ରାଜ୍ୟ

ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଆୟୁର୍ବେଦିକ କଲେଜ-ହସ୍ପିଟାଲ ଅଧ୍ୟକ୍ଷ, ୬ସ୍ଥାନରେ ଚାଲିଛି ଚଢାଉ

ବଲାଙ୍ଗୀର,୯।୧୧:(ଖୋର୍ଦ୍ଧା ଅଫିସ) (ପ୍ରଭାତ ପାଣିଗ୍ରାହୀ/ସୁନୀଲ କୁମାର ମହାନ୍ତି) ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ। ଗୁରବାର ବଲାଙ୍ଗୀର ଆୟୁର୍ବେଦିକ କଲେଜ ଆଣ୍ଡ ହସ୍ପିଟାଲ ଅଧ୍ୟକ୍ଷଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଚାଲିଥିବା ସୂଚନା ମିଳିଛି।…

ପ୍ରଶାସନର ଉଦାସୀନତା: ଶହୀଦଙ୍କ ମୂକସାକ୍ଷୀ କୁଦୋପାଲି ଅବହେଳିତ

ସମ୍ବଲପୁର,୯ା୧୧(ଭବାନୀ ଶଙ୍କର ଭୋଇ): ମହାନ୍‌ ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କର ଉଲଗୁଲାନର ମୂକସାକ୍ଷୀ ହେଉଛି ସମ୍ବଲପୁରର କୁଦୋପାଲି ଘାଟି। ଇଂରେଜମାନଙ୍କ ଗୁଳିରେ ଗୋଟିଏ ଦିନରେ ପ୍ରାଣ ହରାଇଥିବା ୫୩ ଜଣ ସଂଗ୍ରାମୀଙ୍କ ସହ ଇଂରେଜ ହାତରେ ଧରାପଡ଼ି ଫାଶୀଖୁଣ୍ଟରେ ଝୁଲିଥିବା…

ଫେଲ୍‌ ମାରିଛି ମିଶନ ଉଦ୍ଧାର-୨: ଏବେ ବି ଦାଦନ ଖଟିବାକୁ ଯାଉଛନ୍ତି…

ଲାଠୋର,୯ା୧୧(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକରୁ ପ୍ରତିବର୍ଷ ହଜାର ହଜାର ଶ୍ରମିକ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥାନ୍ତି। ଅନେକ ସେଠାରେ ନିର୍ଯାତନାର ଶିକାର ହୋଇଥାନ୍ତି। ଏପରିକି କେତେକ ଅକର୍ମଣ୍ୟ ଅଥବା ଜୀବନ ହରାଇଥାନ୍ତି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଓ ଅନ୍ୟାନ୍ୟ କର୍ମଭିତ୍ତିକ…

ପରବ ଉତ୍ସବ ସ୍ଥାନକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କୋରାପୁଟ, ୯ା୧୧ (ଅମିତାଭ ବେହେରା): ୨୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ କୋରାପୁଟ ଜିଲାର ଆଦିବାସୀ ଉତ୍ସବ ‘ପରବ’ ପାଳନକୁ ନେଇ ବୁଧବାର ଓଡ଼ିଶା ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଗତବର୍ଷ ରୌପ୍ୟ ଜୟନ୍ତୀ ପାଳନ କରିଥିବା ଏହି…

ଧାନ ଥୋଡ଼ ସମୟରେ ଜମି ଶୁଖିଲା

ଜଟଣୀ, ୯।୧୧(ରବୀନ୍ଦ୍ର ନାଥ ମହାକୁଡ଼)ଚଳିତବର୍ଷ କମ୍‌ ପରିମାଣର ବର୍ଷା ଯୋଗୁଁ ଏହାର ସିଧାସଳଖ ପ୍ରଭାବ ଚାଷୀକୂଳ ଉପରେ ପଡ଼ିଛି। ଜଟଣୀ ବ୍ଲକ ଅଧୀନ ବେଣାପଞ୍ଜରୀ ଅଞ୍ଚଳରେ ଧାନକ୍ଷେତରେ ପାଣି ଅଭାବରୁ ଚାଷୀ ଏବେ ମୁଣ୍ଡରେ ହାତ ଦେଇ ବସିଛି। ଧାନଥୋଡ଼ ବାହାରି…

ପରିବେଶ, ପକ୍ଷୀ ସୁରକ୍ଷା ବାର୍ତ୍ତା ଦେଉଛନ୍ତି ଗୋପାଳକୃଷ୍ଣ

ଖୋର୍ଦ୍ଧା, ୯ା୧୧(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ଶ୍ରୀରାମନଗର ହାଉସିଂବୋର୍ଡ କଲୋନିର ଗୋପାଳକୃଷ୍ଣ ଦାସ ଜଣେ ପକ୍ଷୀପ୍ରେମୀ ଓ ପରିବେଶ ସୁରକ୍ଷା ପ୍ରତି ସମର୍ପିତ ବ୍ୟକ୍ତିତ୍ୱ। ସେ ପରିବେଶ ସୁରକ୍ଷା ସଚେତନତା ବାର୍ତ୍ତା ଦେବା ସହ ପକ୍ଷୀ ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଛନ୍ତି। ଘର ଛାତ…

ସଫେଇ କାର୍ଯ୍ୟରେ ଛାତ୍ର ନିୟୋଜିତ, ଭିଡିଓ ଭାଇରାଲ

ଯୋଡ଼ା,୯ା୧୧(ମାନସ ମହାନ୍ତି)କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଭୂୟାଁ ରୋଇଡ଼ା ପଞ୍ଚାୟତ ଅନ୍ତର୍ଗତ କୋଲରୋଇଡ଼ା ନୋଡାଲ ଉଚ୍ଚ ବିଦ୍ୟାଳୟରେ ଛାତ୍ରମାନଙ୍କୁ ସଫେଇ କାର୍ଯ୍ୟରେ ନିୟୋଜିତ କରାଯାଉଛି। ଘଟଣାର ଏକ ଭିଡିଓ ଭାଇରାଲ ହେବା ପରେ ଅଭିଭାବକଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ବିଦ୍ୟାଳୟର…

ଅବଧି ପରେ ବି କାମ ସରୁନି

ବ୍ରହ୍ମପୁର,୯ା୧୧(ସ୍ମୃତି ରଞ୍ଜନ ମହାଲିକ)ସହରର ବିଭିନ୍ନ ୱାର୍ଡରେ ଜାରି ରହିଥିବା ଉନ୍ନୟନମୂଳକ କାର୍ଯ୍ୟ ୧୦୦ ଦିନ ମଧ୍ୟରେ ସାରିବା ପାଇଁ ବ୍ରହ୍ମପୁର ମହାନଗର ନିଗମ (ବିିଇଏମ୍‌ସି) ପକ୍ଷରୁ କାଉନସିଲ ବୈଠକରେ ଯନ୍ତ୍ରୀଙ୍କୁ ବାରମ୍ବାର ନିର୍ଦ୍ଦେଶ ଦିଆଯାଉଛି। ଏହି ମର୍ମରେ ନିଗମର ୱାର୍ଡଗୁଡିକରେ ଯୁଦ୍ଧକାଳୀନ…

ମାଟି ବଦଳରେ ଇଲେକ୍ଟ୍ରି ଦୀପ,ଚିନ୍ତାରେ କୁମ୍ଭକାର ପରିବାର

ପାରଳାଖେମୁଣ୍ଡି, ୯ା୧୧ (ଗିରିଧାରୀ ପରିଛା):ପାଖେଇ ଆସୁଛି ଆଲୋକର ପର୍ବ ଦୀପାବଳି। ରଙ୍ଗୀନ ଆଲୋକର ସଜା ସହିତ ପୂର୍ବ ପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପ ଜାଳି ଶୁଭକାମନା କରନ୍ତି ଲୋକେ। ସମୟ ବଦଳିବା ସହ ଗ୍ରାହକଙ୍କ ଚାହିଦା ମଧ୍ୟ ବଦଳୁଛି। ଏବେ ମାଟି ଦୀପର…

ଢେଙ୍କାନାଳରୁ ମେଲାଣି ନେଲେ ମା’

ଢେଙ୍କାନାଳ,୯ା୧୧(ରତନ ନାୟାର)ଢେଙ୍କାନାଳରୁ ବୁଧବାର ମେଲାଣି ନେଇଛନ୍ତି ମା’ ଲକ୍ଷ୍ମୀ। ସକାଳୁ ଆରମ୍ଭ ହୋଇଥିବା ମା’ଙ୍କ ଏହି ବିଦାୟ ପର୍ବ ବିଳମ୍ବିତ ରାତି ଯାଏ ଚାଲିଥିଲା। ପ୍ରସିଦ୍ଧ ଲକ୍ଷ୍ମୀପୂଜାର ଏହି ଅନ୍ତିମ ଉତ୍ସବ ଭସାଣି ଶୋଭାଯାତ୍ରା ବେଶ୍‌ ଆନନ୍ଦ ଉଲ୍ଲାସ ଓ ଆଡ଼ମ୍ବର…

ଜିଲାରେ ବଢୁଛି ବେଆଇନ ଇଟାଭାଟି ନିର୍ମାଣ

କେନ୍ଦ୍ରାପଡ଼ା, ୯ା୧୧ (ଜଗନ୍ନାଥ ଧଳ)ନଭେମ୍ବର ଆରମ୍ଭରୁ କେନ୍ଦ୍ରାପଡ଼ା ଜିଲାରେ ମାଟି ନିର୍ମିତ ଇଟାଭାଟି ବଢ଼ିଚାଲିଛି। ନଦୀ ଶଯ୍ୟାର ୫୦୦ ମିଟର ମଧ୍ୟରେ ମାଟି ଓ ବାଲି ଉଠା ପାଇଁ କଟକଣାକୁ ସ୍ଥାନୀୟ ଭାଟି ନିର୍ମାତା ମାନୁନାହାନ୍ତି। ଏହି ବେଆଇନ ଇଟାଭାଟି ସ୍ଥାନୀୟ…

ଗୋଟିଏ କୋଠରିରେ ୫ ଶ୍ରେଣୀର ଛାତ୍ରୀଛାତ୍ର

ପଟ୍ଟାମୁଣ୍ଡାଇ,୯ା୧୧(କଳ୍ପତରୁ ନାୟକ)ବିଦ୍ୟାଳୟ ରୂପାନ୍ତରୀକରଣ କରାଯାଉଛି। ଏଥିପାଇଁ ସରକାର ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଯେଉଁ ଉଦ୍ଦେଶ୍ୟ ରଖି ସରକାର ଏଭଳି ବ୍ୟବସ୍ଥା କରୁଛନ୍ତି ତାହାର ବାସ୍ତବତାକୁ ନେଇ ପ୍ରଶ୍ନ ଉଠିଛି। ଛାତ୍ରୀଛାତ୍ରଙ୍କ ତୁଳନାରେ ପ୍ରାଥମିକ ବିଦ୍ୟାଳୟରେ ଆବଶ୍ୟକ ଶ୍ରେଣୀ ଗୃହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?