ରାଜ୍ୟ

ଦିଲ୍ଲୀ ଗଲେ ନବୀନ, ବଢୁଛି ଚର୍ଚ୍ଚା: ଦେବୀ କହିଲେ…

ଭୁବନେଶ୍ୱର,୨ା୬(ସୁନିତ୍‌ ମିଶ୍ର):ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ୭ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ନବୀନ ନିର୍ଦ୍ଦିଷ୍ଟ ଭାବେ କେଉଁ ଉଦ୍ଦେଶ୍ୟ ନେଇ ଦିଲ୍ଲୀ ଯାଇଛନ୍ତି ସେନେଇ ମୁହଁ ଖୋଲିନାହାନ୍ତି। ମାତ୍ର ତାଙ୍କ ଗସ୍ତ ପରେ ବରିଷ୍ଠ ନେତା…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା ହାତୀ ଆକ୍ରମଣରେ ଜଣକର ମୃତ୍ୟୁ ହୋଇଛି । ମୃତକ ଜଣକ ହେଉଛନ୍ତି ଡମୋଳ…

୩ରେ ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୨ା୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଜୁନ୍‌ ୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୬ଟା ୩୦ରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୮ଟି ବିଭାଗର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର ୨୯ତମ ଦିନ ଅବସରରେ ଗଞ୍ଜାମ ଜିଲା କଂଗ୍ରେସ (ପୂର୍ବ) କମିଟି ସଭାପତି ରଶ୍ମି…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲା ମୁରୀବାହାଲ ବ୍ଲକ ସମ୍ମୁଖରେ। ନିର୍ବାଚିତ ପ୍ରତିନିଧି ସମିତି ସଭ୍ୟ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ ମାଧ୍ୟମରେ ଭକ୍ତମାନଙ୍କୁ ମହାପ୍ରସାଦ ବିକ୍ରି କରାଯାଉଥିବା ବିଜ୍ଞାପନ ସୋସିଆଲ ମିଡିଆରେ ଭାଇରାଲ୍ ହେଉଛି।…

କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା; ବଡ଼ ଆକ୍ସନ, ୩ ପୋଲିସ….

ଭୁବନେଶ୍ବର,୧।୬: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି । କବିସୂର୍ଯ୍ୟନଗର ଥାନା ଓ ବାଲିଚାଇ ଫାଣ୍ଡିର ସବୁ ପୋଲିସଙ୍କ ବଦଳି ନିର୍ଦ୍ଦେଶ ଦିଆଯାଇଛି । ୩ଜଣଙ୍କୁ ନିଲମ୍ବନ କଲେ…

ଟୋକନ ସମସ୍ୟା ନେଇ ଆମରଣ ଅନଶନରେ ଚାଷୀ : ସ୍ଥାୟୀ ସମାଧାନ ନ ହେଲେ…

ଝାରବନ୍ଧ, ୧।୬ (ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଟୋକନ ସମସ୍ୟାର ସମାଧାନ ଦାବିରେ ସୋମବାର ଡଭା ବଜାର ପ୍ରାଙ୍ଗଣରେ ଆମରଣ ଅନଶନ ଆରମ୍ଭ ହୋଇଛି। ସୂଚନା ଅନୁଯାୟୀ, ଝାରବନ୍ଧ ବ୍ଲକ…

ଅର୍ଥ ବିଭାଗର ବଡ଼ ନିର୍ଦ୍ଦେଶ: ସରକାରୀ କାର୍ଯ୍ୟରେ EV ବାଧ୍ୟତାମୂଳକ

ଭୁବନେଶ୍ୱର,୧।୬: ଅର୍ଥ ବିଭାଗ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳି ଜାରି କରାଯାଇଛି। ସରକାରୀ କାର୍ଯ୍ୟରେ ଇଲେକ୍ଟ୍ରିକ ଯାନବାହନ (EV) ବ୍ୟବହାର ପାଇଁ ଅର୍ଥ ବିଭାଗ ପକ୍ଷରୁ ବାଧ୍ୟତାମୂଳକ କରାଯାଇଛି। ଅର୍ଥ ବିଭାଗର ନିର୍ଦ୍ଦେଶ ମୁତାବକ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କ ସରକାରୀ…

ଇନ୍ଦ୍ରମଣି ସ୍କୁଲ ଚୋରି ଘଟଣା; ୱାଚମ୍ୟାନକୁ ଉଠାଇନେଲା ଧାମନଗର ପୋଲିସ

ତିହିଡ଼ି,୧।୬(କାଳନ୍ଦୀ ବେହେରା): ଧାମନଗର ଥାନା ଅନ୍ତର୍ଗତ ଇନ୍ଦ୍ରମଣି ଉଚ୍ଚ ବିଦ୍ୟାପୀଠରେ ଘଟିଥିବା ବଡ଼ଧରଣର ଚୋରି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ବିଦ୍ୟାଳୟରୁ ଇନଭର୍ଟର, ଦୁଇଟି ବ୍ୟାଟେରୀ, ସିସିଟିଭି କ୍ୟାମେରାର ହାର୍ଡ ଡିସ୍କ, କମ୍ପ୍ୟୁଟର ମନିଟର ସମେତ ବହୁ ମୂଲ୍ୟବାନ…

ବନ୍ୟଜନ୍ତୁ ଶିକାର ପାଇଁ ଖଞ୍ଜା ଯାଇଥିଲା ବୋମା: ଚକଡ଼ି ଦେଲେ ଘୁଷୁରୀ ଚରାଇବାକୁ ଯାଇଥିବା ଯୁବକ, ପରେ…

ଦିଗପହଣ୍ଡି,୧|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଥୁରା ଗ୍ରାମ ପୋଖରୀ ନିକଟରେ କେହି ଶିକାରୀ ବନ୍ୟଜନ୍ତୁ ଶିକାର ପାଇଁ ହାତ ବୋମା ଖଞ୍ଜିଥିଲେ। ଉକ୍ତ ବୋମାଟିକୁ ଚକଡ଼ି ଦେବାରୁ ବିସ୍ଫୋରଣରେ ଘୁଷୁରୀ ଚରାଇବାକୁ ଯାଇଥିବା ଜଣେ ଯୁବକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?