ପାରାଦୀପ ଆସିବେ ରାଷ୍ଟ୍ରପତି
ପାରାଦୀପ,୧୦।୧୧(ଶରତ ରାଉତ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୭ରେ ପାରାଦୀପ ଗସ୍ତରେ ଆସିବେ। ଏ ନେଇ ସରକାରୀ ଭାବେ ରାଷ୍ଟ୍ରପତି ଭବନର ସଚିବ ସମ୍ପଦ ମେହେଟ୍ଟା ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଯୋଗେ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ଗୁରୁବାର…
ରାଜଧାନୀର ୨୧ ସ୍ଥାନରେ ବାଣ ବିକ୍ରି
ଭୁବନେଶ୍ୱର,୧୦।୧୧ (ବନ୍ଦନା ସେଠୀ): ଚଳିତବର୍ଷ ରାଜଧାନୀର ୨୧ ସ୍ଥାନରେ ବାଣ ବିକ୍ରି ହେବ। ବିଏମ୍ସି ଅଞ୍ଚଳରେ ଥିବା ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ (ଜିଏ)ର ଏସବୁ ସ୍ଥାନ ବ୍ୟତୀତ ଅନ୍ୟ କେଉଁଠାରେ ବାଣ ବିକ୍ରି ହୋଇପାରିବ ନାହିଁ। ପ୍ରତ୍ୟେକ ଦୋକାନୀ…
ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ: ବନ୍ଧା ହେଲେ ଅଭିଯୁକ୍ତ
ଭବାନୀପାଟଣା,୯।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଏବଂ ଫଟୋ ଭାଇରାଲ ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ହେଲେ କୋକସରା ଥାନା…
ଭାଜପାରେ ଯୋଗଦେବାକୁ ଯାଇଥିବା ବିଜେଡି କର୍ମୀ କୋରାପୁଟ ଆସି ଭୁଲ୍ ମାଗିଲେ
କୋରାପୁଟ,୯।୧୧(ଅମିତାଭ ବେହେରା): କୋରାପୁଟ ବ୍ଲକ ଅଧୀନ କେନ୍ଦାର ପଞ୍ଚାୟତର ଦୁଇ ବିଜେଡି କର୍ମୀ ଭାଜପା ନେତା ରଘୁରାମ ମାଛଙ୍କ ସହ ଭୁବନେଶ୍ୱର ଯାଇଥିଲେ। ଗୁରୁବାର ସେମାନେ କୋରାପୁଟ ଫେରି ଭୁଲ୍ ମାଗିଛନ୍ତି। କେନ୍ଦାର ପଞ୍ଚାୟତର ସରପଞ୍ଚଙ୍କ ସ୍ବାମୀ ପୀତବାସ ଜାନୀ ଏବଂ…
ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ଶିକ୍ଷକ
ବାରିପଦା,୯ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ବଡ଼ଭାଲିଆ ପଞ୍ଚାୟତ କୁଲାଦହଣୀ ପ୍ରାଥମିକ ବିଦ୍ୟାଳୟର ଜଣେ ଛାତ୍ରଙ୍କୁ ବିଦ୍ୟାଳୟର ଶିକ୍ଷକ ସୁଦିବ୍ୟଶକ୍ତି ଦାସ ମାଡ଼ମାରି ଗୁରୁତର କରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପ୍ରଶାସନ ପକ୍ଷରୁ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ…
ନଭେମ୍ବର ୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ,୯।୧୧: ନଭେମ୍ବର ୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ୱାରା ଆୟୋଜିତ ହେଉଥିବା ବୋଇତ ବନ୍ଦାଣ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବୋଲି ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…
ଯାଜପୁର: ବାଇକ ଓ ଟ୍ୟାଙ୍କର ଧକ୍କାରେ ୨ ମୃତ, ଗର୍ଭବତୀ ଗୁରୁତର
ଯାଜପୁର,୯।୧୧: ଯାଜପୁର ସଦର ଥାନା ବରୁହାଁ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଇକ ଓ ଟ୍ୟାଙ୍କର ଧକ୍କାରେ ୨ ମୃତ୍ୟୁ ବରଣ କରିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଗର୍ଭବତୀଙ୍କୁ ବାଇକରେ ମେଡିକାଲ ନେଇ ଯାଉଥିବା ବେଳେ…
ଛାୟା ସରପଞ୍ଚ ବ୍ୟବସ୍ଥା ବନ୍ଦ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦେଶ ଦେଲେ ହାଇକୋର୍ଟ
କଟକ,୯।୧୧: ରାଜ୍ୟରେ ବିଭିନ୍ନ ପଞ୍ଚାୟତରେ ଛାୟା ସରପଞ୍ଚ ବ୍ୟବସ୍ଥା ବନ୍ଦ କରିବାକୁ ସରକାରଙ୍କୁ ନିର୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ବିଚାରପତି ଏସକେ. ପାଣିଗ୍ରାହୀଙ୍କ ଜଣିକିଆ ଖଣ୍ଡପୀଠ କହିଛନ୍ତି, “ପଞ୍ଚାୟତ ରାଜ ବିଭାଗ ରାଜ୍ୟରେ ପଞ୍ଚାୟତ ରାଜ ବ୍ୟବସ୍ଥାରେ ମହିଳାଙ୍କ ସଂରକ୍ଷଣର ପବିତ୍ରତା…
ଆନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର, ୯।୧୧: ଆଦିବାସୀ ସମ୍ପ୍ରଦାୟର ଜୀବିକା ଏବଂ ପୋଷଣ ଉପରେ ଧ୍ୟାନ ଦେଇ ଏକ ଲୋକାଭିମୁଖୀ ମିଲେଟ ମିଶନ ପ୍ରସ୍ତୁତ କରିବାରେ ଓଡ଼ିଶା ଅଗ୍ରଣୀ ଭୂମିକା ନେଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଭୁବନେଶ୍ୱରର ଜନତା ମଇଦାନଠାରେ ମୁଖ୍ୟମନ୍ତ୍ରୀ ଦୁଇ…
ମୟୂରଭଞ୍ଜ ଜିଲାର ଅମର୍ଦ୍ଧା ଏୟାରଷ୍ଟ୍ରିପ୍କୁ ବ୍ୟବସାୟିକ ବିମାନ ବନ୍ଦର ଭାବେ ବିକଶିତ କରିବା ପାଇଁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି
ନୂଆଦିଲ୍ଲୀ,୯।୧୧: ମୟୂରଭଞ୍ଜ ଜିଲାର ଅମର୍ଦ୍ଧା ଏୟାରଷ୍ଟ୍ରିପ୍କୁ ଏକ ବ୍ୟବସାୟିକ ବିମାନ ବନ୍ଦର ଭାବେ ବିକଶିତ କରିବା ପାଇଁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ…
ଥାନା ସମ୍ମୁଖ ଡ୍ରେନରୁ ମିଳିଲା ନବଜାତ ଶିଶୁ୍କନ୍ୟାର ମୃତଦେହ
ପୁରୁଷୋତ୍ତମପୁର,୯।୧୧(ସିମାଞ୍ଚଳ ମିଶ୍ର): ସରକାର ଶିଶୁ କନ୍ୟାଙ୍କର ସୁରକ୍ଷା ପ୍ରତି ଗରୁତ୍ୱ ଦେଉଥିବା ବେଳେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୁଷୋତ୍ତମପୁର ଥାନା ସମ୍ମୁଖରେ ଥିବା ଏକ ଡ୍ରେନ ମଧ୍ୟରେ ଏକ ଶିଶୁକନ୍ୟାଙ୍କର ମୃତଦେହ ଉଦ୍ଧାର କରାଯାଇଛି।…
ନୟାଗଡ଼ରେ ଲଜ୍ଜା: ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ବଳାତ୍କାର ପରେ ଛୁରାମାଡ
ନୟାଗଡ,୧୧।୯(ଲୋକନାଥ ମିଶ୍ର) ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ବଳାତ୍କାର । ବଳାତ୍କାର ପରେ ମାନସିକ ବିକୃତ ମହିଳାଙ୍କୁ ଛୁରାମାଡ କରିଛନ୍ତି ଦୁର୍ବୃତ୍ତ l ବର୍ତ୍ତମାନ ମହିଳା ଗୁରୁତର ଅବସ୍ଥାରେ ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି l ଘଟଣାଟି ହେଉଛି ଇଟାମାଟି…

