ରାଜ୍ୟ

ଶିମିଳିପାଳ ଅଭୟାରଣ୍ୟରେ କମିଲା କୁମ୍ଭୀର ସଂଖ୍ୟା

ବାରିପଦା,୧୯ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଚଳିତ ବର୍ଷ କୁମ୍ଭୀର ସଂଖ୍ୟା ହ୍ରାସ ପାଇଛି। ଗତବର୍ଷ ତୁଳନାରେ ୪ଟି କୁମ୍ଭୀର କମ୍‌ ଥିବା ଗଣନା ରିପୋର୍ଟରୁ ଜଣାପଡ଼ିଛି । ଶିମିଳିପାଳ ଅଭୟାରଣ୍ୟ ଓ ଏହାର ପାଦଦେଶରେ ଥିବା...

ୟୁଜିସି ନିୟମ ପାଳନ କରିବାରେ ବିଫଳ ଓଡ଼ିଶାର ୧୧ଟି ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର,୧୯ା୧: ଓଡିଶାର ପ୍ରାୟ ୧୧ ଟି ସରକାରୀ ବିଶ୍ୱବିଦ୍ୟାଳୟ ୟୁଜିସି (ରେଡ୍ରେସାଲ୍ ଅଫ୍ ଷ୍ଟୁଡେଣ୍ଟସ୍ ଅଫ୍ ରେଗୁଲେସନ୍) ନିୟମାବଳୀ ଅନୁଯାୟୀ କ୍ୟାମ୍ପସରେ ଛାତ୍ରଛାତ୍ରୀଙ୍କ ଅଭିଯୋଗର ସମାଧାନ ପାଇଁ ଅମ୍ବୁଡ୍ସମ୍ୟାନ ନିଯୁକ୍ତ କରିନାହାଁନ୍ତି। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି)ର ବାରମ୍ବାର ନିର୍ଦେଶ...

ଓଡ଼ିଶାରୁ ଚଳିତ ଖରିଫ୍‌‌ ଋତୁରେ ଅଧିକ ୧୦ ଲକ୍ଷ ମେଟ୍ରିକ୍‌‌ ଟନ୍‌‌ ଚାଉଳ କିଣିବେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୯ା୧: ଚଳିତ ଖରିଫ୍‌‌ ଋତୁରେ ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍‌‌ ଟନ୍‌‌ ଉଷୁନା ଚାଉଳ ଏଫ.ସି.ଆଇ ଜରିଆରେ କେନ୍ଦ୍ର ସରକାର କିଣିବେ ବୋଲି କେନ୍ଦ୍ର ଖାଉଟି ବ୍ୟାପାର ଓ ସାଧାରଣ ବଣ୍ଟନ ମନ୍ତ୍ରୀ ପିୟୁଷ ଗୋଏଲ କହିଛନ୍ତି। କେନ୍ଦ୍ର...

୨୨ରେ ଅଧାଛୁଟି: ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୯ା୧(ଅନିଲ ଦାସ): ଆସନ୍ତା ୨୨ ତାରିଖରେ ଅଯୋଧ୍ୟାରେ ରାମମନ୍ଦିର ପ୍ରାଣପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ କେନ୍ଦ୍ର ସରକାର ଓ ରାଜ୍ୟ ସରକାର ଅଧାଦିନ ଛୁଟି ଘୋଷଣା କରିଛନ୍ତି। ଅପରାହ୍ନ ୨ଟା ୩୦ ମିନିଟ ଯାଏ ସମସ୍ତ ସରକାରୀ କାର୍ଯ୍ୟାଳୟ,...

୨୩ ଦେଶୀ ବନ୍ଧୁକ ଜବତ

ବାରିପଦା,୧୯ା୧(ନୀଳାଦ୍ରି ବିହାରୀ ଦଣ୍ଡାପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଅଞ୍ଚଳରୁ ୨୩ଟି ଦେଶୀ ବନ୍ଧୁକ ଜବତ ହୋଇଛି। ତୃତୀୟ ପର୍ଯ୍ୟାୟରେ ଜିଲା ପୋଲିସ ନଭେମ୍ବର ଓ ଡିସେମ୍ବରରେ ସର୍ଚ୍ଚ ଅପରେଶନ କରି ଉକ୍ତ ବନ୍ଧୁକ ଜବତ କରିଛି। ଏନେଇ...

ଏଏସ୍‌ଓ ମାମଲା: ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍‌

ଭୁବନେଶ୍ୱର,୧୯ା୧: ଏଏସ୍‌ଓ ଚୟନରେ ଅନିୟମିତତା ମାମଲାରେ ସୁପ୍ରିମକୋର୍ଟ ରାଜ୍ୟ ସରକାରଙ୍କୁ ନୋଟିସ୍‌ କରିଛନ୍ତି। ରାଜ୍ୟ ସରକାର, ଓପିଏସ୍‌ସି ସହ ଅନ୍ୟ ପ୍ରତିପକ୍ଷଙ୍କୁ ସାମିଲ କରି ନୋଟିସ୍‌ କରିଛନ୍ତି ସୁପ୍ରିମକୋର୍ଟ। ଆବେଦନକାରୀ ରଜତ ମିଶ୍ରଙ୍କ ଏସ୍‌ଏଲ୍‌ପିକୁ ଗ୍ରହଣ କରି ସୁପ୍ରିମକୋର୍ଟ ଶୁକ୍ରବାର...

ଏସ୍‌ସିବିରେ ପ୍ରଥମ ହାପଲୋ ବୋନ୍‌ମ୍ୟାରୋ ଟ୍ରାନ୍ସପ୍ଲାଣ୍ଟ ରୋଗୀଙ୍କ ଜୀବନ ଗଲା

କଟକ,୧୯ା୧: ଏସ୍‌ସିବି ମେଡିକାଲରେ ପ୍ରଥମ ହାପଲୋ ବୋନ୍‌ମ୍ୟାରୋ ଟ୍ରାନ୍ସପ୍ଲାଣ୍ଟ ରୋଗୀଙ୍କର ଶୁକ୍ରବାର ଭୋର୍‌ରୁ ମୃତ୍ୟୁ ହୋଇଥିବା ଡାକ୍ତର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ୯ ତାରିଖରେ ଖୋର୍ଦ୍ଧା ଜିଲା ବାଘମାରୀ ଅଞ୍ଚଳର ଶୁଭ୍ରାଂଶୁ ସାହୁ ନାମକ ଜଣେ ରୋଗୀଙ୍କର ଏସ୍‌ସିବିରେ...

ଫେବୃଆରୀ ୫ରୁ ବିଧାନସଭା

ଭୁବନେଶ୍ୱର,୧୯ା୧: ଫେବୃଆରୀ ୫ରୁ ବିଧାନସଭା ବଜେଟ୍‌ ଅଧିବେଶନ ଆରମ୍ଭ ହେବ। ୫ରୁ ୧୩ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ। ଅଧିବେଶନରେ କାମଚଳା ବଜେଟ୍‌ ଆଗତ କରାଯିବ। ୫ରେ ରାଜ୍ୟପାଳଙ୍କ ଅଭିଭାଷଣ ଏବଂ ୮ରେ ବଜେଟ୍‌ ଉପସ୍ଥାପନ କରାଯିବ।

ଆଶାକର୍ମୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଅନୁଗୋଳ,୧୯ା୧(ଅମିତ କୁମାର ସାମଲ): ଗର୍ଭବତୀ ମହିଳାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରି ଫେରୁଥିବା ବେଳେ ଦୁର୍ଘଟଣାରେ ଶୁକ୍ରବାର ଜଣେ ଆଶାକର୍ମୀଙ୍କର ମୃତ୍ୟୁ ହାଇଛି। ସ୍କୁଟିରେ ଥିବା ଆଶାକର୍ମୀଙ୍କୁ ଟ୍ରକ୍‌ ଚାପି ଦେବାରୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ସୂଚନାନୁସାରେ,...

ବ୍ୟବସାୟୀଙ୍କ ଘରେ ଆଇଟି ରେଡ୍‌

ସୁନ୍ଦରଗଡ଼,୧୯ା୧: ସୁନ୍ଦରଗଡ଼ର ଜଣେ କୋଇଲା ବ୍ୟବସାୟୀଙ୍କ ଘରେ ଶୁକ୍ରବାର ରେଡ୍‌ ଚାଲିଛି। ବ୍ୟବସାୟୀ ଘନଶ୍ୟାମ ଡାଲମିଆଙ୍କ ଘରେ ଏହି ରେଡ୍‌ ଚାଲିଛି। ଏକକାଳୀନ ସୁନ୍ଦରଗଡ଼, ରାଉରକେଲା ଏବଂ ବରଗଡ଼ରେ ଚଢ଼ାଉ ଚାଲିଛି। ଏହା ବ୍ୟତୀତ ଘର ଅଫିସ ଏବଂ ଫ୍ୟାକ୍ଟ୍ରିରେ...

ବାଇକ୍‌-ସ୍କୁଟି ମୁହାଁମୁହିଁ: ଚାଲିଗଲା ୫ ଜୀବନ, ଜଣେ ଗୁରୁତର

ଗଞ୍ଜାମ,୧୯ା୧: ଗଞ୍ଜାମ ଜିଲା ସୋରଡ଼ା ଥାନା ନିକଟ କେଶରୀପାଟଣା ଗାଁ ଡ୍ରାପ୍‌ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍‌ ଓ ସ୍କୁଟି ମୁହାଁମୁହିଁ ଧକ୍କା ହେବାରୁ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ...

ପ୍ରଶାନ୍ତ ହେଲେ ସୁହାଇବ, ଅମରେନ୍ଦ୍ର ଅଡ଼ୁଆ

ଜଗତ୍‌ସିଂହପୁର,୧୯ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ଆବହାଓ୍ବା ବେଶ୍‌ ପରିଲକ୍ଷିତ ହେଲାଣି। ବିଶେଷକରି ବିଜେଡି ରାଜନୀତି ବିଭିନ୍ନ ପ୍ରକାର ଚର୍ଚ୍ଚାକୁ ଖୋରାକ ଯୋଗାଇଛି। ଏହି ଆସନରୁ ଗତ ନିର୍ବାଚନରେ ବିଜେଡି ଟିକେଟ୍‌ ପାଇ ବିଧାୟକ ହୋଇଥିବା ପ୍ରଶାନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri