ରାଜ୍ୟ

କେନ୍ଦରା ଗୀତରୁ ମିଳୁଛି ଓଡ଼ିଶାର ଲୋକକଳାର ଝଲକ

ମହାକାଳପଡ଼ା, ୯।୧୧ (ପ୍ରତାପ ଚନ୍ଦ୍ର ସ୍ବାଇଁ)ଧାର୍ମିକ ମାସ ହେଉଛି କାର୍ତ୍ତିକ। ଏହି ମାସରେ ଦାନ ଧର୍ମ କଲେ ପୁଣ୍ୟ ଫଳ ମିଳେ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି। ଦିନ ଥିଲା ଧର୍ମୀୟ କାର୍ତ୍ତିକ ମାସ ଆରମ୍ଭରୁ ଗାଁ ଗଣ୍ଡାରେ ପ୍ରାଚୀନ ସଂସ୍କୃତି…

ନୟାଗଡ଼ରେ ରୋକି ହେଉନି ବାଲ୍ୟବିବାହ

ନୟାଗଡ଼,୯।୧୧(ଲୋକନାଥ ମିଶ୍ର) ନୟାଗଡ଼ ଜିଲାରେ ବାଲ୍ୟ ବିବାହ ବଢ଼ୁଥିବାବେଳେ ଶିଶୁକନ୍ୟା ଜନ୍ମ ହାର ହ୍ରାସ ହେବା ଚିନ୍ତାର କାରଣ ପାଲଟିଛି । ଜିଲାରେ ୩୬ ପ୍ରତିଶତ ନାବାଳିକା ବିବାହ କରୁଛନ୍ତି। ଜିଲାରେ ୧ ହଜାର ପୁଅରେ ୯୧୬ ଝିଅ ଜନ୍ମ ହେଉଛନ୍ତି…

ବିକଶିତ ଗାଁ ହେବ ଆଧୁନିକ ଓଡ଼ିଶାର ପରିଚୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୧୧: ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ଦ୍ୱାଦଶ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ଼, ଢେଙ୍କାନାଳ ଓ ବୌଦ୍ଧ ଜିଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥିପାଇଁ ସୁନ୍ଦରଗଡ଼ ଜିଲାର ସୁନ୍ଦରଗଡ଼, ତଲସରା, ବୀରମିତ୍ରପୁର, ରଘୁନାଥପାଲି, ରାଜଗାଙ୍ଗପୁର ଓ ବଣାଇ…

ସମ୍ବଲପୁରରେ ମେମୁ ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ

ସମ୍ବଲପୁର,୮।୧୧: ଓଡ଼ିଶାରେ ପୁଣି ଦୁର୍ଘଟଣାଗ୍ରସ୍ଥ ହେଲା ଆଉ ଏକ ଟ୍ରେନ୍। ଝାରସୁଗୁଡ଼ାରୁ ସମ୍ବଲପୁର ଆସୁଥିବା ମେମୁ ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ ହୋଇଥିବା ଖବର ଆସିଛି। ସରିଲା ନିକଟରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଧାରଣାରେ ଏକ ଗାଈକୁ ଧକ୍କା ଦେବା…

ଜାଲ୍‌ ସାର୍ଟିଫିକେଟ ମାମଲାରେ ଗିରଫ ହେଲେ ପ୍ରଧାନଶିକ୍ଷକ

ବଲାଙ୍ଗୀର,୮ା୧୧(ସୁନୀଲ କୁମାର ମହାନ୍ତି): ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରୁଥିବା ବଲାଙ୍ଗୀର ଜିଲା ଗୁଡ଼ଭେଲା ବ୍ଳକ ଡଙ୍ଗାପଦର ପ୍ରାଥମିକ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ୟାମସୁନ୍ଦର ପ୍ରଧାନଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନାଁରେ ପୂର୍ବରୁ ଅଭିଯୋଗ…

ଘର ଭିତରୁ ହାତଗୋଡ଼ ବନ୍ଧା ଅବସ୍ଥାରେ ମିଳିଲା ପୂଜକଙ୍କ ମୃତଦେହ

କୋରାପୁଟ,୮ା୧୧(ଅମିତାଭ ବେହେରା): କୋରାପୁଟ ସହରର ଏକ ଘର ଭିତରୁ ଜଣେ ମନ୍ଦିର ପୂଜକଙ୍କ ହାତଗୋଡ଼ ବନ୍ଧା ଅବସ୍ଥାରେ ମୃତଦେହ ଜବତ ଘଟଣା ସହରରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। କୋରାପୁଟ ସହରରଟାଉନ ଥାନା ଅଧୀନ ବାଟମଙ୍ଗଳା ଛକନିକଟସ୍ଥ ବୁଢ଼ୀ ଠାକୁରାଣୀ ମନ୍ଦିର ପଛପଟେ…

ଉପବାଚସ୍ପତି ପଦରୁ ଇସ୍ତଫା ଦେଲେ ରଜନୀକାନ୍ତ ସିଂହ, ସଂଗଠନ ଓ ଦଳୀୟ ଲୋକଙ୍କ ସହ ମିଶିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୮।୧୧: ଉପବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି ରଜନୀକାନ୍ତ ସିଂହ। ବୁଧବାର ସେ ବାଚସ୍ପତିଙ୍କୁ ନିଜ ଇସ୍ତଫା ପତ୍ର ପ୍ରଦାନ କରିଥିଲେ। ରଜନୀକାନ୍ତ ଅନୁଗୋଳରୁ ବିଧାୟକ ଥିବା ବେଳେ ସାମ୍ବିଧାନିକ ପଦରେ ଥିବାରୁ ଦଳୀୟ କାର୍ଯ୍ୟ କରିପାରୁନଥିବା କହିଛନ୍ତି। ଆସନ୍ତା ବର୍ଷ ସାଧାରଣ…

ଡିସେମ୍ବର ୧ରୁ ରାଜ୍ୟରେ ବସ୍‌ ଧର୍ମଘଟ, ନଭେମ୍ବର ୨୨ରୁ ବିଧାନସଭା ସମ୍ମୁଖରେ ମାଲିକଙ୍କ ଧାରଣା

ଭୁବନେଶ୍ୱର,୮।୧୧ : ଡିସେମ୍ବର ୧ରୁ ରାଜ୍ୟରେ ପୁଣି ବସ୍‌ ଧର୍ମଘଟ ଡାକରା ଦେଇଛି ଘରୋଇ ମାଲିକ ସଂଘ। ଏନେଇ ମାଲିକ ସଂଘ କର୍ମକର୍ତ୍ତା ବରଦା ଆଚାର୍ଯ୍ୟ ସୂଚନା ଦେଇଛନ୍ତି। ଏହି ସମୟରେ ଶୀତକାଳୀନ ଅଧିବେଶନ ଥିବା ବେଳେ ନଭେମ୍ବର ୨୨ରୁ ବିଧାନସଭା…

ପ୍ରଯୋଜକ ଟୁଟୁ ନାୟକଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୮।୧୧: ପ୍ରଯୋଜକ ଟୁଟୁ ନାୟକଙ୍କୁ ବୁଧବାର ଜାମିନ ମିଳିଛି । ଭୁବନେଶ୍ୱର ଏସ୍‌ଡିଜେଏମ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଅନ୍ୟପକ୍ଷେ ତାଙ୍କୁ ରାଜ୍ୟ ବାହାରକୁ ଗଲେ କୋର୍ଟର ଅନୁମତି ନେବାକୁ ହେବ ବୋଲି କୋର୍ଟ କହିଛନ୍ତି । ଏହାସହିତ ସାକ୍ଷୀମାନଙ୍କୁ…

୨୦୨୪: ୩୦ ସରକାରୀ ଛୁଟି, ୬ ଇଚ୍ଛାଧୀନ: ଶନିବାର, ରବିବାର ପଡୁଛି ୮ଛୁଟି

ଭୁବନେଶ୍ୱର,୮।୧୧(ଅନିଲ ଦାସ): ୨୦୨୪ କ୍ୟାଲେଣ୍ଡର ବର୍ଷ ପାଇଁ ରାଜ୍ୟ ସରକାର ସରକାରୀ ଛୁଟି ତାଲିକା ଜାରି କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ବିଭାଗ ପକ୍ଷରୁ ମଙ୍ଗଳବାର ଏ ନେଇ ବିଜ୍ଞପ୍ତି ଜାରି କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଆସନ୍ତା ବର୍ଷରେ ୩୦ଟି…

ପୋସ୍କୋ ଗଲା, ଏବେ ଜେଏସ୍‌ଡବ୍ଲ୍ୟୁ: ନ୍ୟାୟାଳୟ ଏକମାତ୍ର ଭରସା

ପାରାଦୀପ, ୮।୧୧ (ଶରତ ରାଉତ): ଜଗତ୍‌ସିଂହପୁର ଜିଲା ପାରାଦୀପ ଉପକଣ୍ଠ ଢିଙ୍କିଆ ଗ୍ରାମ ଅଞ୍ଚଳରେ ଏବେ ଭୟର ପରିବେଶ ରହିଛି। ଏଭଳି ସ୍ଥିତି ଜେଏସ୍‌ଡବ୍ଲ୍ୟୁ କମ୍ପାନୀ ପାଇଁ ସୃଷ୍ଟି ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ସେମାନଙ୍କ କହିବାନୁଯାୟୀ, ଜମି ଅଧିଗ୍ରହଣଠାରୁ…

୨୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୮।୧୧(ଅସମାପିକା ସାହୁ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଆସନ୍ତା ୨୦ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଆସୁଥିବା ନେଇ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ମନ୍ତବ୍ୟରୁ ସଙ୍କେତ ମିଳିଛି। କୋଳିଆପାଣିଠାରେ ଏକଲବ୍ୟ ମଡେଲ ରେସିଡେନ୍ସିଆଲ ସ୍କୁଲକୁ ରାଷ୍ଟ୍ରପତି ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?