ରାଜ୍ୟ

ଦୀର୍ଘଦିନ ଶାସନରେ ରହିବା ସତ୍ତ୍ୱେ କାହିଁକି ଜାତିଗତ ଜନଗଣନା କଲାନି କଂଗ୍ରେସ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୦।୧୦(ସୁନିତ୍‌ ମିଶ୍ର):ଜାତିଗତ ଜନଗଣନା ଆଳରେ ସୋମବାର କଂଗ୍ରେସ ସମାଜକୁ ବିଭାଜିତ କରି ରାଜନୈତିକ ରୁଟି ସେକିବା ପାଇଁ ଚେଷ୍ଟା କରିଛି। ସ୍ବାଧୀନତା ପରଠାରୁ ୟୁପିଏ-୨ ପର୍ଯ୍ୟନ୍ତ କଂଗ୍ରେସ ଜାତିଗତ ଜନଗଣନାକୁ ତୀବ୍ର ବିରୋଧ କରିଥିଲା ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଟୁଇଟ୍‌…

ସ୍ବାଭାବିକଠାରୁ ୫ ଡିଗ୍ରୀ ଉପରେ ପାରଦ

ଭୁବନେଶ୍ୱର,୧୦ା୧୦(ଅନିଲ ଦାସ):ଗତ କିଛିଦିନ ହେବ ରାଜ୍ୟରେ ପ୍ରଚଣ୍ଡ ଖରା ଓ ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ତାପମାତ୍ରା ୩୬ ଡିଗ୍ରୀ ସେଲସିୟସ ଉପରକୁ ଉଠି ଯାଉଛି। ଅକ୍ଟୋବର ଦ୍ୱିତୀୟ ସପ୍ତାହରେ ତାପମାତ୍ରା ସ୍ବାଭାବିକ ଭାବେ ୩୦ରୁ ୩୨ ଡିଗ୍ରୀ ସେଲସିୟସ ରହିଥାଏ।…

୧୨ରୁ ୬ ଜିଲାରେ ‘ଲକ୍ଷ୍ମୀ’ ବସ୍‌ ଚଳାଚଳ

ଭୁବନେଶ୍ୱର, ୧୦।୧୦(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି.କେ. ପାଣ୍ଡିଆନ ସୋମବାର ‘ଲକ୍ଷ୍ମୀ’ ଯୋଜନାର ବସ୍‌ କର୍ମଚାରୀମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ନିଃସ୍ବାର୍ଥପର ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି। ଲୋକସେବା ଭବନ କନ୍‌ଭେନ୍‌ଶନ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ ବସ୍‌…

ସ୍କୁଲରେ ପିଲା ଶୁଣିଲେ ହକିର ଜୟଗାଥା

ଭୁବନେଶ୍ୱର, ୧୦ା୧୦(ଅସମାପିକା ସାହୁ):ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ସୋମବାର ଛାତ୍ରୀଛାତ୍ରଙ୍କୁ ହକିର ସଫଳତା ସମ୍ବନ୍ଧରେ ଏକ ପ୍ରେରଣାଦାୟୀ ବକ୍ତବ୍ୟ ଦିଆଯାଇଛି। ପ୍ରାର୍ଥନା ସଭାରେ ସମସ୍ତ ଶିକ୍ଷକଙ୍କ ଉପସ୍ଥିତିରେ ଛାତ୍ରୀଛାତ୍ରଙ୍କୁ ଭାରତୀୟ ହକି ଦଳର ସଫଳତାର କାହାଣୀ କୁହାଯାଇଛି।…

୩ୟ ଶ୍ରେଣୀରୁ ଡ୍ରପ୍‌ଆଉଟ୍‌ ସଂଖ୍ୟା ବଢୁଛି

ଯାଜପୁର,୧୦ା୧୦(ହର୍ଷବର୍ଦ୍ଧନ ବେହେରା): ବହୁଳ ପ୍ରସାରିତ ସର୍ବଶିକ୍ଷା ଅଭିଯାନ ଯାଜପୁର ଜିଲାରେ ଛାତ୍ରୀଛାତ୍ରଙ୍କୁ ସ୍କୁଲରେ ରଖିବାରେ ସେତେଟା ସଫଳ ହୋଇ ନ ଥିବା ପ୍ରତୀୟମାନ ହୋଇଛି। ପ୍ରତିବର୍ଷ ୩ୟରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ଡ୍ରପ୍‌ଆଉଟ୍‌ ସଂଖ୍ୟା ବଢ଼ିବାରେ ଲାଗିଛି। ୟୁନିଫାଏଡ ଡିଷ୍ଟ୍ରିକ୍ଟ ଇନଫରମେଶନ…

ବେଗୁନିଆରେ ଖୋଲିବ ଉପଖଣ୍ଡ ହସ୍ପିଟାଲ

ଭୁବନେଶ୍ୱର, ୯।୧୦(ଅସମାପିକା ସାହୁ): ଖୋର୍ଦ୍ଧା ଜିଲା ବେଗୁନିଆଠାରେ ଉପଖଣ୍ଡ ହସ୍ପିଟାଲ(ଏସ୍‌ଡିଏଚ୍‌) ଖୋଲିବ। ୧୦୦ ଶଯ୍ୟା ବିଶିଷ୍ଟ ଏହି ଏସ୍‌ଡିଏଚ୍‌ ଖୋଲିବା ପାଇଁ ରାଜ୍ୟ ସରକାର ଅନୁମୋଦନ ଦେଇଛନ୍ତି। ଏ ନେଇ ସୋବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି…

ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୯।୧୦(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଦୌରାଜଜ୍‌ ରୂପଶ୍ରୀ ଚୌଧୁରୀ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ଏବଂ ପ୍ରମାଣକୁ ଭିତ୍ତିକରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ଜଣକ ଜରଡ଼ା ଥାନା ଅଧୀନ…

ସିକିମରେ ଫସିଛନ୍ତି ୭ ଓଡ଼ିଆ ପର୍ଯ୍ୟଟକ

ଭୁବନେଶ୍ୱର,୯।୧୦: ସିକିମ ବନ୍ୟାରେ ଫସିରହିଥିବା ପର୍ଯ୍ୟଟକଙ୍କ ସିକିିମ ସରକାର ଲିଷ୍ଟ ଜାରି କରିଛନ୍ତି। ସେଥିମଧ୍ୟରୁ ଓଡ଼ିଶାରୁ ୭ ଜଣ ପର୍ଯ୍ୟଟକ ଫସି ରହିଛନ୍ତି । ସୂଚନା ଜାରି କରାଯାଇଥିବା ଲିଷ୍ଟରେ ୮୨୧ରୁ ୮୨୭ ପର୍ଯ୍ୟନ୍ତ ଓଡ଼ିଶା ପର୍ଯ୍ୟଟକ ରହିଛନ୍ତି। ତେବେ ଓଡ଼ିଆ…

ଅକ୍ଟୋବର ୩୧ ଯାଏ ବସ ଧର୍ମଘଟ ସ୍ଥଗିତ

ଭୁବନେଶ୍ୱର,୯।୧୦: ରାଜ୍ୟବ୍ୟାପୀ ବସ ଧର୍ମଘଟ ଆସନ୍ତା ୧୦ ତାରିଖରେ ଦିଆଯାଇଥାନ୍ତା। ତେବେ ଏହି ଧର୍ମଘଟ ସ୍ଥଗିତ ରଖିବା ପାଇଁ ରାଜ୍ୟ ଘରୋଇ ବସ ମାଲିକ ସଂଘନିଷ୍ପତ୍ତି ନେଇଛି। ଅକ୍ଟୋବର ୩୧ ଯାଏ ଧର୍ମଘଟ ସ୍ଥଗିତ ରଖିବାକୁ ସ୍ଥିର ହୋଇଛି। ରାଜ୍ୟ ଘରୋଇ…

୧୩ ସହରର ୧୪୯ ଓ୍ବାର୍ଡରେ ଆରମ୍ଭ ହେଲା ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌: ୧୨ ଲକ୍ଷ ୩୦ ହଜାର ଲୋକ ଉପକୃତ

ଭୁବନେଶ୍ୱର,୯ା୧୦(ଅସମାପିକା ସାହୁ): ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନର ୩ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଓଡ଼ିଶାର ୫ଟି ସହର ସମେତ ଅନ୍ୟ ୧୩ଟି ସହରର ୧୪୯ଟି ଓ୍ବାର୍ଡରେ ୨୪ ଘଣ୍ଟିଆ ଜଳ ଯୋଗାଣ ସୁବିଧାର ଶୁଭାରମ୍ଭ କରିଛନ୍ତି।…

ଫସଲ ଜଗିବାକୁ ମଞ୍ଚାରେ ଶୋଇଥିବା ବେଳେ ଯୁବକଙ୍କ ଗଳାକାଟି ହତ୍ୟା

ଅନୁଗୋଳ,୯ା୧୦(ଅମିତ କୁମାର ସାମଲ): ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଓଲାବିର ଗାଁରେ ରବିବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛ। ଫସଲ ଜଗିବାକୁ ମଞ୍ଚାରେ ଶୋଇଥିବା ବେଳେ ଜଣେ ଯୁବକଙ୍କ ବେକକୁ କେହି ଦୁର୍ବୃତ୍ତ ଆକ୍ରମଣ କରି ହତ୍ୟା କରିଛି। ସୂଚନାନୁଯାୟୀ,…

ବନ୍ଧୁଙ୍କୁ ପଠାଇଲେ ୨ ହଜାର ଟଙ୍କା, କିଛି ସମୟ ପରେ ଆକଉଣ୍ଟରେ ଆସିଗଲା ୭୫୩ କୋଟି ଟଙ୍କା: ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୯।୧୦: ତାମିଲନାଡୁରେ ପୁଣି ଥରେ ବ୍ୟାଙ୍କ ଆକାଉଣ୍ଟକୁ କୋଟି ଟଙ୍କା ଟ୍ରାନ୍ସଫର ମାମଲା ସାମ୍ନାକୁ ଆସିଛି। ଚେନ୍ନାଇରେ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କ ଆକାଉଣ୍ଟକୁ ୨ ହଜାର ଟଙ୍କା ପଠାଇଥିଲେ। ଏହା ପରେ ସେ ତାଙ୍କ ବ୍ୟାଙ୍କ ଆକାଉଣ୍ଟ ବାଲାନ୍ସ ଚେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?