୧୫ରୁ କ୍ଷେତ୍ର ପରିଦର୍ଶନରେ ଯିବେ ଟ୍ରିବ୍ୟୁନାଲ
ଭୁବନେଶ୍ବର, ୧୪ା୨(ବ୍ୟୁରୋ):ମହାନଦୀ ଜଳ ବିବାଦ ମାମଲାର ଫଇସଲା ପାଇଁ ଆସନ୍ତା ମାର୍ଚ୍ଚ ୧୫ରୁ ସପ୍ତାହେ ଧରି କ୍ଷେତ୍ର ପରିଦର୍ଶନରେ ଯିବେ ଟ୍ରିବ୍ୟୁନାଲ। ଏନେଇ ସୋମବାର ମହାନଦୀ ଜଳ ବିବାଦ ମାମଲାରେ ଟ୍ରିବୁନାଲ ଅଧ୍ୟକ୍ଷ ଜଷ୍ଟିସ୍ ଏ.ଏମ. ଖାନୱିଲକରଙ୍କ ଅଧ୍ୟକ୍ଷତାରେ ଗଠିତ ୩…
ମାଗଣାରେ ବ୍ୟବହାର କରିହେବ ସରକାରୀ ଶୌଚାଳୟ
ଭୁବନେଶ୍ବର, ୧୪ା୨(ବ୍ୟୁରୋ):ରାଜ୍ୟର ସବୁ ସହରରେ ସର୍ବସାଧାରଣଙ୍କ ନିମନ୍ତେ ଉଦ୍ଦିଷ୍ଟ ଥିବା ସରକାରୀ ଶୌଚାଳୟଗୁଡ଼ିକୁ ଲୋକମାନେ ଏଣିକି ମାଗଣାରେ ଉପଯୋଗ କରିପାରିବେ। ଏଥିପାଇଁ ଲୋକଙ୍କୁ ଆଉ କୌଣସି ଅର୍ଥ ଦେବାକୁ ପଡ଼ିବ ନାହିଁ। ରାଜ୍ୟର ସମସ୍ତ ପବ୍ଲିକ ଓ କମ୍ୟୁନିଟି ଟଏଲେଟଗୁଡ଼ିକ ସମ୍ମୁଖରେ…
ହାଇସ୍କୁଲ ପାଇଁ ୬,୦୨୫ ଏଲ୍ଟିଆର୍ ଶିକ୍ଷକ
ଭୁବନେଶ୍ୱର,୧୪ା୨(ବ୍ୟୁରୋ):ହାଇସ୍କୁଲଗୁଡ଼ିକରେ ଶିକ୍ଷକମାନେ ଛୁଟି, ଟ୍ରେନିଂ କିମ୍ବା ସ୍ବାସ୍ଥ୍ୟଗତ କାରଣରୁ ଅନୁପସ୍ଥିତ ରହିଲେ ଛାତ୍ରୀଛାତ୍ରମାନେ ସମ୍ପୃକ୍ତ ବିଷୟରେ ପାଠପଢ଼ାରୁ ବଞ୍ଚିତ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସରକାରୀ ହାଇସ୍କୁଲଗୁଡ଼ିକରେ ପୂର୍ବ ଅନୁମୋଦନଠାରୁ ଆଉ ୧୫ ପ୍ରତିଶତ ଅଧିକ ଶିକ୍ଷକ (ଲିଭ୍,…
ସରିଲା କ୍ୟାବିନେଟ ବୈଠକ: ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
ଭୁବନେଶ୍ୱର,୧୩।୨(ବ୍ୟୁରୋ): ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୧୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ବୈଠକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଲାଗି ୧୦୦ ସିଟ୍ ବିଶିଷ୍ଟ ୨୩୭ଟି ହଷ୍ଟେଲ ନିର୍ମାଣ…
ଜଳିଗଲା ୬ ବଖରା : ୨ ଗାଈ, ୭ ଛେଳି ଜୀବନ୍ତ ଦଗ୍ଧ
ସିଂହପୁର,୧୩।୨(ଡି.ଏନ.ଏ.): ଯାଜପୁର ଜିଲା ବିଞ୍ଝାରପୁର ତହସିଲ ଅନ୍ତର୍ଗତ ଜରୀ ଗ୍ରାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୬ ପରିବାରର ୬ ବଖରା ଘର ସମ୍ପୂର୍ଣ୍ଣ ଜଳିଯାଇଛି। ପ୍ରକାଶ ଯେ, ରବିବାର ବିଳମ୍ବିତ ରାତିରେଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ଜରୀ ଗ୍ରାମର ରାଜେନ୍ଦ୍ର ମଲିକ,…
ଗାଡ଼ି ଯାଞ୍ଚରୁ ମିଳିଲା ୟୁପି ବିଧାନସଭାର ପାସ୍, ୪ ବୋମା, ୫୦କେଜି ଗଞ୍ଜେଇ
ସମ୍ବଲପୁର,୧୩।୨(ବ୍ୟୁରୋ): ସମ୍ବଲପୁର ଜିଲା ଠେଲକୋଲି ଥାନା ଅଧୀନ ଖିଣ୍ଡା ଛକରେ ପୋଲିସ ଗାଡ଼ି ଯାଞ୍ଚ ବେଳେ ଏକ କାରରୁ ୪ଟି ବୋମା, ୫୦ କେଜି ଗଞ୍ଜେଇ ସହ ଉତ୍ତରପ୍ରଦେଶ ବିଧାନସଭା ପ୍ରବେଶ ପାଇଁ ପାସ୍ ଓ ଏକାଧିକ ନମ୍ବର ପ୍ଳେଟ ଜବତ…
ପୂର୍ବତନ ମନ୍ତ୍ରୀ ରବି ନାରାୟଣ ଅସୁସ୍ଥ
ଭୁବନେଶ୍ୱର,୧୩।୨(ବ୍ୟୁରୋ): ଅସୁସ୍ଥ ଅଛନ୍ତି ପୂର୍ବତନ ଶିକ୍ଷାମନ୍ତ୍ରୀ ତଥା କୋରାପୁଟ ଜିଲାର ବରିଷ୍ଠ ବିଜେଡି ନେତା ରବି ନାରାୟଣ ନନ୍ଦ। ତାଙ୍କୁ ବିଶାଖାପାଟଣା ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ୨୦୦୦, ୨୦୦୪ ଓ ୨୦୦୯ରେ ଓଡ଼ିଶା ବିଧାନସଭା ନିର୍ବାଚନରେ ରବି ନାରାୟଣ…
କେନ୍ଦୁଝରବାସୀଙ୍କୁ ୪,୭୦୩ କୋଟି ୨୪ ଲକ୍ଷ ଟଙ୍କାର ପ୍ରକଳ୍ପ ଭେଟିଦେଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର,୧୩ା୨(ସ୍ବ.ପ୍ର.): ସୋମବାର କେନ୍ଦୁଝର ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲାବାସୀଙ୍କୁ ୪ ହଜାର ୭୦୩ କୋଟି ୨୪ ଲକ୍ଷ ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଧରଣୀଧର ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲକୁ ଉଦ୍ଘାଟନ କରିଛନ୍ତି।…
ନବଦାସ ହତ୍ୟା ମାମଲା: ରିମାଣ୍ଡ ପରେ ଜେଲ୍ ଗଲେ ଗୋପାଳ
ବ୍ରଜରାଜନଗର,୧୩ା୨(ଡି.ଏନ୍.ଏ.): ନବଦାସ ହତ୍ୟା ମାମଲାରେ ତୃତୀୟ ପର୍ଯ୍ୟାୟ ରିମାଣ୍ଡ ସରିବା ପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଅଭିଯୁକ୍ତ ଗୋପାଳ ଦାସ ପୁଣି ଜେଲ୍ ଯାଇଛନ୍ତି। ଗୋପାଳଙ୍କୁ ଝାରସୁଗୁଡ଼ା ଜେଏମ୍ଏଫ୍ସି କୋର୍ଟରେ ହାଜର ପରେ ଝାରସୁଗୁଡ଼ା ଉପକାରାଗାରକୁ ନିଆଯାଇଛି। ତୃତୀୟ ପର୍ଯ୍ୟାୟ…
ମହାକାଶ ବିଜ୍ଞାନ ସମ୍ପର୍କରେ ଜାଣିବାର ସୁଯୋଗ
ଭୁବନେଶ୍ୱର, ୧୪ା୨(ବ୍ୟୁରୋ):ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ର ଅନ୍ତରୀକ୍ଷ ଉପଯୋଗ କେନ୍ଦ୍ର(ଏସ୍ଏସି)-ବିକ୍ରମ ସରାଭାଇ ମହାକାଶ ପ୍ରଦର୍ଶନୀ(ଭିଏସ୍ଏସ୍ଇ), ରାଜ୍ୟ ସରକାରଙ୍କ ବିଜ୍ଞାନ ଓ କାରିଗରୀ ବିଭାଗ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ କ୍ୟାପିଟାଲ ହାଇସ୍କୁଲ୍ ପରିସରରେ ଆରମ୍ଭ ହୋଇଛି ‘ସ୍ପେସ୍ ଅନ୍ ହୁଇଲ୍’ ପ୍ରଦର୍ଶନୀ।…
ମାଟ୍ରିକ, ଯୁକ୍ତ୨ ପରୀକ୍ଷା ପ୍ରସ୍ତୁତି ଶେଷ: ମନ୍ତ୍ରୀ
ଭୁବନେଶ୍ୱର, ୧୩ା୨(ବ୍ୟୁରୋ):ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ମାର୍ଚ୍ଚ ୧୦ରୁ ଆରମ୍ଭ ହେବ। ଏଥିପାଇଁ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇସାରିଥିବା ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶସୂଚନା ଦେଇଛନ୍ତି। ସେ…
ବିବେକକୁ ବାଧିବାରୁ ଇସ୍ତଫା: ରଘୁବୀର
ଭୁବନେଶ୍ବର, ୧୩ା୨(ବ୍ୟୁରୋ):ଓଡ଼ିଶା ମାନବ ଅଧିକାର କମିଶନ (ଓଏଚ୍ଆର୍ସି) ସଦସ୍ୟ ପଦରୁ ଜଷ୍ଟିସ ରଘୁବୀର ଦାଶ ଇସ୍ତଫା ଦେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ଙ୍କୁ ସେ ଗତ ୯ ତାରିଖରେ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଛନ୍ତି। ଓଡ଼ିଶା ମାନବ ଅଧିକାର କମିଶନ ଅଧ୍ୟକ୍ଷଙ୍କ…
Archives


