୟତା ଦାବି ନେଇ ଭୋକେଶନାଲ ଟ୍ରେନର୍ସ ସଂଘ ପକ୍ଷରୁ ଲୋୟର ପିଏମ୍ଜିରେ ଧାରଣା ଦିଆଯାଇଛି। ଏଥିସହ ସମାନ କାମକୁ ସମାନ ଦରମା ଅନ୍ୟ ଏକ ଦାବି ରହିଛି। ଉଭୟ ଦାବି…
ଫୁଟ୍ବଲ ବେଟିଂ ଆପ୍ ଠକେଇ ମାମଲା : ଦୁବାଇ ମାଷ୍ଟରମାଇଣ୍ଡ ବିରୋଧରେ ଲୁକ୍ଆଉଟ୍ ସର୍କୁଲାର
ଭୁବନେଶ୍ୱର,୧୦।୩(ବ୍ୟୁରୋ): ଫୁଟବଲ୍ ବେଟିଂ/ଗେମିଙ୍ଗ୍ ଆପ୍ (18football.com)ରେ ଦେଶବ୍ୟାପୀ ୧ହଜାର କୋଟିରୁ ଊର୍ଦ୍ଧ୍ୱ ଠକେଇ ଘଟଣାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଅଧିକ ତଦନ୍ତ ଜାରି ରଖିଛି। ଏହି ମାମଲାରେ ମାଷ୍ଟରମାଇଣ୍ଡଙ୍କ ୨ ସହଯୋଗୀଙ୍କୁ ଇଓଡବ୍ଲ୍ୟୁ ୨ ସପ୍ତାହ ତଳେ ପଶ୍ଚିମବଙ୍ଗରୁ…
ଓଡ଼ିଶା ଦିବସ ପାଇଁ ବ୍ୟାପକ ପ୍ରସ୍ତୁତି
ଭୁବନେଶ୍ୱର,୧୦।୩(ବ୍ୟୁରୋ): ଚଳିତବର୍ଷ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସ୍ଥାନୀୟ ଉତ୍କଳ ମଣ୍ଡପରେ ପାଳନ କରାଯିବ। ଏହି ଅବସରରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଇତିହାସ ଏବଂ ଓଡ଼ିଶାର ବରପୁତ୍ରମାନଙ୍କ ସମ୍ପର୍କିତ ପ୍ରଦର୍ଶନୀ ସୂଚନା ଭବନରେ ଅନୁଷ୍ଠିତ ହେବ। ଏହି ପ୍ରଦର୍ଶନୀକୁ ସନ୍ଧ୍ୟାରେ ଉତ୍କଳ…
ନୂଆ ରୂପ ପାଇବ ରାଜଧାନୀ ଶ୍ମଶାନ
ଭୁବନେଶ୍ୱର,୧୦।୩ (ବ୍ୟୁରୋ): ରାଜଧାନୀ ଭୁବନେଶ୍ବରର ୬୭ ୱାର୍ଡରେ ଥିବା ସମସ୍ତ ଶ୍ମଶାନକୁ ନୂଆ ରୂପ ମିଳିବ। ଭୁବନେଶ୍ବର ମହାନଗର ନିଗମ (ବିଏମସି) ଦ୍ବାରା ଏ ନେଇ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରାଯାଇଛି । ପ୍ରତ୍ୟେକ ଶ୍ମଶାନର ପାଚେରି ନିର୍ମାଣ କରାଯିବା ସହ…
ଜାତୀୟ ଆନ୍ତଃ ବିଭାଗୀୟ ହକିରେ ଓଡ଼ିଆଙ୍କ କୃତିତ୍ୱ
ଭୁବନେଶ୍ୱର, ୧୦।୩(କ୍ରୀଡ଼ା ପ୍ରତିନିଧି):ହକି ଇଣ୍ଡିଆ ଆନୁକୂଲ୍ୟରେ ବେଙ୍ଗାଲୁରୁଠାରେ ବୁଧବାର ଜାତୀୟ ଆନ୍ତଃ ବିଭାଗୀୟ ହକି ଟୁର୍ନାମେଣ୍ଟ ଶେଷ ହୋଇଛି। ଏହାର ଫାଇନାଲରେ ପେଟ୍ରୋଲିୟମ ସ୍ପୋଟର୍ସ ପ୍ରମୋଶନ ବୋର୍ଡ (ପିଏସ୍ବିବି) ଶୁଟ୍ ଆଉଟ ୩-୧ ଗୋଲରେ ରେଲଓ୍ବେ ସ୍ପୋଟର୍ସ ପ୍ରମୋଶନ ବୋର୍ଡ (ଆର୍ଏସ୍ପିବି)କୁ…
କଂଗ୍ରେସକୁ ସୁଦୃଢ଼ କରିବାକୁ ସମସ୍ତଙ୍କ ସହଯୋଗ ଆବଶ୍ୟକ: ମୋକିମ୍
ଭୁବନେଶ୍ବର, ୧୦ା୩(ବ୍ୟୁରୋ):ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସ ରାଜ୍ୟରେ ନିଜର ଅଣ୍ଟା ସଳଖିବା ପାଇଁ ଉଦ୍ୟମ କରୁଥିବାବେଳେ ଗୁରୁବାର ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ୍ କଂଗ୍ରେସର ରାଜ୍ୟ ନେତୃତ୍ୱଙ୍କୁ ସତର୍କ କରାଇଛନ୍ତି। ଜାନକୀ ବଲ୍ଲଭ ପଟ୍ଟନାୟକ, ବସନ୍ତ ବିଶ୍ୱାଳ ଓ ହେମାନନ୍ଦ ବିଶ୍ୱାଳଙ୍କ…
ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା
ଭୁବନେଶ୍ୱର,୧୦ା୩(ବ୍ୟୁରୋ): ଶୁକ୍ରବାର ସକାଳ ୮ଟାରେ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ଏହି ପରୀକ୍ଷା ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଚାଲିବ। ଆଜି ପ୍ରଥମ ଦିନରେ ଛାତ୍ରୀଛାତ୍ର ମାତୃଭାଷା ପରୀକ୍ଷା ଦେଉଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ମୋଟ ୫ଲକ୍ଷ ୪୧ହଜାର ୨୪୭…
ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟଣା ନେଇ ଉଠିଲା ଅନେକ ପ୍ରଶ୍ନ
ପୁରୀ ଅଫିସ, ୧୦ା୩: ମରୀଚିକୋଟ ଛକ ନିକଟସ୍ଥ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟଣା ସାଧାରଣରେ ଅନେକ ପ୍ରଶ୍ନ ସୃଷ୍ଟି କରିଛି। କିପରି ଓ କାହିଁକି ଏହି ଘଟଣା ଘଟିଲା, ଏଥିପାଇଁ ଦାୟୀ କିଏ ଏବଂ କେଉଁ କାରଣରୁ ନିଆଁ ଶୀଘ୍ର…
Archives


