ରାଜ୍ୟ

ତୋଟାରୁ ମିଳିଲା ନରକଙ୍କାଳ

ବିଷମକଟକ,୩୦ା୯(ବିଭୂତି ନାୟକ): ରାୟଗଡ଼ା ଜିଲା ବିଷମକଟକ ଥାନା ନିର୍ଗୁଣ୍ଡି ଗ୍ରାମ ୧୨ ବଖରା ଅଞ୍ଚଳର ନୀଳଗିରି ତୋଟାରେ ଏକ ନର କଙ୍କାଳ ଠାବ କରିଛି ପୋଲିସ। ଏହି ନରକଙ୍କାଳ ନିର୍ଗୁଣ୍ଡି ଗ୍ରାମର ସ୍ବାମ ମାଣ୍ଡିକାର ବୋଲି ପରିବାର ପକ୍ଷରୁ ଜଣାପଡ଼ିଛି। ତେବେ…

ଝାଡ଼ାବାନ୍ତିରେ ୩ ମୃତ, ୫୦ ଆକ୍ରାନ୍ତ

ଅମରପାଲି,୩୦।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କମିରା ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପୁଛି। ପ୍ରାୟ ୫୦ରୁ ଅଧିକ ବ୍ୟକ୍ତି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ୩ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକମାନେ ହେଲେ କମିରା ଗ୍ରାମର ଦର୍ଶନି ବେହେରା(୫୦) ଓ…

ଧାନ କିଣାରେ ସ୍ବଚ୍ଛତା ଜଗିବ ସିସିଟିଭି

ସୋନପୁର,୩୦।୯(ମୃତ୍ୟୁଞ୍ଜୟ ଶତପଥୀ): ଚଳିତବର୍ଷ ଧାନକିଣା ଆରମ୍ଭ ପୂର୍ବରୁ ସମସ୍ତ ସରକାରୀ କ୍ରୟ କେନ୍ଦ୍ର ବା ମଣ୍ଡିରେ ସିସିଟିଭି କାମେରା(କ୍ଲୋଜ ସର୍କିଟ) ଲଗାଇବା ଉପରେ ସରକାର ଯଥେଷ୍ଟ ଗୁରୁତ୍ୱ ଦେଉଛନ୍ତି। ଓଡ଼ିଶା ବିଧାନସଭା ଷ୍ଟାଣ୍ଡିଂ କମିଟି ସୁପାରିସ୍‌କୁ ୨୦୨୩-୨୪ ଖରିଫ ଋତୁ ଧାନ…

ଆଜିଠୁ ପିତୃପକ୍ଷ ଆରମ୍ଭ

ଭୁବନେଶ୍ୱର,୩୦।୯: ଆଜିଠାରୁ ପିତୃପକ୍ଷ ଆରମ୍ଭ ହୋଇଛି। ଆଶ୍ୱିନ ମାସ କୃଷ୍ଣ ପକ୍ଷ ପ୍ରତିପଦାଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପିତୃପୁରୁଷଙ୍କୁ ତିଳ ତର୍ପଣ ଓ ତିଥି ଅନୁଯାୟୀ ପିଣ୍ଡଦାନ କରାଯିବ। ଶ୍ରୀକ୍ଷେତ୍ରର ପଞ୍ଚତୀର୍ଥ ଓ ନରେନ୍ଦ୍ର ପୁଷ୍କରଣୀରେ ଲୋକେ ତିଳତର୍ପଣ କରିଛନ୍ତି। ବିନ୍ଦୁସାଗରରେ ମଧ୍ୟ…

ରାଜ୍ୟରେ କାର୍ଯ୍ୟ କରୁଛି ୨୦୦ ଆଇଟି, ଇଲେକ୍ଟ୍ରୋନିକ୍ସ ସଂସ୍ଥା

ଭୁବନେଶ୍ୱର, ୩୦ା୯(ସୁନିତ୍‌ ମିଶ୍ର): ରାଜ୍ୟର ଅଧିକାଂଶ ଆଇଟି କମ୍ପାନୀ ଖୋର୍ଦ୍ଧା ଜିଲାରେ ରହିଛି। ଏହି କମ୍ପାନୀଗୁଡ଼ିକରେ ବର୍ତ୍ତମାନ ପ୍ରାୟ ୩୪ ହଜାର କର୍ମଚାରୀ କାର୍ଯ୍ୟ କରୁଛନ୍ତି। ରାଜ୍ୟରେ ୩୦ଟି ଇଲେକ୍ଟ୍ରୋନିକ୍ସ କମ୍ପାନୀ କାର୍ଯ୍ୟ କରୁଛନ୍ତି। ସେହିପରି ୧୭୦ଟି ଆଇଟି ସଂସ୍ଥା କାର୍ଯ୍ୟକ୍ଷମ…

ଜାତୀୟସ୍ତରରେ ୬ଷ୍ଠ ସ୍ଥାନରେ କିଟ୍‌

ଭୁବନେଶ୍ୱର,୩୦ା୯(ଅନୁରାଧା ମହାରଣା): ଟାଇମ୍ସ ହାୟର ଏଜୁକେଶନ ବିଶ୍ୱ ବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗ୍‌ ୨୦୨୪ ପ୍ରକାଶ ପାଇଛି। ଏଥିରେ କିଟ୍‌ ବିଶ୍ୱ ବିଦ୍ୟାଳୟ ବିଶ୍ୱ ତଥା ସର୍ବଭାରତୀୟ ସ୍ତରରେ ତା’ର ସ୍ଥାନ ବଜାୟ ରଖିଛି। ଚଳିତବର୍ଷ ଭଲ ପ୍ରଦର୍ଶନ ସହ ର଼୍ୟାଙ୍କିଙ୍ଗ୍‌ରେ ଆହୁରି ଉନ୍ନତି…

ନକଲି ଜମି ମାଲିକାଣୀଙ୍କ ସମେତ ଆଉ ୨ ଗିରଫ

ଭୁବନେଶ୍ୱର,୩୦।୯(ସତ୍ୟଜିତ୍‌ ରାଉତ): ଜାଲିଆତି କରି ଅନ୍ୟଜଣଙ୍କ ଜମିକୁ ବିକ୍ରି କରୁଥିବା ଏକ ର଼୍ୟାକେଟର ଆଉ ୨ଜଣଙ୍କୁ କମିଶନରେଟ୍‌ ପୋଲିସ୍‌ର ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌ ଗିରଫ କରିଛି। ସେମାନେ ହେଲେ ନକଲି ଜମି ମାଲିକାଣୀ କଟକ ଜଲା ଚୌଦ୍ୱାର ଥାନା ଅନ୍ତର୍ଗତ କପିଳେଶ୍ୱର…

ମଙ୍ଗଳବାର ଯାଏ ୟୁନିଟ୍‌ ୧ ହାଟ ବନ୍ଦ

ଭୁବନେଶ୍ୱର, ୩୦।୯ (ବନ୍ଦନା ସେଠୀ): ମାର୍କେଟ ଆସୋସିଏଶନ୍‌ ଏବଂ ଭେଣ୍ଡିଂଜୋନ୍‌ ବ୍ୟବସାୟୀଙ୍କ ମଧ୍ୟରେ ବିବାଦର କୌଣସି ସମାଧାନ ହୋଇ ପାରି ନ ଥିବାରୁ ଶୁକ୍ରବାର ମଧ୍ୟ ଦିନ ତମାମ ୟୁନିଟ୍‌-୧ ହାଟ ବନ୍ଦ ରହିଥିଲା। ତେବେ ଏନେଇ ଆସୋସିଏଶନ୍‌ ପକ୍ଷରୁ ବିଏମ୍‌ସି…

ଝଲସିବ ରାଷ୍ଟ୍ରପତି ଭବନ ପୂଜା ମଣ୍ଡପ

ଭୁବନେଶ୍ୱର, ୩୦।୯ (ବନ୍ଦନା ସେଠୀ): ଉତ୍ସାହ ଉଦ୍ଦୀପନା ସହ ଫେରିଛି ପାର୍ବଣ। କାଶତଣ୍ଡୀ ଫୁଲର ସମ୍ଭାରରେ ସଜେଇ ହେଉଛି ସହରର ପରିବେଶ। ନିଜ ଉପସ୍ଥିତିକୁ ଜାହିର କରିବା ସହ ମା’ ଦଶଭୂଜାଙ୍କ ଧରାବତରଣର ସମୟ ପାଖେଇ ଆସୁଥିବାର ସଙ୍କେତ ଦେଉଛି। ତେଣୁ…

ନାରୀ ନିର୍ଯାତନା, ଅଭିଯୋଗ ସହ ସଚେତନତା ଜରୁରୀ

ମହିଳାଙ୍କ ସାମାଜିକ, ଆର୍ଥିକ, ଶିକ୍ଷା ଓ ସ୍ବାସ୍ଥ୍ୟ କ୍ଷେତ୍ରରେ ଅଗ୍ରଗତି ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା କାଯର୍ର୍‌ୟକାରୀ କରାଯାଉଛି। ଏହା ସତ୍ତ୍ୱେ ମହିଳା ବିରୋଧୀ ହିଂସାକାଣ୍ଡ କମିବାରେ ନଁା ଧରୁନି। ରାଜ୍ୟ ମହିଳା କମିଶନରେ ନାରୀ…

ହୀରାକୁଦ ଡ୍ୟାମ୍‌ରେ ଜଳଧାରଣା କ୍ଷମତା ପୂର୍ଣ୍ଣ

ସମ୍ବଲପୁର,୩୦ା୯ (ଶୁଭାଶିଷ ପାଢ଼ୀ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରେ ଜଳଧାରଣା କ୍ଷମତା ଶୁକ୍ରବାର ପୂର୍ଣ୍ଣ ହୋଇଛି। ସର୍ବାଧିକ ୬୩୦ ଫୁଟ୍‌ ଜଳସ୍ତର କ୍ଷମତା ପୂରା ହୋଇଛି। ପ୍ରତିବର୍ଷ ସେପ୍ଟେମ୍ବର ଶେଷ ବେଳକୁ ଡ୍ୟାମ୍‌ରେ ଜଳସ୍ତର ଏଭଳି ରହିଥାଏ। ଶୁକ୍ରବାରଠାରୁ ପଶ୍ଚିମ ଓଡ଼ିଶା ଓ…

ନିର୍ବାଚନ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱରୁ ମୁକ୍ତ କର

ଭୁବନେଶ୍ୱର,୩୦୯(ଅନିଲ ଦାସ): ସାଧାରଣ ନିର୍ବାଚନକୁ ଆଉ ଅଳ୍ପ କିଛି ମାସ ରହିଛି। ନିର୍ବାଚନ ପ୍ରସ୍ତୁତି କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଗଲାଣି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏବଂ ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ଅନ୍ୟ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ନ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?