ରାଜ୍ୟ

ଦୁର୍ଗମ ତୁଳସୀ ଗାଁରେ ବରିଷ୍ଠ ପୋଲିସ ଅଧିକାରୀ

ମାଲକାନଗିରି,୧୩ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକରେ ଥିବା ଦୁର୍ଗମ ତୁଳସୀ ଘାଟିରେ ଗତ ମାସଠାରୁ ଅସ୍ଥାୟୀ ବିଏସ୍‌ଏଫ୍‌ କ୍ୟାମ୍ପ ଖୋଲାଯାଇଛି। ଶୁକ୍ରବାର ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଏଡିଜି ଅପରେଶନ ଅମିତାଭ ଠାକୁର, କୋରାପୁଟ ଡିଆଇଜି ରାଜେଶ ପଣ୍ଡିତ, ବିଏସ୍‌ଏଫ୍‌ର…

ଖଗେଶ୍ୱରଙ୍କ ଜାମିନ ଖାରଜ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ବହୁଚର୍ଚ୍ଚିତ ହନିଟ୍ରାପ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ର ଦୀର୍ଘଦିନ ହେବ ଝାରପଡ଼ା ଜେଲରେ ରହିଛନ୍ତି। ଏଭଳିସ୍ଥିତିରେ ଖଗେଶ୍ୱରଙ୍କ ପାଇଁ ଅଡ଼ୁଆ ବଢ଼ିଛି। ଇଡି ମାମଲାରେ…

ଆଇଟିଆଇ ଛାତ୍ରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର ,୧୩ା୫ (ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଥିବା ଏକ ବୈଷୟିକ ଶିକ୍ଷାନୁଷ୍ଠାନ ହଷ୍ଟେଲରେ ଜଣେ ଆଇଟିଆଇ ଛାତ୍ର ଫ୍ୟାନ୍‌ରେ ଗାମୁଛା ଦ୍ୱାରା ଝୁଲି ଆତ୍ମହତ୍ୟା କରିଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦପଦା ଥାନା ଅନ୍ତର୍ଗତ ହାଟସାହିର ରୁଦ୍ର ମାଧବ…

୧୫ରୁ ଦୁବାଇକୁ ସିଧାସଳଖ ଉଡ଼ିବ ବିମାନ

ଭୁବନେଶ୍ୱର, ୧୩।୫ (ବ୍ୟୁରୋ): ଆସନ୍ତା ୧୫ ତାରିଖ ସୋମବାରଠାରୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ିବ। ଏଥିପାଇଁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ସୋମବାର ସନ୍ଧ୍ୟା ୬ଟା ୪୫ରେ ବିମାନଟି ଭୁବନେଶ୍ୱର ଛାଡିବ ଏବଂ ରାତି…

ରାଜଧାନୀ ସୁପରଫାଷ୍ଟରେ ନିଆଁ

ବାଲେଶ୍ୱର ଅଫିସ/ ଜଳେଶ୍ୱର,୧୩ା୫(ଡି.ଏନ.ଏ.): ନୂଆଦିଲ୍ଲୀରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ୨୨୮୨୪ ଡାଉନ୍‌ ରାଜଧାନୀ ଟ୍ରେନ୍‌ର ପେଣ୍ଟ୍ରିକାର୍‌ ଚକରେ ଶୁକ୍ରବାର ନିଅଁା ଲାଗିଯାଇଥିଲା। ହେଲେ ଲୋକୋ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଟ୍ରେନ୍‌କୁ ବ୍ରେକ୍‌ ଦେଇ ଜଳେଶ୍ୱର ଷ୍ଟେଶନର ଅନତି ଦୂରରେ ଅଟକା…

ବିଦ୍ୟୁତ୍‌ ଆଘାତରେ ୪ ହାତୀ ମୃତ

ଗୁଣପୁର/ପାରଳାଖେମୁଣ୍ଡି,୧୩ା୫(ଡି.ଏନ୍‌.ଏ.): ଓଡ଼ିଶା ସୀମାନ୍ତ ଆନ୍ଧ୍ରପ୍ରଦେଶ ପାର୍ବତୀପୁର ମାନ୍ୟମ ଜିଲା କାତ୍ରାଗାଡ଼ା ନିକଟରେ ଶୁକ୍ରବାର ୪ଟି ହାତୀଙ୍କ ମୃତଦେହ ଠାବ ହୋଇଛି। ହାତୀ ମୃତଦେହଗୁଡ଼ିକ ଏକ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ନିକଟରେ ପଡ଼ି ରହିଛି। ତେଣୁ ବିଦ୍ୟୁତ୍‌ ଆଘାତରେ ହାତୀ ମୃତ୍ୟୁ ଘଟିଥିବା ସ୍ପଷ୍ଟ…

ମାଲକାନଗିରିରେ ହଁ, କୋରାପୁଟରେ ନା

କଳ୍ପତରୁ ମହାନ୍ତି ବୈପାରିଗୁଡ଼ା, ୧୩ା୫: ଦୀର୍ଘବର୍ଷର ଦାବି ସତ୍ତ୍ୱେ କୋରାପୁଟ ଜିଲାରେ ବସବାସ କରୁଥିବା ‘ଦୁରୁଆ’ଙ୍କୁ ମିଳୁନାହିଁ ଆଦିବାସୀ ମାନ୍ୟତା। ପଡ଼ୋଶୀ ମାଲକାନଗିରି ଜିଲାରେ ସମାନ ବର୍ଗର ଲୋକଙ୍କୁ ଜନଜାତି ପ୍ରମାଣପତ୍ର ପ୍ରଦାନ କରାଯାଉଥିବାବେଳେ ପ୍ରଶାସନିକ ଅବହେଳାରୁ କୋରାପୁଟରେ ଦୁରୁଆ ସମ୍ପ୍ରଦାୟ…

ଝାରସୁଗୁଡ଼ା ଉପନିର୍ବାଚନ ଫଳାଫଳ ଆଜି

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଶନିବାର ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏଥିପାଇଁ ତ୍ରି-ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଶୁକ୍ରବାର ଗଣମାଧ୍ୟମକୁ ସୂଚନା…

ବାଚସ୍ପତି ଆରୁଖଙ୍କ ପରେ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଲେ ୨ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଶୁକ୍ରବାର ଇସ୍ତଫା ପରେ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଲେ ୨ ରାଷ୍ଟ୍ରମନ୍ତ୍ରୀ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ଶ୍ରମ ଏବଂ କର୍ମଚାରୀ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁ…

ଇସ୍ତଫା ଦେଲେ ବାଚସ୍ପତି ବିକ୍ରମ ଆରୁଖ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଶୁକ୍ରବାର ସନ୍ଧ୍ୟାରେ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ଉପବାଚସ୍ପତିଙ୍କୁ ପଠାଇଥିବା କହିଛନ୍ତି। ବ୍ୟକ୍ତିଗତ କାରଣ ଯୋଗୁ ସେ ଇସ୍ତଫା ଦେଇଥିବା ଜଣାପଡିଛି। ତେବେ ଆରୁଖ ଇସ୍ତଫା ଦେବା ପରେ…

ଅସହ୍ୟ ତାତି: ଝାରସୁଗୁଡାରେ ୪୧.୨ ଡିଗ୍ରୀ ତାପମାତ୍ରା ରେକର୍ଡ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରଭାହ। ସକାଳ ୯ଟାରୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ତେବେ ଶୁକ୍ରବାର ଦିନ ୨ ଟା ୩୦ ସୁଦ୍ଧା ଝାରସୁଗୁଡାରେ ୪୧.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା…

ଭିଜିଲାନ୍ସ ଜାଲରେ ଛତ୍ରପୁର ତହସିଲ ଅଫିସର ବରିଷ୍ଠ ରାଜସ୍ବ ସହାୟକ

ଛତ୍ରପୁର,୧୨।୫(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ତହସିଲ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ ସ୍ବାତି ସୁଚରିତା ପାତ୍ର ଘରବାରି ପଟ୍ଟା କରିଦେବା ଲାଗି ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଉକ୍ତ ଲାଞ୍ଚ ଟଙ୍କା ସହ ବିଭିନ୍ନ କାଗଜ ପତ୍ରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri