‘ହାଲ୍’ର ଦୁଇ କର୍ମଚାରୀଙ୍କୁ ଉଠାଇନେଲା ସିବିଆଇ
କୋରାପୁଟ,୧୧ା୨(ସ୍ବ.ପ୍ର.): କୋରାପୁଟ ଜିଲାର ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନେଟିକ୍ସ ଲିମିଟେଡ୍ (ହାଲ)ରେ ଶନିବାର ଅପରାହ୍ନରେ କେନ୍ଦ୍ରୀୟ ତଦନ୍ତ ସଂସ୍ଥା ( ସିବିଆଇ) ପକ୍ଷରୁ ଚଢ଼ାଉ କରାଯାଇ ହାଲରେ କାର୍ଯ୍ୟରତ ଦୁଇ କର୍ମଚାରୀଙ୍କୁ ଉଠାଇ ନେଇଛି। ଉଠାଇ ନେଇଥିବା କର୍ମଚାରୀ ସତ୍ୟଜିତ୍ ଖାଡ଼ଙ୍ଗା, ଦେବାଶିଷ…
ସରିଲା ନାର୍କୋ ଟେଷ୍ଟ: ଗୋପାଳ ଅଚେତ
ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଦିବଂଗତ ସ୍ବାସ୍ଥ୍ୟମନ୍ତ୍ରୀ ନବଦାସଙ୍କ ହତ୍ୟାକାଣ୍ଡ ମାମଲାରେ ଗୁଜରାଟ ଗାନ୍ଧୀନଗର ଡିଏଫ୍ଏସ୍ଏସ୍ ଲ୍ୟାବ୍ରେ ଅଭିଯୁକ୍ତ ଗୋପାଳ ଦାସଙ୍କ ନାର୍କୋ ଟେଷ୍ଟ ସରିଛି। ନାର୍କୋ ଟେଷ୍ଟ ପାଇଁ ଦୁଇ ଦିନ ଧରି ପ୍ରକ୍ରିୟା ଚାଲୁ ରହିଥିଲା। ତେବେ ଆଜି ନାର୍କୋ ଟେଷ୍ଟ ସରିବା…
ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧ା୨(ବ୍ୟୁରୋ): ବରଗଡ଼ ଜିଲା ପାଇକମାଳରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଭାବରେ ଉନ୍ନୀତ କରାଯାଇଛି। ପାଇକମାଳ ଅଞ୍ଚଳର ଜନସାଧାରଣଙ୍କ ବହୁ ଦିନର ଦାବି ଆଜି ପୂରଣ ହୋଇଛି। ସୂଚନାଯୋଗ୍ୟ, ଗତ ଉପନିର୍ବାଚନ ସମୟରେ ପାଇକମାଳର ଲୋକେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…
ସୋମବାର ବସିବ କ୍ୟାବିନେଟ୍ ବୈଠକ , ୧୦ ପ୍ରସ୍ତାବ ଉପରେ ଲାଗିପାରେ ମୋହର
ଭୁବନେଶ୍ୱର,୧୧।୨ : ରାଜ୍ୟ କ୍ୟାବିନେଟ୍ର ସୋମବାର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବା ନେଇ ସୂଚନା ମିଳିଛି । ଏହି ବୈଠକରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ ମୋହର ଲାଗିପାରେ ବୋଲି ଆଶା କରାଯାଉଛି। ଖବର…
ଟ୍ରକ୍-ତୀର୍ଥଯାତ୍ରୀ ବସ୍ ଧକ୍କା: ୨୦ ଆହତ, ୨ ଗୁରୁତର
ଭଦ୍ରକ ଅଫିସ,୧୧।୨: କୋଲକାତାରୁ ପୁରୀ ଆସୁଥିବା ଏକ ତୀର୍ଥଯାତ୍ରୀ ବସ୍ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଛି। ୧୬ ନମ୍ବର ଜାତୀୟ ରାଜପଥ ମଇତାପୁରଠାରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨୦ଜଣ ତୀର୍ଥଯାତ୍ରୀ ଆହତ ହୋଇଥିବା…
ଟ୍ରକ୍ ଧକ୍କାରେ ଚାଲିଗଲା ବାଇକ୍ ଆରୋହୀଙ୍କ ଜୀବନ
ପାଟଣା,୧୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତା ମାଧପୁର ଛକ ନିକଟରେ ଶନିବାର ପୂର୍ବାହ୍ନରେ ଏକ ୧୨ ଚକିଆ ଟ୍ରକ ବାଇକ୍କୁ ଧକ୍କା ଦେଇଥିଲା। ଫଳରେ ବାଇକ୍ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ହେଲେ କେନ୍ଦେଇପଶି ପଞ୍ଚାୟତ ଖୁଣ୍ଟାପଡା ଗ୍ରାମର…
ଇଣ୍ଡିଆନ ରାଇସ କଂଗ୍ରେସର ଉଦ୍ଘାଟନ କଲେ ରାଷ୍ଟ୍ରପତି
କଟକ ଅଫିସ,୧୧।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କଟକରେ ପହଞ୍ଚି ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଦ୍ୱିତୀୟ ଇଣ୍ଡିଆନ ରାଇସ କଂଗ୍ରେସର ଉଦ୍ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଓ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର,…
ବାବା ଲିଙ୍ଗରାଜଙ୍କୁ ଦର୍ଶନ କରି ଜଳାଭିଷେକ କଲେ ରାଷ୍ଟ୍ରପତି
ଭୁବନେଶ୍ୱର,୧୧।୨(ବ୍ୟୁରୋ): ବାବା ଲିଙ୍ଗରାଜଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କଡା ସୁରକ୍ଷା ବ୍ୟବସ୍ଥାରେ ଶୁକ୍ରବାର ବାବା ଲିଙ୍ଗରାଜଙ୍କ ଜଳାଭିଷେକ ସହ ପୂଜାର୍ଚ୍ଚନା କରିଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ଉପସ୍ଥିତ ଥିଲେ। ଗର୍ଭଗୃହରୁ ପୂଜାର୍ଚ୍ଚନା ସାରିବା ପରେ ରାଷ୍ଟ୍ରପତି…
ଲିଙ୍ଗରାଜଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି
ଭୁବନେଶ୍ୱର,୧୧।୨(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ରାଷ୍ଟ୍ରପତି ଲିଙ୍ଗରାଜ ମନ୍ଦିର ଯିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଲିଙ୍ଗରାଜ ଦର୍ଶନ ପରେ ରାଷ୍ଟ୍ରପତି…
ବଦଳିଲା ଓସିଏସ୍ ମୁଖ୍ୟ ଲିଖିତ ପରୀକ୍ଷା ତାରିଖ
କଟକ ଅଫିସ,୧୧ା୨: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍)-୨୦୨୧ର ମୁଖ୍ୟ ଲିଖିତ ପରୀକ୍ଷା ସୂଚୀରେ ପରିବର୍ତ୍ତନ କରାଯାଇଛି। ଏ ନେଇ ଶୁକ୍ରବାର ଓପିଏସ୍ସି ପକ୍ଷରୁ ସଂଶୋଧିତ ପରୀକ୍ଷା ସୂଚୀର ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା…
ଜଗତ୍ସିଂହପୁର କୋର୍ଟରେ ସୋମାଲିକାଙ୍କ ବୟାନ ରେକର୍ଡ
ଜଗତ୍ସିଂହପୁର ଅଫିସ, ୧୧ା୨: ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ପ୍ରେମ ସମ୍ପର୍କ ଓ ବିବାହ ପ୍ରତିଶ୍ରୁତି ମାମଲା ଦିନକୁ ଦିନ ଜଟିଳ ରୂପ ନେବାରେ ଲାଗିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ବିଧାୟକ ଦାସଙ୍କ ବିରୋଧରେ ତାଙ୍କ ପ୍ରେମିକା ତଥା ସ୍ଥାନୀୟ ଦେଉଳୀଗ୍ରାମେଶ୍ୱର…
୧୩ରେ କେନ୍ଦୁଝର ଯିବେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର, ୧୧। ୨(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୩ ତାରିଖରେ କେନ୍ଦୁଝର ଜିଲା ଗ୍ରସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଥିଲେ ହେଁ ଅଧିକାରୀ ସ୍ତରରେ କାର୍ଯ୍ୟକ୍ରମ ନେଇ କୌଣସି ସୂଚନା ଦେଇନାହାନ୍ତି।…
Archives


