ଜରାଜୀର୍ଣ୍ଣ ଅବସ୍ଥାରେ ରାଜ୍ୟର ୧୫୭ ଡାକବଙ୍ଗଳା
ଭୁବନେଶ୍ୱର, ୩୦।୯(ସୁନିତ୍ ମିଶ୍ର): ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧୀନ ୧୫୭ଟି ଡାକବଙ୍ଗଳା (ଆଇବି) ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ସେଥିମଧ୍ୟରୁ କେନ୍ଦୁଝରରେ ସର୍ବାଧିକ ୨୩ଟି ଆଇବି ଏବଂ ରେଷ୍ଟ ସେଡ୍ ଜରାଜୀର୍ଣ୍ଣ ଅବସ୍ଥାରେ ଅଛି। ସେହିପରି ବୌଦ୍ଧ ଜିଲାର…
ଲଘୁଚାପ: ୩ ଦିନ ପ୍ରବଳ ବର୍ଷିବ
ଭୁବନେଶ୍ୱର,୩୦ା୯(ଅନିଲ ଦାସ): ଉତ୍ତର-ପୂର୍ବ ଏବଂ ତତ୍ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶୁକ୍ରବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଉତ୍ତର-ପଶ୍ଚିମ ଦିଗ ଦେଇ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳକୁ ଗତି କରିବ। ଏହାର…
ଚୌଧୁରୀ ବଜାରରେ ଭୟାବହ ଅଗ୍ନିକାଣ୍ଡ
କଟକ,୩୦୯ (କାର୍ତ୍ତିକ ସାହୁ): କଟକ ଚୌଧୁରୀବଜାରଠାରେ ଥିବା ସାଲାସର ନାମକ ଏକ ବଡ଼ ଶାଢ଼ି ଶୋ’ରୁମ୍ରେ ଶୁକ୍ରବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ୪ ମହଲା ବିଶିଷ୍ଟ ଉକ୍ତ ବିଲ୍ଡିଂର ତଳ ମହଲା ସମେତ ୩ଟି ମହଲାକୁ ଅଗ୍ନି ସମ୍ପୂର୍ଣ୍ଣ ବ୍ୟାପୀ…
ପୁଣି ରତ୍ନଭଣ୍ଡାର ଖେଳ
ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କରାଯାଉ ଏବଂ ତା’ ଭିତରେ ଥିବା ମହାପ୍ରଭୁଙ୍କ ରତ୍ନ ସବୁ ଗଣତି ହେଉ। ଏନେଇ ବିଭିନ୍ନ ମହଲରୁ ଦାବି ହୋଇଆସୁଛି। ରତ୍ନଭଣ୍ଡାର ଚାବି ହଜିବା ପରେ ସମସ୍ତଙ୍କ ସନ୍ଦେହ ବଢ଼ିଥିବାରୁ ଏହି ଦାବି ଅଧିକ ଗୁରୁତ୍ୱବହନ…
ବଳାତ୍କାରୀଙ୍କୁ ୧୪ବର୍ଷ ଜେଲ
ଭବାନୀପାଟଣା,୨୯।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୂଆମୂଳ ରାମପୁର ଥାନା ଅଞ୍ଚଳରେ ୨୦୧୬ରେ ଜଣେ ନାବାଳିକା ସ୍କୁଲ ଛାତ୍ରୀ ବଳାତ୍କାର ମାମଲାର ଶୁକ୍ରବାର ରାୟ ପ୍ରକାଶ ପାଇଛି। ଭବାନୀପାଟଣା ଜିଲା ସ୍ବତନ୍ତ୍ର ବିଚାରପତି (ପୋକ୍ସୋ) ଶୁଭଞ୍ଜନ ମହାନ୍ତି ମାମଲାର ୧୭ଜଣ ସାକ୍ଷ୍ୟ…
ସ୍କ୍ରବ୍ ଟାଇଫସ୍ ନେଲା ଯୁବକଙ୍କ ଜୀବନ
ଟିଟିଲାଗଡ଼,୨୯।୯(ଶରତ ମିଶ୍ର): ସ୍କ୍ରବ୍ ଟାଇଫସ୍ର ଶିକାର ହୋଇ ବଲାଙ୍ଗୀର ଜିଲା ଟିଟିଲାଗଡ଼ ବ୍ଲକ ଭାଲେଗାଁ ପଞ୍ଚାୟତର ବାଗଡେର ଗ୍ରାମର ହିମାଂଶୁ ସାହୁ(୩୫)ଙ୍କ ଭୁବନେଶ୍ୱରରେ ଏକ ଘରୋଇ ଡାକ୍ତରଖାନାରେ ଗୁରୁବାର ମୃତ୍ୟୁ ଘଟିଛି। ଏହାକୁ ନେଇ ଅଞ୍ଚଳରେ କୋକୁଆଭୟ ସୃଷ୍ଟି କରିଛି। ମିଳିଥିବା…
ସହରରେ ବୁଲିଲା ଦନ୍ତା
କୁଆଁରମୁଣ୍ଡା,୨୯।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ସହର ଭିତରକୁ ଶୁକ୍ରବାର ଏକ ଦନ୍ତା ହାତୀ ପଶି ଆସିଥିଲା। ବୀରମିତ୍ରପୁର ବନ ରେଞ୍ଜ ଅଧିକାରୀ ଦୁର୍ଯ୍ୟୋଧନ ଜେରାଇ ଉପସ୍ଥିତ ରହି ବନ କର୍ମଚାରୀଙ୍କ ସହାୟତାରେ ହାତୀକୁ ଘଉଡାଇଥିଲେ। ଫଳରେ ହାତୀଟି ଜଲଙ୍ଗବିରା…
ଲୋଇସିଂହା ବିଧାୟକଙ୍କ ସସ୍ପେଣ୍ଡ ପ୍ରତିବାଦରେ ସମର୍ଥକଙ୍କ ରାସ୍ତାରୋକୋ
ଲୋଇସିଂହା,୨୯।୯(ସୁଶାନ୍ତ ବାରିକ): ଚଳିତ ବିଧାନସଭା ଅଧିବେଶନରେ ବାଚସ୍ପତିଙ୍କ ପୋଡିୟମ ଉପରକୁ ଡାଲି ଫିଙ୍ଗିବାରୁ ୨ ଭାଜପା ବିଧାୟକ ମୋହନ ମାଝୀ ଏବଂ ମୁକେଶ ମହାଲିଙ୍ଗଙ୍କୁ ଗୁରୁବାର ଗୃହରୁ ସସ୍ପେଣ୍ଡ କରିଥିଲେ ବାଚସ୍ପତି ପ୍ରମିଳା ମଲ୍ଲିକ। ଏଭଳି କାର୍ଯ୍ୟନୁଷ୍ଠାନ ପ୍ରତିବାଦରେ ଶୁକ୍ରବାର ଲୋଇସିଂହା…
ଏଟିଏମରୁ ଲୁଟ୍ ଉଦ୍ୟମ: ନାବାଳକଙ୍କୁ କାବୁ କଲା ପୋଲିସ
ଭୁବନେଶ୍ୱର,୨୯।୯: ଭୁବନେଶ୍ବର ବରଗଡ ଥାନା ଅଧୀନରେ ଥିବା ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମରୁ ଲୁଟ ଉଦ୍ୟମ ହୋଇଛି। ୨୯ ପିସିଆର ଲୁଟେରାଙ୍କୁ କାବୁ କରି ନେଇଛି। ଲୁଟେରାଙ୍କ ନିକଟରୁ ଲଙ୍କା ଗୁଣ୍ଡ ଓ ମାରଣାସ୍ତ୍ର ଜବତ ହୋଇଛି । ପୂର୍ବରୁ ନାବାଳକଙ୍କ…
ଲାଞ୍ଚ ନେଇ ଧରାପଡ଼ିଲେ ଯନ୍ତ୍ରୀ
ରାୟଗଡ଼ା,୨୯ା୯(ଆଶିଷ ରଞ୍ଜନ ପଣ୍ଡା): ୭ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଯନ୍ତ୍ରୀ। ଜନସ୍ବାସ୍ଥ୍ୟ ବିଭାଗ (ପିଏଚ୍ଡ଼ି) କାର୍ଯ୍ୟାଳୟ ଏଷ୍ଟିମେଟର ଯନ୍ତ୍ରୀ ରମାକାନ୍ତ ଠିକାଦାର ସୁମନ୍ତ ପରିଡ଼ାଙ୍କଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜୟପୁର…
୩ ଦିନ ପ୍ରବଳ ବର୍ଷିବ
ଭୁବନେଶ୍ୱର, ୨୯।୯: ଉତ୍ତର-ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ପରେ ପଶ୍ଚିମବଙ୍ଗ ଉତ୍ତର ଓ ଉପକୂଳ ମୁହାଁ ହେବାର ସମ୍ଭାବନା…
ସୀମା ଲଂଘିଲା ଲୋୟର ଇନ୍ଦ୍ର ପ୍ରକଳ୍ପ ପାଣି
ନୂଆପଡ଼ା,୨୯।୯(ମକାରୁ ବେମାଲ): ନୂଆପଡା ଜିଲାରେ ଗତ କିଛି ଦିନ ହେବ ଲଗାଣ ବର୍ଷା ଲାଗି ରହିଥିବାରୁ ଖଡିଆଳ ଓ କୋମନା ମଧ୍ୟ ଭାଗରେ ଥିବା ଲୋୟର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ ତିଖାଳିରେ ଜଲସ୍ତର ବଢିବାରେ ଲାଗିଛି। ପ୍ରକଳ୍ପରେ ବନ୍ୟା ଜଳ…

