ରାଜ୍ୟ

ପାଞ୍ଚ ଦିନିଆ ଦୁବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮।୯: ପାଞ୍ଚ ଦିନିଆ UAE ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାକୁ ଅଧିକ ପୁଞ୍ଜି ଆକର୍ଷଣ କରିବା ସହ ରାଜ୍ୟରେ ଶିଳ୍ପ ଓ ନିଯୁକ୍ତି ସୁଯୋଗ ବୃଦ୍ଧି ଲକ୍ଷ୍ୟରେ ଏହି ଗସ୍ତ ଗୁରୁତ୍ୱ ବହନ କରୁଛି। ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଦୁବାଇର…

ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ ପ୍ରଜାତିର ଜୀବ ଜଙ୍ଗଲରେ ଦେଖାଯିବା ପରେ ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି ହୋଇଛି।…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ବର୍ଷାର ପରିମାଣ ବଢିବା ସହ ପ୍ରବଳ ବର୍ଷା ହୋଇପାରେ ବୋଲି…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ ବିଲ୍‌-୨୦୨୬କୁ ଅନୁମୋଦନ ଦେଇଛି ରାଜ୍ୟ କ୍ୟାବିନେଟ୍‌। ଏହା ସହ ଓଡ଼ିଶା ବେସାମରିକ ସେବା…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ ବିଲ୍‌-୨୦୨୬କୁ ଅନୁମୋଦନ ଦେଇଛି ରାଜ୍ୟ କ୍ୟାବିନେଟ୍‌। ଏହା ସହ ଓଡ଼ିଶା ବେସାମରିକ ସେବା…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ସୁଧାଂଶୁ ମୋହନ ସାମଲଙ୍କୁ OMC ଅଧ୍ୟକ୍ଷ ଦାୟିତ୍ୱ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯(ପ୍ରଭୁକଲ୍ୟାଣ ପାଲ): କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ ଅଟୋ ପରେ ପରେ ଠେଲା ଗାଡିକୁ ଭାରସାମ୍ୟ ହରାଇ ଦୁର୍ଘଟଣା କରିଥିଲେ…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ କରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏପରିକି କୋର୍ଟ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ କରିବାକୁ ଅଧିକାରୀଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ତୁରନ୍ତ ବ୍ଲକ ଏବଂ ପୌର ଅଧିକାରୀଙ୍କୁ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା ଯାଞ୍ଚ କରାଯିବ ବୋଲି ଫାୟାର ଅଫିସର ଦେବେନ୍ଦ୍ର ସୂଚନା ଦେଇଛନ୍ତି। ଶିଳ୍ପ ପ୍ରତିଷ୍ଠାନ,…

ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….

ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର ଥାନା କେସ୍‌ ନମ୍ବର ୧୦୫/୨୦୨୩ରୁ ଉତ୍ପନ୍ନ ସି.ଟି. କେସ୍‌ ନମ୍ବର ୫୪/୨୦୨୩ରେ ଅଭିଯୁକ୍ତ…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ଉଭୟଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏଭଳି ଘଟଣା ଘଟିଛି ଆନନ୍ଦପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?