ରାଜ୍ୟ

ଢିଙ୍କି ସାଜିଥିଲା ମହିଳାଙ୍କ ବ୍ୟାୟାମର ମାଧ୍ୟମ

ପଟ୍ଟାମୁଣ୍ଡାଇ, ୧୩ା୧୦(କଳ୍ପତରୁ ନାୟକ): ସମୟ ବଦଳିବା ସହିତ ମନୁଷ୍ୟ ମଧ୍ୟ ପରିବର୍ତ୍ତନ ହେଉଛି। ଆଧୁନିକତାର ଚାକଚକ୍ୟ ସମୟର ସ୍ପଳ୍ପତା ଭିତରେ ଆଜିର ମଣିଷ ପୁରୁଣା ଓ ପାରମ୍ପରିକ ଘରକରଣା ଜିନିଷକୁ ହଜେଇ ଦେଇ ଆଧୁନିକ ମେଶିନ୍‌ର ବ୍ୟବହାର ବହୁଳ ଭାବରେ ବଢ଼ି…

ଯୁବତୀ ଗର୍ଭବତୀ: ବନ୍ଧା ହେଲେ ବୃଦ୍ଧ

ଗୋପାଳପୁର,୧୪ା୧୦(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର କରି ଗର୍ଭବତୀ କରିବା ମାମଲାରେ ପୋଲିସ ଜଣେ ବୃଦ୍ଧଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବିଶ୍ୱନାଥପୁର ଗ୍ରାମର ମନୁ…

ସାଇ ଇଣ୍ଟରନ୍ୟାଶନାଲ ଦେଶର ଶ୍ରେଷ୍ଠ ସ୍କୁଲ

ଭୁବନେଶ୍ୱର, ୧୪।୧୦ (ଅସମାପିକା ସାହୁ): ଏଜୁକେଶନ ୱାର୍ଲଡ ଇଣ୍ଡିଆ ସ୍କୁଲ୍‌ ର଼୍ୟାଙ୍କିଙ୍ଗ୍‌ରେ ସର୍ବଭାରତୀୟ ସ୍ତରରେ ଡେ କମ୍‌ ବୋର୍ଡିଂ ବିଭାଗରେ ଭୁବନେଶ୍ୱରସ୍ଥିତ ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ୨୦୨୩-୨୪ବର୍ଷ ପାଇଁ ଶ୍ରେଷ୍ଠ ସ୍କୁଲ ମାନ୍ୟତା ପାଇଛି। ଏଥିସହ ଓଡ଼ିଶାରେ ଏକ ନମ୍ବର ସ୍କୁଲର…

ଗିରଫ ଡାକ୍ତରଙ୍କ ଶୌଚାଳୟରୁ ମିଳିଲା ୨୦,୫୫୮ ଡଲାର

ଭୁବନେଶ୍ୱର (ସୂର୍ଯ୍ୟକାନ୍ତ ବେହେରା)/ ପାରାଦୀପ,(ଶରତ ରାଉତ)/ ସିମୁଳିଆ, ୧୪।୧୦ (ସନ୍ତୋଷ ନାୟକ): ପୋର୍ଟ ହେଲ୍‌ଥ ମେଡିକାଲ କ୍ଲିୟରାନ୍ସ ପ୍ରଦାନ ପାଇଁ ଜାହାଜ କ୍ରିଉ ମେମ୍ବର (ନାବିକ)ଙ୍କଠାରୁ ୫୪ ହଜାର ଲାଞ୍ଚ ନେବାବେଳେ ଗିରଫ ହୋଇଥିବା ପାରାଦୀପ ବନ୍ଦରସ୍ଥିତ ପୋର୍ଟ ହେଲ୍‌ଥ ଅର୍ଗାନାଇଜେଶନ(ପିଏଚ୍‌ଓ)ର…

ଆକର୍ଷଣ ସାଜିବ ବିରାଟ ରାଜାଙ୍କ ରାଜମହଲ

ଭୁବନେଶ୍ୱର, ୧୩।୧୦ (ବନ୍ଦନା ସେଠୀ): ଦିନ କେଇଟା ପରେ ପୂଜା ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେବେ ମା’ ଦଶଭୂଜା। ଏଥିପାଇଁ ସହରର ସମସ୍ତ ପୂଜା କମିଟି ଜୋର୍‌ଦାର ପ୍ରସ୍ତୁତି ଚଳାଇଥିବାବେଳେ ଡମଣା ଗୋପୀନାଥ ଜୀଉ ଦୁର୍ଗାପୂଜା କମିଟି ସ୍ବତନ୍ତ୍ର ଆୟୋଜନ କରିଛି।…

ସିଭି ଶିଳ୍ପରେ ଆଧୁନିକତା ଆଣୁଛି ଆଇଚର

ଭୁବନେଶ୍ୱର, ୧୪ା୧୦: ଭିଇ କମର୍ସିଆଲ ଭେଇକିଲ୍ସ (ଭିଇସିଭି)ର ଏକ ବିଜ୍‌ନେସ୍‌ ୟୁନିଟ୍‌ ଆଇଚର ଟ୍ରକ୍‌ସ ଆଣ୍ଡ ବସେସ୍‌ ଏହାର ସର୍ଭିସ୍‌ ଇକୋସିଷ୍ଟମକୁ ବୈପ୍ଳବିକ କରି ଏବଂ ଏହାର ଟ୍ରକ୍‌ ଓ ବସ୍‌ ଗ୍ରାହକଙ୍କ ପାଇଁ ଅପ୍‌ଟାଇମ୍‌ ପ୍ରଦାନ କରିବାରେ ପ୍ରମୁଖ ଭୂମିକା…

ଜେଟିପିଙ୍କୁ ତଦାରଖ ଦାୟିତ୍ୱ

ପୁରୀ,୧୪ା୧୦(ଅଜିତ ମହାନ୍ତି): ଆଗାମୀ ନୂଆବର୍ଷରୁ ଶ୍ରୀମନ୍ଦିର ପ୍ରଶାସନ ଭକ୍ତଙ୍କ ପାଇଁ ନୂଆ ନିୟମ ଲାଗୁ କରିବାକୁ ଯାଉଛି। ଅଶାଳୀନ ପୋଷାକ ପରିଧାନ କଲେ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଜାରି ହେବ। ଭକ୍ତଙ୍କ ପୋଷାକକୁ ଜଗନ୍ନାଥ ଟେମ୍ପୁଲ ପୋଲିସ (ଜେଟିପି)…

ସଂସ୍କୃତି, ଆଧୁନିକତାରେ ସମୃଦ୍ଧ ହେବ ଗାଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୧୦(ଅନିଲ ଦାସ): ରାଜ୍ୟ ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ସଶକ୍ତ ଓଡ଼ିଶା ଗଠନ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଅଭିଯାନ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ।…

ନଭେମ୍ବର ୨୭ରୁ କଟକ ବାଲିଯାତ୍ରା

କଟକ,୧୪ା୧୦ (କାର୍ତ୍ତିକ ସାହୁ): ଚଳିତବର୍ଷ ଐତିହାସିକ କଟକ ବାଲିଯାତ୍ରା ନଭେମ୍ବର ୨୭ରୁ ଡିସେମ୍ବର ୪ ତାରିଖ ଯାଏ ଅନୁଷ୍ଠିତ ହେବ। ବାଲିଯାତ୍ରାକୁ ଅଧିକ ଚିତ୍ତାକର୍ଷକ, ସୁରକ୍ଷିତ ଓ ଜନାଦୃତ କରିବା ସହ ଉତ୍ତମ ସମନ୍ବୟ ରକ୍ଷା କରିବା ଉପରେ ଅତିରିକ୍ତ ମୁଖ୍ୟ…

କାର୍ଗୋ ପରିଚାଳନାରେ ଧାମରା ବନ୍ଦରର ରେକର୍ଡ

ଭଦ୍ରକ,୧୪।୧୦(ସନାତନ ରାଉତ): ଆଦାନୀ ପୋର୍ଟସ୍‌ ଆଣ୍ଡ୍‌ ସ୍ପେଶାଲ ଇକୋନୋମିକ୍‌ ଜୋନ୍‌ (ଏପିଏସ୍‌ଇଜେଡ୍‌) ଅଧୀନରେ ଥିବା ଆଦାନୀ ଧାମରା ବନ୍ଦର କାର୍ଗୋ ପରିଚାଳନା କ୍ଷେତ୍ରରେ ସର୍ବକାଳୀନ ରେକର୍ଡ ହାସଲ କରିଛି। ୨୪ ଘଣ୍ଟା ମଧ୍ୟରେ ୨,୨୬,୬୧୦ ମେଟ୍ରିକ ଟନ୍‌ କାର୍ଗୋ ପରିଚାଳନା କରି…

ଅବସରପ୍ରାପ୍ତ ମୁଖ୍ୟ ଆୟକର ଆୟୁକ୍ତ ପ୍ରଦ୍ୟୋତ କୁମାର ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର, ୧୪।୧୦(ବନ୍ଦନା ସେଠୀ): ଅବସରପ୍ରାପ୍ତ ମୁଖ୍ୟ ଆୟକର ଆୟୁକ୍ତ ତଥା ୧୯୭୦ ବ୍ୟାଚ୍‌ର ଭାରତୀୟ ରାଜସ୍ବ ସେବା ଅଧିକାରୀ ପ୍ରଦ୍ୟୋତ କୁମାର ମିଶ୍ରଙ୍କର ଦିଲ୍ଲୀଠାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୬ବର୍ଷ ବୟସ ହୋଇଥିଲା। ମିଶ୍ର ଜଣେ ଦକ୍ଷ, କର୍ତ୍ତବ୍ୟପରାୟଣ ଓ କର୍ମଚାରୀ…

ଅନ୍ତେବାସୀ ହେଲେ ଜୀବନସାଥୀ

ବାଲେଶ୍ୱର, ୧୪।୧୦(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ବାମପଦାସ୍ଥିତ କୁଷ୍ଠାଶ୍ରମରେ ଥିଲେ ଅନ୍ତେବାସୀ। ହେଲେ ଏବେ ପାଲଟିଯାଇଛନ୍ତି ଜୀବନସାଥୀ। ବର ୬୫କୁ କନ୍ୟା ୬୩। ପ୍ରେମ ପାଇଁ ବୟସର କୌଣସି ପରିସୀମା ନ ଥାଏ ତାହା ଆଜି ପ୍ରମାଣିତ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?