ଡିନାମାଇଟ, କୀଟନାଶକ ପ୍ରୟୋଗ ଯୋଗୁ ଲୋପପାଉଛି ମତ୍ସ୍ୟସମ୍ପଦ
ବୌଦ୍ଧ,୧୮ା୨(ସ୍ବ.ପ୍ର.): ଓଡିଶାର ଜୀବନରେଖା କୁହାଯାଉଥିବା ମହାନଦୀ ବୌଦ୍ଧ ଜିଲା ଦେଇ ବୋହିଯାଇଛି। ତେବେ ମହାନଦୀରେ ପ୍ରାୟ ସମୟରେ ଡିନାମାଇଟ ଓ କୀଟନାଶକ ଔଷଧ ପକାଇ ମାଛ ମରାଯାଉଛି। ଫଳରେ ମତ୍ସ୍ୟ ସମ୍ପଦ ନଷ୍ଟ ହେବା ସହ ଏହାର ଜଳ ପ୍ରଦୂଷିତ ହେବାରେ…
ମହାଦେବଙ୍କ କରୁଣା ଜୀବନକୁ ସୁଖ ଶାନ୍ତିରେ ଭରିଦେଉ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮।୨(ବ୍ୟୁରୋ): ଆଜି ପବିତ୍ର ମହାଶିବରାତ୍ରି ବା ଜାଗରଯାତ୍ରା। ଏ ନେଇ ସବୁ ଶୈବପୀଠ ଚଳଚଞ୍ଚଳ ହୋଇ ଉଠିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଜାଗରର ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ କରି ସେ ଲେଖିଛନ୍ତି, ପବିତ୍ର ମହାଶିବରାତ୍ରି ତଥା ଜାଗର…
ବଜେଟ୍ରେ ମହିଳା ସଶକ୍ତୀକରଣକୁ ସର୍ବାଧିକ ଗୁରୁତ୍ୱ
ଭୁବନେଶ୍ବର, ୧୮ା୨(ବ୍ୟୁରୋ): ମୋଦି ସରକାର ଶାସନ କ୍ଷମତାକୁ ଆସିବା ପରେ ପ୍ରତ୍ୟେକ ବର୍ଷ କେନ୍ଦ୍ରୀୟ ବଜେଟକୁ ଅଧିକରୁ ଅଧିକ ଜନପ୍ରିୟ କରିବାରେ ଲାଗିଛନ୍ତି। ଚଳିତ ବର୍ଷ ଆଗତ ହୋଇଥିବା ‘ଅମୃତ କାଳ’ ବଜେଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହିଳା ସଶକ୍ତୀକରଣକୁ ସର୍ବାଧିକ…
ଅନୁଦାନ ମିଳିଲା, ଆଶଙ୍କାରେ ଉନ୍ନତି
ଢେଙ୍କାନାଳ ଅଫିସ,୧୮।୨: କପିଳାସ କ୍ଷେତ୍ରାଧିପତି ଶ୍ରୀ ଚନ୍ଦ୍ରଶେଖରଜୀଉଙ୍କ ଆସ୍ଥାନ ତଥା ପ୍ରସିଦ୍ଧ ଶୈବକ୍ଷେତ୍ର କପିଳାସ ପୀଠର ଗର୍ଭଗୃହ ଦୁର୍ବଳ ହୋଇପଡ଼ିଛି। ସାମାନ୍ୟ ବର୍ଷା ହେଲେ ଭିଜୁଛନ୍ତି ମହାଦେବ। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ)ର ଅବହେଳାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା…
ଜୟନାରାୟଣ, ଇରାଶିଷ ଅଭ୍ୟାସଗତ ଅପରାଧୀ: ଚିନ୍ମୟ
ଭୁବନେଶ୍ବର,୧୮ା୨(ବ୍ୟୁରୋ): ରାଜ୍ୟର ଆଇନଶୃଙ୍ଖଳାକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ମୁହଁାମୁହିଁ ସ୍ଥିତି ଜଟିଳ ହେଉଥିବା ଦେଖିବାକୁ ମିଳୁଛି। ଭାଜପା ଯୁବମୋର୍ଚ୍ଚା ଶାସକ ଦଳକୁ ଟାର୍ଗେଟ କରିଥିବା ବେଳେ ବିଜୁ ଯୁବ ଜନତା ଦଳ ଏହାର ପାଲଟା ଜବାବ ରଖିଛି। ଭାଜପା…
ଅରୂପଙ୍କ ବିରୋଧରେ ଥାନାରେ ଏତଲା
ଭୁବନେଶ୍ବର, ୧୮ା୨(ବ୍ୟୁରୋ): ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଏବଂ ମହିଳା ଆଇଆଇସିଙ୍କ ମଧ୍ୟରେ ହାତାହାତି ପରିସ୍ଥିତି ନେଇ ଏବେ ରାଜ୍ୟ ରାଜନୀତି ଉଠୁଛି ପଡୁଛି। ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଏବଂ ମନ୍ତ୍ରୀ ନବ ଦାସଙ୍କୁ ସର୍ବସମ୍ମୁଖରେ ଜଣେ ଏଏସ୍ଆଇ…
ଆଜି ମହାଶିବରାତ୍ରି: ସୁନାବେଶରେ ଦର୍ଶନ ଦେବେ ଆଖଣ୍ଡଳମଣି
ଆରଡି,୧୮।୨( ଡି.ଏନ୍.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡି ମହାଶିବରାତ୍ରି ପାଇଁ ଉତ୍ସବମୁଖର ହୋଇଉଠିଛି । ଭୋର ୪ଟାରୁ ବାବାଙ୍କୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି । ହରିବୋଲ, ହୁଳହୁଳି, ଓଁନମୋ ଶିବାୟ ଧ୍ବନିରେ ମନ୍ଦିର ପରିସର ପ୍ରକମ୍ପିତ…
ଜାଗର ପାଇଁ ପୋଲିସ ସଜାଗ
ଭୁବନେଶ୍ୱର,୧୮।୨(ବ୍ୟୁରୋ): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ରାତି ୧୦ ଟାରେ ମହାଦୀପ ଉଠିବା ନେଇ ନୀତି ନିର୍ଘଣ୍ଟ ହୋଇଥିବାବେଳେ ରାଜ୍ୟ ଓ ବାହାରୁ ଭକ୍ତଙ୍କ ସମାଗମ ହୋଇପାରେ। ତେଣୁ ସେମାନଙ୍କ ଶୃଙ୍ଖଳିତ ଦର୍ଶନ…
ରାତି ୩ରେ ଉଠିବ ମହାଦୀପ
ପୁରୀ ଅଫିସ, ୧୮ା୨: ମହାଶିବରାତ୍ରି ତଥା ଜାଗର ପାଇଁ ପୁରୀ ଜିଲାର ପ୍ରମୁଖ ଶୈବପୀଠଗୁଡ଼ିକ ଚଳଚଞ୍ଚଳ ହୋଇଉଠିଛି। ଶନିବାର ମହାଶିବରାତ୍ରି ତଥା ଜାଗରରେ ଶ୍ରଦ୍ଧାଳୁମାନେ ଉପବାସ କରିବା ସହ ରାତି ଉଜାଗର ରହି ଜାଗର ଦୀପ ଜାଳିବେ। ବିଶେଷକରି ପୁରୀ ସହରର…
ଝଲସୁଛି ଲିଙ୍ଗରାଜ ମନ୍ଦିର
ପୁରୁଣା ଭୁବନେଶ୍ୱର,୧୮ା୨(ଡି.ଏନ୍.ଏ.): ଶନିବାର ମହାଶିବରାତ୍ରି ତଥା ଜାଗରଯାତ୍ରା। ଉତ୍ସବ ମୁଖରିତ ହୋଇଉଠିଛି ଏକାମ୍ର କ୍ଷେତ୍ର। ଫୁଲରେ ଝଲୁସୁଛି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର। ପ୍ରଶାସନର ସୌନ୍ଦର୍ଯ୍ୟକରଣ ଓ ବିକାଶମୂଳକ କାର୍ଯ୍ୟ ଜାରି ରହିଥିବା ବେଳେ ଏଥର ନୂଆ ରୂପରେ ଦୃଶ୍ୟମାନ ହେଉଛି ସାରା…
ଠକେଇ ଟଙ୍କାରେ ଯାତ୍ରା ପାର୍ଟି
ଭୁବନେଶ୍ୱର,(ବ୍ୟୁରୋ)/ବାଲିଅନ୍ତା, ୧୮ା୨ (ଡି.ଏନ୍.ଏ.): କେତେବେଳେ କ୍ରାଇମବ୍ରାଞ୍ଚ ଇନ୍ସପେକ୍ଟର ତ ଆଉ କେତେବେଳେ ଡାକ୍ତର ପରିଚୟ ଦେଇ ଫସାଉଥିଲେ। ଏଏସ୍ଓ, ଫାର୍ମାସିଷ୍ଟ ଆଦି ବିଭିନ୍ନ ଚାକିରି ଦେବା ଆଳରେ ବହୁ ଯୁବତୀଯୁବକ ଓ ଚାକିରି ଆଶାୟୀଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଠକି ନେଉଥିଲେ। ଆଉ…
ସ୍ବତନ୍ତ୍ର ତଦନ୍ତ ଟିମ୍ ଗଠିତ, ବାରାଣସୀ ଯିବ
ଭୁବନେଶ୍ୱର,୧୮ା୨(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାରକୁ ନେଇ ତଦନ୍ତ ଜୋରଦାର କରାଯାଇଛି। ଔଷଧ ପ୍ରବର୍ତ୍ତକ ସ୍କ୍ବାଡ୍ (ଡ୍ରଗ୍ସ ଏନ୍ଫୋର୍ସମେଣ୍ଟ ଟିମ୍) ନକଲି ଔଷଧର ଆନ୍ତଃରାଜ୍ୟ ଯୋଗାଣ ଓ କାରବାର ସମ୍ପର୍କରେ ବିଶ୍ୱାସଯୋଗ୍ୟ ତଥ୍ୟ ଦେବା ପରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…
Archives


