ରାଜ୍ୟକୁ କମୁଛନ୍ତି ବିଦେଶୀ ପର୍ଯ୍ୟଟକ
ଭୁବନେଶ୍ୱର,୧୯।୨(ବ୍ୟୁରୋ): କୋଭିଡ୍ ମହାମାରୀ ରାଜ୍ୟ ପର୍ଯ୍ୟଟନ ଶିଳ୍ପକୁ ବିଗାଡ଼ି ଦେଇଛି। କୋଭିଡ୍ ଭୟ ଯୋଗୁ ଓଡ଼ିଶାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗମନ ଆଶାତୀତ ଭାବେ ହ୍ରାସପାଇଛି। ଏପରି କି ୨୦୨୧ରେ ରାଜ୍ୟକୁ ମାତ୍ର ୨୨୬୯ ଜଣ ବିଦେଶୀ ପର୍ଯ୍ୟଟକ ଆସିଥିଲେ। ୨୦୨୨ରେ ଓଡ଼ିଶାକୁ ବିଦେଶୀ…
ବିହାରରୁ ମାଷ୍ଟରମାଇଣ୍ଡ ଗିରଫ
ଭୁବନେଶ୍ୱର,୧୯।୨(ବ୍ୟୁରୋ): କ୍ରାଇମ୍ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଏକ ବଡ଼ ଠକେଇ ରାକେଟ୍ର ପର୍ଦ୍ଦାଫାଶ କରିଛି। ଚାକିରି ଦେବା ନାଁରେ ଓଡ଼ିଶା ସମେତ ୧୭ ରାଜ୍ୟର ପ୍ରାୟ ଦେଢ଼ଲକ୍ଷ ଆଶାୟୀଙ୍କଠାରୁ ୬.୬ କୋଟି ଟଙ୍କା ଠକେଇ କରିଥିବା ମାଷ୍ଟରମାଇଣ୍ଡଙ୍କୁ ବିହାରରୁ ଗିରଫ…
ଆଜି ମୁଖ୍ୟମନ୍ତ୍ରୀଙ୍କ ପଦ୍ମପୁର ଗସ୍ତ
ପଦ୍ମପୁର,୧୯।୨(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ବରଗଡ଼ ଜିଲା ପଦ୍ମପୁର ନିର୍ବାଚନମଣ୍ଡଳୀ ଗସ୍ତ କରିବେ। ଏହି ଗସ୍ତ ସମୟରେ ସେ ଉକ୍ତ ନିର୍ବାଚନମଣ୍ଡଳୀ ଅଧୀନ ଝାରବନ୍ଧ, ପାଇକମାଳ ଏବଂ ପଦ୍ମପୁର ବ୍ଲକରେ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିବା କାର୍ଯ୍ୟକ୍ରମ…
ଜଣେ ମୃତ, ୨୭ ଅସୁସ୍ଥ
ସୋର, ୧୯।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ଗାନ୍ଧୀ ସେବା ସଂଘ ପୁରୁବାଈ କନ୍ୟାଶ୍ରମରେ ଅଜଣା ରୋଗ ବ୍ୟାପିଛି। ବାନ୍ତି, ପେଟ ବ୍ୟଥା ସାଙ୍ଗକୁ ଜ୍ୱରରେ ପୀଡ଼ିତ ହୋଇଛନ୍ତି ଅନ୍ତେବାସିନୀ। ସେମାନଙ୍କ ମଧ୍ୟରୁ ଜଣଙ୍କର ଶୁକ୍ରବାର ରାତିରେ ମୃତ୍ୟୁ ଘଟିଥିବାବେଳେ…
ଦିବ୍ୟାଙ୍ଗଙ୍କ ନିକଟରେ ଭତ୍ତା ପହଞ୍ଚାଇଲା ଡ୍ରୋନ୍
ନୂଆପଡ଼ା ଅଫିସ,୧୮ା୨: ନୂଆପଡ଼ା ସଦର ବ୍ଲକ ଭାଲେଶ୍ୱର ପଞ୍ଚାୟତରେ ଡ୍ରୋନ୍ ସାହାଯ୍ୟରେ ଦିବ୍ୟାଙ୍ଗଙ୍କ ନିକଟରେ ପହଞ୍ଚିଛି ଭତ୍ତା ଟଙ୍କା। ଜିଲାରେ ପ୍ରଥମ କରି ଡ୍ରୋନ୍ ଯୋଗେ ହିତାଧିକାରୀଙ୍କ ନିକଟକୁ ଭତ୍ତା ଟଙ୍କା ପଠାଇ ଇତିହାସ ସୃଷ୍ଟି କରିଛନ୍ତି ଭାଲେଶ୍ୱର ପଞ୍ଚାୟତ ସରପଞ୍ଚ…
ଜୁନ୍ ସୁଦ୍ଧା କାର୍ଯ୍ୟକ୍ଷମ ହେବ ଆନନ୍ଦପୁର ବ୍ୟାରେଜ: ମୁଖ୍ୟ ଶାସନ ସଚିବ
ଆନନ୍ଦପୁର,୧୮ା୨(ସ୍ବ.ପ୍ର.): ୪୭୫ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପ ୨୦୨୦ ଜାନୁୟାରୀ ୩୧ରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା। ଲୋକର୍ପଣକୁ ଦୀର୍ଘ ୩ ବର୍ଷ ଅତିକ୍ରାନ୍ତ କରିଥିଲେ ବି ଅଦ୍ୟାବଧି ଏହା କାର୍ଯ୍ୟକ୍ଷମ ହୋଇପାରିନି।…
ପରିବାର ନିୟୋଜନ ଅସ୍ତ୍ରୋପଚାର କରିବାରୁ ୧୧ ଛୁଆର ମା’ଙ୍କୁ ଘରେ ପୂରାଉନାହାନ୍ତି ସ୍ବାମୀ
କେନ୍ଦୁଝର,୧୮ା୨(ସ୍ବ.ପ୍ର.): ସାମାଜିକ ଅନ୍ଧ ବିଶ୍ୱାସ ଓ ପରମ୍ପରାକୁ ନେଇ ଆଦିବାସୀ ସମାଜ ବଞ୍ଚିଥିବା ବେଳେ ଅନେକ ସମୟରେ ଆଜିକାର ଆଧୁନିକ ଯୁଗରେ ଏହା ସେମାନଙ୍କ ପାଇଁ ବିପଦ ସୃଷ୍ଟି କରିଥାଏ। ଏଭଳି ଏକ ଘଟଣାରେ ପରିବାର ନିୟୋଜନ ଅସ୍ତ୍ରୋପଚାର କରିବାରୁ ଜଣେ…
ପାରିବାରିକ କଳହରୁ ଠେଙ୍ଗାରେ ପିଟି ସ୍ତ୍ରୀକୁ ହତ୍ୟା
ପରଜଙ୍ଗ,୧୮।୨(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆମ୍ବପଳାସ ଗାଁର ସାନମସମସା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ଠେଙ୍ଗାରେ ପିଟି ସ୍ତ୍ରୀକୁ ହତ୍ୟା କରିଛନ୍ତି ମଦ୍ୟପ ସ୍ବାମୀ । ମୃତକ ହେଲେ ମମତା ଖଟୁଆ। ପୋଲିସ କହିବାନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ…
ଜାଗରଯାତ୍ରା: କପିଳାସ ପୀଠ ଉତ୍ସବମୁଖର
ଢେଙ୍କାନାଳ ଅଫିସ,୧୮।୨: ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସରେ ଶନିବାର ମହାସମାରୋହରେ ପ୍ରସିଦ୍ଧ ଜାଗରଯାତ୍ରା ପାଳିତ ହେଉଛି । ୨ ବର୍ଷ କରୋନା କଟକଣା ପରେ ଚଳିତବର୍ଷ ଆନନ୍ଦ ଉଲ୍ଲାସର ସହ ଜାଗରଯାତ୍ରା ପାଳିତ ହେଉଥିବାରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ…
ଡିନାମାଇଟ, କୀଟନାଶକ ପ୍ରୟୋଗ ଯୋଗୁ ଲୋପପାଉଛି ମତ୍ସ୍ୟସମ୍ପଦ
ବୌଦ୍ଧ,୧୮ା୨(ସ୍ବ.ପ୍ର.): ଓଡିଶାର ଜୀବନରେଖା କୁହାଯାଉଥିବା ମହାନଦୀ ବୌଦ୍ଧ ଜିଲା ଦେଇ ବୋହିଯାଇଛି। ତେବେ ମହାନଦୀରେ ପ୍ରାୟ ସମୟରେ ଡିନାମାଇଟ ଓ କୀଟନାଶକ ଔଷଧ ପକାଇ ମାଛ ମରାଯାଉଛି। ଫଳରେ ମତ୍ସ୍ୟ ସମ୍ପଦ ନଷ୍ଟ ହେବା ସହ ଏହାର ଜଳ ପ୍ରଦୂଷିତ ହେବାରେ…
ମହାଦେବଙ୍କ କରୁଣା ଜୀବନକୁ ସୁଖ ଶାନ୍ତିରେ ଭରିଦେଉ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮।୨(ବ୍ୟୁରୋ): ଆଜି ପବିତ୍ର ମହାଶିବରାତ୍ରି ବା ଜାଗରଯାତ୍ରା। ଏ ନେଇ ସବୁ ଶୈବପୀଠ ଚଳଚଞ୍ଚଳ ହୋଇ ଉଠିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଜାଗରର ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ କରି ସେ ଲେଖିଛନ୍ତି, ପବିତ୍ର ମହାଶିବରାତ୍ରି ତଥା ଜାଗର…
ବଜେଟ୍ରେ ମହିଳା ସଶକ୍ତୀକରଣକୁ ସର୍ବାଧିକ ଗୁରୁତ୍ୱ
ଭୁବନେଶ୍ବର, ୧୮ା୨(ବ୍ୟୁରୋ): ମୋଦି ସରକାର ଶାସନ କ୍ଷମତାକୁ ଆସିବା ପରେ ପ୍ରତ୍ୟେକ ବର୍ଷ କେନ୍ଦ୍ରୀୟ ବଜେଟକୁ ଅଧିକରୁ ଅଧିକ ଜନପ୍ରିୟ କରିବାରେ ଲାଗିଛନ୍ତି। ଚଳିତ ବର୍ଷ ଆଗତ ହୋଇଥିବା ‘ଅମୃତ କାଳ’ ବଜେଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହିଳା ସଶକ୍ତୀକରଣକୁ ସର୍ବାଧିକ…
Archives


