ରାଜ୍ୟ

କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ ମାମଲାରେ: ଆଜି ହେବ ଡିଏନ୍‌ଏ  ଟେଷ୍ଟ 

ଭୁବନେଶ୍ୱର ୧।୧୦ : କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ ମାମଲାରେ ରବିବାର ମା ଓ ଶିଶୁର ଡିଏନଏ ପରୀକ୍ଷା ହୋଇଛି । ଏ ନେଇ ଭୁବନେଶ୍ୱର କୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ଖବର ଅନୁଯାୟୀ, କିଛି ଦିନ ତଳେ କ୍ୟାପିଟାଲ…

କାର୍‌ ମାଡ଼ିଯାଇ ଶ୍ରମିକ ମୃତ

ଭୁବନେଶ୍ୱର,୧।୧୦(ସତ୍ୟଜିତ୍‌ ରାଉତ): ରାଜଧାନୀରେ ହିଟ୍‌ ଆଣ୍ଡ୍‌ ରନ୍‌ ଘଟଣା ସାମ୍ନାକୁ ଆସିଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଜମହଲ ଫୁଟ୍‌ପାଥ୍‌ରେ ଶୋଇଥିବା ଜଣେ ଶ୍ରମିକଙ୍କ ଉପରେ କାର୍‌ ମାଡ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତ ଶ୍ରମିକ ହେଲେ ପୁରୀ ଜିଲା ପିପିଲି ଅଞ୍ଚଳର…

ନିଶା ସେବନକାରୀଙ୍କ ସଂଖ୍ୟା ବଢୁଛି ନା ନାହିଁ ତଥ୍ୟ ରଖିପାରିବେନି ସରକାର

ଭୁବନେଶ୍ୱର, ୧।୧୦(ସୁନିତ୍‌ ମିଶ୍ର)ରାଜ୍ୟରେ ନିଶାସେବନ କରୁଥିବା ବ୍ୟକ୍ତିଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ଅନେକ ସମୟରେ ବିଭିନ୍ନ ସୂତ୍ରରୁ ପ୍ରକାଶ ପାଉଛି। ପ୍ରତ୍ୟେକ ଦିନ ନିଶା କାରବାର ବଢୁଥିବାରୁ ପୋଲିସଠାରୁ ଆରମ୍ଭକରି ଅବକାରୀ ଅଧିକାରୀଙ୍କ ପର୍ଯ୍ୟନ୍ତ ସମସ୍ତେ ବିଭିନ୍ନ ସ୍ଥାନରେ…

୪୨ ବିଭାଗର ଖର୍ଚ୍ଚଦାବି ପାରିତ

ଭୁବନେଶ୍ୱର, ୧।୧୦(ସୁନିତ୍‌ ମିଶ୍ର)ବିଧାନସଭାରେ ପ୍ରବଳ ହଟ୍ଟଗୋଳ ମଧ୍ୟରେ ଶନିବାର ପଞ୍ଚାୟତିରାଜ ଏବଂ ସ୍କୁଲ ଓ ଗଣଶଷିକ୍ଷା ବିଭାଗର ଅତିରିକ୍ତ ଖର୍ଚ୍ଚଦାବି ଆଲୋଚନାକରି ପାରିତ କରାଯାଇଛି। ଗତ ୨୮ରେ ଗୃହ ବିଭାଗ ଏବଂ ସାଧାରଣ ପ୍ରଶାସନ ବିଭାଗର ଖର୍ଚ୍ଚଦାବି ଆଲୋଚନା ହୋଇଥିଲା। ତେବେ…

ବିଧାନସଭାରେ ଭାଜପା ସଭ୍ୟଙ୍କ ହଙ୍ଗାମା

ଭୁବନେଶ୍ୱର,୧।୧୦(ଅନିଲ ଦାସ)ବାଚସ୍ପତିଙ୍କ ପୋଡିୟମ ଉପରକୁ ଡାଲି ଫିଙ୍ଗିବା ଘଟଣାରେ ଭାଜପାର ୨ ବିଧାୟକ ମୋହନ ଚରଣ ମାଝି ଏବଂ ମୁକେଶ ମହାଲିଙ୍ଗ ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି। ଏଥିସହିତ ଶାସକ ଦଳ ସଦସ୍ୟ ଅରୁଣ ସାହୁଙ୍କ ବିରୋଧୀ ଦଳ ନେତାଙ୍କ ମାନସିକ ସ୍ଥିତି…

ପ୍ରତିବର୍ଷ ଏମ୍‌ସକୁ ଆସୁଛନ୍ତି ୩ଶହରୁ ଊର୍ଦ୍ଧ୍ୱ ନୂଆ ଶିଶୁ କର୍କଟ ରୋଗୀ

ଭୁବନେଶ୍ୱର, ୧।୧୦(ଅସମାପିକା ସାହୁ)ଶିଶୁ କର୍କଟ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଶନିବାର ଏମ୍‌ସ ଭୁବନେଶ୍ୱରଠାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡା. ଆଶୁତୋଷ ବିଶ୍ୱାସ ଯୋଗଦେଇ କହିଲେ, ଶିଶୁ କର୍କଟ ରୋଗୀଙ୍କୁ ବିଶେଷ ଚିକିତ୍ସା…

ମୁଣ୍ଡରେ ରିବନ୍‌ ବାନ୍ଧି ଝାଡୁ କଲେ, ଦଣ୍ଡବତ ହେଲେ

ଭୁବନେଶ୍ୱର,୧।୧୦(ଅନୁରାଧା ମହାରଣା)ଗାଁ ସାଥୀଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ସରକାରୀ ଗାଇଡ୍‌ଲାଇନ କାର୍ଯ୍ୟକାରୀ କରାଯାଉନାହିଁ। ମାସିକ ପ୍ରୋତ୍ସାହନ ରାଶି ପ୍ରଦାନ ପାଇଁ ୨୦୨୧ ମସିହାରେ ତତ୍‌କାଳୀନ ପଞ୍ଚାୟତିରାଜ ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ହୋଇଥିଲେ ମଧ୍ୟ ବର୍ତ୍ତମାନ ଯାଏ ଏହାକୁ…

ଦେଇଥିବା ପ୍ରତିଶ୍ରୁତି ପାଳନ କରାଯାଉନି: ଭାଜପା

ଭୁବନେଶ୍ୱର, ୧।୧୦ ସୁନିତ୍‌ ମିଶ୍ର): ଲୋୟର ପିଏମ୍‌ଜିରେ ଗତ ୨୫ ତାରିଖରୁ ରାସ୍ତାରେ ଝାଡୁ ମାରି, ଦଣ୍ଡବତ କରି ଗାଁ ସାଥୀମାନେ ଦାବି ଉପସ୍ଥାପନା କରିଛନ୍ତି। ହେଲେ ରାଜ୍ୟ ସରକାର ଏଥିପ୍ରତି ଆଦୌ କର୍ଣ୍ଣପାତ କରୁନାହାନ୍ତି। ପଞ୍ଚାୟତ ଓ ବ୍ଲକରେ ଗାଁ…

ମନ୍ତ୍ରୀଙ୍କୁ ଭେଟିଲେ, ଚାଲିବ ଆନ୍ଦୋଳନ

ଭୁବନେଶ୍ୱର,୧।୧୦(ଅନୁରାଧା ମହାରଣା)ସରକାରୀ ଅନୁଦାନ ନୀତି (ଜିଆଇଏ) ଲାଗୁ କରିବା ପାଇଁ ସମସ୍ତ ବେସରକାରୀ ଅନୁଦାନ ଓ ଅଣ-ଅନୁଦାନ (ଯୁକ୍ତ ୨ ଓ ଯୁକ୍ତ ୩) ମହାବିଦ୍ୟାଳୟ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ସଂଘ ଗାନ୍ଧୀମାର୍ଗରେ ୭୫ ଦିନ ଧରି ଶାନ୍ତିପୂର୍ଣ୍ଣ ଭାବେ…

୧୦ ଲକ୍ଷ ଟଙ୍କାର ନକଲି ପ୍ରସାଧନ ସାମଗ୍ରୀ ଜବତ

ବ୍ରହ୍ମପୁର,୩୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଲାକ୍‌ମି ବ୍ରାଣ୍ଡ କମ୍ପାନୀର ନକଲି ପ୍ରସାଧନ ସମାଗ୍ରୀ ବିକ୍ରି ହେଉଥିବା ନେଇ ହିନ୍ଦୁସ୍ତାନ ଲିଭର୍‌ କମ୍ପାନୀ ପକ୍ଷରୁ ଅଭିଯୋଗ ହୋଇଥିଲା। ଏହାକୁ ଆଧାର କରି ଶନିବାର ବଡ଼ବଜାର ଏବଂ ଟାଉନ୍‌ ଥାନା ପୋଲିସ ପକ୍ଷରୁ ଏକାଧିକ ସ୍ଥାନରେ…

ସାନ୍ତାଳୀ-ଓଡ଼ିଆ-ଇଂରାଜୀ ଶବ୍ଦକୋଷ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୯(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶନିବାର ନବୀନ ନିବାସଠାରେ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ସାନ୍ତାଳୀ-ଓଡ଼ିଆ-ଇଂରାଜୀ ଶଦ୍ଦକୋଷକୁ ଲୋକାର୍ପଣ କରିଛନ୍ତି। ଏଥିସହିତ ସୌରା, କୁଇ, କୁଭି, ଗୋଣ୍ଡି ଓ ମୁଣ୍ଡା ଭାଷାର ପ୍ରାଥମିକ ଶ୍ରେଣୀ ନିମନ୍ତେ ୨୧ଟି…

ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୯(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି। ୩୪ଟି ସାଇବର ସୁରକ୍ଷା ରଥ ଆଜିଠାରୁ ସାରା ରାଜ୍ୟର ବିଭିନ୍ନ ସ୍କୁଲ, କଲେଜ ଓ ପଞ୍ଚାୟତ ଆଦି ଭ୍ରମଣ କରି ସାଇବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?