ରାଜ୍ୟ

ଅନ୍‌ଲାଇନରେ ମା’ଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ

କେନ୍ଦୁଝର,୨।୧(ସ୍ବ.ପ୍ର.)-ପ୍ରତ୍ୟେକ ବର୍ଷ ଆରମ୍ଭରେ ମା’ ତାରିଣୀ ପୀଠରେ ଭକ୍ତଙ୍କ ଭିଡ଼ ଜମେ। ଦୂରଦୂରାନ୍ତରୁ ଭକ୍ତମାନେ ଆସି ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ନବବର୍ଷ କିପରି ଭଲରେ କଟିବ ଓ ସମସ୍ତଙ୍କର ମଙ୍ଗଳ ହେବ ସେ ଆଶିଷ ନେଇ...

‘ବ୍ରିଟେନ ଫେରନ୍ତାଙ୍କଠାରେ ନୂଆ ଷ୍ଟ୍ରେନ୍‌ ନାହିଁ’

ଭୁବନେଶ୍ୱର, ୧।୧(ବ୍ୟୁରୋ)- ଓଡ଼ିଶା ଆସିଥିବା ବ୍ରିଟେନ ଫେରନ୍ତାଙ୍କଠାରେ ଏଯାଏ କରୋନାର ନୂଆ ଷ୍ଟ୍ରେନ୍‌ ଠାବ ହୋଇନାହିଁ। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଶୁକ୍ରବାର ସୂଚନା ଦେଇଛନ୍ତି।...

ଓଡ଼ିଶାରେ ୭୦ ଲକ୍ଷ ଟପିଲା କୋଭିଡ୍‌ ଟେଷ୍ଟ

ଭୁବନେଶ୍ୱର,୧ା୧- ରାଜ୍ୟରେ କୋଭିଡ୍‌ ଟେଷ୍ଟ ସଂଖ୍ୟା ଶୁକ୍ରବାର ୭୦ ଲକ୍ଷ ପାର କରିଛି। ଏ ନେଇ ଟୁଇଟର ଯୋଗେ ସୂଚନା ଦିଆଯାଇଛି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ ୭୦,୦୫,୨୫୧ ଟେଷ୍ଟ କରାଯାଇଥିବାବେଳେ ୩,୨୯,୮୮୬ ପଜେଟିଭ...

ଖଳାରେ ପଶି ଧାନ ଖାଇଗଲେ ହାତୀ

ତେଲକୋଇ,୧ା୧(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଅଧୀନ ଛାମୁଣ୍ଡା ପଞ୍ଚାୟତର ଗୋଳାବନ୍ଧ ଗ୍ରାମରେ ହାତୀ ଉପଦ୍ରବ ଦେଖାଦେଇଛି। ଗୁରୁବାର ବିଳମ୍ବିତ ରାତିରେ ୧୫ରୁ ଊଦ୍ଧର୍‌ବ ହାତୀ ଚାଷୀ ହୀରାଲାଲ ସାହୁ ଓ ପୁରୁଷୋତ୍ତମ ସାହୁଙ୍କ ଖଳାରେ ପଶି ଅମଳ ହୋଇଥିବା...

ବୃଦ୍ଧଙ୍କୁ କଚାଡ଼ି ମାରିଲା ହାତୀ

ଚିତ୍ରଡ଼ା,୧ା୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ଜୁଆଳିଭଙ୍ଗା ପଞ୍ଚାୟତର କାଳିଆନାଳ ଗ୍ରାମରେ ଶୁକ୍ରବାର ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାମ ଦେହୁରୀ। ଏନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ଅପରାହ୍ନ...

ଗ୍ୟାସ୍‌ କର୍ମଚାରୀଙ୍କୁ ଆକ୍ରମଣ କରି ଲୁଟି ନେଲେ ୧. ୩୧ ଲକ୍ଷ ଟଙ୍କା

ସୋର, ୧ା୧(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ସୋର ବ୍ଲକ ଅଧୀନ ମୁଳିସିଂ ରାସ୍ତା ଲେଭଲକ୍ରସିଂ ନିକଟରେ ଗୁରୁବାର ରାତିରେ ୩ଜଣ ଗ୍ୟାସ୍‌ କର୍ମଚାରୀ ଗୋଦାମରେ ଗାଡ଼ି ରଖି ଫେରୁଥିବା ବେଳେ ବିଲ ମଝିରେ ଛକି ବସିଥିବା ୫ରୁ ୬ଜଣ ଦୁର୍ବୃତ୍ତ ମାରଣାସ୍ତ୍ରରେ...

ରାଜ୍ୟରେ ସୁସ୍ଥ ହେଲେ ୩୦୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧ା୧- ରାଜ୍ୟରେ ଶୁକ୍ରବାର ୩୦୧ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।  ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫,୭୩୩ରେ ପହଞ୍ଚିଛି।ସୁନ୍ଦରଗଡ଼ ଜିଲାରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୫୮ ଜଣ। ସେହିଭଳି ଅନୁଗୁଳରୁ ୪୧, ନୂଆପଡ଼ାରୁ...

ଦର୍ଶନରେ କଟକଣା, ଭକ୍ତଙ୍କ ମନଉଣା

ସମ୍ବଲପୁର,୧।୧(ବ୍ୟୁରୋ): ପ୍ରତିବର୍ଷ ଜାନୁୟାରୀ ୧ ତାରିଖରେ ଶ୍ରଦ୍ଧାଳୁମାନେ ମନ୍ଦିର ଓ ଦେବାଳୟରେ ଠାକୁରଙ୍କୁ ଦର୍ଶନ କରି ନୂତନ ବର୍ଷ ପାଳନ କରିଥାନ୍ତି। ହେଲେ ଚଳିତବର୍ଷ କୋଭିଡ୍‌-୧୯ ଯୋଗୁ ସମ୍ବଲପୁର ସହରର ବିଭିନ୍ନ ମନ୍ଦିରରେ ଦର୍ଶନ ଲାଗି କଟକଣା ଲଗାଯାଇଛି। ସେହିପରି...

ପୁଅକୁ ଟାଙ୍ଗିଆରେ ହାଣିଲା ବାପା

ବଡଗାଁ,୧।୧(ଡି.ଏନ୍‌.ଏ.): ନୂତନ ବର୍ଷ ନେଇ ସବୁଠି ଉତ୍ସାହ ଭରି ରହିଥିବା ବେଳେ ସୁନ୍ଦରଗଡ଼ ଜିଲା ବଡଗାଁ ଥାନା ଅନ୍ତର୍ଗତ ରନଗାଁ ଗ୍ରାମରେ ଶୁକ୍ରବାର ଘଟିଛି ଏକ ଅଭାବନୀୟ ଘଟଣା । ଶୋଇଥିବା ବେଳେ ପୁଅଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛି...

ଜାତୀୟ ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଭାଗ ନେବ କଳାହାଣ୍ଡିର ନୃତ୍ୟ ଦଳ

ଭବାନୀପାଟଣା,୧।୧(ଡି.ଏନ.ଏ.): କଳାହାଣ୍ଡି ଜିଲା ଭାନୀପାଟଣା ପ୍ରତିଭା ଅନୁଷ୍ଠାନର ବଜାଶାଲ ନୃତ୍ୟ ଦଳ ଜାତୀୟ ପରେଡ୍‌ରେ ଯୋଗଦେବା ପାଇ ମନୋନୀତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଧ୍ୟାନାନନ୍ଦ ପଣ୍ଡା ଏହି ସୂଚନା ଦେଇଛନ୍ତି। ଆସନ୍ତା ସାଧାରଣତନ୍ତ୍ର ଦିବସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା...

ଶନିବାରଠାରୁ ଡ୍ରାଏ ରନ

ଭୁବନେଶ୍ୱର,୧।୧(ବ୍ୟୁରୋ): ରାଜ୍ୟରେ କୋଭିଡ ଟିକାକରଣର ଡ୍ରାଏ ରନ ଶନିବାର ହେବ । ପ୍ରକୃତ ଟିକା ଆସିବା ପରେ ଲୋକଙ୍କୁ କିପରି ସୁରୁଖୁରୁରେ ଦିଆଯିବ, ତାର ପୂର୍ବ ଅଭ୍ୟାସ କରାଯିବ। ଏ ନେଇ ସବୁ ପ୍ରକାର ବନ୍ଦୋବସ୍ତ କରାଯାଇଥିବା ଡିଏମ୍‌ଇଟି ସିବିକେ...

ଏଣିକି ମିସ୍‌ କଲରେ କରିପାରିବେ ଗ୍ୟାସ୍‌ ରିଫିଲିଂ

ଭୁବନେଶ୍ୱର, ୧।୧(ବ୍ୟୁରୋ): ଏଣିକି ଗୋଟିଏ ମିସ୍‌ କଲରେ ଏଲ୍‌ପିଜି ରିଫିଲିଂ ହେବ । ବୁକିଂ ହେଉ ଅବା ନୂଆ ପଞ୍ଜୀକରଣ ହୋଇପାରିବ। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ନୂଆ ସେବାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଯେକୌଣସି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri