ରାଜ୍ୟ

ବାର୍‌ହା ଆକ୍ରମଣରେ ଚାଲିଗଲା ନାବାଳିକାଙ୍କ ଜୀବନ

କେନ୍ଦୁଝର,୨୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ଅଧୀନ ଦୈତାରୀ ରେଞ୍ଜ ତାଳପଦା ଗ୍ରାମରେ ବାର୍‌ହା ଆକ୍ରମଣରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସାଧବ ଜୁଆଙ୍ଗଙ୍କ ଝିଅ ସୁନାରୀ ଜୁଆଙ୍ଗ(୧୬)। ବିଭାଗ ପକ୍ଷରୁ ସହାୟତା ବାବଦରେ…

ଶ୍ମଶାନରୁ ମିଳିଲା କଙ୍କାଳ: ସ୍ବାମୀ ନିଖୋଜ ଥିବା ଅଭିଯୋଗ ଆଣିଥିଲେ ସ୍ତ୍ରୀ

ହିଞ୍ଜିଳିକାଟୁ,୨୪।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ମହୁଲପଲ୍ଲୀ ଗାଁ ଶ୍ମଶାନରୁ ପୋଲିସ ଜଣେ ବ୍ୟକ୍ତିଙ୍କ ନରକଙ୍କାଳ ଜବତ କରିଛି। ଏପରିକି ପୋଲିସ ଘଟଣା ସ୍ଥଳରୁ ଗୋଟିଏ ସ୍କୁଟି, ମୋବାଇଲ ଫୋନ ସହ ଗଛରେ ବନ୍ଧା ହୋଇଥିବା ଏକ ଗାମୁଛା ଜବତ…

ଶିକ୍ଷକଙ୍କୁ ନ ଛାଡ଼ି ବାଟ ଓଗାଳିଲେ ଛାତ୍ରୀଛାତ୍ର

ଖୁଣ୍ଟୁଣୀ,୨୪।୯( ସଚ୍ଚିଦାନନ୍ଦ ପଣ୍ଡା ): ଖୁଣ୍ଟୁଣୀ ଥାନା ଘଣ୍ଟିଖାଲସ୍ଥିତ ନୋଡାଲ ଉପ୍ରା ବିଦ୍ୟାଳୟର ସହକାରୀ ଶିକ୍ଷକ ସୁକାନ୍ତ କୁମାର ସାହୁଙ୍କ ବଦଳିକୁ ନେଇ ଶନିବାର ଅଭାବନୀୟ ପରିବେଶ ସୃଷ୍ଟି ହୋଇଥିଲା। ତାଙ୍କ ବଦଳିକୁ ସହଜରେ ଗ୍ରହଣ କରିପାରି ନ ଥିଲେ ଛାତ୍ରୀଛାତ୍ର।…

ଗ୍ୟାସ୍‌ ସିଲିଣ୍ଡରରୁ ବାହାରୁଛି ପାଣି, ଅଭିଯୋଗ କଲେ ଦିଆଯାଉଛି ଧମକ

ମଙ୍ଗୁଳି-ଜଗତପୁର,୨୪।୯(ମାନସ ସାମଲ): ରନ୍ଧନ ଗ୍ୟାସ୍‌ରେ ବିଭିନ୍ନ ପ୍ରକାର ଠକେଇର ଶିକାର ହେଉଛନ୍ତି ଉପଭୋକ୍ତା। ସିଲିଣ୍ଡରରୁ ଲିଟର ଲିଟର ପାଣି ବାହାରୁଥିବାବେଳେ ନିର୍ଦ୍ଧାରିତ ଦରଠାରୁ ଅଧିକ ଟଙ୍କା ନିଆଯାଉଛି। । ଏହି ଘଟଣାକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।…

୨୯ରେ ଲଘୁଚାପ: ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪।୯(ଅନିଲ ଦାସ): ଦକ୍ଷିଣ ଚାଇନା ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହୋଇଛି। ଏହା ଆସନ୍ତା ୨୯ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ମ୍ୟାନ୍‌ମାର ନିକଟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଲଘୁଚାପ ସେପ୍ଟେମ୍ବର ୩୦ ତାରିଖରେ ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗ…

ରତ୍ନଭଣ୍ଡାର ଖୋଲିବା ନେଇ ବିଧାନସଭାରେ ଦାବି ଉପସ୍ଥାପନ କରିବେ ବିଧାୟକ

ପୁରୀ,୨୪।୯(ଅଜିତ୍‌ ମହାନ୍ତି): ଭକ୍ତମାନଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ଅନେକ ଦିନ ହେବ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଦାବି କରାଯାଉଛି। ଏପରି କି ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଦାବି କରି ଶ୍ରୀଜଗନ୍ନାଥ ସେନା ତରଫରୁ ଆସନ୍ତା ୪ ତାରିଖରେ ଓଡ଼ିଶା…

୧୫ ବଦଳରେ ରହୁଛନ୍ତି ୧୭୯

କଟକ,୨୪।୯(ସୁପ୍ରିୟା ପ୍ରିୟଦର୍ଶିନୀ): କଟକ ତୁଳସୀପୁରସ୍ଥିତ ମହାନଦୀ କୂଳରେ ରହିଛି ହରିଣପାର୍କ। ଏହାକୁ ସ୍ଥାନାନ୍ତର ପାଇଁ ଯୋଜନା କରାଯାଇଥିଲେ ମଧ୍ୟ କାର୍ଯ୍ୟ ଆଗେଇ ପାରୁନାହିଁ। ଅପରପକ୍ଷେ ପାର୍କର ରକ୍ଷଣାବେକ୍ଷଣ ନ ହେବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି । ଫଳରେ ବର୍ଷ…

ଚିନ୍ତା ବଢ଼ାଇଛି ସାଇବର ଅପରାଧ, ୨ରୁ ଗଡ଼ିବ ସଚେତନତା ରଥ

ଭୁବନେଶ୍ୱର,୨୪।୯(ଅନିଲ ଦାସ): ରାଜ୍ୟରେ ସାଇବର ଅପରାଧ ବଢ଼ି ଚାଲିଥିବାବେଳେ ଅପରାଧୀଙ୍କ କବଳରୁ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ସରକାର ସଚେତନତା ଉପରେ ଗୁରୁତ୍ୱ ଦେଇଛନ୍ତି। ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ସାଇବର ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହେବ। ଆସନ୍ତା ୨ରୁ…

ଆଗକୁ ସାଧାରଣ ନିର୍ବାଚନ, ଅକ୍ଟୋବର ୩ରୁ ଇଭିଏମ୍‌ ଯାଞ୍ଚ

ଭୁବନେଶ୍ୱର,୨୪।୯(ଅନିଲ ଦାସ): ସାଧାରଣ ନିର୍ବାଚନକୁ ଆଉ କିଛି ମାସ ରହିଛି। ଏହା ପୂର୍ବରୁ ସମସ୍ତ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ଏଫ୍‌ଏଲ୍‌ସି ତନଖି କାର୍ଯ୍ୟ ୨ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ଉପକୂଳବର୍ତ୍ତୀ ୧୦ଟି ଜିଲା ପାଇଁ ପ୍ରଥମ ପର୍ଯ୍ୟାୟରେ ଅକ୍ଟୋବର…

ସଫଳ ପିଜୁଳି ଚାଷୀ କୁଅଁର ଦମ୍ପତି, କରୁଛନ୍ତି ଲକ୍ଷାଧିକ ଟଙ୍କା ଆୟ

ସମ୍ବଲପୁର,୨୩ା୯ (ଶୁଭାଶିଷ ପାଢ଼ୀ): ଦୃଢ଼ ଇଚ୍ଛାଶକ୍ତି ଥିଲେ ସଫଳତା ମିଳେ। ସଂଘର୍ଷ କରି ଏଭଳି ସଫଳତା ପାଇଛନ୍ତି ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ଫଟାମୁଣ୍ଡା ଗାଁର ଚାଷୀ ଦମ୍ପତି ଯଜ୍ଞଶିନୀ କୁଅଁର ଓ ସ୍ବାମୀ ମହେନ୍ଦ୍ର। ଏମାନେ ପିଜୁଳି ଚାଷ କରି…

ହୀରାକୁଦର ୨୪ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୪।୯(ଶୁଭାଶିଷ ପାଢ଼ୀ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ର ୨୪ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ବର୍ତ୍ତମାନ ହୀରାକୁଦର ଉପରମୁଣ୍ଡରେ ବର୍ଷା ଲାଗିରହିଥିବାରୁ ଜଳ ଭଣ୍ଡାରର ଜଳସ୍ତର ବଢିବାରେ ଲାଗିଛି। ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବବେଳେ ବର୍ତ୍ତମାନ ଏହା ୬୨୮.୮୧…

କନ୍ୟାଶ୍ରମରେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର, ପୋଲିସ ବସ୍‌ ପୋଡ଼ିଲେ ଗ୍ରାମବାସୀ

ରାୟଗଡ଼ା/ଟିକିରି,୨୩।୯ (ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଡଙ୍ଗାସିଲ ଗ୍ରାମରେ ଥିବା ଏକ କନ୍ୟାଶ୍ରମରେ ଜଣେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗରେ ଶନିବାର ପୋଲିସ ଅଭିଯୁକ୍ତ ପିଅନ ଶିବପ୍ରସାଦ ମିଶ୍ରଙ୍କୁ ଗିରଫ କରିଛି। ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?