ଆଳୁ-ପିଆଜ ବୋଝେଇ ଗାଡିରେ ଆଣୁଥିଲେ ବ୍ରାଉନସୁଗାର
ଭୁବନେଶ୍ୱର,୧୦।୧୧(ସୂର୍ଯ୍ୟକାନ୍ତ ବେହେରା) : ଭୁବନେଶ୍ୱରରେ ଦୀର୍ଘଦିନ ଧରି ବେଆଇନ ଭାବେ ନିଶାଦ୍ରବ୍ୟ କାରବାର କରୁଥିବା ୨ ନିଶା ବେପାରୀଙ୍କୁ କମିଶନରେଟ ପୋଲିସର ସ୍ପେଶାଲ କ୍ରାଇମ୍ ୟୁନିଟ ଗ୍ରାହକ ସାଜି ଧରିବାରେ ସଫଳ ହୋଇଛି। ଏହାସହ ସେମାନଙ୍କଠାରୁ ୧ କେଜି ୧୨ ଗ୍ରାମ…
୧୫ରେ ଲଘୁଚାପ: ଉପକୂଳ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୦ା୧୧(ଅନିଲ ଦାସ): ଆସନ୍ତା ୧୩ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ। ୧୫ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ। ଏହା ଡିପ୍ ଡିପ୍ରେସନ(ଅବପାତ)ରେ ପରିଣତ ହୋଇ ଉତ୍ତର ଦିଗକୁ ଗତିକରି ଓଡ଼ିଶା ଉପକୂଳମୁହାଁ…
ମଙ୍ଗଳପୁର ଗ୍ରାମ୍ୟ ଜଙ୍ଗଲରେ ବାଘ ଆତଙ୍କ: ୭ଛେଳିକୁ ମାରିଲା
ରେଢ଼ାଖୋଲ,୧୦ା୧୧(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡର ଗିରିଶ୍ଚନ୍ଦ୍ରପୁର ରେଞ୍ଜ ଅଧୀନ ମଙ୍ଗଳପୁର ଗ୍ରାମ୍ୟ ଜଙ୍ଗଲରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ମଙ୍ଗଳପୁର ଗ୍ରାମରେ ଗୁରୁବାର ୭ଟି ଛେଳିଙ୍କୁ ବାଘ ମାରି ଦେଇଥିବା ଜଣାପଡିଛି। ଏନେଇ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।…
ମାଲ ପରିବହନକୁ ନେଇ ତେଜିଲା ଆନ୍ଦୋଳନ
ଛତ୍ରପୁର,୧୦।୧୧(ଦିଲ୍ଲୀପ ସାମଲ): ଗୋପାଳପୁର ଇଣ୍ଡଷ୍ଟ୍ରିଆଲ ପାର୍କରୁ ଫେରୋକୋମ୍ ଏବଂ କ୍ରୋମାଇଟ ଖଣିଜର ମାଲ୍ ପରିବହନ ଟ୍ରକ ଦ୍ୱାରା ଯାଜପୁର, ଅନୁଗୋଳ, ତ୍ରିକୂଡ଼ା, ରାୟଗଡ଼ା ସମେତ ରାଜ୍ୟ ବାହାରର ବିଭିନ୍ନ ସ୍ଥାନକୁ ଯାଉଛି। ଏହାକୁ କଣ୍ଢେଇ ଟ୍ରାନ୍ସପୋର୍ଟକୁ ଦାୟିତ୍ୱ ଦିଆଯାଇଛି। ଏନେଇ କାଳିଆବାଲିସ୍ଥିତ…
କଂଗ୍ରେସରେ ଯୋଗଦେବେ ଜୟରାମ ପାଙ୍ଗି
କୋରାପୁଟ,୧୦।୧୧(ଅମିତାଭ ବେହେରା): ବରିଷ୍ଠ ବିଆର୍ଏସ୍ ନେତା ଜୟରାମ ପାଙ୍ଗି ନଭେମ୍ବର ୧୬ରେ କଂଗ୍ରେସରେ ଯୋଗଦେବା ନେଇ ସୋସିଆଲ ମିଡ଼ିଆରେ ଶୁକ୍ରବାର ପ୍ରକାଶ କରିଛନ୍ତି। ଜନତା ଦଳରୁ ବିଜେଡି ପରେ ଜୟରାମ ଭାଜପାରେ ସାମିଲ ହୋଇଥିଲେ । କିଛି ଦିନ ତଳେ ଭାଜପା…
ଓଡ଼ିଶାରେ ସେମିକଣ୍ଡକ୍ଟର ଭିଭିଭୂମିକୁ ବଡ଼ ସଫଳତା, ସିନୋପ୍ସିସ୍ ଇଣ୍ଡିଆର ବୈଷୟିକ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର,୧୦/୧୧: ସେମିକଣ୍ଡକ୍ଟର ଏବଂ ଇଲେକ୍ଟ୍ରୋନିକ ଡିଜାଇନ ଅଟୋମେସନ (ଇଡିଏ) ଉପକରଣ ଅଗ୍ରଣୀ ଯୋଗାଣକାରୀ ସଂସ୍ଥା ସିନୋପ୍ସିସ୍ର ଡିଜାଇନ, ଗବେଷଣା ଓ ବିକାଶ କେନ୍ଦ୍ରକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଉଦ୍ଘାଟନ କରିଛନ୍ତି । ପୂର୍ବ ଭାରତରେ ସିନୋପ୍ସିସର ଏହା ପ୍ରଥମ…
ଲୁଟି ନେଲେ ଟଙ୍କା ଭର୍ତ୍ତି ଭ୍ୟାନ, ସଫା କରିଦେଲେ ଦେଢ଼ କୋଟି
ଆଠଗଡ଼,୧୦।୧୧: ଦିନ ଦ୍ୱିପ୍ରହରରେ ଲୁଟି ନେଲେ ଟଙ୍କା ଭର୍ତ୍ତି ଭ୍ୟାନ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି ଆଠଗଡ଼ ତିଗିରିଆ ଥାନା ଅନ୍ତର୍ଗତ ଗୋଡ଼ିଝରିଆ ଅଞ୍ଚଳରେ। ପ୍ରାରମ୍ଭିକ ସୂଚନା ଅନୁଯାୟୀ ତିଗିରିଆ ଥାନା ଗୋଡ଼ିଝରିଆ ନୂଆ ରାସ୍ତାରୁ ଏହି ଲୁଟ୍ ହୋଇଛି।…
ଧନତେରସରେ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼, ଠେଲାପେଲାରେ ୧୦ ଆହତ
ପୁରୀ,୧୦।୧୧: ପୁରୀ ଶ୍ରୀମନ୍ଦିରରେ ଶୁକ୍ରବାର ମଙ୍ଗଳ ଆଳତି ସମୟରେ ଠେଲାପେଲା ହୋଇଛି। ଧନତେରସରେ ପ୍ରବଳ ଭିଡ଼ କାରଣରୁ ଠେଲାପେଲାରେ ୧୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି। ଆହତ ମାନଙ୍କୁ ସୁରକ୍ଷାକର୍ମୀମାନେ ତୁରନ୍ତ ପୁରୀ ବଡ଼ ମେଡିକାଲରେ ଚିକିତ୍ସା…
ଦାନ୍ତ ଘଷୁଥିବା ବେଳେ ଚାପିଦେଲା ବୋଲେରୋ, ଜଣେ ମୃତ
ବଣାଇ,୧୦ା୧୧(ପ୍ରଦୀପ ତ୍ରିପାଠୀ): ମୃତ୍ୟୁ କେତେବେଳେ କେମିତି ଆସିବ କାହାକୁ ଜଣା ନ ଥାଏ। ଏମିତି ଏକ ଅଭାବନୀୟ ଘଟଣା ଶୁକ୍ରବାର ଦେଖିବାକୁ ମିଳିଛି ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ନୂଆଗାଁରେ। ଏଠାରେ ଥିବା କାରୋ ନାଳ ନିକଟରେ ବାସୁଦେବ ନାୟକ(୫୦)…
ଆଖି ବୁଜିଲା ଆଉ ଏକ ହାତୀ
କେନ୍ଦୁଝର,୧୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଡିଭିଜନ ତେଲକୋଇ ରେଞ୍ଜ ଅନ୍ତର୍ଗତ ସଲେଇକେନା ଗ୍ରାମ ନିକଟ ଜଙ୍ଗଲରେ ଏକ ପ୍ରାୟ ୨୦ ବର୍ଷର ଦନ୍ତା ହାତୀର ମୃତ୍ୟୁ ହୋଇଛି। ଦଳରେ ଥିବା ଦୁଇ ଦନ୍ତାହାତୀଙ୍କ ମଧ୍ୟରେ ଲଢ଼େଇ ଯୋଗୁ ଗୋଟିଏର ମୃତ୍ୟୁ ହୋଇଥିବା…
ATMରେ ଫେସିଆଲ ବାୟୋମେଟ୍ରିକ ବ୍ୟବସ୍ଥା ପ୍ରଚଳନ ଉପରେ ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ
କଟକ,୧୦।୧୧: ଏଟିଏମ୍ ଗୁଡ଼ିକରେ ଫେସିଆଲ ବାୟୋମେଟ୍ରିକ ବ୍ୟବସ୍ଥା ପ୍ରଚଳନ କରିବା ଉପରେ ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ବ୍ୟାଙ୍କ କର୍ତ୍ତୃପକ୍ଷ ଫେସିଆଲ ବାୟୋମେଟ୍ରିକ ଚିହ୍ନଟ ବ୍ୟବସ୍ଥା କଲେ ବ୍ୟବହାରକାରୀଙ୍କୁ ଏଟିଏମ୍ କ୍ୟାମେରା ପ୍ରଥମେ ଚିହ୍ନଟ କରିପାରିବ ।…
ପରମ୍ପରା ଉଜ୍ଜୀବିତ ରଖିଛନ୍ତି କୁମ୍ଭକାର
ସମ୍ବଲପୁର,୧୦ା୧୧(ଭବାନୀ ଶଙ୍କର ଭୋଇ): ଆସନ୍ତା ୧୨ ତାରିଖରେ ଦୀପାବଳି। ଭାରତୀୟ ପରମ୍ପରାରେ ଦୀପାବଳିରେ ପ୍ରତି ଘରେ ମାଟିଦୀପ ଜାଳିବାର ପରମ୍ପରା ରହିଛି। ସେଥିପାଇଁ ଏହି ପର୍ବ ଆସିଲେ ମାଟି ଦୀପର ଚାହିଦା ବୃଦ୍ଧି ପାଇଥାଏ। ମାଟିରେ ସୁନ୍ଦର ଆକୃତି ଦେଇ କୁମ୍ଭାକାରମାନେ…

