ରାଜ୍ୟ

ଜେଜଙ୍କ ଏକାଦଶରେ ଚାଲିଗଲା ନାତୁଣୀଙ୍କ ଜୀବନ

ନିଶ୍ଚିନ୍ତକୋଇଲି,୨୨।୨(ସ୍ବ.ପ୍ର.): ଜେଜଙ୍କ ଏକାଦଶରେ ନଦୀରେ ବୁଡି ନାତୁଣୀଙ୍କ ମୃତ୍ୟୁ ହୋଇଛି। ଏଭଳି ଅଭାବନୀୟ ଘଟଣା କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ବୁହାଳ ପଞ୍ଚୟତ ସାଧକନଗର ଅଞ୍ଚଳରେ ଘଟିଛି। ସେ ହେଲେ ଋତୁପର୍ଣ୍ଣା(୧୪)। ସୂଚନାଯୋଗ୍ୟ, ଜେଜଙ୍କ ଏକାଦଶ କର୍ମ ପାଇଁ ସାଧକନଗର…

ବିଧାନସଭା ବଜେଟ ଅଧିବେଶନ: ୧୧.୩୦ ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନରେ ଆଜି ଦ୍ୱିତୀୟ ଦିନରେ ମଧ୍ୟ ଗୃହ କାର୍ଯ୍ୟ ସୁରୁଖୁରୁରେ ଚାଲିପାରିନାହିଁ। ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଫଳରେ ବାଚସ୍ପତି ପୂର୍ବାହ୍ନ ୧୧.୩୦ ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।

ଏତେଦିନ ପରେ କିଏ ଫଟୋ ଛାଡ଼ିଲା ତଦନ୍ତ ହେଉ: ବିରୋଧୀ

ଭୁବନେଶ୍ବର,୨୨।୨(ବ୍ୟୁରୋ): ନବ ଦାସଙ୍କ ହତ୍ୟା ଘଟଣାର ୨୩ ଦିନ ପରେ ଗୋପାଳ କେମିତି ମାରିଲା ତାହା ଏବେ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି କହିଛନ୍ତି,…

ନବ ଦାସ ବିଜେଡିରେ ଯୋଗଦେବା ପରେ ଅନ୍ତର୍ଦ୍ୱନ୍ଦ୍ୱ ଜଣାପଡ଼ିଯାଇଥିଲା: ନରସିଂହ

ଭୁବନେଶ୍ବର, ୨୨।୨(ବ୍ୟୁରୋ): ନବ ଦାସଙ୍କ ହତ୍ୟା ଘଟଣାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ପୁଣି ନୂଆ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ନବଙ୍କୁ ହତ୍ୟା ଏକ ସୁଚିନ୍ତିତ ଷଡଯନ୍ତ୍ର। ହୁଏତ ଏହି କଥାରେ ବ୍ୟକ୍ତିଗତ କାରଣ କିଛି ରହିଥିଲା।…

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୨୨।୨: ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେବେ ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ…

କେନ୍ଦ୍ର ଅବହେଳା ମୁଖ୍ୟ ପ୍ରସଙ୍ଗ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ବିରୋଧୀଙ୍କୁ ମୁକାବିଲା କରିବା ପାଇଁ ଶାସକ ବିଜେଡି ରଣନୀତି ପ୍ରସ୍ତୁତ କରିଛି। କେନ୍ଦ୍ରୀୟ ଅବହେଳା ଓ ପାତରଅନ୍ତର ନୀତିକୁ ବିଜେଡି ମୁଖ୍ୟ ପ୍ରସଙ୍ଗ କରିବାକୁ ନିଷ୍ପତ୍ତି ନେଇଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସ୍ବତନ୍ତ୍ର ରାଜ୍ୟପାହ୍ୟା ମାନ୍ୟତା ପ୍ରଦାନକୁ ଯେଉଁଭଳି…

ଧର୍ମେନ୍ଦ୍ର, ଜୟନାରାୟଣଙ୍କ ଆଡ଼କୁ ତଦନ୍ତ ଯାଉଛି: ପ୍ରମିଳା

ଭୁବନେଶ୍ବର, ୨୨।୨(ବ୍ୟୁରୋ): ନବ ଦାସ ହତ୍ୟା ଘଟଣାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ବେଳେ ଏହି ଘଟଣା ଏବେ ଉଗ୍ରରୂପ ଧାରଣ କରିଛି। ଉଭୟ ଦଳର…

ବ୍ରାହ୍ମଣୀନଦୀରୁ ଚାଲିଛି ବେଆଇନ ବାଲି ଉଠାଣ

କେନ୍ଦ୍ରାପଡ଼ା ଅଫିସ,୨୨ା୨: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବାଲି ଚୋରା ଚାଲାଣ କରୁଥିବା ମାଫିଆ ଓ ତାଙ୍କୁ ସହଯୋଗ କରୁଥିବା ଅଧିକାରୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ପଟ୍ଟାମୁଣ୍ଡାଇ ପୂର୍ବତନ ବିଧାୟକ ତାପସ କୁମାର ଦାସ। ଏହି ପ୍ରସଙ୍ଗରେ ସେ…

ସ୍ବଦେଶ ଫେରିଲେ ୫ ଲକ୍ଷରୁ ଊର୍ଦ୍ଧ୍ୱ ପକ୍ଷୀ

ବାଲୁଗଁା,୨୨ା୨(ଡି.ଏନ୍‌.ଏ.): କିଛିଦିନ ହେବ ଗ୍ରୀଷ୍ମର ମାତ୍ରା ବୃଦ୍ଧି ପାଇଥିବା ବେଳେ ଚିଲିକାରୁ ମଙ୍ଗଳବାର ସୁଦ୍ଧା ୫ ଲକ୍ଷରୁ ଊର୍ଦ୍ଧ୍ୱ ବିଦେଶାଗତ ପକ୍ଷୀ ସ୍ବଦେଶ ଫେରିଯାଇଥିବା ବାଲୁଗଁା ବନ୍ୟପ୍ରାଣୀ ବିଭାଗୀୟ ଏସିଏଫ୍‌ ପ୍ରଶାନ୍ତ କୁମାର ପଣ୍ଡା କହିଛନ୍ତି। ତେବେ ଅଭୟ୍ୟାରଣ୍ୟ ନଳବଣ ଆକାଶରେ…

ଜଳୁଛି ସଂରକ୍ଷିତ ଜଙ୍ଗଲ

ବାରିପଦା ଅଫିସ/ସାରସକଣା, ୨୨ା୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳର ସଂରକ୍ଷିତ ଜଙ୍ଗଲରେ ନିଅଁା ଲାଗିବା ଆରମ୍ଭ ହୋଇଛି। ଗ୍ରୀଷ୍ମ ପ୍ରବାହ ଓ ପବନର ବେଗ ବୃଦ୍ଧି ଯୋଗୁ ନିଅଁା ଅଣାୟତ୍ତ ହୋଇପଡ଼ିଛି। ମଙ୍ଗଳବାର ମଧ୍ୟାହ୍ନରେ ବାଙ୍ଗିରିପୋଷି ରେଞ୍ଜ ଅଧୀନ ଘିଆଯୋଡ଼ି…

୭ ଜିଲାର ୪୨ ବ୍ଲକ ଅଞ୍ଚଳ ଲବଣାକ୍ତ

ଯାଜପୁର ଅଫିସ,୨୨ା୨: ରାଜ୍ୟର ୭ଟି ଉପକୂଳ ଜିଲାରେ ଲବଣତା ଅନ୍ତଃପ୍ରବେଶ ନିୟନ୍ତ୍ରଣ କରିବାରେ ସରକାର ବିଫଳ ହୋଇଛନ୍ତି। ଭୂତଳ ଜଳ ବିଭାଗ ବା ଗ୍ରାଉଣ୍ଡ ୱାଟର ଡିପାର୍ଟମେଣ୍ଟ(ଜିଡବ୍ଲ୍ୟୁଡି) ନିର୍ଦ୍ଦେଶାଳୟ ପକ୍ଷରୁ ୧୯୯୫ ରୁ ୨୦୦୧ ମଧ୍ୟରେ ଉପକୂଳବର୍ତ୍ତୀ ଜିଲାଗୁଡିକରେ ଲବଣତା ସଂକ୍ରାନ୍ତରେ…

ରଫାଦଫା ପାଇଁ ସୋମାଲିକାଙ୍କୁ ଧମକ

ଜଗତ୍‌ସିଂହପୁର ଅଫିସ, ୨୨ା୨: ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ପ୍ରେମ ସମ୍ପର୍କ ଓ ବିବାହ ପ୍ରତିଶ୍ରୁତି ମାମଲା ଦିନକୁ ଦିନ ଜଟିଳ ରୂପ ନେବାରେ ଲାଗିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ବିଧାୟକଙ୍କ ବିରୋଧରେ ତାଙ୍କ ପ୍ରେମିକା ତଥା ସ୍ଥାନୀୟ ଦେଉଳୀ ଗ୍ରାମେଶ୍ୱର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri