ରାଜ୍ୟ

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି ପରେ ସୋମବାର ଅପରାହ୍ନରେ ଦାରିଙ୍ଗବାଡି ଭାଜପା ମଣ୍ଡଳର ସଭାପତି ମିଟୁ ସାହୁଙ୍କ ନେତୃତ୍ୱରେ ଅନ୍ୟ…

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି କହିଛନ୍ତି ଓଡ଼ିଶାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ। ଗତ ୨୦୨୪…

ଗଣେଶ୍ୱରଙ୍କ ବଡ଼ ବୟାନ: ସୁଜାତାଙ୍କ କଥା ଦଳ ବିଚାର କରିବ

ଭୁବନେଶ୍ୱର,୨୯।୧୨: କେନ୍ଦ୍ରାପଡ଼ା ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏକ ବଡ଼ ବୟାନ ଦେଇଛନ୍ତି। ସୁଜାତା କାର୍ତ୍ତିକେୟନଙ୍କ କଥା ଦଳ ବିଚାର କରିବ ବୋଲି ଗଣେଶ୍ୱର ସୋମବାର ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ଗଣେଶ୍ୱର ପୁଣି କହିଛନ୍ତି, ସବୁ ଦଳରେ ଝଡ଼ ଅଛି। କେଉଁଠି…

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର ଅନ୍ନପୂର୍ଣ୍ଣା ଲେନରେ ଘର କାମ କରୁଥିବା ବେଳେ କାନ୍ଥ ପଡି ଶ୍ରମିକଙ୍କ ମୃତ୍ୟୁ ଘଟିଛି…

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି ଜୋରସୋରରେ ଜାରି ରହିଛି । ଏହାରି ଭିତରେ ଅମାନିଆଙ୍କୁ ଚେତାବନୀ ଦେଇଛନ୍ତି ଟ୍ବିନ୍‌ ସିଟି…

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ ଚେତାବନୀ ଦିଆଯାଇଛି। ଧର୍ମଶାଳା ଉପ ବିଭାଗୀୟ ଅଧିକାରୀଙ୍କ ଜରିଆରେ ବାଲେଶ୍ୱର ଟାଟା ପାୱାର ସଭାପତିଙ୍କ…

କାହା ପାଇଁ ପ୍ରଭାତ ପିନ୍ଧୁଛନ୍ତି ଲାଲ ପୋଷାକ, କିଏ ସଜାଇଛନ୍ତି ତାଙ୍କୁ ନାଲି ବାବା, ସବୁ ଗୁମର ଖୋଲିଦେଲେ…

ଭୁବନେଶ୍ୱର,୨୯।୧୨: ଦେବାଶିଷ ସାମନ୍ତରାୟଙ୍କ ଆକ୍ଷେପ ଉପରେ କଡ଼ା ଜବାବ ରଖିଲେ ପ୍ରଭାତ ବିଶ୍ୱାଳ। ପ୍ରଭାତ କହିଛନ୍ତି, ମୁଁ କେଉଁଭଳିଆ ନେତା କଟକବାସୀ ଜାଣନ୍ତି। ଦେବାଶିଷଙ୍କ ନାଲି ବାବା ଆକ୍ଷେପ ନେଇ ସେ କହିଛନ୍ତି, ୨ ଜଣ ପୂର୍ବତନ ମନ୍ତ୍ରୀଙ୍କ ସହ ଦେବାଶିଷ…

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧ ଟାରେ ଏକ କାଜୁ ବୋଝେଇ ଟ୍ରକ  ବିପରୀତ ଦିଗରୁ ତପ୍ତପାଣି ଅଭିମୁଖେ ଯାଉଥିବା ଏକ…

ନକଲି ବିଦେଶୀ ମଦ କାରାଖାନା ଠାବ, ନାମୀଦାମୀ କମ୍ପାନୀର ନକଲି ମଦ ଜବତ

କୋଟପାଡ଼ (ରାଜଶେଖର ),୨୯ା୧୨: କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରୁ ବିପୁଳ ପରିମାଣରେ ନକଲି ମଦ ଜବତ ହୋଇଛି । ରବିବାର ରାତିରେ ଅବକାରୀ ବିଭାଗ କର୍ମଚାରୀ ଚଢାଉ ସମୟରେ ବିପୁଳ ପରିମାଣର ନକଲି ବିଦେଶୀ ମଦ କାରଖାନା ଉପରେ ଚଢ଼ାଉ କରିଥିଲେ…

ପୁଣି ବଦ୍ରି ପାତ୍ରଙ୍କ ବିସ୍ଫୋରଣ, ନବୀନ ପ୍ରଚାରକୁ ଗଲେ ନାହିଁ ବୋଲି ବିଜେଡି….

ଭୁବନେଶ୍ୱର,୨୯ା୧୨: ପୁଣି ଅସନ୍ତୋଷ ଝାଡିଲେ ବରିଷ୍ଠ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର । ନାଁ ନ ନେଇ ‘ପାଣ୍ଡିଆନ ଆଣ୍ଡ୍‌ କୋ’କୁ ଟାର୍ଗେଟ୍‌ କରିଛନ୍ତି । କାହିଁକି ବିଜେଡି ହାରିଲା ତାହା କହି ଅସନ୍ତୋଷ ପ୍ରକାଶ କରିଛନ୍ତି । ବିଜେଡି ପ୍ରତିଷ୍ଠା ଦିବସରେ…

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ ମା’ ସୁରେଶ୍ଵରୀଙ୍କ ଘାଟ ଯାତ୍ରା ଓ ବନ୍ଧୁମିଳନ ରବିବାର ଅନୁଷ୍ଠିତ ହୋଇଥିଲା। ଆଞ୍ଚଳିକ ସଭାପତି…

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri