ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ପାଇଁ ଆଜିଠୁ ପ୍ରମାଣପତ୍ର ଦାଖଲ
ଭୁବନେଶ୍ୱର, ୨୬।୯(ଅସମାପିକା ସାହୁ):ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ବିଶ୍ୱ ଦକ୍ଷତା କେନ୍ଦ୍ର(ଡବ୍ଲ୍ୟୁଏସ୍ସି)ରେ ୨୦୨୩-୨୪ ବ୍ୟାଚ୍ରେ ନାମଲେଖା ପାଇଁ ଅନ୍ଲାଇନ ମାଧ୍ୟମରେ ସାର୍ଟିଫିକେଟ ଓ ଆବଶ୍ୟକ ବିଭିନ୍ନ ପ୍ରମାଣପତ୍ର ଦାଖଲ ପ୍ରକ୍ରିୟା ମଙ୍ଗଳବାର ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହେବ। ଏହା ୩୦ ତାରିଖ…
ଭୁବନେଶ୍ୱରରେ ଆଉ ୭ ଫ୍ଲାଏଓଭର ନିର୍ମାଣ ହେବ
ଭୁବନେଶ୍ୱର,୨୬ା୯(ଅନିଲ ଦାସ):ଭୁବନେଶ୍ୱରରେ ଆଉ ୭ଟି ଫ୍ଲାଏଓଭର ନିର୍ମାଣ ହେବ। ରାଜଭବନ ଛକରୁ ବାରଙ୍ଗ ମଧ୍ୟରେ ଏହି ସମସ୍ତ ଫ୍ଲାଏ ଓଭର ନିର୍ମାଣ ହେବ। ପାଓ୍ବାର ହାଉସ ଛକ, ନିକୋପାର୍କ ଛକ, ଜୟଦେବ ବିହାର ଛକ, ଜନତା ମଇଦାନ ଛକ, ଜାଭିୟର ଛକ,…
ଜନତାଙ୍କ ଅଭିଯୋଗ ଶୁଣାଣି ମୋ ପାଇଁ ସର୍ବୋଚ୍ଚ: ନବୀନ
ଭୁବନେଶ୍ୱର,୨୬ା୯(ଅନିଲ ଦାସ):ଆମେ ସମସ୍ତେ ଜନତାଙ୍କ ସେବକ। ଜନସାଧାରଣଙ୍କ ଅଭିଯୋଗର ଶୁଣାଣି ଆମର ସର୍ବୋଚ୍ଚ ପ୍ରାଥମିକତା। ଜନସାଧାରଣଙ୍କ ଖୁସିରେ ଲୋକ ପ୍ରତିନିଧିମାନେ ଖୁସି। ବିରୋଧୀ ଦଳର ସଦସ୍ୟମାନେ କେବଳ ରାଜନୈତିକ କାରଣ ଦୃଷ୍ଟିରୁ ଅସନ୍ତୁଷ୍ଟ ହେଉଛନ୍ତି। ମୋ ସରକାର ପାଇଁ ଜନସାଧାରଣ ହେଉଛନ୍ତି…
ପରିଚାଳନା କମିଟି ସଭାପତିଙ୍କ ନାଁରେ ଯୌନ ଉତ୍ପୀଡ଼ନ ଅଭିଯୋଗ
ଯାଜପୁର ରୋଡ୍,୨୬ା୯(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରଦୀପ ବିଶ୍ୱାଳ ଛାତ୍ରୀଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିବା ନେଇ ଅଭିଯୋଗ ହୋଇଛି। ଜଣେ ଛାତ୍ରୀଙ୍କ ଅଭିଯୋଗ ଆଧାରରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟର…
ଘାସ, ନଡ଼ା ଖାଇ ଗାଁ ସାଥୀଙ୍କ ବିକ୍ଷୋଭ
ଭୁବନେଶ୍ୱର,୨୫।୯(ଅନୁରାଧା ମହାରଣା): ଗାଁ ସାଥୀଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ସରକାରୀ ଗାଇଡ୍ଲାଇନ କାର୍ଯ୍ୟକାରୀ କରାଯାଉନାହିଁ। ମାସିକ ପ୍ରୋତ୍ସାହନ ରାଶି ପ୍ରଦାନ ପାଇଁ ୨୦୨୧ରେ ତତ୍କାଳୀନ ପଞ୍ଚାୟତିରାଜ ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ହୋଇଥିଲେ ମଧ୍ୟ ବର୍ତ୍ତମାନ ଯାଏ ପ୍ରଦାନ…
୫ ଦିନ ପରେ ମିଳିଲା ନିଖୋଜ ଅଶୋକଙ୍କ ମୃତଦେହ
ରାୟଗଡ଼ା,୨୫ା୯(ଆଶିଷ ରଞ୍ଜନ ପଣ୍ଡା): ଗଣେଶ ମୂର୍ତ୍ତି ବିସର୍ଜନ କରିବାକୁ ଯାଇ ସହର ଉପକଣ୍ଠ ନାଗାବଳୀ ନଦୀରେ ଭାସି ନିଖୋଜ ହୋଇଯାଇଥିଲେ ମାଙ୍କ ବସ୍ତିର ଶ୍ରୀନିବାସ ଦିଲେଶ୍ୱର ରାଓଙ୍କ ପୁଅ ଶ୍ରୀନିବାସ ଅଶୋକ କୁମାର(୩୨)। ଏହାପରେ ୫ ଦିନ ବିତିଯାଇଥିଲେ ମଧ୍ୟ ଅଶୋକଙ୍କ…
ପଞ୍ଚଭୂତରେ ବିଲୀନ ଚିତ୍ରଶିଳ୍ପୀ ପଦ୍ମନାଭ ମିଶ୍ର
ଭୁବନେଶ୍ୱର,୨୫ା୯(ଅସମାପିକା ସାହୁ): ଚିତ୍ରକଳା ଜଗତ ପାଇଁ ସୋମବାର ହେଉଛି ଏକ ଦୁଃଖଦ ଦିବସ। ପଞ୍ଚମହାଭୂତରେ ଲୀନ ହୋଇଛନ୍ତି ଓଡ଼ିଶାର ବିଶିଷ୍ଟ ଚିତ୍ରଶିଳ୍ପୀ ପଦ୍ମନାଭ ମିଶ୍ର। ସ୍ବାଧୀନତା ପୂର୍ବ ଅର୍ଥାତ୍ ୧୯୪୦ରେ ବର୍ତ୍ତମାନର ସୁବର୍ଣ୍ଣପୁର ଜିଲାରେ ଜନ୍ମଗ୍ରହଣ କରିଥିଲେ ପଦ୍ମନାଭ। ହାଇସ୍କୁଲ ଶିକ୍ଷା…
ଖଟିଆରେ ଭରା ନଦୀ ପାର୍ ହେଲେ ରୋଗୀ
ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): ସରକାର କଳାହାଣ୍ଡିକୁ ଆକାଂକ୍ଷା ଜିଲା ଭାବେ ଘୋଷଣା କଲା ପରେ ମଧ୍ୟ ଆଜି ବି’ ଲୋକଙ୍କ ପାଖରେ ବିକାଶ ପହଞ୍ଚି ପାରିନାହିଁ। ଜିଲାର ଦୁର୍ଗମ ପାହାଡିଆ ଓ ବିଚ୍ଛିନ୍ନାଞ୍ଚଳରେ ବର୍ତ୍ତମାନ ବି’ ଆବଶ୍ୟକ ସୁବିଧା ସୁଯୋଗ ମିଳିପାରୁ…
ସୁପ୍ତ ଅବସ୍ଥାରେ ୩ ଦଳର ଯୁବ ସଙ୍ଗଠନ
ଭୁବନେଶ୍ୱର, ୨୫।୯ (ସୁନିତ୍ ମିଶ୍ର):ଆସନ୍ତା ସାଧାରଣ ନିର୍ବାଚନ ପାଖେଇ ଆସୁଥିବାବେଳେ ରାଜ୍ୟରେ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସର ଯୁବ ସଙ୍ଗଠନ ଏକପ୍ରକାର ନିଷ୍କ୍ରିୟ ହୋଇ ରହିଛନ୍ତି, ଯଦ୍ଦ୍ବାରା ଯୁବ ନେତୃତ୍ୱକୁ ଆଗକୁ ଯିବା ଲାଗି ସେତେଟା…
ଆଜିଠୁ ପଦଯାତ୍ରାରେ ପ୍ରଚାରପତ୍ର ବାଣ୍ଟିବ କଂଗ୍ରେସ
ଭୁବନେଶ୍ୱର, ୨୫।୯(ସୁନିତ୍ ମିଶ୍ର):ଓଡ଼ିଶାର ପ୍ରତି ପଞ୍ଚାୟତରେ କଂଗ୍ରେସ ପଦଯାତ୍ରା କରିବ। ପ୍ରତ୍ୟେକ ଘରକୁ ଯାଇ ରାଜ୍ୟରେ ୨୪ ବର୍ଷ ହେଲା କ୍ଷମତାରେ ଥିବା ବିଜେଡି ସରକାର ଏବଂ କେନ୍ଦ୍ରରେ ୯ ବର୍ଷରୁ ଅଧିକ ସମୟ ଧରି ଶାସନ କରୁଥିବା ଭାଜପା ନେତୃତ୍ୱାଧୀନ…
ବମିଖାଲ ରାସ୍ତା ମରଣଯନ୍ତା
ଭୁବନେଶ୍ୱର, ୨୫।୯ (ବନ୍ଦନା ସେଠୀ):କଟକ ରୋଡ୍ର ବମିଖାଲ ଓଭରବ୍ରିଜ୍ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଲକ୍ଷ୍ମୀସାଗରଠାରୁ ରସୁଲଗଡ଼ ଆଡକୁ ଯିବାବେଳେ ଓଭରବ୍ରିଜ୍ ତଳ ରାସ୍ତାରେ ଓ୍ବାଟ୍କୋ ପକ୍ଷରୁ ବହୁଦିନ ଧରି କାମ ଚାଲିଛି। ପୂର୍ବରୁ ସମ୍ପୃକ୍ତ ରାସ୍ତାକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ…
ପାର୍ବଣରେ ରାଜଧାନୀ ରାସ୍ତାର ଶୋଚନୀୟ ସ୍ଥିତି
ଭୁବନେଶ୍ୱର, ୨୫।୯ (ବନ୍ଦନା ସେଠୀ):ସ୍ମାର୍ଟସିଟି ଭୁବନେଶ୍ୱରର ରାସ୍ତାଘାଟ ଏବେ ଖାଲଖମାରେ ଭର୍ତ୍ତି ହୋଇପଡିଛି। ଗଳି ରାସ୍ତା ହେଉ ଅବା ମୁଖ୍ୟ ରାସ୍ତା, ସବୁଆଡେ ରାସ୍ତାକୁ ଖୋଳିତାଡ଼ି ଛାଡ଼ି ଦିଆଯାଉଛି। ବିଭିନ୍ନ ସ୍ଥାନରେ ରାସ୍ତା ଖଣ୍ଡିଆ ଖାବରା ହୋଇ ରହିଥିଲେ ମଧ୍ୟ ମରାମତି…

