ରାଜ୍ୟ

ବିଜେଡି ବିରୋଧରେ ରାସ୍ତାକୁ ଓହ୍ଲାଇବ ଭାଜପା

ଭୁବନେଶ୍ବର, ୧୩ା୨(ବ୍ୟୁରୋ): ୨୦୨୪ ସାଧାରଣ ନିର୍ବାଚନକୁ ଆଉ ମାତ୍ର ଗୋଟିଏ ବର୍ଷ ସମୟ ଥିବାବେଳେ ଏହା ପୂର୍ବରୁ ରାଜ୍ୟ ରାଜନୀତି ଚଳଚଞ୍ଚଳ ହେବା ଆରମ୍ଭ ହେଲାଣି। ବିଭିନ୍ନ ପ୍ରସଙ୍ଗରେ ପରସ୍ପର ବିରୋଧରେ ଆନ୍ଦୋଳନ କରିବା ଲାଗି ଉଭୟ ବିଜେଡି ଏବଂ ଭାଜପା…

୬୮ କି.ମି. ଜଙ୍ଗଲ ଜମିକୁ ଅନୁମୋଦନ

ଭୁବନେଶ୍ବର(ବ୍ୟୁରୋ)/ନୟାଗଡ଼ ଅଫିସ୍‌, ୧୩ା୨: ଦଶପଲ୍ଲା ଏବଂ ପୁରୁଣାକଟକ ମଧ୍ୟରେ ଥିବା ଖୋର୍ଦ୍ଧା ରୋଡ୍‌-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ୧୧୨ କିଲୋମିଟରରୁ ୧୮୦ କିଲୋମିଟର ମଧ୍ୟରେ ୬୮ କିମି ରେଳ ଲାଇନ ପାଇଁ ଜଙ୍ଗଲ ଅନୁମୋଦନ ମିଳିଛି। ଏଥିପାଇଁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ…

ବନ୍ଧୁକ ମୁନରେ ଆତଙ୍କ ଖେଳାଉଥିବା ବାଙ୍ଗା ଗିରଫ

ଭୁବନେଶ୍ୱର,୧୩।୨(ବ୍ୟୁରୋ):ବନ୍ଧୁକ ଦେଖାଇ ଆତଙ୍କ ଖେଳାଉଥିଲେ। ନିଜକୁ ଲୋକାଲ ଡନ୍‌ କହି ବ୍ୟବସାୟୀଙ୍କଠାରୁ ବଟି ଆଦାୟ କରୁଥିଲେ। ଅଭିଯୋଗ ପରେ ଶେଷରେ କ୍ୟାପିଟାଲ ଥାନା ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ କେଦାରପଲ୍ଲୀ ବସ୍ତିରେ ରହୁଥିବା…

ପଦ୍ମଶ୍ରୀ ଶ୍ୟାମାମଣୀ ଦେବୀଙ୍କୁ ‘ରୁଚି ବୁଦ୍ଧ ସମ୍ମାନ’

ଭୁବନେଶ୍ୱର,(ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର, ୧୩।୨ (ଡି.ଏନ୍‌.ଏ.):ଐତିହାସିକ ଶାନ୍ତିସ୍ତୂପ ଧଉଳି ପାଦଦେଶରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ଡ୍ୟାନ୍ସ ଏକାଡେମୀ, ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଏବଂ ଆର୍ଟ ଭିଜନ୍‌ ପକ୍ଷରୁ ଚାଲିଥିବା ଧଉଳି-କଳିଙ୍ଗ ମହୋତ୍ସବ ରବିବାର ଉଦ୍‌ଯାପିତ…

ଫେବୃୟାରୀରେ ଅସମ୍ଭାଳ ତାତି

ଭୁବନେଶ୍ୱର, ୧୩ା୨(ବ୍ୟୁରୋ):ରାଜ୍ୟରେ ଶୀତ ଗାଏବ ହୋଇଯାଉଥିବାବେଳେ ତାତି ବଢ଼ି ଚାଲିଛି। ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଶୀତ ହେଉଥିଲେ ମଧ୍ୟ ବାକି ସବୁ ସ୍ଥାନରେ ଗରମ ଅନୁଭୂତ ହେଉଛି। ଫେବୃୟାରୀରୁ ଗ୍ରୀଷ୍ମର ଅନୁଭବ ହେଉଛି। ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା…

ଆଜି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ବର, ୧୩/୨(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ଅନୁଷ୍ଠିତ ହେବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟା ୪୫ ମିନିଟ୍‌ରେ ଏହି ବୈଠକ ଅନୁଷ୍ଠିତ ହେବ। ବୈଠକରେ ୧୨ରୁ ଅଧିକ ପ୍ରସ୍ତାବ ଉପରେ ମୋହର ଲାଗିବା…

ବାଣୀବିହାରରେ ଜେଏନ୍‌ୟୁ ପ୍ରଫେସରଙ୍କୁ ମାଡ଼

ଭୁବନେଶ୍ୱର,୧୩ା୨(ବ୍ୟୁରୋ):ଭୁବନେଶ୍ୱର ଉତ୍କଳ ବିଶ୍ୱବିଦ୍ୟାଳୟ (ବାଣୀବିହାର) ପିଜି କାଉନ୍‌ସିଲ ବୈଠକ ହଲ୍‌ରେ ରବିବାର ସିଟିଜେନ୍ସ ଫୋରମ୍‌ ପକ୍ଷରୁ ସେମିନାର ଚାଲିଥିବାବେଳେ ଉତ୍ତେଜନା ଦେଖାଦେଇଛି। ଦେଶ ବିରୋଧୀ ମନ୍ତବ୍ୟ ଦିଆଯାଉଥିବା ଅଭିଯୋଗ ଆଣି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ର ସଦସ୍ୟମାନେ ସେମିନାରକୁ ବିରୋଧ…

ଗୁଳିମାଡ଼ରେ ଗୋଟିଏ ପରିବାରର ୩ ଗୁରୁତର

ଆଠଗଡ଼,୧୨।୨(ସ୍ବ.ପ୍ର.): କଟକ ଜିଲା ଆଠଗଡ଼ ଥାନା ଅଧୀନ ଜେନାପଦା ମଝି ସାହିରେ ରବିବାର ସନ୍ଧ୍ୟାରେ ଗୁଳିମାଡ଼ ହୋଇଛି। ଗୁଳିମାଡ଼ରେ ଗୋଟିଏ ପରିବାରର ୩ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ବଂଶୀଧର ନାୟକ, ଜିତେନ୍ଦ୍ର ନାୟକ, ଦୀନବନ୍ଧୁ ନାୟକ। ଗୁରୁତରମାନଙ୍କୁ ପ୍ରଥମେ ଆଠଗଡ଼…

‘ସତ୍‌ମାର୍ଗରେ ଚାଲିବା ପାଇଁ ଆଚାର୍ଯ୍ୟଙ୍କ ଅନୁସରଣ ଅପରିହାର୍ଯ୍ୟ’

ଭୁବନେଶ୍ୱର,୧୨।୨(ବ୍ୟୁରୋ): ଜୀବନକୁ ସୁନିୟନ୍ତ୍ରିତ କରିବାରେ ଗୁରୁଙ୍କର ରହିଛି ବିଶେଷ ଭୂମିକା। ତାଙ୍କ ପ୍ରଦର୍ଶିତ ମାର୍ଗରେ ନିଜକୁ ପରିଚାଳିତ କରିପାରିଲେ ବ୍ୟକ୍ତି, ସମାଜ ଓ ରାଷ୍ଟ୍ର ଜୀବନ ମଧୁମୟ ହୋଇଉଠେ। ଆଉ ଏହି ମାର୍ଗରେ ଚାଲିବା ପାଇଁ ଆଚାର୍ଯ୍ୟଙ୍କ ଅନୁସରଣ ଅପରିହାର୍ଯ୍ୟ। ପରମ…

ଆଜି ଓଡ଼ିଶା ଫେରିବେ ଗୋପାଳ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ମନ୍ତ୍ରୀ ନବଦାସଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋପାଳକୃଷ୍ଣ ଦାସ ରବିବାର ଗୁଜରାଟରୁ ଓଡ଼ିଶା ଆସିବେ। ଗୋପାଳଙ୍କ ନାର୍କୋ ଓ ପଲିଗ୍ରାଫ ଟେଷ୍ଟ ପରେ ତାଙ୍କୁ ଝାରସୁଗୁଡ଼ା ଅଣାଜିବ। କ୍ରାଇମବ୍ରାଞ୍ଚର ୮ ଜଣିଆ ଟିମ୍‌ ୮ ତାରିଖରେ ଗୋପାଳଙ୍କୁ ନେଇ…

ଡିଜି କଲେଜ ହେଲା ବିଶ୍ୱବିଦ୍ୟାଳୟ

କେନ୍ଦୁଝର,୧୨ା୨(ସ୍ବ.ପ୍ର.): କେନ୍ଦୁଝରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟି ଦେଇଛନ୍ତି। ଜିଲାର ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ୧୯୫୭ରେ ଏହି ମହାବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ଏହା ଜିଲାର ଏକ ମାତ୍ର ସରକାରୀ ମହାବିଦ୍ୟାଳୟ। ଯେଉଁଠି ଉଭୟ ଛାତ୍ରୀଛାତ୍ର ପାଠ…

ନବରଙ୍ଗପୁର ଗଲା ଡାକ୍ତରୀ ଟିମ୍‌

ଭୁବନେଶ୍ୱର, ୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଯୋଜନା ଅଧୀନରେ ଏକ ଡାକ୍ତରୀ ଟିମ୍‌ ଶନିବାର ଭୁବନେଶ୍ୱରରୁ ନବରଙ୍ଗପୁର ଅଭିମୁଖେ ଯାତ୍ରା କରିଛନ୍ତି। ବିଶେଷ ଚିକିତ୍ସା(ସ୍ପେଶିଆଲିଟି) ଏବଂ ଜଟିଳ ଯତ୍ନ(କ୍ରିଟିକାଲ କେୟାର)ର ଆବଶ୍ୟକତା କରୁଥିବା ରୋଗୀଙ୍କୁ ସେମାନେ ଚିକିତ୍ସା କରିବେ। ଏହି ଗସ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri