ରାଜ୍ୟ

୨୮ରେ ସରକାରୀ ଛୁଟି

ଭୁବନେଶ୍ୱର, ୨୭।୯(ଅସମାପିକା ସାହୁ): ମହାପୁରୁଷ ମହମ୍ମଦଙ୍କ ଜନ୍ମଦିନ ଆସନ୍ତା ୨୮ ତାରିଖକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ଏହିଦିନ ରାଜ୍ୟ ସରକାରଙ୍କ ସମସ୍ତ ଅଫିସ ସମେତ ରାଜସ୍ବ ଓ ମାଜିଷ୍ଟ୍ରେଟ୍‌ କୋର୍ଟ(ଏକ୍‌ଜିକ୍ୟୁଟିଭ୍‌)ବନ୍ଦ ରହିବ। ଏ ନେଇ ମଙ୍ଗଳବାର ରାଜସ୍ବ ଓ…

‘ପୁଅ କହିଲେ, ଝିଅ ଦେଲେ’

ଭୁବନେଶ୍ୱର, ୨୭।୯ (ଅସମାପିକା ସାହୁ): ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ନବଜାତ ଶିଶୁ ଅଦଳବଦଳ ହୋଇଥିବା ଅଭିଯୋଗ ହୋଇଛି। ପ୍ରଥମେ ପୁଅ ଜନ୍ମ ହୋଇଥିବା କହି ପରେ ଝିଅ ଦିଆଯାଇଥିବା ଭଳି ସାଂଘାତିକ ଅଭିଯୋଗ ଆଣିଛନ୍ତି ନବଜାତ ଶିଶୁର ବାପା ତଥା କେନ୍ଦ୍ରାପଡ଼ା…

ନବୀନଙ୍କୁ ଶୂନ ମାର୍କ ମିଳିବ: ଜୟନାରାୟଣ

ଭୁବନେଶ୍ୱର, ୨୭।୯(ସୁନିତ୍‌ ମିଶ୍ର): ଏକ ଜାତୀୟ ଗଣମାଧ୍ୟମ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀ କେତେକାଂଶରେ କେନ୍ଦ୍ର ସରକାରଙ୍କୁ ମଧ୍ୟ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏଭଳି ଆଭିମୁଖ୍ୟ ପୁଣି ଥରେ ରାଜ୍ୟ ରାଜନୀତିରେ…

ବିଜେଡିରେ ଯାଜପୁରର ଶତାଧିକ ଭାଜପା କର୍ମୀ

ଭୁବନେଶ୍ୱର,୨୭ା୯(ଅନିଲ ଦାସ): ଯାଜପୁର ନିର୍ବାଚନମଣ୍ଡଳୀର ଭାଜପା ଯୁବମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୌମ୍ୟରଞ୍ଜନ ଧଳ ଏବଂ ଯାଜପୁର ଜିଲା ଭାଜପା ଯୁବମୋର୍ଚ୍ଚାର ସାଧାରଣ ସମ୍ପାଦକ ହୃଷୀକେଶ ମେକାପଙ୍କ ନେତୃତ୍ୱରେ ଶତାଧିକ ଭାଜପା କର୍ମକର୍ତ୍ତା ମଙ୍ଗଳବାର ଶଙ୍ଖଭବନଠାରେ ବିଜୁ ଜନତା ଦଳ ସାଧାରଣ…

ଅକ୍ଟୋବର ୨ରୁ ବିଜେଡିର ପଦଯାତ୍ରା

ଭୁବନେଶ୍ୱର,୨୭ା୯(ଅନିଲ ଦାସ): ଚଳିତ ବର୍ଷ ବିଜୁ ଜନତା ଦଳ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀଠାରୁ ଅକ୍ଟୋବର ୧୧ ଜୟପ୍ରକାଶ ନାରାୟଣ ଜୟନ୍ତୀ ଯାଏ ‘ଜନସମ୍ପର୍କ ପଦଯାତ୍ରା’ ପାଳନ କରିବ। ଅକ୍ଟୋବର ୨ ତାରିଖରେ ‘ଗାନ୍ଧୀ ଜୟନ୍ତୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀ…

ପ୍ରଭାତ ବିଶ୍ୱାଳଙ୍କ ବିରୋଧରେ ଇଡିର ଚାର୍ଜଶିଟ୍‌

ଭୁବନେଶ୍ୱର,୨୭ା୯(ସତ୍ୟଜିତ୍‌ ରାଉତ): ବହୁଚର୍ଚ୍ଚିତ ସିଶୋର ଚିଟ୍‌ଫଣ୍ଡ ଠକେଇ ମାମଲାର ଆର୍ଥିକ କାରବାର ଦିଗକୁ ନେଇ ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କଟକ-ଚୌଦ୍ୱାରର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ଓ ତାଙ୍କ ସ୍ତ୍ରୀ ଲକ୍ଷ୍ମୀ ବିଳାସିନୀଙ୍କ ବିରୋଧରେ ଭୁବନେଶ୍ୱରସ୍ଥିତ ସ୍ବତନ୍ତ୍ର କୋର୍ଟ…

ଆପାର୍ଟମେଣ୍ଟ କ୍ରେତା ସଂଘକୁ କ୍ଷମତା

ଭୁବନେଶ୍ୱର,୨୭ା୯ (ଅନିଲ ଦାସ): ବହୁ ପ୍ରତୀକ୍ଷା ପରେ ଆପାର୍ଟମେଣ୍ଟ ମାଲିକ(କ୍ରେତା)ମାନଙ୍କୁ ସୁରକ୍ଷା ଦେବା ସକାଶେ ରାଜ୍ୟ ସରକାର ଓଡ଼ିଶା ଆପାର୍ଟମେଣ୍ଟ(ମାଲିକାନା ଓ ପରିଚାଳନା) ବିଲ୍‌-୨୦୨୩କୁ ମଙ୍ଗଳବାର ବିଧାନସଭାରେ ଗୃହୀତ କରାଇଛନ୍ତି॥ ଏଥିରେ ଆପାର୍ଟମେଣ୍ଟ କ୍ରେତାମାନଙ୍କ ସଂଘକୁ ଅଧିକ କ୍ଷମତା ଦିଆଯାଇଛି। ସଂଘର…

ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୬।୯: ବିଧାନସଭା ଅଧିବେଶନର ମଙ୍ଗଳବାର ତୃତୀୟ ଦିନ । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ହୋହଲ୍ଲା କରିଥିଲେ । ଏମିତିକି ବାଚସ୍ପତିଙ୍କ ଆସନ ସମ୍ମୁଖରେ ଯାଇ ନାରାବାଜି ଦେଇଥିଲେ। ଫଳରେ ବାଚସ୍ପତି ଗୃହକୁ ୧୨ ଟା ଯାଏ ମୁଲତବୀ ରଖିଥିଲେ । ପରେ…

ଆସନ୍ତା ୨ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ମାଲକାନଗିରି,୨୬ା୯(ଦୁର୍ଯ୍ୟୋଧନ ପାତ୍ର)l: ରାଜ୍ୟ ସରକାର ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନରେ ମାଲକାନଗିରି ଜିଲାକୁ ଅନ୍ତର୍ଭୁକ୍ତ କରାଯାଇଥିଲା। ସୋମବାର ଭୁବନେଶ୍ୱରରୁ ମାଲକାନଗିରି ଜିଲାକୁ ପ୍ରଥମେ ଲକ୍ଷ୍ମୀ ଯୋଜନାରେ ବସ୍‌ ଯାଇ ପହଞ୍ଚିଛି। ମାଲକାନଗିରି ଜିଲାରେ ମୋଟ ୩୬ଟି ବସ୍‌ ଏହି…

ସାଙ୍ଗଙ୍କ ଛୁରାମାଡ଼ରେ ସାଙ୍ଗ ମୃତ

କେନ୍ଦ୍ରାପଡ଼ା, ୨୬ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅଞ୍ଚଳରେ ନିଶା ସେବନ ସମୟରେ ସାଙ୍ଗଙ୍କ ଛୁରାମାଡରେ ସାଙ୍ଗ ତ୍ରିଲୋଚନ ମଲ୍ଲିକ (୩୦)ଙ୍କ ସୋମବାର ମୃତ୍ୟୁ ହୋଇଛି। ତ୍ରିଲୋଚନଙ୍କ ଘର ଥାନା ଅନ୍ତର୍ଗତ ଧୂମାତ ଶାସନସ୍ଥିତ ଚାରିଗାଁ । ପ୍ରତ୍ୟକ୍ଷଦର୍ଶୀଙ୍କ…

ଉଚ୍ଚଶିକ୍ଷା ପାଇଁ ଛୁଟି ନେଇପାରିବେ ଡାକ୍ତର

ଭୁବନେଶ୍ୱର, ୨୬ା୯(ଅସମାପିକା ସାହୁ):ଉଚ୍ଚଶିକ୍ଷା ନିମନ୍ତେ ଯିବାକୁ ଚାହୁଁଥିବା ଡାକ୍ତରଙ୍କୁ ଛୁଟି ମିଳିବ। କେତେଜଣ ପିଜି ଏବଂ ପୋଷ୍ଟ ପିଜି ଡାକ୍ତରଙ୍କ ଅଭିଯୋଗ ଶୁଣିବା ପରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏଭଳି ନିଷ୍ପତ୍ତି ନେଇଛି। ଏ ସମ୍ପର୍କରେ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗ…

୧୭ ଜିଲାକୁ ବଜ୍ରପାତ ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୬।୯(ଅସମାପିକା ସାହୁ):ରାଜ୍ୟରେ ଏବେ କୌଣସି ପ୍ରକାର ଘୂର୍ଣ୍ଣିବଳୟର ପ୍ରଭାବ ନ ଥିବାବେଳେ ମୌସୁମୀ ଦୁର୍ବଳ ଅବସ୍ଥାରେ ରହିଛି। ଏପରିସ୍ଥିତିରେ ସୋମବାର ବାରିପଦାରେ ସର୍ବାଧିକ ୫୮ମିମି ବର୍ଷା ରେକର୍ଡ କରାଯାଇଛି। ସେହିଭଳି ଝାରସୁଗୁଡ଼ାରେ ୨୯ ମିମି ଓ ଜଗତସିଂହପୁରରେ ୨୭.୧ ମିମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?