ରାଜ୍ୟ

ମହିଳାଙ୍କୁ ବିଭତ୍ସ ହତ୍ୟା, ଛୁରି ଭୁସି ମାରିଲେ 

ଚନ୍ଦକା,୭।୧୧: ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ଗୋଠପାଟଣାରେ ମହିଳାଙ୍କୁ ବିଭତ୍ସ ହତ୍ୟା କରାଯାଇଛି। ଛୁରିରେ ମହିଳାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତ ମହିଳାଙ୍କ ନାମ ସସ୍ମିତା ବେହେରା ବୋଲି ଜଣାପଡିଛି । ସୂଚନରାଯାଗ୍ୟ, ଗୋଠପାଟଣା ବଜାରରେ ସସ୍ମିତ ଏକ ଜଳଖିଆ ଦୋକାନ…

ଚାଉଳ ପାଇଁ ଓଡ଼ିଆ କୃଷି ବୈଜ୍ଞାନିକ ପାଇବେ ଅନ୍ତର୍ଜାତୀୟ ପୁରସ୍କାର

ଭୁବନେଶ୍ୱର, ୭।୧୧(ଅସମାପିକା ସାହୁ):ବିଶ୍ୱ ଚାଉଳ ଶିଳ୍ପରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଆ କୃଷି ବୈଜ୍ଞାନିକ ଡ. ସମରେନ୍ଦୁ ମହାନ୍ତିଙ୍କୁ ‘ଓ୍ବାର୍ଲଡ ରାଇସ୍‌ ଇଣ୍ଡଷ୍ଟ୍ରି ଗ୍ଲୋବାଲ ସର୍ଭିସ୍‌ ଆଓ୍ବାର୍ଡ’ ମିଳିବ। ଆସନ୍ତା ୨୮ରୁ ୩୦ ତାରିଖ ମଧ୍ୟରେ ଫିଲିପାଇନ୍ସର ସେବୁଠାରେ ହେବାକୁ ଥିବା…

୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା

ଭୁବନେଶ୍ୱର,୭ା୧୧(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱରରେ ସୋମବାର ଏକ ଲଜ୍ଜାଜନକ ଘଟଣା ଘଟିଛି। ୫ ବର୍ଷର ଶିଶୁକନ୍ୟାଙ୍କୁ ଜଣେ ୨୫ ବର୍ଷୀୟ ବିବାହିତ ଯୁବକ ବଳାତ୍କାର କରିବା ପରେ ହତ୍ୟା କରିଛନ୍ତି। ଘଟଣା ଘଟିଛି ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ରେଳ ଓଭରବ୍ରିଜ୍‌ ନିକଟ କେଳାବସ୍ତିରେ।…

ରାତି ୧୦ରୁ ସକାଳ ୬ ବାଣଫୁଟା ବନ୍ଦ

ଭୁବନେଶ୍ୱର,୭ା୧୧(ଅନିଲ ଦାସ):ପରିବେଶ ପ୍ରଦୂଷଣ ଏବେ ମୁଖ୍ୟ ଚିନ୍ତାର ବିଷୟ ହୋଇଛି। କେବଳ ସହର ନୁହେଁ, ଗାଁ ଗଣ୍ଡା ମଧ୍ୟ ପ୍ରଦୂଷଣ ଜ୍ୱାଳାରେ ଛଟପଟ ହେଲାଣି। କେଉଁଠି ଜଳ ପ୍ରଦୂଷଣ ତ କେଉଁଠି ବାୟୁ ପ୍ରଦୂଷଣ ପରିବେଶକୁ ବିଷଜ୍ୱାଳାରେ ଭରି ଦେଲାଣି। ରାଜଧାନୀ…

ମହେଶ୍ୱର ମହାନ୍ତିଙ୍କ ପରଲୋକରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ, କହିଲେ ଓଡ଼ିଶା ପାଇଁ ବଡ଼ କ୍ଷତି

ଭୁବନେଶ୍ୱର,୭।୧୧: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ମଙ୍ଗଳବାର ଭୋରରେ ପରଲୋକ ଘଟିଛି। ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏହାସହ ମହାନ୍ତିଙ୍କ ଆତ୍ମାର ସଦଗତି କାମନା କରିବା ସହିତ ଶୋକ…

୩ ଦିନ ହେବ ଘରୁ ପଳାଇ ଆସିଥିଲେ ଯୁବତୀ, ପ୍ରେମିକଙ୍କ ଭଡାଘରୁ ମିଳିଲା ମୃତଦେହ

ଭୁବନେଶ୍ୱର,୭।୧୧(ସୂର୍ଯ୍ୟକାନ୍ତ ବେହେରା ): ଏୟାରଫିଲ୍ଡ ଥାନା ଅନ୍ତର୍ଗତ କ୍ଷେତ୍ରପାଳୀନଗର ଅଞ୍ଚଳର ଏକ ଭଡା ଘରୁ ଜଣେ ଯୁବତୀଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି । ମୃତା ଯୁବତୀ ହେଲେ ଖୋର୍ଦ୍ଧା ଅଞ୍ଚଳର ଅଞ୍ଜଳି ବେହେରା (୨୭) । ତେବେ ଯୁବତୀ ଆତ୍ମହତ୍ୟା…

ଖାକିରେ ବଢ଼ୁଛି କଳାଦାଗ

ବ୍ରହ୍ମପୁର,୭ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ଅପରାଧ ନିୟନ୍ତ୍ରଣ କ୍ଷେତ୍ରରେ ଲୋକଙ୍କ ବିଶ୍ୱାସଭାଜନ ହୋଇଥିବା ବ୍ରହ୍ମପୁର ପୋଲିସର ନିର୍ମଳ ଓ ସ୍ବଚ୍ଛ ଭାବମୂର୍ତ୍ତି ଦିନକୁ ଦିନ ମଳିନ ହେବାକୁ ଲାଗିଛି। ବିଭିନ୍ନ କାରଣ ଯୋଗୁ ପୋଲିସ ଏବେ ସାଧାରଣରେ ସମାଲୋଚନାର ଶିକାର ହେଉଛି। ବ୍ରହ୍ମପୁର…

ଉତ୍ପାତ କରୁଛନ୍ତି ୪୦ ହାତୀ

ଚମ୍ପୁଆ,୭ା୧୧(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆ ସେକ୍ସନର ପତଳା ଜଙ୍ଗଲରେ ୪୦ ଟିକିଆ ହାତୀପଲ ତିନି ଦିନ ଧରି ଉତ୍ପାତ କରୁଛନ୍ତି। ବ୍ୟାପକ ପାଚିଲା ଧାନ ନଷ୍ଟ କରିସାରିଲେଣି। ଫଳରେ ଚାଷୀଙ୍କ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବା ଦେଖାଯାଇଛି। ବନ ବିଭାଗ…

ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର,୭।୧୧: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ମଙ୍ଗଳବାର ଭୋର ୩.୨୫ରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ନିକଟରେ ଅସୁସ୍ଥ ହୋଇ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ସେ ଶେଷନିଃଶ୍ୱାସ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କଲେ ଓଡ଼ିଶାର ନୂଆ ରାଜ୍ୟପାଳ

ନୂଆଦିଲ୍ଲୀ,୬/୧୧: ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ନୂଆଦିଲ୍ଲୀରେ ସୌଜନ୍ୟମୂଳକ ସାକ୍ଷାତ୍‌‌ କରିଛନ୍ତି। ରାଷ୍ଟ୍ରପତି ଭବନରେ ରାଜ୍ୟପାଳ, ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବା ଅବସରରେ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି । ସେହିପରି ସେ ପ୍ରଧାନମନ୍ତ୍ରୀ…

ବିଶ୍ୱାସରେ ବିଷ ଦେଲେ କେୟାର ଟେକର: ମାଲିକାଣୀଙ୍କ ଘରୁ ଚୋରି କରି…

ଭୁବନେଶ୍ୱର,୬।୧୧(ସୂର୍ଯ୍ୟକାନ୍ତ ବେହେରା): ବିଶ୍ୱାସରେ ବିଷ ଦେଲେ କେୟାର ଟେକର । ମାଲିକଙ୍କ ସେବା କରୁ କରୁ ଘରୁ ଭିତରୁ ସୁନା ଅଳଙ୍କାର ଚୋରି କରି ଫେରାର ହୋଇଯାଇଥିବା ଜଣେ କେୟାର ଟେକରଙ୍କୁ ଖଣ୍ଡଗିରି ଥାନା ପୋଲିସ ୫ ମାସର ଲୁଚାକାଳି ପରେ…

୩୬ ସାଙ୍ଗଠନିକ ଜିଲା ସଭାପତିଙ୍କ ତାଲିକା ଘୋଷଣା କଲା ଭାଜପା

ଭୁବନେଶ୍ୱର, ୬।୧୧(ସୁନିତ୍‌ ମିଶ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଦାୟିତ୍ୱ ନେବାର ଦୀର୍ଘଦିନ ପରେ ୩୬ ସାଙ୍ଗଠନିକ ଜିଲାର ସଭାପତିଙ୍କ ନାମ ଘୋଷଣା କରାଯାଇଛିା ତେବେ ଏହି ଜିଲା ସଭାପତି ଚୟନ ଲାଗି ଦୀର୍ଘଦିନ ବିଳମ୍ବ ହେବାକୁ ନେଇ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?