କନକଦୁର୍ଗା ପୀଠର ଭିନ୍ନ ପରମ୍ପରା
ନୟାଗଡ଼,୧୫।୧୦(ଲୋକନାଥ ମିଶ୍ର)ନୟାଗଡ଼ ପୁରୁଣା ସହର ପୁରୁଣା ରାଜବାଟୀ ସମ୍ମୁଖରେ ରହିଛି ମା’କନକ ଦୁର୍ଗାଙ୍କ ପୀଠ। ରାଜରାଜୁଡା ଶାସନ ହଟିବା ପରେ ଠାକୁରାଣୀଙ୍କ ରୀତିନୀତି, ଭୋଗ ନୟାଗଡ଼ ଦେବୋତ୍ତର ବିଭାଗ ବୁଝୁଛି । ମା’କନକଦୁର୍ଗା ଦଶହରା ପର୍ବ ଅବସରରେ ପଶ୍ଚିମାମୁଖୀ ବଦଳରେ ଦକ୍ଷିଣମୁଖୀ…
ଦୀପିକା ଦୀପୁ ଇନ୍ଦିରା ଠାକୁର ନାଁରେ ବୁଲାଇଲେ କଳାକନା
ନୟାଗଡ଼,୧୫।୧୦(ଲୋକନାଥ ମିଶ୍ର)ଏପିଏମ୍ ଆପ୍ ଠକେଇ ଘଟଣାରେ ନୟାଗଡ଼ ଜିଲାରେ ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ହୋଇଥିବା ପ୍ରାଥମିକ ଭାବେ ଜଣାପଡିଛି। ତେବେ ଇନ୍ଦିରା ଠାକୁର ନାଁରେ ଦୀପିକା ଦିପୁ ନାମ୍ନୀ ଜଣେ ମହିଳା ଜମାକାରୀଙ୍କ ଜମା ଟଙ୍କାକୁ କଳାକନା ବୁଲାଇ…
୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବାଣ, ୨୫ କେଜି ବାରୁଦ ଜବତ
ଖୋର୍ଦ୍ଧା/ବେଗୁନିଆ,୧୫ା୧୦(ପ୍ରଭାତ ପାଣିଗ୍ରାହୀ/ହର ପ୍ରସନ୍ନ ପଣ୍ଡା)ଆଗକୁ ଆସୁଛି ଦଶହରା ଓ ଆଲୋକର ପର୍ବ ଦୀପାବଳି। ଏଥିପାଇଁ ବିଭିନ୍ନ ସ୍ଥାନରେ ଏବେଠୁ ବାଣ ବିକ୍ରି ଚାଲିଲାଣି। ତେବେ ବେଆଇନ ଭାବେ ବାଣ ପ୍ରସ୍ତୁତ ହେଉଥିବା ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଧୀନ କଣ୍ଟାବାଡ଼ ସ୍ଥିତ…
ଦେଶର ଶ୍ରେଷ୍ଠ ସ୍କୁଲ ତାଲିକାରେ ରାଣୀଭୋଳ ଓଏଭି
ବାରିପଦା,୧୫ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)ସର୍ବଭାରତୀୟ ସ୍ତରରେ ଶ୍ରେଷ୍ଠ ସ୍କୁଲ ତାଲିକାରେ ମୟୂରଭଞ୍ଜ ଜିଲା ରାଣୀଭୋଳ ଓଡ଼ିଶା ଆଦର୍ଶ ବିଦ୍ୟାଳୟ(ଓଏଭି) ୯ମ ସ୍ଥାନ ଅଧିକାର କରିଛି। ରାଜ୍ୟର ଏକମାତ୍ର ଓଏଭି ଗୁଣାତ୍ମକ ଶିକ୍ଷାଦାନ ଏବଂ ବିଦ୍ୟାଳୟସ୍ତରୀୟ ସହ କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରଙ୍କ ଉତ୍ତମ ପ୍ରଦର୍ଶନକୁ ନେଇ…
ସୀମାନ୍ତ ଗ୍ରାମରେ ବିଶୃଙ୍ଖଳା ସୃଷ୍ଟି କରୁଛି ଆନ୍ଧ୍ର
ପଟ୍ଟାଙ୍ଗି,୧୫ା୧୦(ଶରତ ଧଳ)ଓଡ଼ିଶାର ସୀମାନ୍ତ ଗ୍ରାମଗୁଡିକ ଉପରୁ ପଡ଼ୋଶୀ ଆନ୍ଧ୍ରର ନଜର ହଟୁନି। ଗତ ୮ରେ ଓଡ଼ିଶା ସୀମାନ୍ତରେ ଜଳପ୍ରକଳ୍ପ ନିର୍ମାଣ ଲାଗି ଏହି ରାଜ୍ୟ ସର୍ଭେ ଆରମ୍ଭ କରିଥିଲା। ଏହା ଜାଣିବା ପରେ ୯ରେ ଓଡ଼ିଶା ପକ୍ଷରୁ ପଟ୍ଟାଙ୍ଗି ବ୍ଲକ ପ୍ରଶାସନ…
୧୬ରୁ ବିଶ୍ୱ ଦକ୍ଷତା କେନ୍ଦ୍ରରେ ସ୍ପଟ୍ ନାମଲେଖା
ଭୁବନେଶ୍ୱର, ୧୫।୧୦(ଅସମାପିକା ସାହୁ)ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ସ୍ପଟ୍ ନାମଲେଖା କରାଯିବ। ଏହି ପ୍ରକ୍ରିୟା ଆସନ୍ତା ୧୬ରୁ ୩୧ ତାରିଖ ପର୍ଯ୍ୟନ୍ତ ସକାଳ ୧୦ଟାରୁ ଅପରାହ୍ନ ୫ଟା ଯାଏ ଚାଲିବ। ଓଡ଼ିଶାର ଯୋଗ୍ୟ ତଥା ଆଗ୍ରହୀ ପ୍ରାର୍ଥୀମାନେ ଆବଶ୍ୟକ…
ଦୁର୍ଘଟଣାରେ ୩ ଦଶମ ଶ୍ରେଣୀ ଛାତ୍ର ମୃତ
ବାଙ୍କୀ,୧୫ା୧୦(ଜ୍ଞାନେନ୍ଦ୍ର ମୋହନ ମିଶ୍ର)ବାଙ୍କୀ-କଟକ ମୁଖ୍ୟ ରାସ୍ତାର ରଣଶଙ୍ଖ ନିକଟରେ ଶନିବାର ପୂର୍ବାହ୍ନ ପ୍ରାୟ ୯ଟାରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ସ୍କୁଲ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ସ୍ଥାନୀୟ ହରିରାଜପୁର ଗ୍ରାମର ସୋହନ ନାଏକ ଓ ଅବିନାଶ ଧଳ ଏବଂ…
ଖୋଲିଲା ଶିମିଳିପାଳ
ବାରିପଦା, ୧୫ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଏସିଆ ମହାଦେଶର ଦ୍ୱିତୀୟ ବୃହତ୍ତମ ଜୈବମଣ୍ଡଳ ଶିମିଳିପାଳ ଅଭୟାରଣ୍ୟ ଶନିବାରଠାରୁ ଖୋଲାଯାଇଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ବାରିପଦାର ପିଠାବଟା ଓ ଯଶିପୁର କାଳିଆଣି ତନଖି ଫାଟକରେ ପର୍ଯ୍ୟଟକଙ୍କୁ ଆଦିବାସୀ ନୃତ୍ୟଗୀତରେ ସ୍ବାଗତ କରାଯାଇଛି।…
ଯୁକ୍ତ୨ ପଢ଼ିବାକୁ ଆଗ୍ରହ କମୁଛି
ଭୁବନେଶ୍ୱର, ୧୫।୧୦(ଅସମାପିକା ସାହୁ)ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ପଢ଼ିବାକୁ ପିଲାଙ୍କ ଆଗ୍ରହ କମୁଛି। ଏବର୍ଷ ମାଟ୍ରିକ ପାସ୍ ହାର ଅନୁସାରେ ପିଲାମାନେ ସେପରି ନାମ ଲେଖାଇ ନାହାନ୍ତି। ଫଳରେ ପ୍ରଥମ ବର୍ଷ ନାମଲେଖା ଏ ଯାଏ ଶେଷ ହେଉନାହିଁ। ସିଟ୍…
ରାଜପଥରେ ହୁତୁହୁତୁ ହୋଇ ଜଳିଗଲା ବୋଲେରୋ
କୋରାପୁଟ,୧୪ା୧୦(ଅମିତାଭ ବେହେରା): କୋରାପୁଟ ଜିଲା ସୁନାବେଡ଼ା ୨୬ ନଂ ଜାତୀୟ ରାଜପଥ ନୂଆ କଲୋନୀ ନିକଟରେ ଶନିବାର ସନ୍ଧ୍ୟାରେ ଏକ ବୋଲେରୋ ହୁତୁହୁତୁ ହୋଇ ଜଳିଯାଇଛି। ବୋଲେରୋଟି କୋରାପୁଟରୁ ସୁନାବେଡ଼ା ଅଭିମୁଖେ ଯାଉଥିଲା। କୌଣସି କାରଣବଶତଃ ଗାଡ଼ିରେ ନିଆଁ ଲାଗି ଯାଇଥିଲା।…
୧୮ରୁ ବଦଳିବ ପାଗ
ଭୁବନେଶ୍ୱର,୧୪ା୧୦(ଅନିଲ ଦାସ): ରାଜ୍ୟରେ ଗତ କିଛିଦିନ ହେବ ପ୍ରବଳ ଗ୍ରୀଷ୍ମ ଅନୁଭୂତ ହେଉଛି। ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରା ୩୫ ଡିଗ୍ରୀ ସେଲ୍ସିୟସ ଉପରେ ରହୁଛି। କେତେକ ସ୍ଥାନରେ ତାପମାତ୍ରା ୩୬ ଡିଗ୍ରୀ ଉପରେ ରହୁଛି। ରାତିରେ ମଧ୍ୟ ତାପମାତ୍ରା ୨୫ରୁ…
ହଷ୍ଟେଲରେ ବ୍ୟାପିଲା ଜ୍ୱର: ୨୮ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ମେଡିକାଲରେ ଭର୍ତ୍ତି
କେନ୍ଦୁଝର,୧୪ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଏସ୍ସି/ଏସ୍ଟି ବିଭାଗ ଅଧୀନରେ ପରିଚାଳିତ ଅନ୍ବେଷା ହଷ୍ଟେଲରେ ରହୁଥିବା ୨୮ ଛାତ୍ରୀଛାତ୍ର ଭୂତାଣୁ ଜନିତ ଜ୍ୱରରେ ଆକ୍ରାନ୍ତ ହୋଇ ଧରଣୀଧର ମେଡିକାଲ କଲେଜ ହସ୍ପିଟାଲର ଶିଶୁ ଓ୍ବାର୍ଡରେ ଚିକିତ୍ସିତ ହେଉଛନ୍ତି। ଶନିବାର ହଷ୍ଟେଲରେ…

