ରାଜ୍ୟ

ହିଂସା ଗ୍ରହଣୀୟ ନୁହେଁ

ଭୁବନେଶ୍ୱର,୩୦।୧(ବ୍ୟୁରୋ):ଯେକୌଣସି ହିଂସା ଗ୍ରହଣୀୟ ନୁହେଁ। ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପରେ ହୋଇଥିବା ଗୁଳିମାଡ଼ ଘଟଣାକୁ ମୁଁ ନିନ୍ଦା କରୁଛି। ଏହାଦ୍ୱାରା ରାଜ୍ୟରେ ଆଇନଶୃଙ୍ଖଳା ବୋଲି କିଛି ନାହିଁ, ଏହା ପ୍ରମାଣିତ ହୋଇଛି। ଓଡ଼ିଶାରେ କୌଣସି ମନ୍ତ୍ରୀ ଉପରେ ଗୁଳିମାଡ଼ ଘଟଣା, ତାହା…

ଛାତ୍ର ଜୀବନରୁ ରାଜନୀତି

ପଶ୍ଚିମ ଓଡ଼ିଶାର ଅନ୍ୟତମ ଟାଣୁଆ ନେତା ଭାବେ ପରିଚିତ ଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ (ନବ ଦାସ)। ସମ୍ବଲପୁର ଜିଲା ମାନେଶ୍ୱର ବ୍ଲକ ତଥା ବର୍ତ୍ତମାନର ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୪୦ ନମ୍ବର ୱାର୍ଡ ରାସନପୁର ମିର୍ଗାମୁଣ୍ଡାରେ…

୧.୧୫ କୋଟି ଠକେଇ, ବ୍ୟାଙ୍କ କ୍ୟାଶିୟର ଗିରଫ

ଭୁବନେଶ୍ୱର,୩୦।୧(ବ୍ୟୁରୋ):ଦେଢ କୋଟି ଟଙ୍କା ଅର୍ଥ ହେରଫେର ଅଭିଯୋଗରେ ଜଣେ ବ୍ୟାଙ୍କ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) କଳାହାଣ୍ଡି ଜିଲା ଭବାନୀପାଟଣାରୁ ଗିରଫ କରିଛି। ସେ ହେଲେ କଟକ ଜିଲା ନିଆଳି ଅଞ୍ଚଳରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ପହଙ୍ଗା…

ଓଡ଼ିଶାର ମିଲେଟ୍‌-ପ୍ରେନ୍ୟୁଅର୍ସଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୩୦।୧(ବ୍ୟୁରୋ):ଓଡ଼ିଶାର ମିଲେଟ୍‌-ପ୍ରେନ୍ୟୁଅର୍ସଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ରବିବାର ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧିତ କରି କହିଲେ, ଆପଣଙ୍କୁ ଗୋଟିଏ କଥା ପଚାରିବି? ଆପଣମାନେ ଏଣ୍ଟରପ୍ରେନ୍ୟୁଅର ଶବ୍ଦଟି ଶୁଣିଥିବେ। କିନ୍ତୁ ଆପଣ କେବେ ମିଲେଟ୍‌-ପ୍ରିନିୟର୍ସ ଶବ୍ଦଟି…

ଶିକ୍ଷା ସଚେତନତା ପାଇଁ ମିନି ମାରାଥନ୍‌

ଭୁବନେଶ୍ୱର,୩୦।୧(ବ୍ୟୁରୋ):କିଟ୍‌ ଓ କିସ୍‌ ପକ୍ଷରୁ ରବିବାର ଏକ ମିନି ମାରାଥନ୍‌ ଅନୁଷ୍ଠିତ ହୋଇଯାଇଛି। ଏହିି ମାରାଥନ୍‌ ରାଜଧାନୀ ସମେତ ଓଡ଼ିଶାର ୩୦ ଜିଲା ସଦର ମହକୁମାକୁ ମିଶାଇ ୩୫ଟି ସ୍ଥାନରେ ଆୟୋଜିତ ହୋଇଥିବାବେଳେ ଭାରତର ୨୫ଟି ସହର ଓ ବାଂଲାଦେଶ, ନେପାଳ,…

ମନ୍ତ୍ରୀଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ

ଭୁବନେଶ୍ବର,୨୯।୧(ବୁରୋ): ଗୁଳିମାଡ଼ରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମୃତ୍ୟୁ ଘଟିଛି। ମନ୍ତ୍ରୀ ଦାସଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏଥିସହ ରାଜ୍ୟପାଳ ଗଣେଶୀ ଲାଲା, କଂଗ୍ରେସର ବରିଷ୍ଠ ନେତା ନରସିଂହ…

ମନ୍ତ୍ରୀଙ୍କ ବିୟୋଗ ରାଜ୍ୟ ପାଇଁ ଅପୂରଣୀୟ କ୍ଷତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୯।୧(ବୁରୋ): ଗୁଳିମାଡ଼ରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମୃତ୍ୟୁ ଘଟିଛି। ମନ୍ତ୍ରୀ ଦାସଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ତାଙ୍କ ମୃତ୍ୟୁ ରାଜ୍ୟ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି…

ଗୁଳିମାଡରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ

ଭୁବନେଶ୍ବର,୨୯।୧(ବ୍ୟୁରୋ): ଗୁଳିମାଡରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ରବିବାର ପରଲୋକ ଘଟିଛି। ଆପୋଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ସୂଚନାଯୋଗ୍ୟ, ରବିବାର ବ୍ରଜରାଜନଗରେ ଏକ କାର୍ଯ୍ୟକ୍ରମରେ…

ଆଇସିୟୁରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ: ଅସ୍ତ୍ରୋପଚାର ଶେଷ

ଭୁବନେଶ୍ବର,୨୯।୧(ବ୍ୟୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅସ୍ତ୍ରୋପଚାର ଶେଷ ହୋଇଛି। ଏବେ ତାଙ୍କୁ ଆଇସିୟୁରେ ରଖାଯାଇଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଚିକିତ୍ସା ତଦାରଖ ପାଇଁ ପୂର୍ବରୁ ହସ୍ପିଟାଲରେ ଉପସ୍ଥିତ ଅଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବିଷୟରେ…

ମାର୍ଚ୍ଚ ସୁଦ୍ଧା କାର୍ଯ୍ୟକ୍ଷମ ହେବ ଆଇଆଇଏମ୍‌ ନୂତନ କ୍ୟାମ୍ପସ

ସମ୍ବଲପୁର,୨୯ା୧(ବ୍ୟୁରୋ): ସମ୍ବଲପୁରର ଭାରତୀୟ ପ୍ରବନ୍ଧନ ସଂସ୍ଥାନ (ଆଇଆଇଏମ୍‌)ର ନିଜସ୍ବ ସ୍ଥାୟୀ କ୍ୟାମ୍ପସ ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା କାର୍ଯ୍ୟକ୍ଷମ ହେବ। ଏ ନେଇ ଆଇଆଇଏମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ୨୦୧୫ରୁ ଅସ୍ଥାୟୀ ଭାବେ ସମ୍ବଲପୁରରେ ପାଠପଢା ହେଉଛି। ନୂତନ ଅତ୍ୟାଧିନିକ କ୍ୟାମ୍ପସ…

ଆପୋଲୋରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅସ୍ତ୍ରୋପଚାର

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଛାତିକୁ ରବିବାର ଗୁଳିମାଡ଼ ହୋଇଛି। ଗୋପାଳକୃଷ୍ଣ ଦାସ ନାମକ ଜଣେ ପୋଲିସ ଏଏସ୍‌ଆଇ ମନ୍ତ୍ରୀଙ୍କୁ ଗୁଳିମାଡ଼ କରିଛନ୍ତି। ଏଥିରେ ଗୁରୁତର ହୋଇପଡ଼ିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। ତାଙ୍କୁ ଝାରସୁଗୁଡ଼ା ହସ୍ପିଟାଲକୁ ନିଆଯାଇଥିଲା। ପରେ ଭୁବନେଶ୍ୱରକୁ ଏୟାରଲିଫ୍ଟ କରାଯାଇଥିଲା। କଡ଼ା…

ଗୁଳିକାଣ୍ଡ ପରେ ଏଏସ୍‌ଆଇଙ୍କ ସ୍ତ୍ରୀ, ପୁଅ ରଖିଲେ ପ୍ରତିକ୍ରିୟା

ଭୁବନେଶ୍ବର,୨୯।୧(ବୁରୋ): ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିକାଣ୍ଡ ଘଟଣା ପରେ ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଇତିମଧ୍ୟରେ ପୋଲିସ ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ ଦାସଙ୍କୁ ଗିରଫ କରି ପଚରାଉଚରା କରୁଛି। ହେଲେ ଗୁଳିକାଣ୍ଡର କାରଣ ଜଣାପଡି ନ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri