ରାଜ୍ୟ

ସ୍ବଚ୍ଛତା କ୍ଷେତ୍ରରେ ବିଏମ୍‌ସିକୁ ପୁଣି ପ୍ରଶଂସା

ଭୁବନେଶ୍ୱର,୨୫।୨(ବ୍ୟୁରୋ): ସ୍ବଚ୍ଛତା କ୍ଷେତ୍ରରେ ସମଗ୍ର ଦେଶରେ ଭୁବନେଶ୍ବର ଏକ ଉଦାହରଣ ପାଲଟିଛି। ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ଦ୍ବାରା ସହରରେ ନିୟମିତ ସଫେଇ ହେଉଥିବାବେଳେ ଏହା ସ୍ବଚ୍ଛ ସର୍ବେକ୍ଷଣ ୨୦୨୩ରେ ନିଜର ଶୀର୍ଷ ପ୍ରଦର୍ଶନ ଦର୍ଶାଉଛି। ବିଏମ୍‌ସି ଦ୍ବାରା ରାସ୍ତାରେ ନିୟମିତ…

ବଳାତ୍କାର, ହତ୍ୟା ଅଭିଯୋଗରେ ପ୍ରେମିକ ଗିରଫ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁର ଗ୍ରାମର ଏକ ନିର୍ମାଣାଧୀନ ଆପାର୍ଟମେଣ୍ଟ ନିକଟ ପ଼ଡ଼ିଆରୁ ଜଣେ ମହିଳାଙ୍କ ମୃତଦେହ ଜବତ ମାମଲାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଉକ୍ତ ମହିଳାଙ୍କୁ ବଳାତ୍କାର ପରେ ଓଢ଼ଣିରେ ତଣ୍ଟିଚିପି ହତ୍ୟା କରାଯାଇଥିବା ନେଇ ଅଭିଯୋଗ…

ଆକାଶ ପଥରେ ସୁଗମ ହେବ ଗମନାଗମନ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଆକାଶ ପଥରେ ଗମନାଗମନ ସୁଗମ କରିବା ପାଇଁ ‘ଉଡାନ୍‌’ ଯୋଜନାରେ ବେସାମରିକ ବିମାନ ଚଳାଚଳକୁ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଥିବାବେଳେ ରାଜ୍ୟ ସରକାର ମଧ୍ୟ ଏଥିରେ ଅଂଶୀଦାର ସାଜିଛନ୍ତି। ଝାରସୁଗୁଡ଼ା, ଜୟପୁର ସମେତ ଆଗାମୀ ଦିନରେ ଅନ୍ୟ ବିମାନବନ୍ଦରକୁ ସଂଯୋଗ…

ଅର୍ଥନୈତିକ ସର୍ଭେ ରିପୋର୍ଟରେ ବିଫଳତା ଲୁଚାଯାଇଛି: ଭାଜପା

ଭୁବନେଶ୍ବର,୨୫ା୨(ବ୍ୟୁରୋ): ମିଥ୍ୟା ତଥ୍ୟର ଦସ୍ତାବିଜ ହେଉଛି ଗୁରୁବାର ଉପସ୍ଥାପିତ ହୋଇଥିବା ୨୦୨୨-୨୩ର ରାଜ୍ୟ ଅର୍ଥନୈତିକ ସର୍ଭେ ରିପୋର୍ଟ। ଅର୍ଦ୍ଧସତ୍ୟ, ଗୋଲାପୀ ସ୍ବପ୍ନ ଆଧାରିତ ଏହି ରିପୋର୍ଟରେ ଅନେକ ବିଫଳତାକୁ ରାଜ୍ୟ ସରକାର ଲୁଚାଇଛନ୍ତି। ଆସନ୍ତା ଫେବୃୟାରୀ ୨୮ରେ ଜାତୀୟ ଆୟ ୨୦୨୨-୨୩ର…

ପରିବହନ ବ୍ୟବସ୍ଥାର ସୁଦୃଢ଼ୀକରଣକୁ ଗୁରୁତ୍ୱ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଭିତ୍ତିଭୂମିକୁ ପ୍ରୋତ୍ସାହନ ଦେବା ଏବଂ ବିକାଶର ଗତି ଜାରି ରଖିବା ଲାଗି ସଡ଼କ, ସେତୁ, ବିମାନବନ୍ଦର, ରେଲଓ୍ବେ ଅଧୀନରେ ୧୯ ହଜାର ୪୫୨ କୋଟି ଟଙ୍କା ନିବେଶ କରିବାକୁ ପ୍ରସ୍ତାବ ରହିଛି। ରାଜ୍ୟରେ ଅଣ ପ୍ରମୁଖ ବନ୍ଦର ବିକାଶ ପାଇଁ…

ରାୟପୁରରେ ଓଡ଼ିଶାର କଂଗ୍ରେସ ନେତୃବୃନ୍ଦ

ଭୁବନେଶ୍ବର,୨୫ା୨(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ୮୫ ତମ ମହା ଅଧିବେଶନରେ ଯୋଗଦେବା ଲାଗି ପିସିସି ସଭାପତି ଶରତ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ଓଡ଼ିଶାର ବହୁ ନେତା ଶୁକ୍ରବାର ଛତିଶଗଡ଼ର ରାୟପୁର ଗସ୍ତରେ ଯାଇଛନ୍ତି।…

ପିଏମ୍‌ଏଓ୍ବାଇ: ବିରୋଧୀ-ଶାସକ ମୁହଁାମୁହିଁ

ଭୁବନେଶ୍ବର, ୨୫ା୨(ବ୍ୟୁରୋ): ବିଧାନସଭାରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ) ବଣ୍ଟନ ପ୍ରସଙ୍ଗକୁ ନେଇ ସରଗରମ ଆଲୋଚନା ହୋଇଥିଲା। ଉଭୟ ବିରୋଧୀ ଓ ଶାସକ ପକ୍କାଘର ବଣ୍ଟନ ପ୍ରସଙ୍ଗରେ ପରସ୍ପର ଉପରେ ଦୋଷ ଲଦିଥିଲେ। ଭାଜପା ପକ୍ଷରୁ ଅଣାଯାଇଥିବା ମୁଲତବୀ ପ୍ରସ୍ତାବ…

ସାପଧରାଳିଙ୍କୁ ଭେଟିବାକୁ ୟୁକେରୁ ଭଦ୍ରକ

ଭଦ୍ରକ ଅଫିସ,୨୫।୨: ୟୁଟ୍ୟୁବ୍‌ରେ ତାଙ୍କର ସାପ ଧରିବା କୌଶଳ ଦେଖି ବ୍ରିଟେନ୍‌(ୟୁକେ) ଦମ୍ପତି ଭଦ୍ରକ ଆସି ସାପଧରାଳି ମିର୍ଜା ଆରିଫଙ୍କୁ ଭେଟିଛନ୍ତି। ଜୀବଜନ୍ତୁଙ୍କୁ ଭଲ ପାଉଥିବା ଏହି ବିଦେଶୀ ଦମ୍ପତି ଭଦ୍ରକରେ ପହଞ୍ଚି ଶୁକ୍ରବାର ମିର୍ଜାଙ୍କୁ ଭେଟି ତାଙ୍କର ଖୁବ୍‌ ପ୍ରଶଂସା…

ହକି ତାରକା ବୀରେନ୍ଦ୍ର ଲାକ୍ରାଙ୍କୁ ଆଶ୍ୱସ୍ତି

ଭୁବନେଶ୍ୱର,୨୫।୨(ବ୍ୟୁରୋ): ବହୁଚର୍ଚ୍ଚିତ ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ କମିଶନରେଟ ପୋଲିସ ତଦନ୍ତ କରିଛି। ଇନ୍‌ଫୋସିଟି ଥାନା ପୋଲିସ ପକ୍ଷରୁ ଶୁକ୍ରବାର ଭୁବନେଶ୍ୱର ଜେଏମ୍‌ଏଫ୍‌ସି-୨ଙ୍କ କୋର୍ଟରେ ମାମଲା ସଂକ୍ରାନ୍ତ ଶେଷ ରିପୋର୍ଟ ଦାଖଲ କରାଯାଇଛି। ଏହି ମାମଲାରେ ସାକ୍ଷୀ, ସୂଚନାଦାତା, ପାରିପାର୍ଶ୍ୱିକ ପ୍ରମାଣ,…

ଦୁର୍ବଳତାରୁ ପଡ଼ିଥିଲା ଡିଲରଶିପ୍‌ର ମୂଳଦୁଆ

ଏକ ବ୍ୟବସାୟିକ ପରିବାରରେ ଜନ୍ମ ହୋଇଥିବାରୁ ବ୍ୟବସାୟ ପ୍ରତି ଦୁର୍ବଳତା ଥିଲା। ହେଲେ ଅନୁଗୋଳ କଲେଜରେ ବି.କମ୍‌ ପଢ଼ିବା ସମୟରେ ବଜାଜ୍‌ର ସୁପର ସ୍କୁଟର କିଣିବା ପରଠାରୁ କମ୍ପାନୀ ପ୍ରତି ଦୁର୍ବଳତା ଅଧିକ ବଢ଼ିଯାଇଥିଲା। ଏପରିକି ୧୯୯୨ରୁ ବଜାଜ୍‌ ଶୋ’ରୁମ୍‌ ଖୋଲିବା…

ଜିଲାପାଳଙ୍କ ବିରୋଧରେ ଅଭିଯୋଗ ଆଣିଲେ ସିଡିଏମ୍‌ଓ

ବରଗଡ଼ ଅଫିସ୍‌,୨୫।୨: ବରଗଡ଼ ଜିଲାପାଳ ମୋନିଷା ବାନାର୍ଜୀ ଦୁର୍ବ୍ୟବହାର ପ୍ରଦର୍ଶନ କରୁଛନ୍ତି। ଏଭଳି ଅଭିଯୋଗ ନେଇ ଗତ ମାସରେ ଯୋଗଦାନ କରିଥିବା ନୂତନ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ) ଡା. ଚାରୁବାଳା ରଥ ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କୁ ଫେରାଦ ହୋଇଛନ୍ତି। ଜିଲାପାଳ…

ସ୍ତ୍ରୀଙ୍କୁ ୭ କୋଟିର ମନ୍ଦିର ଉପହାର ଦେଲେ ସ୍ବାମୀ

ଯାଜପୁର ଟାଉନ,୨୫ା୧(ଡି.ଏନ.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ୍‌ ଅନ୍ତର୍ଗତ ଚିକଣା ଗ୍ରାମରେ ଶିଳ୍ପପତି କ୍ଷେତ୍ରବାସୀ ଲେଙ୍କା ୭ କୋଟି ଟଙ୍କାର ସନ୍ତୋଷୀ ମା’ ମନ୍ଦିର ନିର୍ମାଣ କରି ତାଙ୍କ ସ୍ତ୍ରୀ ବୈଜୟନ୍ତୀ ଲେଙ୍କାଙ୍କୁ ଉପହାର ପ୍ରଦାନ କରିଛନ୍ତି। ସ୍ତ୍ରୀ ସନ୍ତୋଷୀ ମା’ଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri