ରାଜ୍ୟ

ଓଡିଶା ଆଦର୍ଶ ବିଦ୍ୟାଳୟରେ ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୬ା୧୧: ଓଡିଶା ଆଦର୍ଶ ବିଦ୍ୟାଳୟ ଓ ଓଡିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହା ୨୦ ନଭେମ୍ବର ଶେଷ ହେବ। ରାଜ୍ୟର ୩୧୪ଟି ଓଡିଶା ଆଦର୍ଶ ବିଦ୍ୟାଳୟ ଓ ୫ଟି ଓଡିଶା…

ବ୍ୟାଙ୍କରୁ ଋଣ ଟଙ୍କା ଉଠାଇ ଫେରୁଥିଲେ: ବାଟରୁ ଛଡାଇ ନେଲେ…

ପାଇକମାଲ,୬।୧୧(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଲ ବ୍ଲକ ଭେଙ୍ଗରାଜପୁର ଗ୍ରାମର ମା’ ଦୁର୍ଗା ସ୍ବୟଂ ସହାୟିକା ମହିଳା ଗ୍ରୁପ୍‌ର ସଦସ୍ୟାମାନେ ପାଇକମାଲ ଷ୍ଟେଟ ବ୍ୟାଙ୍କରୁ ସୋମବାର ୯୯ ହଜାର ଋଣ ବାବଦ ଟଙ୍କା ଉଠାଇ ଗାଁକୁ ଆସୁଥିଲେ। ହେଲେ ବ୍ୟାଙ୍କଠାରୁ ମାତ୍ର…

ରାଜ୍ୟରେ ବଢ଼ିବ ଶୀତର ପ୍ରକୋପ

ଭୁବନେଶ୍ୱର,୬ା୧୧: ଦୁଇଦିନ ହେବ ରାଜ୍ୟରେ କୋହଲା ପାଗ ଲାଗି ରହିଛି। ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।   ଆଗାମୀ #୨୪ଘଣ୍ଟା ରେ ରାଜ୍ୟରେ ରାତ୍ରି ତାପମାତ୍ରାରେ ବିଶେଷ…

ଜୟପୁରରେ ପହଞ୍ଚିଲା ବିମାନ

ଭୁବନେଶ୍ୱର,୬ା୧୧: ରାଜଧାନୀ ଭୁବନେଶ୍ୱର ବିମାନବନ୍ଦରରୁ ସୋମବାର ସକାଳ ୭.୧୦ରେ ଉଡ଼ାଣ କରିଥିବା ଇଣ୍ଡିଆଓ୍ବାନ୍‌ ଏୟାର ବିମାନ ୮.୪୫ରେ କୋରାପୁଟ ଜିଲାର ଜୟପୁରଠାରେ ପହଞ୍ଚିଛି। ତେବେ ଏହି ବିମାନ ଜୟପୁରରୁ ସକାଳ ୯ଟାରେ ଛାଡ଼ି ଭୁବନେଶ୍ୱରରେ ୧୦.୧୫ରେ ପହଞ୍ଚିବ ବୋଲି ବିମାନବନ୍ଦର ସୂତ୍ରରୁ…

ଆବର୍ଜନା ଗଦାରୁ ଅଜଣା ରୋଗର ଭୟ

ଭୁବନେଶ୍ୱର, ୬।୧୧ (ବନ୍ଦନା ସେଠୀ): ସୈନିକ ସ୍କୁଲ ନିକଟ ଟିଟିଏସ୍‌ (ଟେମ୍ପରାରି ଟ୍ରାନ୍‌ଜିଟ୍‌ ଷ୍ଟେଶନ)ରେ ଅଳିଆର ପାହାଡ଼ ଜମା ହୋଇଛି। ଦିନେ ଅସ୍ଥାୟୀ ଭାବେ ଆବର୍ଜନା ପଡିବା ପାଇଁ ଆରମ୍ଭ ହୋଇଥିବା ଏହି ସ୍ଥାନ ଏବେ ସ୍ଥାୟୀ ଡମ୍ଫିୟାର୍ଡରେ ପରିଣତ ହୋଇଛି।…

କୀଟନାଶକ ପରିବର୍ତ୍ତେ ଏବେ ଆଲୋକ ଯନ୍ତା

କଟକ,୬ା୧୧ (ସୁପ୍ରିୟା ପ୍ରିୟଦର୍ଶିନୀ): ଏଣିକି ଫସଲ ନଷ୍ଟ କରୁଥିବା ପୋକ ବା କୀଟମାନଙ୍କୁ ମାରିବା ପାଇଁ ଚାଷୀଙ୍କୁ ଆଉ କ୍ଷତିକାରକ ରସାୟନ ପ୍ରୟୋଗ କରିବାକୁ ପଡ଼ିବ ନାହିଁ। ଫସଲକୁ କୀଟ ଦାଉରୁ ରକ୍ଷା କରିବା ପାଇଁ ଉଦ୍ଭାବନ ହୋଇଛି ଏକ ଯନ୍ତା,…

ରାଜ୍ୟରେ ତୃଣମୂଳସ୍ତରରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତାରେ ଭାଗ ନେବା ଲାଗି ଅନ୍‌‌ଲାଇନ୍‌‌ ଆବେଦନ ଆରମ୍ଭ

ଭୁବନେଶ୍ୱର, ୫।୧୧: ତୃଣମୂଳ ସ୍ତରରେ କ୍ରୀଡାକୁ ପ୍ରୋତ୍ସାହିତ କରିବା ଲାଗି ରାଜ୍ୟ ସରକାରଙ୍କର କ୍ରୀଡା ବିଭାଗ ପକ୍ଷରୁ ବ୍ଲକ୍‌‌ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦଠାରୁ ଆରମ୍ଭ କରି ମହାନଗର ନିଗମ ପର୍ଯ୍ୟନ୍ତ ପ୍ରତ୍ୟେକ ସ୍ତରରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଆୟୋଜନ କରାଯିବ।…

ପୋଲିସ ଆଗରେ ଥାନା ଭଙ୍ଗାରୁଜା କଲେ ଯୁବଗୋଷ୍ଠୀ

ବରଗଡ଼,୫।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନାରେ ରବିବାର ତୁମୁଳକାଣ୍ଡ ଘଟିଛି। ଶତାଧିକ ଲୋକେ ଅତର୍କିତ ଭାବେ ଥାନା ଭିତରେ ପଶି ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ଫଳରେ ଥାନାରେ ରହିଥିବା କମ୍ପୁଟର, ଚୌକି, ଟେବୁଲ ଆଦି ଭାଙ୍ଗି ଚୂରମାର୍‌ ହୋଇଯାଇଥିବା ସୂଚନା…

କାର୍ତ୍ତିକରେ କନ୍ଦାଉଛି ପିଆଜ, ଦର ଖସିବ କେବେ…

ପାରଳାଖେମୁଣ୍ଡି,୫ା୧୧(ଗିରିଧାରୀ ପରିଛା): ଗଜପତି ଜିଲାରେ କନ୍ଦାଉଛି ପିଆଜ, ଲଗାତାର ବଢି ଚାଲିଛି ଦର। ଗତ କିଛି ଦିନ ତଳେ ପିଆଜ କିଲୋ ୨୦ ଟଙ୍କାରେ ମିଳୁଥିବା ବେଳେ ଏବେ ୮୦ ଟଙ୍କାରେ ପହଞ୍ଚିଲାଣି। ନାସିକରେ ପିଆଜ ମହଙ୍ଗା କାରଣରୁ ଓ ଏହାର…

ପୁଣି ମାତିଲା ଆଉ ଏକ ବାଘ, ଆଲର୍ଟରେ ବନ ବିଭାଗ

ନୂଆପଡା,୫।୧୧: ପୁଣି ମାତିଛି ମଣିଷଖିଆ ବାଘ। ଶନିବାର ରାତିରେ ବନବିଭାଗ ଏକ କଲରାପତିରିଆ ବାଘକୁ କାବୁ କରିଥିବାବେଳେ ରବିବାର ଆଉ ଏକ ବାଘ ପୁଣି ଆତଙ୍କ ଖେଳାଇଛି। ବାଘଟି ଧରମବନ୍ଧା ଥାନା କୋଦୋପାଲି ଗ୍ରାମ ନିକଟରେ ବୁଲୁଥିବାର ଦେଖିବାକୁ ପାଇଛନ୍ତି ଗ୍ରାମବାସୀ।…

ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଇରଙ୍ଗପୁର,୫।୧୧: ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନଭେମ୍ବର ୨୦ରେ ଓଡିଶା ଆସି ଦୁଇଦିନିଆ ମୟୂରଭଞ୍ଜ ଗସ୍ତ କରିବେ ରାଷ୍ଟ୍ରପତି। ମୟୂରଭଞ୍ଜର ବାଦାମପାହା ରେଲୱେ ରୁଟରେ ପ୍ରସ୍ତାବିତ ୩ ନୂଆ ଟ୍ରେନ ଲୋକାର୍ପିତ କରିବେ । ଟାଟାରୁ ରାଉରକେଲାକୁ ଯାଉଥିବା…

ଖିମ୍‌ଜୀ ଜୁଏଲର୍ସର ଧନ୍‌ତେରସ୍‌ ଧନବର୍ଷା ସ୍କିମ୍‌ ଉନ୍ମୋଚିତ

ଭୁବନେଶ୍ୱର,୫।୧୧ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଧନ୍‌ତେରସ୍‌ର ଶୁଭ ପର୍ବରେ ଖୁସିକୁ ଦ୍ୱିଗୁଣିତ କରିବା ପାଇଁ ଖିମ୍‌ଜୀ ଜୁଏଲର୍ସର ବହୁ ପ୍ରତୀକ୍ଷିତ ତଥା ଆକର୍ଷଣୀୟ ‘ଧନ୍‌ତେରସ୍‌ ଧନବର୍ଷା’ ସ୍କିମ୍‌ର ଶୁଭାରମ୍ଭ ହୋଇଯାଇଛି। ବିଶେଷକରି ଖିମ୍‌ଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?