PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା
ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି l ବାଲେଶ୍ୱର ଭିଜିଲାନ୍ସ ଏସ୍ପିି ଅରୁଣ ନାୟକ କହିଛନ୍ତି ଯେ…
ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…
ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି ଆସିଛନ୍ତି। ତାଙ୍କ ସ୍ଥାନରେ ଆଜି ଅପରାହ୍ନରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେବେ…
ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ
ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର ଥାନାରେ ମାମଲା ପରେ ୫ ଜଣ ଅଟକ, ଅଡି କାର୍ ଜବତ ହୋଇଛି।ପୋଷ୍ଟରକୁ ନେଇ…
ବାଇକ୍ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…
କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା ୪୨ ମୌଜା ଥାନା ଅନ୍ତର୍ଗତ ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ ଓ ପୁତୁରା ଯାଉଥିବା ବେଳେ ମାଞ୍ଜା ଗୁଡ଼ି ସୂତା ଆସି ଗୁଡ଼ାଇ ହୋଇଯାଇଥିଲା। ଏଥିରେ…
ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ
ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନୂଆବର୍ଷ ପାଇଁ ଯେଉଁ କ୍ୟାଲେଣ୍ଡର ଛପାଯାଇଛି…
୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ…
ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ
କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି। ଅନୁରୂପ ଭାବେ ସଙ୍ଗୀତକାର ସୋମେଶ ଶତପଥୀ ମଧ୍ୟ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ…
ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ ନୂଆବର୍ଷରେ ୧୨ଟି ଜିଲାକୁ ଶୀତ ଲହରି ଓ ଘନ କୁହୁଡି ପାଇଁ ୟେଲୋ ୱାର୍ନିିଂ…
ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ
ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର ଲୋକେ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଉପଭୋଗ କରିବା ପାଇଁ ଏଠାକୁ ଧାଇଁଆସନ୍ତି। ବରଗଡ଼ ଧନୁଯାତ୍ରା…
ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…
କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହି ଉପଲକ୍ଷେ ବିଜେଡି ସୁପ୍ରିମୋ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବିଜେଡିର ସାଧାରଣ…
ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ
ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ଧନୁଯାତ୍ରା ପଡ଼ିଆକୁ ଯାଇଥିଲେ। ମୁଖ୍ୟମନ୍ତ୍ରୀ ଏକ ସୁସଜ୍ଜିତ ହାତୀ ପିଠିରେ…
୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…
ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ। ଗୁରୁତର ଅବସ୍ଥାରେ ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରିଛନ୍ତି ପରିବାର ଲୋକେ। ଏଭଳି ଏକ ଅଭାବନୀୟ…
Archives


