ରାଜ୍ୟପାଳଙ୍କ ମୁହଁରେ ବିକାଶର ଚିତ୍ର
ଭୁବନେଶ୍ୱର,୨୨ା୨(ବ୍ୟୁରୋ): ସ୍ବାସ୍ଥ୍ୟ, ଶିକ୍ଷା, କୃଷି, ଶିଳ୍ପ, କ୍ରୀଡ଼ା, ମହିଳା ସଶକ୍ତୀକରଣ, ଭିତ୍ତିଭୂମି ନିର୍ମାଣ, ବିମାନ ସେବା କ୍ଷେତ୍ରରେ ରାଜ୍ୟ ଆଗକୁ ମାଡ଼ିଚାଲିଛି। ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ ଜରିଆରେ ରାଜ୍ୟରେ ପୁଞ୍ଜିନିବେଶ ବଢ଼ିବା ସହିତ ମହିଳା ଉଦ୍ୟୋଗୀ ସୃଷ୍ଟି କରାଯାଉଛି। ସରକାର…
ଚିହ୍ନଟକାରୀଙ୍କ ତଣ୍ଟି କାଟିଲେ ଅଭିଯୁକ୍ତ
ଗୋପାଳପୁର, ୨୨ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ସୋରଳ ଗ୍ରାମରେ ଗତ ୧୭ ତାରିଖ ରାତିରେ ହାସ୍ୟ ଅଭିନେତା ପପୁ ପମ୍ପମ୍ଙ୍କ ଷ୍ଟେଜ ଶୋ’ ଉପରକୁ ଟେକା, ପଥର ମାଡ଼ ହୋଇଥିଲା। ଟେକାମାଡ଼ କରିଥିବା ଅଭିଯୁକ୍ତଙ୍କୁ ସେହି ଗ୍ରାମର ଜଣେ…
ସ୍କୁଟି ଚାଳକଙ୍କୁ କାର୍ ସିଟବେଲ୍ଟ ଫାଇନ
ରାଜଗାଙ୍ଗପୁର, ୨୨।୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଅଞ୍ଚଳର ଜଣେ ସ୍କୁଟି ଚାଳକଙ୍କୁ କାର୍ ସିଟବେଲ୍ଟ ଫାଇନ ଦେବାକୁ ମେସେଜ ଆସିଥିଲା। ପରେ ଏହା ଭୁଲ ମେସେଜ ବୋଲି ଜଣାପଡ଼ିଛି। ରାଜଗାଙ୍ଗପୁର ସହରରେ ବାସ କରୁଥିବା ଅଭିଷେକ କରଙ୍କର ଏକ ସ୍କୁଟି ଓଡି…
ଖରାପ ରେଜଲ୍ଟ କରୁଥିବା ସ୍କୁଲ ଶିକ୍ଷକଙ୍କ ତାଲିକା ହେବ
ଭୁବନେଶ୍ୱର, ୨୨।୨(ବ୍ୟୁରୋ): ରାଜ୍ୟରେ ଖରାପ ରେଜଲ୍ଟ କରୁଥିବା ସ୍କୁଲର ଶିକ୍ଷକଙ୍କ ତାଲିକା ପ୍ରସ୍ତୁତ ହେବ। ଏଥିପାଇଁ ଜିଲା ଶିକ୍ଷା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସରକାରଙ୍କ ନିର୍ଦ୍ଦେଶାନୁଯାୟୀ, ଯେଉଁ ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ଟି ବିଷୟ ଯଥା ଗଣିତ, ଇଂଲିଶ…
ଚାକିରି କରାଇଦେବା ନାଁରେ ଠକେଇ ମାମଲା: ହାଇକୋର୍ଟରେ ବର୍ଷାଙ୍କୁ ଆଶ୍ୱସ୍ତି
କଟକ ଅଫିସ,୨୧ା୨: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାମରେ ଭୁବନେଶ୍ୱର ଶହୀଦନଗର ଓ ଚନ୍ଦ୍ରଶେଖରପୁର ଥାନାରେ ହୋଇଥିବା ଦୁଇଟି ମାମଲାରେ କୌଣସି ସତ୍ୟତା ନାହିଁ। ଭୁବନେଶ୍ବର ଡିସିପି ଏନେଇ ହାଇକୋର୍ଟଙ୍କୁ ଅବଗତ କରାଇବା ପରେ ଉଭୟ ମାମଲାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି କୋର୍ଟ। ଦୁଇଟିଯାକ…
ଅର୍ଥାଭାବରୁ ହୋଇପାରୁନାହିଁ ପିଣ୍ଟୁ ନନ୍ଦଙ୍କ ଅପରେଶନ
ଭୁବନେଶ୍ୱର,୨୧।୨(ବ୍ୟୁରୋ): ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦ ଲିଭରଜନିତ ରୋଗରେ ପୀଡ଼ିତ ହୋଇ ଦିଲ୍ଲୀସ୍ଥିତ ଆଇଏଲ୍ବିଏସ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କର ଅପରେଶନ ହୋଇପାରିନାହିଁ। ଫେବୃୟାରୀ ୭ରୁ ସେ ଚିକିତ୍ସା ପାଇଁ ଦିଲ୍ଲୀ ଯାଇଥିଲେ। ତେବେ ଆର୍ଥିକ ସମସ୍ୟା ଯୋଗୁ…
ଦୀପାଳିଙ୍କ ବୟାନ ପ୍ରାୟୋଜିତ, ଆମେ ନବ ଦାସଙ୍କ ମୃତ୍ୟୁକୁ ନେଇ ରାଜନୀତି କରୁନାହୁଁ: ଭାଜପା
ଭୁବନେଶ୍ୱର,୨୧।୨(ବ୍ୟୁରୋ): ଗୋଟିଏ ପଟେ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଥିବା ବେଳେ ଏନେଇ ଝିଅ ଦୀପାଳି ଦାସଙ୍କ ପ୍ରତିକ୍ରିୟା ଚର୍ଚ୍ଚାକୁ ଆସିଛି। ବାପାଙ୍କ ମୃତ୍ୟୁକୁ ନେଇ କୌଣସି ରାଜନୀତି କରା ନ ଯାଉ ବୋଲି ସେ…
ନବ ଦାସ ହତ୍ୟା ମାମଲା: ୫-ଟି ସଚିବ, ବବି ଦାସ ସମ୍ପୃକ୍ତ ଥିବା ଅଭିଯୋଗ ଆଣିଲେ ଜୟନାରାୟଣ
ଭୁବନେଶ୍ୱର,୨୧।୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଥିବା ବେଳେ ଗୃହରେ ବିରୋଧୀ ଦଳ ପକ୍ଷରୁ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଆଦି ଅଭିଯୋଗ କରି ପ୍ରତିବାଦ କରିଥିଲା କଂଗ୍ରେସ। ଏହି ସମୟରେ…
‘ବାପାଙ୍କ ହତ୍ୟାକୁ ନେଇ ରାଜନୀତି ନ କରାଯାଉ, ମୁଖ୍ୟମନ୍ତ୍ରୀଙ୍କ ଉପରେ ଭରସା ଅଛି’
ଭୁବନେଶ୍ୱର,୨୧।୨(ବ୍ୟୁରୋ): ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ନେଇ ବିରୋଧୀ ଶାସକ ଦୋଷ ଲଦାଲଦି ହେଉଛନ୍ତି। ଏହି ପ୍ରସଙ୍ଗରେ ନବ ଦାସଙ୍କ ଝିଅ ଦୀପାଳ ପ୍ରତିକ୍ରିୟା ଦେଇ କହିଛନ୍ତି, ବାପାଙ୍କ ହତ୍ୟାକୁ ରାଜନୈତିକ ପ୍ରସଙ୍ଗ ନକରାଯାଉ, ଜଣେ ଜଜ୍ଙ୍କ ତଦାରଖରେ କ୍ରାଇମବ୍ରାଞ୍ଚ…
କଳାହାଣ୍ଡି ମେଡିକାଲ କଲେଜରେ ଆରମ୍ଭ ହେବ ପାଠପଢ଼ା
ଭୁବନେଶ୍ୱର,୨୧।୨(ବ୍ୟୁରୋ): ଚଳିତ ଶିକ୍ଷାବର୍ଷରୁ କଳାହାଣ୍ଡି ମେଡିକାଲ କଲେଜରେ ପାଠପଢ଼ା ଆରମ୍ଭ ହେବ। ଡିଏମଇଟି ଡାକ୍ତର ସଚ୍ଚିଦାନନ୍ଦ ମହାନ୍ତି ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତାବର୍ଷ ଯାଜପୁର ଓ କନ୍ଧମାଳ ଜିଲାରେ ମେଡିକାଲ କଲେଜ ହେବ। ତେବେ ଆଗକୁ…
ଦୂରଗାମୀ ଆଇଟିସିଏମ୍ କ୍ଷେପଣାସ୍ତ୍ର ପରୀକ୍ଷଣ: ୧୦୦୦ କିମି ରହିଛି ଲକ୍ଷ୍ୟଭେଦ ଦୂରତା
ବାଲେଶ୍ୱର ଅଫିସ,୨୧।୨: ବାଲେଶ୍ୱର ଜିଲା ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚ ପ୍ୟାଡରୁ ମଙ୍ଗଳବାର ପୂର୍ବାହ୍ନ ୧୦ଟା ୧୫ମିନିଟରେ ଦୂରଗାମୀ କ୍ଷେପଣାସ୍ତ୍ର ଆଇଟିସିଏମ୍ର ସଫଳ ପରୀକ୍ଷଣ ହୋଇଛି। ନିର୍ଭୟ କ୍ଷେପଣାସ୍ତ୍ରର ବିକଶିତ ମଡେଲ୍ କ୍ଷେପଣାସ୍ତ୍ର ଇଣ୍ଡିଜେନିଏସ୍ ଟେକ୍ନିକ କ୍ରୁଜ…
ନିର୍ବାଚନ ଖର୍ଚ୍ଚ ବାହାର କରିବାରେ ବ୍ୟସ୍ତ ନେତା, ନେତ୍ରୀ
ଦେବଗଡ଼, ୨୧ା୨(ଡି.ଏନ୍.ଏ.): ଜିଲାର ଏକମାତ୍ର ନିର୍ବାଚନ ମଣ୍ଡଳୀ ଦେବଗଡ଼। ତିନି ବ୍ଲକର ୭୦ପଞ୍ଚାୟତ ଏବଂ ଦେବଗଡ଼ ପୌରପାଳିକାର ୧୧ଟି ୱାର୍ଡକୁ ନେଇ ଗଠିତ ଏହି ନିର୍ବାଚନମଣ୍ଡଳୀ। ହେଲେ ରାଜନୀତିର ପଶାପାଲିେରେ ଆଜି ଏହି ନିର୍ବାଚନ ମଣ୍ଡଳୀ ଓ ଜିଲା ବହୁ ପଛରେ…
Archives


