ରାଜ୍ୟ

ଡ୍ରେନ୍‌ ପୋତିଲେ ବିଲ୍‌ଡର, ଘଣ୍ଟ ଘୋଡ଼ାଇଲା ବିଏମ୍‌ସି

ଭୁବନେଶ୍ୱର, ୫।୨ (ବ୍ୟୁରୋ): ଜବରଦଖଲ ସମୟରେ ବିଏମ୍‌ସି କାମ ବନ୍ଦ କରୁନାହିଁ କି କାର୍ଯ୍ୟାନୁଷ୍ଠାନ ନେଉନାହିଁ। କିନ୍ତୁ ଜବରଦଖଲକୁ ଉଚ୍ଛେଦ ପାଇଁ ଅଧିକାରୀମାନେ ଲୋକଙ୍କ ଟଙ୍କାକୁ ପାଣିଭଳି ବୁହାଇ ପକେଟ ଗରମ କରୁଛନ୍ତି। ବିଏମ୍‌ସିର ଏହି ଆଭିମୁଖ୍ୟ ପାଇଁ ସହରରେ ଜବରଦଖଲ ବଢ଼ିଚାଲିଛି।…

କେବିଏନ୍‌ ଗ୍ୟାଙ୍ଗ ମୁଖ୍ୟ ବୁବୁ ଜେନା ପୁଣି ଗିରଫ

ଭୁବନେଶ୍ୱର,୪।୨(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଏମ୍ବାସି ବାର୍‌ ଭଙ୍ଗାରୁଜା ଏବଂ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ଫେରାର ଥିବା ଅନ୍ୟଜଣେ ଅଭିଯୁକ୍ତ ତଥା କେବିଏନ ଗ୍ୟାଙ୍ଗର ମୁଖ୍ୟଙ୍କୁ ମାସକ ପରେ ଧରିଛି ପୋଲିସ। ସେ ହେଲେ ଏୟାରପୋର୍ଟ ଥାନା ଅଞ୍ଚଳରେ ରହୁଥିବା କେନ୍ଦ୍ରାପଡାର…

କରେସପଣ୍ଡେନ୍ସ କୋର୍ସ ନାମଲେଖା ତଥ୍ୟ ଦାଖଲ ନିର୍ଦ୍ଦେଶ

ଭୁବନେଶ୍ୱର,୫।୨(ବ୍ୟୁରୋ): ୨୦୨୨-୨୩ ଶିକ୍ଷା ବର୍ଷରେ ଯୁକ୍ତ୨ ପ୍ରଥମ ବର୍ଷ କରେସପଣ୍ଡେନ୍ସ କୋର୍ସ (ଆନୁଷଙ୍ଗିକ ପାଠ୍ୟକ୍ରମ)ରେ ନାମ ଲେଖାଇଥିବା ଛାତ୍ରୀଛାତ୍ରଙ୍କ ତଥ୍ୟ ଦାଖଲ କରିବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ନିର୍ଦ୍ଦେଶ ଦେଇଛି। ଏ ନେଇ ଶନିବାର ପରିଷଦ ପକ୍ଷରୁ ଉଚ୍ଚ…

୪ ଓଡ଼ିଆଙ୍କୁ ମିଳିବ ସିଭି ରମଣ ପୁରସ୍କାର

ଭୁବନେଶ୍ୱର,୫।୨(ବ୍ୟୁରୋ): ଚଳିତବର୍ଷ ବିଜ୍ଞାନ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୪ ଓଡ଼ିଆ ବିଜ୍ଞାନୀଙ୍କୁ ସିଭି ରମଣ ପୁରସ୍କାର ପ୍ରଦାନ କରାଯିବ। ଏ ନେଇ ଶନିବାର ଓଡ଼ିଶାର ସିଭି ରମଣ ଚୟନ ପରିଷଦ ମହାସଚିବ ଡ. ବିଶ୍ୱଜିତ ପ୍ରଧାନ…

କ୍ୟାମ୍ପ ଅଫିସରେ ଡିଜିପିଙ୍କ ବୈଠକକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୫।୨(ବ୍ୟୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ପୋଲିସ ଏଏସ୍‌ଆଇ ଗୋପାଳ ଦାସ ଗୁଳି କରି ହତ୍ୟା କରିବା ଘଟଣାକୁ ଶନିବାର ସପ୍ତାହେ ପୂରିଛି। ହେଲେ ମନ୍ତ୍ରୀଙ୍କୁ ହତ୍ୟା କରିବା ପଛରେ କ’ଣ ରହିଛି ରହସ୍ୟ, ତାହା ଏଯାବତ ସ୍ପଷ୍ଟ ହୋଇନାହିଁ। ଏହା ଭିତରେ…

ରାଜ୍ୟ ସରକାରଙ୍କ ମାଗଣା ସିଭିଲ ସର୍ଭିସ କୋଚିଂ

ଭୁବନେଶ୍ୱର,୫।୨(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷା(ପ୍ରିଲିମ/ମୁଖ୍ୟ) ପାଇଁ ରାଜ୍ୟ ସରକାର ମାଗଣା କୋଚିଂ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଥର ୨୦୦ ସିଭିଲ ସର୍ଭିସ ଆଶାୟୀଙ୍କୁ କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ଯୋଜନା କରିଛି।…

ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣ ହୋଇଛି ୯୮୫ ରାସ୍ତା

ଭୁବନେଶ୍ୱର,୫।୨(ବ୍ୟୁରୋ): ଗ୍ରାମାଞ୍ଚଳର ବିକାଶ ଏବଂ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳ ମଧ୍ୟରେ ସବୁଦିନିଆ ଗମନାଗମନକୁ ଦୃଷ୍ଟିରେ ରଖି ଗ୍ରାମ୍ୟ ରାସ୍ତା ସଂଯୋଗୀକରଣ ନିମନ୍ତେ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ପ୍ରଚଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ୨୦୧୫-୧୬ ଆର୍ଥିକ ବର୍ଷଠାରୁ କାର୍ଯ୍ୟକାରୀ…

ବର୍ଷକ ମଧ୍ୟରେ କେନ୍ଦ୍ରାପଡ଼ାରେ ଶିଳ୍ପ ପ୍ରତିଷ୍ଠା

ଭୁବନେଶ୍ୱର,୫।୨(ବ୍ୟୁରୋ): ଶକ୍ତି, ଶିଳ୍ପ ଓ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଶନିବାର ଡୁବୁରୀ-ପାରାଦୀପ ଏକ୍ସପ୍ରେସ୍‌ ହାଇୱେ କଡ଼ରେ ଶିଳ୍ପ ପ୍ରତିଷ୍ଠା ଲାଗି ଜମି ଚିହ୍ନଟ ପାଇଁ ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲାର କେତେକ ସ୍ଥାନ ବୁଲି ଦେଖିଛନ୍ତି। ଶିଳ୍ପ ବିଭାଗ…

ଉପଜିଲାପାଳଙ୍କୁ ଆକ୍ରମଣ ଘଟଣା: ୩ ମହିଳାଙ୍କ ସମେତ ୧୧ ଗିରଫ

ବାଲେଶ୍ୱର ଅଫିସ, ୫।୨: ବାଲେଶ୍ୱର ଜିଲା ରେମୁଣା ବ୍ଲକ ମନ୍ଦାରପୁର ଓ ଦହପଡ଼ା ଅଞ୍ଚଳରେ ଶୁକ୍ରବାର ଉପଜିଲାପାଳ କୁନାଲ ମୋତିରାମ ଚଭନ ଓ ତାଙ୍କ ଡ୍ରାଇଭର ଗଗନ ବିହାରୀ ସାହୁଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ମହିଳାଙ୍କ ସମେତ ୧୧ ଜଣଙ୍କୁ…

ଧର୍ମପଦ ପୁରସ୍କାର ଓ ଶିଳ୍ପୀ ସମ୍ବର୍ଦ୍ଧନା ପାଇଁ ନାମ ଘୋଷଣା

ଭୁବନେଶ୍ୱର,୪ା୨(ବ୍ୟୁରୋ): ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ୨୦୨୨ ପାଇଁ ଚିତ୍ରକଳା ଓ ସ୍ଥାପତ୍ୟ କଳା କ୍ଷେତ୍ରରେ ସର୍ବୋଚ୍ଚ ସମ୍ମାନ ଧର୍ମପଦ ପୁରସ୍କାର, ଶିଳ୍ପୀ ସମ୍ବର୍ଦ୍ଧନା ପାଇଁ ନାମ ଘୋଷଣା କରାଯାଇଛି। ଏହି…

ଦୁର୍ଘଟଣା ଗାଡ଼ିରୁ ଟଙ୍କା ଚୋରି ମାମଲା: ୧୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୪ ଗିରଫ

ବୌଦ୍ଧ,୪ା୨(ସ୍ବ.ପ୍ର.): ବୌଦ୍ଧ ଜିଲା ବାଉଁଶୁଣୀ ଥାନାର ବହିରା ହାଇସ୍କୁଲ ଛକଠାରେ ସାଧାରଣତନ୍ତ୍ର ଦିବସ ଦିନ ଏକ ସ୍କର୍ପିଓ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ଜଣେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଆଉ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକମାନେ…

କାମକୁ ଯାଇ ଘରକୁ ଫେରି ନ ଥିଲେ ଦୁଇ ଯୁବକ: ପରିତ୍ୟକ୍ତ ବାଡ଼ିରୁ ମିଳିଲା ରକ୍ତାକ୍ତ ମୃତଦେହ

ରାଉରକେଲା ଅଫିସ,୪ା୨: ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ଥାନା ଅନ୍ତର୍ଗତ କନଷ୍ଟ୍ରକ୍‌ସନ କଲୋନୀରେ ରକ୍ତାକ୍ତ ଅବସ୍ଥାରେ ପୋଲିସ ଦୁଇ ଯୁବକଙ୍କ ମୃତଦେହକୁ ଶନିବାର ସନ୍ଧ୍ୟାରେ ଜବତ କରିଛି। ମୃତ ଯୁବକଙ୍କ ନାମ ଇନ୍ଦ୍ରଜିତ ସ୍ବାଇଁ(୨୭) ଓ ସଞ୍ଜୟ କୁମାର ଦାଶ (୩୯)। ସୂଚନାଯୋଗ୍ୟ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri