ରାଜ୍ୟ

ପାଟଣା ଅଞ୍ଚଳରେ ପ୍ରଚଣ୍ଡ ଶବ୍ଦ, ଥରିଲା ସବୁକିଛି

ପାଟଣା,୨୭ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟରେ ସୋମବାର ପୂର୍ବାହ୍ନରେ ୨ ଥର ପ୍ରଚଣ୍ତ ଶବ୍ଦ ଶୁଣିବାକୁ ମିଳିଛି। ଫଳରେ ଭୂମି ସହ ଘର କାନ୍ଥ, ଝରକା, କବାଟ ଥରି ଉଠିବା ଲୋକେ ଅନୁଭବ କରି ଭୟଭୀତ ହୋଇଛନ୍ତି। ଏହାକୁ କେହି ମୃଦୁ…

ଆକାଶରୁ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଲୋକେ ଭୟଭୀତ

ବାରିପଦା ଅଫିସ,୨୭ା୨: ମୟୂରଭଞ୍ଜ ଜିଲା ବାରିପଦାରେ ସୋମବାର ପୂର୍ବାହ୍ନ ୧୧ଟା ୧୦ ମିନିଟ୍‌ରେ ଆକାଶରେ ପ୍ରଚଣ୍ଡ ଶବ୍ଦକୁ ନେଇ ଜିଲାବାସୀ ଆତଙ୍କିତ ହୋଇ ପଡ଼ିଛନ୍ତି। ଶବ୍ଦର ବେଗକୁ ନେଇ ଘରଦ୍ୱାର ଥରିବା ସହ ଲୋକମାନେ ଭୟଭୀତ ହୋଇଯାଇଛନ୍ତି । ଜିଲାର ବେତନଟୀ,…

୨୦୨୫ ସୁଦ୍ଧା ଜାହାଜରେ ହେବ ବାଲିଯାତ୍ରା

ଭୁବନେଶ୍ୱର,୨୭।୨(ବ୍ୟୁରୋ):କଳିଙ୍ଗ ସାହିତ୍ୟ ମହୋତ୍ସବ ରବିବରେ ଶେଷ ହୋଇଛି। ସ୍ଥାନୀୟ ଏକ ହୋଟେଲରେ ୩ଦିନ ଧରି ଅନୁଷ୍ଠିତ ଏହି ଉତ୍ସବରେ ପ୍ରାୟ ୭୦ରୁ ଅଧିକ ଅଧିବେଶନ ଓ ବିଭିନ୍ନ ବିଭାଗରେ ପ୍ରାୟ ୨୦ଟି ପୁସ୍ତକ ଉନ୍ମୋଚିତ ହୋଇଥିଲା। ଉଦ୍‌ଯାପନୀ ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ…

ବଦଳି ସତ୍ତ୍ୱେ କ୍ୱାର୍ଟର୍ସ ଛାଡ଼ୁନାହାନ୍ତି ପୋଲିସ ବାବୁ

ଭୁବନେଶ୍ୱର,୨୭।୨(ବ୍ୟୁରୋ):ପୋଲିସ ବିଭାଗରେ କାର୍ଯ୍ୟରତ ଅଧିକାରୀ ଓ କର୍ମଚାରୀଙ୍କୁ ରହିବା ପାଇଁ ସରକାରଙ୍କ ପକ୍ଷରୁ ବାସ ଉପଯୋଗୀ କ୍ୱାର୍ଟର୍ସ ଯୋଗାଇ ଦିଆଯାଉଛି। ତେବେ ଭୁବନେଶ୍ୱର ଓ କଟକରେ କାର୍ଯ୍ୟ କରୁଥିବା ପୋଲିସ ବାବୁମାନେ ଅନ୍ୟ ଜିଲାକୁ ବଦଳି ହେବା ପରେ ମଧ୍ୟ ଉକ୍ତ…

ସୁଯୋଗର ସଦୁପଯୋଗ କରି ସଫଳ

ଗ୍ରାହକ ସେବାରେ ଢେଙ୍କାନାଳ ଜିଲାର ହିରୋ ବାଇକ୍‌ ଓ ସ୍କୁଟର ଶୋ’ରୁମ୍‌ ‘ସୋମ୍‌ ଅଟୋ’ ନିଜର ସ୍ବତନ୍ତ୍ରତା ବଜାୟ ରଖିଛି। ଏହାର ଅଧିକୃତ ବିକ୍ରେତା ତଥା ସ୍ବତ୍ୱାଧିକାରୀ ହର୍ଷବର୍ଦ୍ଧନ ସିଂହଦେଓ ୨ଚକିଆ ଯାନ ବ୍ୟବସାୟରେ ସଫଳତା ହାସଲ କରି ତାଙ୍କର ଲକ୍ଷ୍ୟ…

ବାୟୋଟେକ୍ନୋଲୋଜିରେ ପୁଞ୍ଜିନିବେଶ ପାଇଁ ଓଡ଼ିଶାର ଆମନ୍ତ୍ରଣ

ଭୁବନେଶ୍ୱର, ୨୭।୨(ବ୍ୟୁରୋ):ହାଇଦ୍ରାବାଦରେ ଚାଲିଥିବା ଆନ୍ତର୍ଜାତିକ ‘ବାୟୋ-ଏସିଆ’ ସମ୍ମିଳନୀ ରବିବାର ଉଦ୍‌ଯାପିତ ହୋଇଯାଇଛି। ରାଜ୍ୟ ବିଜ୍ଞାନ ଓ କାରିଗରି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏଥିରେ ଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବାୟୋଟେକ୍ନୋଲୋଜି ବିକାଶ ନିମନ୍ତେ ଗ୍ରହଣ କରାଯାଇଥିବା ବିଭିନ୍ନ…

୫ଦିନ ପରେ ତାପମାତ୍ରା ଆହୁରି ବଢ଼ିବ

ଭୁବନେଶ୍ୱର, ୨୭ା୨(ବ୍ୟୁରୋ):ରାଜ୍ୟରେ ବଢୁଛି ତାତି। କିଛି ସ୍ଥାନରେ ପାରଦ ୩୮ ଡିଗ୍ରୀ ପାର୍‌ କଲାଣି। ଆଗାମୀ ୪ରୁ ୫ଦିନ ଯାଏ ଏଭଳି ସ୍ଥିତି ଲାଗି ରହିବ। ତେବେ ୫ ଦିନ ପରେ ରାଜ୍ୟରେ ତାପମାତ୍ରା ଆହୁରି ବଢ଼ିବା ନେଇ ଭୁବନେଶ୍ୱର ଆଞ୍ଚଳିକ…

ତଦନ୍ତ ନବଙ୍କ ପରିବାର ସପକ୍ଷରେ ନା ଗୋପାଳଙ୍କୁ ପାଗଳ ସଜାଇବାକୁ

ଭୁବନେଶ୍ବର, ୨୭ା୨(ବ୍ୟୁରୋ):ନବ ଦାସଙ୍କ ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ଶାସକ ଦଳ ପକ୍ଷରୁ ବିରୋଧୀ ଦଳ ପ୍ରତି ଆକ୍ଷେପ କରାଯାଉଥିବା ଦେଖାଯାଉଛି। ବିଜେଡି ନେତା, ବିଧାୟକ ଓ କାର୍ଯ୍ୟକର୍ତ୍ତାମାନେ ବିରୋଧୀଙ୍କ ବିପକ୍ଷରେ…

ବୁଲାକୁକୁରଙ୍କୁ ହଟାଇବା ନିର୍ଦ୍ଦେଶକୁ ବିରୋଧ

ଭୁବନେଶ୍ୱର, ୨୭।୨(ବ୍ୟୁରୋ):ହାଇଦ୍ରାବାଦରେ ୪ ବର୍ଷର ଶିଶୁପୁତ୍ରକୁ ବୁଲାକୁକୁର ଝୁଣି ମାରିଦେବା ଘଟଣା ପରେ ଓଡ଼ିଶାରେ ରାସ୍ତାକଡ଼ରୁ ବୁଲା କୁକୁରଙ୍କୁ ହଟାଇବାକୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିର୍ଦ୍ଦେଶ ଦେଇଥିଲେ। ଏ ନେଇ ମନ୍ତ୍ରୀ…

ଦେଓମାଳୀ, କୋଟିଆରେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର, (ବ୍ୟୁରୋ)/ପଟାଙ୍ଗୀ (ଡି.ଏନ୍‌.ଏ.), ୨୭ା୨:ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କୋରାପୁଟ ଜିଲାର ଦେଓମାଳୀ ଓ କୋଟିଆ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଦେଓମାଳୀ ଠାରେ ଇକୋ ଟୁରିଜିମ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହ…

ମାର୍ଚ୍ଚ ୫ରେ କଳାହାଣ୍ଡି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

କୋକସରା,୨୬।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ୍‌ ୱେକୁ ଆସନ୍ତା ମାର୍ଚ୍ଚ ୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏପରି କି ପର୍ଯ୍ୟଟନସ୍ଥଳୀ ଗୁଡ଼ହାଣ୍ଡି ଡୋକରୀଚଞ୍ଚରା ସମେତ ବିଭିନ୍ନ ପ୍ରକଳ୍ପର…

ପାଇପ୍‌ଲାଇନ କାଟି କରୁଥିଲେ ଡିଜେଲ ଚୋରି: ପେଟ୍ରୋଲପମ୍ପ୍‌ ମାଲିକଙ୍କ ସମେତ ୬ ଗିରଫ

ସମ୍ବଲପୁର,୨୬ା୨(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅଧୀନ ହାତିବାରୀଠାରେ ପାରାଦୀପ-ରାୟପୁର ପାଇପ୍‌ଲାଇନ କାଟି ତେଲ ଚୋରି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଘଟଣାରେ ସମ୍ପୃକ୍ତ କଳାହାଣ୍ଡି ଜିଲା ଏମ୍‌ ରାମପୁରସ୍ଥିତ ପେଟ୍ରୋଲପମ୍ପ୍‌ ମାଲିକ ଅଟଳ ବିହାରୀ ସାହୁଙ୍କୁ ଚୋରି ତେଲ କିଣିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri