ସୌମ୍ୟ ମୃତ୍ୟୁ ମାମଲା: କ୍ରାଇମବ୍ରାଞ୍ଚ ଟିମ୍ର ତନାଘନା
ଭୁବନେଶ୍ୱର,୨୩।୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମଡେଲ ସୌମ୍ୟ ପାଣିଗ୍ରାହୀଙ୍କ ଆତ୍ମହତ୍ୟା ମାମଲାରେ ତଦନ୍ତ ଜାରି ରହିଛି। ତେବେ ଏହି ମାମଲାରେ ଗୁରୁବାର ସୌମ୍ୟଙ୍କ ଘରେ ୫ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚି ପଚରାଉଚରା କରୁଥିବା ଜଣାପଡିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ କ୍ରାଇମବ୍ରାଞ୍ଚ ଟିମ୍…
ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ
ପୁରୀ ଅଫିସ,୨୩ା୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀ ଜିଲା ସୁଆଣ୍ଡୋ ଗ୍ରାମରେ ପହଞ୍ଚିଛନ୍ତି। ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଆସି ସୁଆଣ୍ଡୋଠାରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡ୍ରେ ଓହ୍ଲାଇଥିଲେ। ସେଠାରୁ ପ୍ରଥମେ ଗାଁମୁଣ୍ଡରେ ଥିବା ଶିବମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ। ପରେ…
ଗୋଟିଏ ବିଦ୍ୟାଳୟରେ ୨ ପ୍ରଧାନ ଶିକ୍ଷକ
କଟକ ଅଫିସ,୨୩ା୨: ଖ୍ରୀଷ୍ଟ କଲିଜିଏଟ୍ ସ୍କୁଲରେ ୨ ଜଣ ପ୍ରଧାନ ଶିକ୍ଷକ। ଜିଲା ଶିକ୍ଷା ଅଧିକାର(ଡିଇଓ) କାର୍ଯ୍ୟାଳୟ ପକ୍ଷରୁ ଜଣଙ୍କୁ ପ୍ରଧାନ ଶିକ୍ଷକ ଦାୟିତ୍ୱ ଦିଆ ଯାଇଥିବାବେଳେ କଟକ ଖ୍ରୀଷ୍ଟିଆନ ଏଜୁକେଶନ ବୋର୍ଡ (ସିସିଇବି) ଦ୍ବାରା ଆଉ ଜଣେ ପ୍ରଧାନ ଶିକ୍ଷକଭାବେ…
ରାଜ୍ୟ ପୋଲିସରେ ୭୦୦୦ରୁ ଅଧିକ ପଦବୀ ଖାଲି, ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କଟକ ଅଫିସ,୨୩ା୨: ରାଜ୍ୟ ପୋଲିସରେ ଏବେ ୭ ହଜାର ପଦବୀ ଖାଲି ପଡ଼ିଛି। କନଷ୍ଟେବଳଠାରୁ ଆରମ୍ଭ କରି ଅତିରିକ୍ତ ଏସ୍ପି ପର୍ଯ୍ୟନ୍ତ ପଦ ଖାଲି ପଡ଼ିଥିବା ନେଇ ରାଜ୍ୟ ସରକାର ହାଇକୋର୍ଟରେ ଦାଖଲ କରିଥିବା ସତ୍ୟପାଠରୁ ସ୍ପଷ୍ଟ ହୋଇଛି। ରାଜ୍ୟରେ ମଞ୍ଜୁରୀପାପ୍ତ…
କେନ୍ଦ୍ରାପଡ଼ା ଜିଲାରେ ପିଇବାକୁ ପାଣି ନାହିଁ
କେନ୍ଦ୍ରାପଡ଼ା ଅଫିସ, ୨୩ା୨: ରାଜ୍ୟ ସରକାରଙ୍କ ସର୍ଭେ ରିପୋର୍ଟରେ କେନ୍ଦ୍ରାପଡ଼ା ଜିଲାର କୌଣସି ବ୍ଲକ ଅଞ୍ଚଳରେ ପିଇବାକୁ ଉପଯୁକ୍ତ ପାଣି ନାହିଁ । ଏହି ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେଉଛି । ୯ ବ୍ଲକ ଅଞ୍ଚଳ ମଧ୍ୟରୁ ୪ଟିରେ…
ଆଉ ନିର୍ବାଚନ ଲଢ଼ିବିନି: ସୁର
ଭୁବନେଶ୍ୱର,୨୩ା୨(ବ୍ୟୁରୋ): ଜଟଣୀ ବିଧାୟକ ସୁର ରାଉତରାୟ ଏକ ବଡ଼ ଘୋଷଣା କରିଛନ୍ତି। ସୁର କହିଛନ୍ତି, ମୁଁ ଆଉ ନିର୍ବାଚନ ଲଢ଼ିବିନି। ମୋତେ ୮୦ ବର୍ଷ ହେଲାଣି। ଏଣିକି ମୋ’ ପୁଅ ମନ୍ମଥ ରାଉତରାୟ କଂଗ୍ରେସ ଟିକେଟ୍ରେ ଜଟଣୀରୁ ନିର୍ବାଚନ ଲଢ଼ିବ। ଅନ୍ୟପକ୍ଷରେ…
ମାଛ, ଚିଙ୍ଗୁଡ଼ି ଚାଷରେ ମାରାତ୍ମକ ଆଣ୍ଟିବାୟୋଟିକ୍ସ
ପାରାଦୀପ, ୨୩ା୨(ସ୍ବ.ପ୍ର.): ସମ୍ପ୍ରତି ଉପକୂଳବର୍ତ୍ତୀ ଓଡ଼ିଶାର ଅନେକ ସ୍ଥାନରେ ମାଛ ଓ ଭେନାମି ଚିଙ୍ଗୁଡ଼ି ଚାଷ ଅଧିକ ମାତ୍ରାରେ ହେଉଛି। ସ୍ବଳ୍ପ ସମୟ ମଧ୍ୟରେ ଅଧିକ ମାଛ ଓ ଚିଙ୍ଗୁଡ଼ି ଉତ୍ପାଦନ ପାଇଁ କେତେଜଣ ଚାଷୀ ବିଭିନ୍ନ ପ୍ରକାର ରାସାୟନିକ ଔଷଧ…
କଶ୍ମୀର କୋଳି ଚାଷରେ ସ୍ବାବଲମ୍ବୀ ରାଜେନ୍ଦ୍ର
କଳିଙ୍ଗନଗର,୨୩ା୨(ଡି.ଏନ.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳରେ ନବେ ଦଶକରୁ କୃଷି ଧୂଳିସାତ ହୋଇସାରିଛି। ଅନ୍ୟପକ୍ଷରେ ଏହି ଶିଳ୍ପାଞ୍ଚଳରେ ନିଯୁକ୍ତି ନ ପାଇ ଯୁବଗୋଷ୍ଠୀ ହତାଶ ହେଉଥିବାବେଳେ ନିଜ ନାଆରେ ନିଜେ ନାଉରୀ ପାଲଟିଛନ୍ତି ଏଠାକାର ଜଣେ ଉଦ୍ୟମୀ ଚାଷୀ ରାଜେନ୍ଦ୍ର ଘଡ଼ାଇ। ନିଜର ୨…
ସେବାକୁ ନିଅଣ୍ଟ ସମ୍ବଳ: ମଞ୍ଜୁରୀପ୍ରାପ୍ତ ପଦବୀ ୩୪, ଅଛନ୍ତି ୬ ଡାକ୍ତର
ଆଠମଲ୍ଲିକ, ୨୩ା୨ (ଡି.ଏନ.ଏ.): ପୂର୍ବାପେକ୍ଷା ସୁବିଧାଜନକ ହେଲାଣି ଗମନାଗମନ। ବିଶେଷକରି ଆଠମଲ୍ଲିକ-ଧଳପୁର ସେତୁ ଲୋକାର୍ପଣ ପରେ ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ବଢ଼ିଛି ରୋଗୀଙ୍କ ନିର୍ଭରଶୀଳତା। ଫଳରେ ଦୈନିକ ରୋଗୀଙ୍କ ପଞ୍ଜୀକରଣ ସଂଖ୍ୟା ବହୁ ପରିମାଣରେ ବୃଦ୍ଧିପାଇଛି। କିନ୍ତୁ…
ପ୍ରମିଳାଙ୍କ ବିରୋଧରେ ମାନହାନି ମାମଲା କରିବି: ଜୟନାରାୟଣ
ଭୁବନେଶ୍ୱର,୨୩ା୨(ବ୍ୟୁରୋ): ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କ ବିରୋଧରେ ମାନହାନି ମାମଲା ରୁଜୁ କରିବାକୁ ଚେତାବନୀ ଦେଇଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ବୁଧବାର ବିରୋଧୀ ଦଳ ନେତା କହିଛନ୍ତି, ପ୍ରମିଳା ମଲ୍ଲିକ ରାଜ୍ୟର ମନ୍ତ୍ରୀ। ସେ…
ଶାନ୍ତିଶୃଙ୍ଖଳାରେ ଚାଲିଛି ଗୃହ
ଭୁବନେଶ୍ୱର,୨୩ା୨(ବ୍ୟୁରୋ): ଗୁରୁବାର ବିଧାନସଭାର ତୃତୀୟ ଦିନରେ ସୁରୁଖୁରୁରେ ଗୃହକାର୍ଯ୍ୟ ଚାଲୁରହିଛି। ପ୍ରଶ୍ନକାଳରେ ବିଭାଗୀୟ ମନ୍ତ୍ରୀ ବିଧାୟକଙ୍କ ପ୍ରଶ୍ନର ଉତ୍ତର ଦେଇଛନ୍ତି। ସୁବର୍ଣ୍ଣପୁର ଜିଲା ଖଇରମାଳ ଓ ଗୋଧନେଶ୍ୱରଠାରେ ଇନ୍ଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକ୍ଚର ନିର୍ମାଣ କରାଯିବ। ୬ ବର୍ଷ ମଧ୍ୟରେ ଏହାର ନିର୍ମାଣ…
ବିମାନରେ ଯାତ୍ରୀଙ୍କ ଚିକିତ୍ସା କରି ଜୀବନ ବଞ୍ଚାଇଲେ ଏମ୍ପି ରାଜଶ୍ରୀ ମଲ୍ଲିକ
ଭୁବନେଶ୍ୱର, ୨୩।୨(ବ୍ୟୁରୋ): ଜଗତ୍ସିଂହପୁର ଏମ୍ପି ଡା. ରାଜଶ୍ରୀ ମଲ୍ଲିକ ବୁଧବାର ଦିଲ୍ଲୀ ଯାତ୍ରା କରୁଥିବାବେଳେ ବିମାନରେ ଅସୁସ୍ଥ ହୋଇପଡ଼ିଥିବା ଜଣେ ଯାତ୍ରୀଙ୍କୁ ଚିକିତ୍ସା କରି ତାଙ୍କ ଜୀବନ ରକ୍ଷା କରିଛନ୍ତି। ଏନେଇ ସେ ତାଙ୍କ ଫେସ୍ବୁକ୍ ଆକାଉଣ୍ଟରେ ପୋଷ୍ଟ କରିଛନ୍ତି। ରାଜଶ୍ରୀ…
Archives


