ରାଜ୍ୟ

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା ଭିନ୍ନ ଧର୍ମ ଗ୍ରହଣ କରିଥିବା ମକୁରୁ ମୁଣ୍ଡାଙ୍କ ମୃତ୍ୟୁ ଘଟିଥିଲା। ସେ ଭିନ୍ନ ଧର୍ମର…

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଧ୍ୟକ୍ଷତା କରି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଧର୍ମଶାଳା…

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଆଶୁତୋଷ ବିଶ୍ୱାସ କରିଛନ୍ତି। ଦୀର୍ଘଦିନ ହେବ ଏମ୍ସରେ ଚିକିତ୍ସିତ ହୋଇଆସୁଛନ୍ତି ।…

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଲୋକଙ୍କ ଅସୁବିଧାକୁ ଦେଖି ଏପରି ନିଷ୍ପତ୍ତି ନିଆଯାଇଥିବା ମନ୍ତ୍ରୀ କହିଛନ୍ତି। ଅନିୟମିତତାକୁ ଦେଖି ୪୨ଟି…

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ ନେଇ ମୋକିମ ଏକ ପ୍ରତିକ୍ରିୟା ଦେଇଛନ୍ତି। ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ବିଜେଡି ଭିତରେ…

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି l ବାଲେଶ୍ୱର ଭିଜିଲାନ୍ସ ଏସ୍‌ପିି ଅରୁଣ ନାୟକ କହିଛନ୍ତି ଯେ…

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି ଆସିଛନ୍ତି। ତାଙ୍କ ସ୍ଥାନରେ ଆଜି ଅପରାହ୍ନରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେବେ…

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର ଥାନାରେ ମାମଲା ପରେ ୫ ଜଣ ଅଟକ, ଅଡି କାର୍‌ ଜବତ ହୋଇଛି।ପୋଷ୍ଟରକୁ ନେଇ…

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ ଓ ପୁତୁରା ଯାଉଥିବା ବେଳେ ମାଞ୍ଜା ଗୁଡ଼ି ସୂତା ଆସି ଗୁଡ଼ାଇ ହୋଇଯାଇଥିଲା। ଏଥିରେ…

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନୂଆବର୍ଷ ପାଇଁ ଯେଉଁ କ୍ୟାଲେଣ୍ଡର ଛପାଯାଇଛି…

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ…

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି। ଅନୁରୂପ ଭାବେ ସଙ୍ଗୀତକାର ସୋମେଶ ଶତପଥୀ ମଧ୍ୟ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri