ବିବାହ ପରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଦିବ୍ୟଶଙ୍କର
ପୁରୀ ଅଫିସ,୨୭।୨: କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଏବଂ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ଅଗସ୍ତି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ରବିବାର ହିନ୍ଦୁ ରୀତିନୀତିରେ ବିବାହ ସମ୍ପନ୍ନ ହୋଇଥିଲା। ବିବାହରେ କେବଳ…
ରାଜ୍ୟରେ ନିଯୁକ୍ତି ପାଇବେ ୫ ହଜାର ଡାକ୍ତର
ଭୁବନେଶ୍ୱର,୨୭ା୨(ବ୍ୟୁରୋ): ଖୁବ୍ଶୀଘ୍ର ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ୫ ହଜାର ଡାକ୍ତର ନିଯୁକ୍ତି ପାଇବେ ବୋଲି ସୋମବାର ଘୋଷଣା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜିଲା ରାଇରଙ୍ଗପୁରକୁ ବି ଡାକ୍ତର ଦିଆଯିବା ନେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଆଇପିଏଚ୍ସି ନିୟମ…
ପାଟଣା ଅଞ୍ଚଳରେ ପ୍ରଚଣ୍ଡ ଶବ୍ଦ, ଥରିଲା ସବୁକିଛି
ପାଟଣା,୨୭ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟରେ ସୋମବାର ପୂର୍ବାହ୍ନରେ ୨ ଥର ପ୍ରଚଣ୍ତ ଶବ୍ଦ ଶୁଣିବାକୁ ମିଳିଛି। ଫଳରେ ଭୂମି ସହ ଘର କାନ୍ଥ, ଝରକା, କବାଟ ଥରି ଉଠିବା ଲୋକେ ଅନୁଭବ କରି ଭୟଭୀତ ହୋଇଛନ୍ତି। ଏହାକୁ କେହି ମୃଦୁ…
ଆକାଶରୁ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଲୋକେ ଭୟଭୀତ
ବାରିପଦା ଅଫିସ,୨୭ା୨: ମୟୂରଭଞ୍ଜ ଜିଲା ବାରିପଦାରେ ସୋମବାର ପୂର୍ବାହ୍ନ ୧୧ଟା ୧୦ ମିନିଟ୍ରେ ଆକାଶରେ ପ୍ରଚଣ୍ଡ ଶବ୍ଦକୁ ନେଇ ଜିଲାବାସୀ ଆତଙ୍କିତ ହୋଇ ପଡ଼ିଛନ୍ତି। ଶବ୍ଦର ବେଗକୁ ନେଇ ଘରଦ୍ୱାର ଥରିବା ସହ ଲୋକମାନେ ଭୟଭୀତ ହୋଇଯାଇଛନ୍ତି । ଜିଲାର ବେତନଟୀ,…
୨୦୨୫ ସୁଦ୍ଧା ଜାହାଜରେ ହେବ ବାଲିଯାତ୍ରା
ଭୁବନେଶ୍ୱର,୨୭।୨(ବ୍ୟୁରୋ):କଳିଙ୍ଗ ସାହିତ୍ୟ ମହୋତ୍ସବ ରବିବରେ ଶେଷ ହୋଇଛି। ସ୍ଥାନୀୟ ଏକ ହୋଟେଲରେ ୩ଦିନ ଧରି ଅନୁଷ୍ଠିତ ଏହି ଉତ୍ସବରେ ପ୍ରାୟ ୭୦ରୁ ଅଧିକ ଅଧିବେଶନ ଓ ବିଭିନ୍ନ ବିଭାଗରେ ପ୍ରାୟ ୨୦ଟି ପୁସ୍ତକ ଉନ୍ମୋଚିତ ହୋଇଥିଲା। ଉଦ୍ଯାପନୀ ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ…
ବଦଳି ସତ୍ତ୍ୱେ କ୍ୱାର୍ଟର୍ସ ଛାଡ଼ୁନାହାନ୍ତି ପୋଲିସ ବାବୁ
ଭୁବନେଶ୍ୱର,୨୭।୨(ବ୍ୟୁରୋ):ପୋଲିସ ବିଭାଗରେ କାର୍ଯ୍ୟରତ ଅଧିକାରୀ ଓ କର୍ମଚାରୀଙ୍କୁ ରହିବା ପାଇଁ ସରକାରଙ୍କ ପକ୍ଷରୁ ବାସ ଉପଯୋଗୀ କ୍ୱାର୍ଟର୍ସ ଯୋଗାଇ ଦିଆଯାଉଛି। ତେବେ ଭୁବନେଶ୍ୱର ଓ କଟକରେ କାର୍ଯ୍ୟ କରୁଥିବା ପୋଲିସ ବାବୁମାନେ ଅନ୍ୟ ଜିଲାକୁ ବଦଳି ହେବା ପରେ ମଧ୍ୟ ଉକ୍ତ…
ସୁଯୋଗର ସଦୁପଯୋଗ କରି ସଫଳ
ଗ୍ରାହକ ସେବାରେ ଢେଙ୍କାନାଳ ଜିଲାର ହିରୋ ବାଇକ୍ ଓ ସ୍କୁଟର ଶୋ’ରୁମ୍ ‘ସୋମ୍ ଅଟୋ’ ନିଜର ସ୍ବତନ୍ତ୍ରତା ବଜାୟ ରଖିଛି। ଏହାର ଅଧିକୃତ ବିକ୍ରେତା ତଥା ସ୍ବତ୍ୱାଧିକାରୀ ହର୍ଷବର୍ଦ୍ଧନ ସିଂହଦେଓ ୨ଚକିଆ ଯାନ ବ୍ୟବସାୟରେ ସଫଳତା ହାସଲ କରି ତାଙ୍କର ଲକ୍ଷ୍ୟ…
ବାୟୋଟେକ୍ନୋଲୋଜିରେ ପୁଞ୍ଜିନିବେଶ ପାଇଁ ଓଡ଼ିଶାର ଆମନ୍ତ୍ରଣ
ଭୁବନେଶ୍ୱର, ୨୭।୨(ବ୍ୟୁରୋ):ହାଇଦ୍ରାବାଦରେ ଚାଲିଥିବା ଆନ୍ତର୍ଜାତିକ ‘ବାୟୋ-ଏସିଆ’ ସମ୍ମିଳନୀ ରବିବାର ଉଦ୍ଯାପିତ ହୋଇଯାଇଛି। ରାଜ୍ୟ ବିଜ୍ଞାନ ଓ କାରିଗରି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏଥିରେ ଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବାୟୋଟେକ୍ନୋଲୋଜି ବିକାଶ ନିମନ୍ତେ ଗ୍ରହଣ କରାଯାଇଥିବା ବିଭିନ୍ନ…
୫ଦିନ ପରେ ତାପମାତ୍ରା ଆହୁରି ବଢ଼ିବ
ଭୁବନେଶ୍ୱର, ୨୭ା୨(ବ୍ୟୁରୋ):ରାଜ୍ୟରେ ବଢୁଛି ତାତି। କିଛି ସ୍ଥାନରେ ପାରଦ ୩୮ ଡିଗ୍ରୀ ପାର୍ କଲାଣି। ଆଗାମୀ ୪ରୁ ୫ଦିନ ଯାଏ ଏଭଳି ସ୍ଥିତି ଲାଗି ରହିବ। ତେବେ ୫ ଦିନ ପରେ ରାଜ୍ୟରେ ତାପମାତ୍ରା ଆହୁରି ବଢ଼ିବା ନେଇ ଭୁବନେଶ୍ୱର ଆଞ୍ଚଳିକ…
ତଦନ୍ତ ନବଙ୍କ ପରିବାର ସପକ୍ଷରେ ନା ଗୋପାଳଙ୍କୁ ପାଗଳ ସଜାଇବାକୁ
ଭୁବନେଶ୍ବର, ୨୭ା୨(ବ୍ୟୁରୋ):ନବ ଦାସଙ୍କ ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ଶାସକ ଦଳ ପକ୍ଷରୁ ବିରୋଧୀ ଦଳ ପ୍ରତି ଆକ୍ଷେପ କରାଯାଉଥିବା ଦେଖାଯାଉଛି। ବିଜେଡି ନେତା, ବିଧାୟକ ଓ କାର୍ଯ୍ୟକର୍ତ୍ତାମାନେ ବିରୋଧୀଙ୍କ ବିପକ୍ଷରେ…
ବୁଲାକୁକୁରଙ୍କୁ ହଟାଇବା ନିର୍ଦ୍ଦେଶକୁ ବିରୋଧ
ଭୁବନେଶ୍ୱର, ୨୭।୨(ବ୍ୟୁରୋ):ହାଇଦ୍ରାବାଦରେ ୪ ବର୍ଷର ଶିଶୁପୁତ୍ରକୁ ବୁଲାକୁକୁର ଝୁଣି ମାରିଦେବା ଘଟଣା ପରେ ଓଡ଼ିଶାରେ ରାସ୍ତାକଡ଼ରୁ ବୁଲା କୁକୁରଙ୍କୁ ହଟାଇବାକୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିର୍ଦ୍ଦେଶ ଦେଇଥିଲେ। ଏ ନେଇ ମନ୍ତ୍ରୀ…
ଦେଓମାଳୀ, କୋଟିଆରେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ବର, (ବ୍ୟୁରୋ)/ପଟାଙ୍ଗୀ (ଡି.ଏନ୍.ଏ.), ୨୭ା୨:ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କୋରାପୁଟ ଜିଲାର ଦେଓମାଳୀ ଓ କୋଟିଆ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଦେଓମାଳୀ ଠାରେ ଇକୋ ଟୁରିଜିମ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହ…
Archives


