ରାଜ୍ୟ

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ । ହେଲେ ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି । ବଣଭୋଜି କରି…

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଶ୍ରୀମନ୍ଦିରର ସୁରକ୍ଷାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଭିତର ଏବଂ ବାହାରେ ସିସିଟିଭି…

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା ବେଳେ ମଙ୍ଗଳବାର ସକାଳେ ଗୋଟିଏ ଗୋଷ୍ଠୀର ୪ ଜଣ କିନ୍ନରଙ୍କୁ ଆକ୍ରମଣ ସହ ଚୁଟି…

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ବାରା ଚଢ଼ାଉ କରାଯାଇଛି। ଚଢାଉରେ ଜିତେନ୍ଦ୍ର ପଣ୍ଡାଙ୍କ ଘରୁ ୭୫ ଲକ୍ଷ ଜବତ…

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ସୂଚନା ମିଳିଛି। ଅର୍ପିତା ହାଇକୋର୍ଟରେ ଆଗୁଆ ଜାମିନ ଆବଦେନ କରିଛନ୍ତି। ପୂର୍ବରୁ…

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର ହୋଇପଡ଼ୁଛି । ଏହି ମହୋତ୍ସବ ଦେଖିବା ପାଇଁ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ବ୍ୟାଗରେ ଆଣୁଥିଲେ ୪ କୋଟିର ଗଞ୍ଜେଇ, ଭୁବନେଶ୍ବର ବିମାନ ବନ୍ଦରରେ ଜବତ କଲା କଷ୍ଟମ୍ ବିଭାଗ

ଭୁବନେଶ୍ବର,୩୦।୧୨:  ଭୁବନେଶ୍ବରରୁ ବିମାନ ବନ୍ଦରରୁ ଜବତ ହେଲା ଗଞ୍ଜେଇ । ୪ କୋଟିର ଗଞ୍ଜେଇ ଜବତ । ଜଣେ ଯାତ୍ରୀଙ୍କ ବ୍ୟାଗରୁ ଏହି ଗଞ୍ଜେଇ ଜବତ କରିଛି କଷ୍ଟମ ବିଭାଗ। ତେବେ ଆଗକୁ ନୂଆବର୍ଷ ଆସୁଥିବା ବେଳେ ଏହାକୁ ଦୃଷ୍ଟିରେ ରଖି…

ଜିରୋ ନାଇଟ୍‌ ସେଲିବ୍ରେଶନ୍‌: ରାତି ୧୨ଟା ପରେ ମ୍ୟୁଜିକ ମନା

ଭୁବନେଶ୍ୱର,୩୦।୧୨: ନୂଆବର୍ଷ ପାଳନ ପାଇଁ ପୋଲିସ ପକ୍ଷରୁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୧୮ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହେବେ ବୋଲି ସୂଚନା ମିଳିଛି। ଏପରିକି ଜିରୋ ନାଇଟ୍‌ ଉତ୍ସବ ବେଳେ ଯେପରି କୌଣସି ଅଘଟଣ…

ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ, ରାଜବାଟି ବୁଲି ଫ୍ୟାନ୍ସଙ୍କ ସହ ଫଟୋ ଉଠାଇଲେ

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ ମିଳିଛି । ହଠାତ ଅରିଜିତ ସିଂ ଗଡ଼ମଧୁପୁର ରାଜବାଟିରେ ପହଞ୍ଚିଥିଲେ। ସେଠାରେ ଗଡ଼ମଧୁପୁର ରାଣୀ…

PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ କରିଛି। ତେବେ ଆୟଠାରୁ ଅଧିକ ସମ୍ପତ୍ତି ରଖିଥିବା ଅଭିଯୋଗରେ ଚଢାଉ ହୋଇଥିବା ଜଣାପଡିଛି। ସେ…

ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୫ଟି ସ୍ଥାନରେ ଚଢାଉ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ  କରିଛି । ବେଆଇନ ସମ୍ପତ୍ତି ରଖିବା ଅଭିଯୋଗରେ ଭିଜିଲାନ୍ସ  ରେଡ କରିଥିବା ନେଇ ସୂଚନା ରହିଛି । ଖବର…

ଜାଡ଼ରେ ଥରୁଛି ଓଡ଼ିଶା: ୧୦ ଡିଗ୍ରୀ ତଳେ ୧୫ ସହର

ଭୁବନେଶ୍ୱର,୩୦।୧୨(ବନ୍ଦନା ସେଠୀ):ଜାଡ଼ରେ ଥରୁଛି ସାରା ରାଜ୍ୟ। ନୂଆବର୍ଷ ପର୍ଯ୍ୟନ୍ତ ଶୀତରେ ସେଭଳି କିଛି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା ପରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ବଢିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri