୨୦୨୩-୨୪ ରାଜ୍ୟ ବଜେଟ: କୃଷି ପାଇଁ ୨୪ ହଜାର ୮୨୯ କୋଟି
ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷର ସାଧାରଣ ବଜେଟ ଶୁକ୍ରବାର ଆରମ୍ଭ ହୋଇଛି। ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ବଜେଟ ଉପସ୍ଥାପନ କରୁଛନ୍ତି। ଏହି ଅବସରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ସରକାରଙ୍କ ବିଭିନ୍ନ ସଫଳତା ବଖାଣିଛନ୍ତି। ବଜେଟରେ ଚାଷୀଙ୍କୁ ଅଧିକ…
ଉପସ୍ଥାପନ ହେଲା ୨୦୨୩- ୨୪ ବଜେଟ
ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷର ସାଧାରଣ ବଜେଟ ଶୁକ୍ରବାର ଆରମ୍ଭ ହୋଇଛି। ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ବଜେଟ ଉପସ୍ଥାପନ କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ସରକାରରେ ଏହା ହେଉଛି ଅନ୍ତିମ ପୂର୍ଣ୍ଣାଙ୍ଗ ବଜେଟ।
ପାକିସ୍ତାନ ମହିଳାଙ୍କ ପ୍ରେମରେ ପଡ଼ି ଆଇଟିଆର୍ରୁ ଦେଉଥିଲେ ଗୁପ୍ତ ତଥ୍ୟ, ଅଫିସରଙ୍କ ସହ ଠିକାଦାରଙ୍କୁ ବାନ୍ଧିଲା ପୋଲିସ
ବାଲେଶ୍ୱର ଅଫିସ, ୨୪।୨: ବାଲେଶ୍ୱର ଜିଲା ଚାନ୍ଦିପୁର ଆଇଟିଆର୍ରୁ ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେବା ଅଭିଯୋଗରେ ପ୍ରତିରକ୍ଷା ବିଭାଗର ଜଣେ ସିନିୟର ଅଫିସର ଓ ଠିକାଦାରଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ଅଫିସର ଜଣଙ୍କ ହନିଟ୍ରାପର୍ ଶିକାର ହୋଇଛନ୍ତି। ସେ ପାକିସ୍ତାନ ରାୱଲପିଣ୍ଡିର…
ମଡେଲ୍ ସୌମ୍ୟ ପାଣିଗ୍ରାହୀଙ୍କ ମୃତ୍ୟୁ ମାମଲା: ସୋନାଲୀଙ୍କୁ ଜେରା
ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୨ ଜାନୁଆରୀ ୩୦ ତାରିଖରେ ମଡେଲ୍ ସୌମ୍ୟ ପାଣିଗ୍ରାହୀଙ୍କ ମୃତ୍ୟୁ ଘଟିଥିଲା। ପରିବାର ଲୋକେ ଏହି ଘଟଣାରେ ସୌମ୍ୟଙ୍କ ବାନ୍ଧବୀ ସୋନାଲି ନନ୍ଦଙ୍କୁ ଦାୟୀ କରିଥିଲେ । ଦ୍ୱିତୀୟ ଦିନରେ ଶୁକ୍ରବାର କ୍ରାଇମବ୍ରାଞ୍ଚ ଟିମ୍ ପୁଣି ତନାଘନା ଚଳାଇ ଥିବା…
ରାଜ୍ୟରେ ବଢିବ ଦିନ ତାପମାତ୍ରା
ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟରେ ଆଗାମୀ ୩ ରୁ ୪ଦିନ ମଧ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ। ଏଥିସହ ପରବର୍ତ୍ତୀ ସମୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୨ ରୁ ୪ଡିଗ୍ରୀ ଯାଏ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର…
କର୍ମଚାରୀଙ୍କୁ ନିଶାଦ୍ରବ୍ୟ ମନା
କଟକ ଅଫିସ,୨୪ା୨: ଏସ୍ସିବି ମେଡିକାଲରେ କାମ କରୁଥିବା କୌଣସି କର୍ମଚାରୀ ନିଶାଦ୍ରବ୍ୟ ସେବନ କରିପାରିବେ ନାହିଁ। ମେଡିକାଲରେ ଡ୍ୟୁଟିରେ ଥିବା ବେଳେ ଯଦି କେହି କର୍ମଚାରୀ ନିଶାଦ୍ରବ୍ୟ ରଖିଥିବେ କିମ୍ବା ଖାଉଥିବେ ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ…
୧୦ ବର୍ଷ ପରେ ବାର୍ କାଉନ୍ସିଲ୍ ନିର୍ବାଚନ
କଟକ ଅଫିସ,୨୪ା୨: ଦୀର୍ଘ ୧୦ ବର୍ଷର ବ୍ୟବଧାନ ପରେ ରାଜ୍ୟ ବାର୍ କାଉନ୍ସିଲ୍ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏନେଇ କାଉନସିଲ୍ ପକ୍ଷରୁ ବିଧିବଦ୍ଧ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ନିର୍ବାଚନ ଆସନ୍ତା ୧୫ରେ ହେବ ବୋଲି ଘୋଷଣା କରାଯାଇଛି। ଆସନ୍ତା…
ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ : ସାଢେ ୧୧ ଯାଏ ଗୃହ ମୁଲତବୀ
ଭୁବନେଶ୍ୱର,୨୪।୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଆଜି ଚତୁର୍ଥ ଦିନରେ ମଧ୍ୟ ଗୃହ କାର୍ଯ୍ୟ ଚାଲିପାରିନାହିଁ। ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଚାଷୀ ଆତ୍ମହତ୍ୟା ପ୍ରସଙ୍ଗକୁ ନେଇ କଂଗ୍ରେସ, ଭାଜପା ବିରୋଧ ପ୍ରଦର୍ଶନ କରିଥିଲେ। ଫଳରେ ବାଚସ୍ପତି ଗୃହକୁ ପୂର୍ବାହ୍ନ…
ଖୁବ୍ଶୀଘ୍ର ଆସିବ ପେଟ୍ ଆନିମଲ ଗାଇଡ୍ଲାଇନ୍
ଭୁବନେଶ୍ୱର,୨୪।୨ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଖୁବ୍ଶୀଘ୍ର ପେଟ୍ ଆନିମଲ ଗାଇଡ୍ଲାଇନ ଆଣିବାକୁ ଯାଉଛି। ଏନେଇ ଡ୍ରାଫ୍ଟ ପ୍ରସ୍ତୁତ ସରିଥିବାବେଳେ ମାର୍ଚ୍ଚ ପ୍ରଥମ ସପ୍ତାହରେ ଏକ ସ୍ବତନ୍ତ୍ର ବୈଠକ ବସିବ। ଏଥିରେ ପ୍ରାଣୀପ୍ରେମୀ, ସମସ୍ତ କର୍ପୋରେଟର ଏବଂ ବିଏମ୍ସି ଅଧିକାରୀମାନେ…
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ଭାବେ ନାମିତ କରାଯାଉ
ଭୁବନେଶ୍ବର,୨୪ା୨(ବ୍ୟୁରୋ): ଝାରସୁଗୁଡ଼ା ଜିଲା ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ଭାବେ ନାମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ଗୁରୁବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଧର୍ମେନ୍ଦ୍ର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି,…
ଜାଲ ଦସ୍ତାବିଜ୍ରେ ଜମି ଠକେଇ: ଅବସରପ୍ରାପ୍ତ ବିଏମ୍ସି କର୍ମଚାରୀଙ୍କ ସମେତ ୩ ଗିରଫ
ଭୁବନେଶ୍ୱର,୨୪।୨(ବ୍ୟୁରୋ): ଜାଲ ଦସ୍ତାବିଜ ଜରିଆରେ ଜମି ଠକେଇ କରିବା ଅଭିଯୋଗରେ କ୍ରାଇମ୍ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଭୁବନେଶ୍ୱରରେ ରହୁଥିବା ହଳଧର ଦାସ, ସୁବୋଧ କୁମାର ପରିଡ଼ା ଓ ମମତା ପରିଡ଼ା।…
ମାର୍ଚ୍ଚ ୨୫ରେ ଭୁବନେଶ୍ୱର ଓକିଲ ସଂଘ ନିର୍ବାଚନ
ଭୁବନେଶ୍ୱର,୨୪।୨ (ବ୍ୟୁରୋ): ୨୦୨୩-୨୪ ବର୍ଷ ପାଇଁ ଆସନ୍ତା ମାର୍ଚ୍ଚ ୨୫ରେ ଭୁବନେଶ୍ୱର ଓକିଲ ସଂଘର ନିର୍ବାଚନ ହେବ। ରାଜ୍ୟ ଆଇନଜୀବୀ ପରିଷଦର ନିର୍ଦ୍ଦେଶକ୍ରମେ ଭୁବନେଶ୍ୱର ଓକିଲ ସଂଘ ସାଧାରଣ ପରିଷଦ ପକ୍ଷରୁ ଏନେଇ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଚଳିତ ବର୍ଷ ପାଇଁ…
Archives


