ରାଜ୍ୟ

୩୮.୮ ଡିଗ୍ରୀରେ ତାଳଚେର

ଭୁବନେଶ୍ୱର, ୬ା୩(ବ୍ୟୁରୋ):ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଜାରି ରହିଛି। ରବିବାର ମଧ୍ୟ ରାଜ୍ୟର ବିଭିନ୍ନ ସହରରେ ପାରଦ ୩୮ ଡିଗ୍ରୀ ଟପିଥିଲା। ତାଳଚେରରେ ସର୍ବାଧିକ ୩୮.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବାବେଳେ ଭୁବନେଶ୍ୱରରେ ୩୮.୪, ଅନୁଗୋଳ ୩୮.୧, ଝାରସୁଗୁଡ଼ା ୩୮ ଓ ଭଦ୍ରକ…

ରେବତୀ ମହାନ୍ତି ‘ମିସ୍‌ ଗ୍ଲୋବାଲ ଏସିଆ ପାସିଫିକ୍‌’

ଭୁବନେଶ୍ୱର,୬ା୩ (ବ୍ୟୁରୋ):‘ମିସ୍‌ ଗ୍ଲୋବାଲ ଏସିଆ ପାସିଫିକ୍‌ ୨୦୨୩’ ମୁକୁଟ ପିନ୍ଧିଲେ ରେବତୀ ମହାନ୍ତି। ସେ ହେଉଛନ୍ତି କିଟ୍‌ ବିଶ୍ୱବିଦ୍ୟାଳୟର ଫ୍ୟାଶନ ଡିଜାଇନିଂ ବିଭାଗର ଛାତ୍ରୀ। ମାଲେସିଆର ମେଲ୍‌କାଠାରେ ଫେବୃୟାରୀ ୨୧ରୁ ୨୫ପର୍ଯ୍ୟନ୍ତ ଏହି ଅନ୍ତର୍ଜାତୀୟ ପ୍ରତିଯୋଗିତା ଚାଲିଥିଲା। ଏଥିରେ ୮ଟି ଦେଶରୁ…

୯୩ ପ୍ରକଳ୍ପର ଉଦ୍‌ଘାଟନ, ୧୧୩ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା/ଗୋଲାମୁଣ୍ଡା/କୋକସରା,୫।୩(ସ୍ବପ୍ର/ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନୂଆପଡା ଜିଲା ଗସ୍ତ ସାରି କଳାହାଣ୍ଡି ଜିଲାର ଗୋଲାମୁଣ୍ଡା ବ୍ଲକ ବୃନ୍ଦାବାହାଲ ହାଇସ୍କୁଲ ଖେଳପଡ଼ିଆ ନିକଟରେ ଥିବା ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଥିଲେ। ପରେ ସେଠାରେ ଅନୁଷ୍ଠିତ ସାଧାରଣ ସଭାରେ ଯୋଗଦେଇ ୫୨୭.୪ କୋଟି ଟଙ୍କା…

ଡିଜେ ବଜାଇ ଶତାୟୁଙ୍କ ଅନ୍ତିମ ସତ୍କାର

ବରଗଡ଼ ଅଫିସ୍‌,୫।୩: ଜନ୍ମ ପରେ ଦିନେ ମୃତ୍ୟୁ ନିଶ୍ଚିତ। କିନ୍ତୁ ଶତାୟୁ ସଭିଙ୍କ ଭାଗ୍ୟରେ ନ ଥାଏ । ସେହିପରି ମୃତ୍ୟୁ ପରେ ଶବ ସତ୍କାର କରାଯାଏ। ଗାଁ, ପରିବାରରେ ଗଭୀର ଶୋକ ପ୍ରକାଶ ପାଇଥାଏ । ତେବେ ବରଗଡ଼ ଜିଲା…

ହତ୍ୟାର ଡେମୋ ଦେଖାଇଲେ ମୁଖ୍ୟ ଅଭିଯୁକ୍ତ

ବ୍ରହ୍ମପୁର ଅଫିସ,୫ା୩: ବ୍ରହ୍ମପୁର ହିଲ୍‌ପାଟଣା ଅଞ୍ଚଳର କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଶଙ୍କର ମୁନଙ୍କୁ ଗୋଷାଣୀନୂଆଗଁା ଥାନା ପୋଲିସ ଗତ ୩ ତାରିଖରୁ ୪ଦିନିଆ ରିମାଣ୍ଡରେ ଆଣି ତଦନ୍ତ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିଛି। ରବିବାର ଅଭିଯୁକ୍ତଙ୍କୁ…

ଆସିଲା ଚିନ୍ମୟୀଙ୍କ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର/ସମ୍ବଲପୁର,୫।୩(ବ୍ୟୁରୋ): ବୁର୍ଲା ପିସି ବ୍ରିଜ୍‌ ପାୱାର ଚାନେଲରୁ ଭିସୁଟ୍‌ର ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତଦେହ ମିଳିବା ଘଟଣାର ୪ଦିନ ପରେ ରବିବାର  ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରେ ଚିନ୍ମୟୀ ପାଣିରେ ବୁଡ଼ି ପ୍ରାଣ ହରାଇଥିବା ଉଲ୍ଲେଖ…

ଜଙ୍ଗଲରୁ ମିଳିଲା ୨୦ କୁଇଣ୍ଟାଲ ୪୦ କେଜି ଗଞ୍ଜେଇ

ବୌଦ୍ଧ,୫।୩(ସ୍ବ.ପ୍ର.): ବୌଦ୍ଧ ଜିଲା ଗଞ୍ଜେଇ ଚାଷ ଏବଂ କାରବାର ପାଇଁ ପେଣ୍ଠସ୍ଥଳ ପାଲଟିଛି। ଜିଲା ପ୍ରଶାସନ ପକ୍ଷରୁ ପ୍ରତିବର୍ଷ ଗଞ୍ଜେଇ ହେଉଥିବା ସ୍ଥାନ ଚିହ୍ନଟ କରି ଗଞ୍ଜେଇ ଚାଷ ନଷ୍ଟ କରୁଥିବା ସତ୍ତ୍ୱେ ଜିଲାରୁ ପ୍ରତିଦିନ ବିପୁଳ ପରିମାଣର ଗଞ୍ଜେଇ ବାହାରକୁ…

‘ବିକାଶର ନୂଆ ଇତିହାସ ଲେଖିବ ବିଜୁ ଏକ୍ସପ୍ରେସ ଓ୍ବେ’

ବରଗଡ଼ ଅଫିସ/ସୋହେଲା,୫ା୩(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ବରଗଡ଼ ଜିଲା ସୋହେଲା ଗସ୍ତରେ ଆସି ରବିବାର ବିଜୁ ଏକ୍ସପ୍ରେସ ଓ୍ବେ ଲୋକାର୍ପିତ କରିଛନ୍ତି। ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନରେ ଓଡ଼ିଶାବାସୀଙ୍କ ସେବାରେ ଏହାକୁ ଉତ୍ସର୍ଗୀକୃତ କରି ସେ ଖୁସି ବ୍ୟକ୍ତ କରିଛନ୍ତି।…

ରଙ୍ଗେଇଲୁଣ୍ଡା-ଭୁବନେଶ୍ୱର ବିମାନସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୩(ବ୍ୟୁରୋ): ରେଶମ ସହର ସହ ମନ୍ଦିରମାଳିନୀ ନଗର ଯୋଡ଼ି ହେବା ପାଇଁ ରାଜ୍ୟ ସରକାର ରବିବାର ବିମାନସେବାର ଶୁଭାରମ୍ଭ କରିଛନ୍ତି। ଆଜିଠୁ ଅର୍ଥାତ୍‌ ବିଜୁବାବୁଙ୍କ ଜୟନ୍ତୀରେ ରଙ୍ଗେଇଲୁଣ୍ଡାକୁ ବିମାନ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ୧୦ ସିଟ୍‌ ବିଶିଷ୍ଟ ଏହି ବିମାନ…

ବିଜୁବାବୁଙ୍କ ପ୍ରିୟ ବିମାନ ‘ଡାକୋଟା’ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୩(ବ୍ୟୁରୋ): ସବୁ ପ୍ରତୀକ୍ଷାର ଆଜି ଅନ୍ତ ଘଟିଛି। ବିଜୁବାବୁଙ୍କ ଜୟନ୍ତୀରେ ତାଙ୍କର ପ୍ରିୟ ଡାକୋଟାକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ବିମାନବନ୍ଦର ପରିସରରେ ‘ଡାକୋଟା’ ଲୋକାର୍ପିତ ହୋଇଛି। ଆଜିଠୁ ବିଜୁ ବାବୁଙ୍କ ପ୍ରିୟ ଡାକୋଟାକୁ ରାଜ୍ୟବାସୀ ଦେଖିବାର…

ଗଞ୍ଜାମରୁ ଆରମ୍ଭ ବିଜୁଙ୍କ ରାଜନୀତି

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଗଞ୍ଜାମରୁ ଆରମ୍ଭ କରିଥିଲେ ଭୋଟ ରାଜନୀତି। ଜିଲାରୁ ଲଗାତର ଦୁଇଥର କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସ୍ବାଧୀନତା ପରବର୍ତ୍ତୀ ୧୯୫୧-୫୨ ସାଧାରଣ ନିର୍ବାଚନରେ ତତ୍କାଳୀନ ଜଗନ୍ନାଥପ୍ରସାଦ ନିର୍ବାଚନମଣ୍ଡଳୀରୁ ଏବଂ ୧୯୫୭ ନିର୍ବାଚନରେ ସୋରଡ଼ା ନିର୍ବାଚନମଣ୍ଡଳୀରୁ…

ଇତିହାସର ମୂକସାକ୍ଷୀ – ବିଜୁଙ୍କ ଡାକୋଟା

ସେ ଥିଲେ ଜଣେ ସ୍ବପ୍ନିଳ ମଣିଷ I ପୁଞ୍ଜିପତିର ସ୍ବପ୍ନ, ରାଜନୀତିର ସ୍ବପ୍ନ, ଦୁର୍ଦ୍ଧର୍ଷ ପାଇଲଟ ହେବାର ସ୍ବପ୍ନ ଭିତରେ ଅପୂର୍ବ ସମନ୍ବୟ ଘଟିଥିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୀବନରେ। ଖଟିଖିଆ ମଣିଷର ସ୍ବପ୍ନ ସାକାର କରିବାକୁ ଯାଇ ପୁଞ୍ଜିପତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri