ରାଜ୍ୟ

୨୦୨୪ ପାଇଁ ସରକାରୀ ଛୁଟି ତାଲିକା ଘୋଷଣା: କର୍ମଚାରୀଙ୍କୁ ମିଳିବ ବର୍ଷକୁ ୩୦, ୬ ଇଚ୍ଛାଧୀନ ଛୁଟି

ଭୁବନେଶ୍ୱର,୭ା୧୧(ଅନିଲ ଦାସ): ୨୦୨୪ କ୍ୟାଲେଣ୍ଡର ବର୍ଷ ପାଇଁ ରାଜ୍ୟ ସରକାର ସରକାରୀ ଛୁଟି ତାଲିକା ଜାରି କରିଛନ୍ତି । ରାଜସ୍ବ ଓ ବିପର୍ଯ୍ୟୟ ବିଭାଗ ପକ୍ଷରୁ ମଙ୍ଗଳବାର ଏ ନେଇ ବିଜ୍ଞପ୍ତି ଜାରି କରାଯାଇଛି। ତାଲିକାରେ ୩୦ଟି ସରକାରୀ ଛୁଟି ଦିବସ…

ତଣ୍ଟିରେ ଲାଖିଲା ଗୁଲୁଗୁଲା, ଚାଲିଗଲା ଜୀବନ

ମୋରଡା,୭। ୧୧(ସ୍ମାରକ ମାଜୀ)- ଚ୍ୟାଲେଞ୍ଜ ହେଲା କାଳ। ଚ୍ୟାଲେଞ୍ଜରେ ଗୁଲୁଗୁଲା ଖାଉଖାଉ ତଣ୍ଟିରେ ଲାଗିଯାଇ ଅଣନିଶ୍ୱାସୀ ହେବାରୁ ଚାଲିଗଲା ଯୁବକଙ୍କ ଜୀବନ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ତଥା ବେତନଟୀ ଥାନା…

୪ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ, ୭।୧୧: ଶ୍ରୀଜିଉଙ୍କ ୪ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ। ବୁଧବାର କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ…

ନଭେମ୍ବର ୯-୧୦ରେ ପାଳନ ହେବ ମାଣ୍ଡିଆ ଦିବସ

କେନ୍ଦୁଝର, ୭।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ) ମାଣ୍ଡିଆ ଅତ୍ୟନ୍ତ ପୁଷ୍ଟିକର ହୋଇଥିବାରୁ ଏହାକୁ ଅଧିକ ଲୋକପ୍ରିୟ କରାଇବା ପାଇଁ କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେ ଗୁରତ୍ୱାରୋପ କରିଛନ୍ତି । ଚଳିତ ନଭେମ୍ବର ୯ ଓ ୧୦ରେ କେନ୍ଦୁଝର ଜିଲ୍ଲାରେ ମାଣ୍ଡିଆ ଦିବସ…

ନିର୍ଦ୍ଦେଶ ପରେ ଉପବାଚସ୍ପତି ପଦରୁ ବୁଧବାର ଇସ୍ତଫା ଦେଇପାରନ୍ତି ରଜନୀକାନ୍ତ ସିଂ

ଭୁବନେଶ୍ୱର,୭ା୧୧(ଅନିଲ ଦାସ): ବିଜେଡିର ବରିଷ୍ଠ ନେତା ରଜନୀକାନ୍ତ ସିଂ ଓଡ଼ିଶା ବିଧାନସଭାର ଉପବାଚସ୍ପତି ପଦରୁ ଇସ୍ତଫା ଦେବେ। ସେ ବୁଧବାର ବାଚସ୍ପତିଙ୍କୁ ଭେଟି ବିଧିବଦ୍ଧ ଭାବେ ନିଜର ଇସ୍ତଫାପତ୍ର ପ୍ରଦାନ କରିବେ ବୋଲି ଜଣାପଡ଼ିଛି। ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ନିଜ…

ବଳାତ୍କାରୀ ଘନିଆ ଗିରଫ

ଭୁବନେଶ୍ୱର,୭।୧୧: ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅଞ୍ଚଳରେ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇ ହତ୍ୟା କରାଯାଇଛି। ଏପରି ଛାତିଥରା ଘଟଣାର ଅଭିଯୁକ୍ତ ଘନିଆଙ୍କୁ ପୋଲିସ ମଙ୍ଗଳବାର ଗିରଫ କରିଛି। ଘଟଣା ପରେ ଘଟଣାସ୍ଥଳରୁ ଫେରାର ଘନିଆ ଫେରାର୍‌ ହୋଇଯାଇଥିଲେ। ଗିରଫ ପରେ…

ଅନୁଭବ କାହା ଉଦ୍ଦେଶ୍ୟରେ ଲେଖିଲେ ‘ଡିଅର ମିଷ୍ଟର ରେକର୍ଡିଂ…’; ଫେସବୁକ୍‌ ପୋଷ୍ଟକୁ ନେଇ ଚର୍ଚ୍ଚା ବଢ଼ିଲା…

ଭୁବନେଶ୍ୱର: ଓଲିଉଡରେ ଚାଲିଥିବା ବିବାଦ ମଧ୍ୟରେ ସୁପରଷ୍ଟାର ଅନୁଭବ ମହାନ୍ତିଙ୍କ ଏକ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଚର୍ଚ୍ଚା ଜୋର ଧରିଛି। ସେ ଉକ୍ତ ପୋଷ୍ଟଟିକୁ କାହା ଉଦ୍ଦେଶ୍ୟରେ ଲେଖିଛନ୍ତି ତାହା ସ୍ପଷ୍ଟ ହୋଇ ନାହିଁ। ହେଲେ ଅଭିନେତା ମନୋଜ ମିଶ୍ରଙ୍କୁ…

ପଞ୍ଚଭୂତରେ ଲୀନ ହେଲେ ମହେଶ୍ୱର ମହାନ୍ତି

ପୁରୀ,୭।୧୧: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ପୁରୀର ପୂର୍ବତନ ବିଧାୟକ ମହେଶ୍ୱର ମହାନ୍ତିଙ୍କ ମଙ୍ଗଳବାର ଭୋରରେ ପରଲୋକ ଘଟିଛି। ପୁରୀ ସ୍ବର୍ଗଦ୍ବାରରେ ତାଙ୍କ ପାର୍ଥିବ ଶରୀରର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ପୁଅ ସୁନୀଲ ମହାନ୍ତି ମୁଖାଗ୍ନି ଦେଇଛନ୍ତି। ପରେ…

ଆଗାମୀ ଦୁଇ ଦିନ ମଧ୍ୟରେ ରାଜ୍ୟରେ ୨ ରୁ ୩ ଡିଗ୍ରୀ ହ୍ରାସ ପାଇବ ରାତିର ତାପମାତ୍ରା

ଭୁବନେଶ୍ୱର,୭।୧୧: ରାଜ୍ୟକୁ ଉତ୍ତର, ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହ ପାଇଁ ପାଗ ଅନୁକୂଳ ହୋଇଛି । ଫଳରେ ଆଜିଠାରୁ ରାତି ତାପମାତ୍ରା ହ୍ରାସ ପାଇବ ଏବଂ ଆସନ୍ତା ୨ ରୁ ୩ଦିନ ମଧ୍ୟରେ ଅନେକ ସ୍ଥାନରେ ତାପମାତ୍ରା ହ୍ରାସ ପାଇବ…

ବାଲିଷ୍ଟିକ ମିଶାଇଲ ପ୍ରଳୟର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୭।୧୧: ମଙ୍ଗଳବାର ଭାରତ ସଫଳତାର ସହ ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରୁଥିବା ବାଲିଷ୍ଟିକ ମିଶାଇଲ ପ୍ରଳୟର ପରୀକ୍ଷଣ କରିଛି। ଏହି ପରୀକ୍ଷଣ ଓଡିଶା ଉପକୂଳର ଅବଦୁଲ କଲାମ ଦ୍ୱୀପରୁ କରାଯାଇଛି। ସୂଚନାଯୋଗ୍ୟ, ଡିଆରଡିଓ ଦ୍ୱାରା ପ୍ରଳୟ ମିଶାଇଲ ବିକଶିତ ହୋଇଛି।…

୮ ହତ୍ୟାକାରୀଙ୍କୁ ଆଜୀବନ ଜେଲ୍‌

ବ୍ରହ୍ମପୁର, ୭ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ -୩ ଡ. ଇନ୍ଦୁ ଶର୍ମା ମଙ୍ଗଳବାର ଏକ ହତ୍ୟା ମାମଲାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। ସମସ୍ତ ସାକ୍ଷ୍ୟ ଏବଂ ପ୍ରମାଣକୁ ଭିତ୍ତିକରି ସେ ହତ୍ୟା ମାମଲାରେ ସମ୍ପୃକ୍ତ…

ଖଟିଆରେ ବୁହାହେଲେ ଗର୍ଭବତୀ: ଅଧବାଟରେ ଜନ୍ମ ନେଲା ଶିଶୁପୁତ୍ର

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): ଭଗବାନ ଭରସାରେ ଜନନୀ। ୫ କି.ମି. ପାହାଡିଆ ରାସ୍ତା ଦେଇ ଖଟିଆରେ ବୁହା ହେବା ପରେ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି ଜଣେ ଗର୍ଭବତୀ। ଭାଗ୍ୟକୁ ମା’ ପୁଅ ସୁରକ୍ଷିତ ଥିବା ବେଳେ ଜନନୀ ସୁରକ୍ଷା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?