ପରୀକ୍ଷା ଦେଇ ଫେରୁଥିବାବେଳେ ଯୁକ୍ତ ଦୁଇ ଛାତ୍ରୀଙ୍କ ଗଳା କାଟିଲେ ଯୁବକ
ଭୁବନେଶ୍ୱର,୨।୩(ବ୍ୟୁରୋ): ପରୀକ୍ଷା ଦେଇ ଫେରୁଥିବାବେଳେ ଜଣେ ଯୁକ୍ତ ଦୁଇ ଛାତ୍ରୀଙ୍କ ଗଳା କାଟିଲେ ଯୁବକ। ଏଭଳି ଘଟଣା ରାୟଗଡା ଜିଲା ଗୁଣୁପୁର ଅଞ୍ଚଳରେ ଘଟିଛି। ତେବେ ଛାତ୍ରୀଙ୍କୁ ଉଦ୍ଧାର କରି ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିବା ବେଳେ ଅବସ୍ଥା ଗୁରୁତର…
ବିଜୁବାବୁଙ୍କ ପ୍ରିୟ ବିମାନ ‘ଡାକୋଟା’ର କଳାକୃତି ନିର୍ମାଣ କଲେ ଛତ୍ରପୁର ଆଇଟିଆଇ ଛାତ୍ରୀଛାତ୍ର
ଛତ୍ରପୁର,୨ା୩(ଡି.ଏନ୍.ଏ.): ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଓ ତାଙ୍କ ପ୍ରିୟ ବିମାନ ଡାକୋଟାକୁ ବିଭିନ୍ନ ଅଦରକାରୀ ଲୁହା ସାମଗ୍ରୀରେ ନିର୍ମାଣ କରିଛନ୍ତି ଗଞ୍ଜାମ ଜିଲା ଛତ୍ରପୁର ଆଇଟିଆଇର ଛାତ୍ରୀଛାତ୍ର। ଦୀର୍ଘ କିଛି ଦିନ ହେଲା ଏହି ଦୁଇଟି କଳାକୃତିରେ ଲାଗି ପଡ଼ିଛନ୍ତି…
‘ମା’ମାନଙ୍କ ଆତ୍ମବିଶ୍ୱାସ ମିଶନଶକ୍ତିକୁ ୧ ନଂ କରାଇଛି’
ଭୁବନେଶ୍ୱର,୨ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନସ୍ଥିତ କନ୍ଭେନସନ୍ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀଙ୍କୁ ସାଇକେଲ ବଣ୍ଟନ କରିଛନ୍ତି। ସ୍ବଚ୍ଛ କର୍ମୀ,ସ୍ବଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ…
ଆସନ୍ତା ୯ରେ ପଡ଼ିଥାନ୍ତା ହାତଗଣ୍ଠି, ଫେରିବା ବାଟରେ ଅପେକ୍ଷା କରିଥିଲା ଯମ
ଗଞ୍ଜାମ,୨ା୩(ଡି.ଏନ୍.ଏ.): ଆଉ ମାତ୍ର ଦିନ କେଇଟା ପରେ ପଡ଼ିଥାନ୍ତା ହାତଗଣ୍ଠି। ଆସନ୍ତା ୯ରେ ବିବାହ ପାଇଁ ନିମନ୍ତ୍ରଣ ବଣ୍ଟା ସରିଥିଲା। ବନ୍ଧୁ ବାନ୍ଧବଙ୍କୁ ଡକା ମଧ୍ୟ ସରିଛି। ବ୍ରହ୍ମପୁରରୁ ମାଉସୀ ଘରକୁ ନିମନ୍ତ୍ରଣ ଦେଇ ଲୁଗାପଟା କିଣାକିଣି କରି ଘରକୁ ଫେରିବା…
ନବୀକରଣ ନାଁରେ ନଷ୍ଟ ହେଉଛି ଐତିହ୍ୟ
ଭୁବନେଶ୍ୱର,୨।୩(ବ୍ୟୁରୋ): କୋରାପୁଟର ପ୍ରାଚୀନ ସମୟର ଦୁଇଟି କଳିଙ୍ଗନ ମନ୍ଦିର ନବୀକରଣ ନଁାରେ ନଷ୍ଟ ହେଉଥିବା ଦେଖିବାକୁ ମିଳିଛି। ଜିଲା ମୁଖ୍ୟାଳୟଠାରୁ ପ୍ରାୟ ୪୫ କିଲୋମିଟର ଦୂରରେ ଥିବା କୁନ୍ଦୁରା ବ୍ଲକର ଗୋରହାଣ୍ଡିର ବିଷ୍ଣୁ ମନ୍ଦିର ଏବଂ ଫୁଫୁଗଁାରେ ଥିବା ଜୈନ ମନ୍ଦିରକୁ…
ଫେବୃୟାରୀରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକିନେଲେ
ଭୁବନେଶ୍ୱର,୨।୩(ବ୍ୟୁରୋ): ଉଦ୍ବେଗଜନକ ଭାବେ ବୃଦ୍ଧି ପାଇବାରେ ଲାଗିଛି ସାଇବର ଠକେଇ। ଯେତେ ସଚେତନ କରାଗଲେ ମଧ୍ୟ ଏଥିରେ ରୋକ୍ ଲଗାଯାଇ ପାରୁନାହିଁ। ବୁଧବାର ପ୍ରକାଶ ପାଇଥିବା ସାଇବର ରିପୋର୍ଟ ଅନୁସାରେ, ଗତ ଫେବୃୟାରୀରେ ସାଇବର ଠକ ବିଭିନ୍ନ ଉପାୟରେ କୋଟିଏରୁ ଊର୍ଦ୍ଧ୍ୱ…
ରାଜ୍ୟରେ ସ୍ବୟଂଚାଳିତ ହେବ ଡ୍ରାଇଭିଂ ଟେଷ୍ଟ୍
ଭୁବନେଶ୍ୱର, ୨।୩(ବ୍ୟୁରୋ): ରାଜ୍ୟରେ ସ୍ବୟଂଚାଳିତ ହେବ ଡ୍ରାଇଭିଂ ଟେଷ୍ଟ୍। ଯାନଚାଳନା ବା ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ କ୍ଷେତ୍ରରେ ସ୍ବଚ୍ଛତା ଏବଂ ଦକ୍ଷତାକୁ ଦୃଷ୍ଟିରେ ରଖି ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଏହି ପରୀକ୍ଷା ପଦ୍ଧତି ଲାଗୁ କରାଯିବ। ଏଥିପାଇଁ ବୁଧବାର…
ଶିକ୍ଷାରେ ସୃଜନଶୀଳତାକୁ ଗୁରୁତ୍ୱ
ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ଏକ ଗରିବ ଓ୍ବାର୍କର୍ସ କଲୋନିରୁ ଆମେରିକା ପର୍ଯ୍ୟନ୍ତ ଯାତ୍ରା ବେଶ୍ ସ୍ମରଣୀୟ। ଦୁର୍ଗାପୁରରୁ ପାଠପଢ଼ି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଅନେକ ବହୁରାଷ୍ଟ୍ରୀୟ କମ୍ପାନୀରେ ଅଧିକାରୀ ଭାବେ କାର୍ଯ୍ୟକରି ସେ ଅନେକ ସଫଳତା ହାସଲ କରିଛନ୍ତି। ଏପରିକି କର୍ମମୟ…
ଋଷିକୁଲ୍ୟା ମୁହାଣ ସମୁଦ୍ର ବେଳାଭୂମି: ୭ ଦିନରେ ୬, ୨୩, ୬୩୨ କଇଁଛଙ୍କ ଅଣ୍ଡାଦାନ
ଗଞ୍ଜାମ,୨।୩(ଡି.ଏନ.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଣ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର ଅଲିଭ ରିଡ୍ଲେ ସାମୁଦ୍ରିକ କଇଁଛମାନଙ୍କ ସାମୂହିକ ଅଣ୍ଡାଦାନ ଜାରି ରହିଛି। ସାତ ଦିନ ମଧ୍ୟରେ ସର୍ବକାଳୀନ ରେକର୍ଡ ସୃଷ୍ଟି ହୋଇଛି। ଗତ ଗୁରୁବାରଠାରୁ ବେଳାଭୂମିରେ ଆରମ୍ଭ ହୋଇଥିବା ଗଣ…
ମୟୂରଭଞ୍ଜରେ ପହଞ୍ଚିଲେ ୫-ଟି ସଚିବ
ବାରିପଦା ଅଫିସ,୨ା୩: ଗୁରୁବାର ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ ଦୁଇ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଜିଲାର ଉଦଳା ଉଠଖଣ୍ଡ ଦେବକୁଣ୍ଡରେ ପହଞ୍ଚି ମା’ଅମ୍ବିକାଙ୍କ ଦର୍ଶନ କରିଥିଲେ। ଜିଲାପାଳ ବିନୀତ…
କୁଲଡ଼ିହାରେ ପୁଣି ଏକ ଦନ୍ତା ଅସୁସ୍ଥ, ଚିନ୍ତାରେ ବନବିଭାଗ
ନୀଳଗିରି,୨।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟରେ ଗତ ରବିବାର ଏକ ମାଈ ହାତୀର ମୃତ୍ୟୁ ପରେ ଅନ୍ୟ ଏକ ଦନ୍ତା ଅସୁସ୍ଥ ହେବା ନେଇ ବନବିଭାଗର ଚିନ୍ତା ବଢ଼ିଯାଇଛି। ଦନ୍ତାର ବୟସ ୩୦ରୁ ୪୦ବର୍ଷ ହେବ ବୋଲି ବନବିଭାଗ…
ଭିସୁଟ୍ ପୁରାତନ ଛାତ୍ରୀଙ୍କ ମୃତଦେହ ମିଳିଲା
ସମ୍ବଲପୁର,୨ା୩(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ପିସି ବ୍ରିଜ୍ ଉପରୁ ଡେଇଁ ନିଖୋଜ ଥିବା ଭିସୁଟ୍ ଆଇଟି ବିଭାଗ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତଦେହ ଅଗ୍ନିଶମ ବିଭାଗ ବୁଧବାର ସକାଳେ ପାୱାର ଚ୍ୟାନେଲରୁ ଜବତ କରିଛି। ପ୍ରିୟଦର୍ଶିନୀଙ୍କ ମା’…
Archives


