ରାଜ୍ୟ

ଡାଟା ଚୋରି ଯୋଗୁ ପିଲା ହଇରାଣ

ବଲାଙ୍ଗୀର, ୧୪ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ସରକାରୀ ମେଡିକାଲ କଲେଜରେ ଆଡ୍‌ମିଶନ କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ର଼୍ୟାକେଟକୁ ବଲାଙ୍ଗୀର ସାଇବର ପୋଲିସ ଟିମ୍‌ ପର୍ଦ୍ଦାଫାଶ କରିଛି। ଭୁବନେଶ୍ୱରରେ ରହି ଏହି ର଼୍ୟାକେଟ ରାଜ୍ୟବ୍ୟାପୀ ଠକାଇରେ ସକ୍ରିୟ ରହିଥିଲା।…

ଗିରଫ ଡାକ୍ତରଙ୍କ ଶୌଚାଳୟରୁ ମିଳିଲା ୨୦,୫୫୮ ଡଲାର

ଭୁବନେଶ୍ୱର (ସୂର୍ଯ୍ୟକାନ୍ତ ବେହେରା)/ ପାରାଦୀପ,(ଶରତ ରାଉତ)/ ସିମୁଳିଆ, ୧୩।୧୦ (ସନ୍ତୋଷ ନାୟକ) : ପୋର୍ଟ ହେଲ୍‌ଥ ମେଡିକାଲ କ୍ଲିୟରାନ୍ସ ପ୍ରଦାନ ପାଇଁ ଜାହାଜ କ୍ରିଉ ମେମ୍ବର (ନାବିକ)ଙ୍କଠାରୁ ୫୪ ହଜାର ଲାଞ୍ଚ ନେବାବେଳେ ଗିରଫ ହୋଇଥିବା ପାରାଦୀପ ବନ୍ଦରସ୍ଥିତ ପୋର୍ଟ ହେଲ୍‌ଥ…

୨୦ରୁ ପୂଜା ଛୁଟି

ଭୁବନେଶ୍ୱର, ୧୩।୧୦(ଅସମାପିକା ସାହୁ) – ଦୁର୍ଗାପୂଜା ଓ ଗଜଲକ୍ଷ୍ମୀ ପୂଜା ପାଇଁ ରାଜ୍ୟରେ ଆସନ୍ତା ୨୦ରୁ ୨୯ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ରହିବ। ପୂଜା ଛୁଟି ନେଇ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସେହିପରି ୧୪ ତାରିଖ ଶନିବାର ମହାଳୟା…

ଲାଓସରେ ୩୫ ଓଡିଆ ଶ୍ରମିକ ପଣବନ୍ଦୀ: ସୁରକ୍ଷିତ ଫେରାଇ ଆଣିବାକୁ ଜିଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୩ା୧୦(ଅନିଲଦାସ): ଦକ୍ଷିଣ-ଏସିୟ ରାଷ୍ଟ୍ର ଲାଓସରେ ୩୫ ଜଣ ଓଡ଼ିଆ ଶ୍ରମିକ ପଣବନ୍ଦୀ ରହିଛନ୍ତି। ସେମାନଙ୍କୁ ସୁରକ୍ଷିତ ଭାବେ ଓଡ଼ିଶା ଫେରାଇ ଆଣିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଶ୍ରମ କମିଶନର ଏନ. ଥିରୁମାଳା ନାୟକ…

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୩ା୧୦(ଅନିଲ ଦାସ)-ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଶୁକ୍ରବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଭୁବନେଶ୍ୱର ଚକବନ୍ଦୀ କମିଶନର ପ୍ରତାପ ଚନ୍ଦ୍ର ରାଉତଙ୍କୁ ସମବାୟ ବିଭାଗର ସ୍ବତନ୍ତ୍ର…

ଓଡ଼ିଶାରୁ ବିଦାୟ ନେଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର,୧୩।୧୦: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶାରୁ ସମ୍ପୂର୍ଣ୍ଣ ଭାବେ ବିଦାୟ ନେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ୪ ଦିନ ରାଜ୍ୟର ପାଗ ଶୁଖିଲା ରହିବ। ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବା ନାହିଁ।…

ଇସ୍ରାଏଲରୁ ଫେରିଲେ ୯ ଓଡ଼ିଆ

ଭୁବନେଶ୍ୱର,୧୩ା୧୦: ଅପରେଶନ ଅଜୟର ପ୍ରଥମ ପର୍ଯ୍ୟାୟରେ ୯ ଓଡ଼ିଆଙ୍କ ସମେତ ୨୧୨ ପ୍ରବାସୀ ଭାରତ ଫେରିଛନ୍ତି। ସେମାନେ ଦିଲ୍ଲୀରେ ସେମାନଙ୍କର ଲୋମ ଟାଙ୍କୁରା ଦୁଃଖ ବଖାଣିଛନ୍ତି। ଇସ୍ରାଏଲ ଉପରେ ହମାସ୍‌ର ଆକ୍ରମଣ ପରେ ଇସ୍ରାଏଲର ବିଭିନ୍ନ ସ୍ଥାନରେ ସାଇରନ୍‌ ବାଜିବାରୁ ସମସ୍ତ…

ଧରାହେଲା ୧୨ ଫୁଟ ଲମ୍ବର କୁମ୍ଭୀର

ଭୋଗରାଇ,୧୩ା୧୦(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ତାଳସାରୀ ବେଳାଭୂମିରୁ ୧୨ ଫୁଟ ଲମ୍ବର ଏକ ବଉଳା କୁମ୍ଭୀରକୁ ଉଦୟପୁର ବନବିଭାଗ ଶୁକ୍ରବାର ସକାଳେ କାବୁ କରିଛି। କୁମ୍ଭୀରକୁ ସେଠାରୁ ଆଣି ଡାକ୍ତରୀ ପରୀକ୍ଷା ପାଇଁ ବାଲେଶ୍ୱର ମୁଖ୍ୟ ପ୍ରାଣୀଧନ ଚିକିତ୍ସାଳୟକୁ ପଠାଯାଇଛି।…

ଶାଳୀନ ପୋଷାକ ପିନ୍ଧିବେ ଭକ୍ତ: ସମସ୍ତ ନିଯୋଗ, ପ୍ରଶାସନ, ହୋଟେଲକୁ ଚିଠି ଲେଖିଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ, ୧୩ା୧୦(ଅଜିତ ମହାନ୍ତି): ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ପ୍ରସଙ୍ଗରେ ଗୁରୁବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଚିଠି ମାଧ୍ୟମରେ ସମସ୍ତ ନିଯୋଗ ସମ୍ପାଦକ ଏବଂ ସଭାପତିଙ୍କୁ ଅବଗତ କରାଇଛନ୍ତି। ଉକ୍ତ…

ସରକାରୀ ଛୁଟିରେ କାମ କଲେ ଡାକ୍ତରଙ୍କୁ ମିଳିବ ବିକଳ୍ପ ଛୁଟି

ଭୁବନେଶ୍ୱର, ୧୩ା୧୦ (ବନ୍ଦନା ସେଠୀ):ଡାକ୍ତରମାନଙ୍କୁ ମିଳିବ ସି-ଅଫ୍‌। ସରକାରୀ ଛୁଟି ଦିନରେ କାମ କଲେ ବିକଳ୍ପ ଭାବେ ଛୁଟି ମିଳିବ। ସେହି ମାସର ଯେ କୌଣସି ଦିନ ସେମାନେ ଏହି ଛୁଟି ନେଇ ପାରିବେ। ଏନେଇ ମେଡିକାଲ ଅଧୀକ୍ଷକ ଓ ଇନ୍‌ଚାର୍ଜ…

ମାଛ ଉତ୍ପାଦନରେ ଓଡ଼ିଶା ୪ର୍ଥ ବୃହତ୍ତମ ରାଜ୍ୟ:ଅସିତ୍‌

ଭୁବନେଶ୍ୱର, ୧୩ା୧୦(ସୁନିତ୍‌ ମିଶ୍ର):ଦେଶରେ ମାଛ ଉତ୍ପାଦନରେ ଓଡ଼ିଶା ହେଉଛି ୪ର୍ଥ ବୃହତ୍ତମ ରାଜ୍ୟ। ମାଛ ଯାଆଁଳ ଉତ୍ପାଦନରେ ବର୍ତ୍ତମାନ ଓଡ଼ିଶା ଆତ୍ମନିର୍ଭରଶୀଳ ହୋଇପାରିଛି। ବାର୍ଷିକ ୩୧.୫୦% ହାରରେ ମତ୍ସ୍ୟ ଉତ୍ପାଦନରେ ରାଜ୍ୟରେ ଅଭିବୃଦ୍ଧି ଦେଖିବାକୁ ମିଳିଛି ବୋଲି ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା…

ତୋରଣରେ ସର୍ବଧର୍ମର ବାର୍ତ୍ତା

ଭୁବନେଶ୍ୱର,୧୩।୧୦(ଶର୍ମିଷ୍ଠା ପାଣିଗ୍ରାହୀ): ଚନ୍ଦ୍ରଶେଖରପୁର ଡିଷ୍ଟ୍ରିକ୍ଟ ସେଣ୍ଟର ଓନର୍ସ ଆସୋସିଏଶନ ପକ୍ଷରୁ ଏଥର ନିଆରା ଢଙ୍ଗରେ ମା’ଙ୍କ ଆବାହନ କରାଯିବ। ୨୦୦୮ରୁ ଆସୋସିଏଶନ ପକ୍ଷରୁ ଦୁର୍ଗାପୂଜା ଆଡମ୍ବର ସହକାରେ କରାଯାଉଛି। ସ୍ଥାୟୀ ମଣ୍ଡପରେ ମା’ଙ୍କ ପୂଜା ହେଉଥିବାବେଳେ ହିନ୍ଦୁ, ମୁସଲିମ୍‌ ଓ ଖ୍ରୀଷ୍ଟିଆନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?