ରାଜ୍ୟ

ମାର୍ଚ୍ଚ ୫ରୁ ପ୍ରଦର୍ଶିତ ହେବ ଡାକୋଟା

ଭୁବନେଶ୍ୱର, ୨୨।୧(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଐତିହାସିକ ‘ଡାକୋଟା ବିମାନ’ ମାର୍ଚ୍ଚ ୫ରୁ ସର୍ବସାଧାରଣଙ୍କ ନିମନ୍ତେ ପ୍ରଦର୍ଶିତ ହେବ। ବିଜୁ ଜୟନ୍ତୀ ତଥା ପଞ୍ଚାୟତିରାଜ ଦିବସରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏହି ପ୍ରଦର୍ଶନୀର…

ଯୁକ୍ତ୨ ପ୍ରାକ୍ଟିକାଲ: ୨୯ ସୁଦ୍ଧା କେନ୍ଦ୍ରରେ ପହଞ୍ଚତ୍ବ ପରୀକ୍ଷା ଉପକରଣ

ଭୁବନେଶ୍ୱର, ୨୨।୧(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଆସନ୍ତା ମାର୍ଚ୍ଚ ୧ରୁ ଆରମ୍ଭ ହୋଇ ଏପ୍ରିଲ ୫ରେ ଶେଷ ହେବ। ସେହିପରି ପ୍ରାକ୍ଟିକାଲ ପରୀକ୍ଷା ଫେବୃୟାରୀ ୧ରୁ ଆରମ୍ଭ ହୋଇ ୧୦ ତାରିଖ ଯାଏ ଚାଲିବ।…

ବାଛୁରୀ ନାମ ‘କ୍ରିଷ୍ଣା’ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭୁବନେଶ୍ୱର ମହାନଗର ନିଗମ ଅଧୀନରେ ଥିବା ଜାମୁକୋଳି ଗୋଶାଳା ପରିଦର୍ଶନ କରିଥିଲେ। ସେଠାରେ ଗୋରୁଙ୍କ ରକ୍ଷଣାବେକ୍ଷଣ, ଯତ୍ନ ଓ ସେମାନଙ୍କ ପାଇଁ ଥିବା ବ୍ୟବସ୍ଥା ସମ୍ପର୍କରେ ପ୍ରତ୍ୟକ୍ଷ ଅନୁଧ୍ୟାନ କରିଥିଲେ। ଗୋରୁମାନଙ୍କୁ କ’ଣ ଖାଇବାକୁ…

‘ପ୍ରତି ମାସରେ ଯୋଜନାଗୁଡ଼ିକର ସମୀକ୍ଷା କର’

ଭୁବନେଶ୍ୱର, ୨୨।୧(ବ୍ୟୁରୋ): କୃଷି ଓ କୃଷକ ସଶକ୍ତୀକରଣ ଏବଂ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ, ନିର୍ଦ୍ଦେଶକ ଏବଂ ଜିଲାସ୍ତରୀୟ ଅଧିକାରୀଙ୍କ ମିଳିତ ବୈଠକ ଶନିବାର କୃଷି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ…

କ୍ୟାବିନେଟ୍‌ ନିଷ୍ପତ୍ତିକୁ ୬୬୨ ବର୍ଗ କଲେଜ ସଂଘର ବିରୋଧ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଅଧ୍ୟାପକ ଓ କର୍ମଚାରୀଙ୍କ ପାଇଁ ସ୍ଥିରୀକୃତ ପଦ୍ଧତିକୁ ନିଖିଳ ଓଡ଼ିଶା ୬୬୨ ବର୍ଗ ବେସରକାରୀ କଲେଜ ଅଧ୍ୟାପକ କର୍ମଚାରୀ ସଂଘ ତୀବ୍ର ବିରୋଧ କରିଛି। ୬୬୨ ବର୍ଗର ଅଧ୍ୟାପକ ଓ କର୍ମଚାରୀଙ୍କୁ ଉପେକ୍ଷା କରାଯାଇଥିବା ଅଭିଯୋଗ…

୨୮ରେ ଅଭିଭାବକ-ଶିକ୍ଷକ ବୈଠକ

ଭୁବନେଶ୍ୱର, ୨୨।୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୮ତାରିଖରେ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ସ୍କୁଲରେ ଅଭିଭାବକ-ଶିକ୍ଷକ ବୈଠକ ଅନୁଷ୍ଠିତ ହେବ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ସଚିବ ଅଶ୍ୱଥୀ ଏସ୍‌. ଶନିବାର ସମସ୍ତ…

ଆଜି ଭାରତ-ନ୍ୟୁଜିଲାଣ୍ଡ କ୍ରସ୍‌ ଓଭର

ଭୁବନେଶ୍ୱର, ୨୨।୧ (କ୍ରୀଡ଼ା ପ୍ରତିନିଧି): ଚଳିତ ହକି ବିଶ୍ୱକପ୍‌ର ଗ୍ରୁପ୍‌ ପର୍ଯ୍ୟାୟ ଶେଷ ହୋଇଛି। ୪ଟି ଗ୍ରୁପ୍‌ରେ ଶୀର୍ଷସ୍ଥାନରେ ରହି ଅଷ୍ଟ୍ରେଲିଆ, ବେଲ୍‌ଜିୟମ, ନେଦରଲାଣ୍ଡ୍ସ ଓ ଇଂଲଣ୍ଡ ସିଧାସଳଖ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ନିୟମ ଅନୁସାରେ ଅନ୍ୟ ୪ଟି ସ୍ଥାନ…

୩ ଜିଲାରେ ହେବ ୯ ମେଗା ପାନୀୟ ଜଳ ପ୍ରକଳ୍ପ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଜଳ ଜୀବନ ମିଶନ (ଜେଜେଏମ୍‌) ଯୋଜନାରେ ରାଜ୍ୟର ଗ୍ରାମାଞ୍ଚଳରେ ବାସ କରୁଥିବା ଜନସାଧାରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ରାଜ୍ୟର ଯାଜପୁର, ମାଲକାନଗିରି ଓ ନୟାଗଡ଼ ଜିଲାରେ ୯ଟି ବୃହତ୍‌ ପାନୀୟ ଜଳ…

ଅନୁଦାନପ୍ରାପ୍ତ କଲେଜ ଶିକ୍ଷକଙ୍କ ଦରମା ବଢ଼ିଲା: କ୍ୟାବିନେଟ୍‌ରେ ୧୨ ପ୍ରସ୍ତାବକୁ ମୋହର

ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜ୍ୟର ଅନୁଦାନପ୍ରାପ୍ତ ବେସରକାରୀ କଲେଜ, ମାଧ୍ୟମିକ ସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ସଂଶୋଧିତ ସପ୍ତମ ବେତନ କମିଶନ ହାରରେ ଅନୁଦାନ ବ୍ୟବସ୍ଥା ଲାଗୁ କରିଛନ୍ତି। ଶିକ୍ଷକ ଓ କର୍ମଚାରୀମାନେ ସଂଶୋଧିତ ହାରରେ ଦରମା ପାଇବେ। ୨୦୨୨…

ବରିଷ୍ଠ ଓଏଏସ୍‌ ଶ୍ୟାମଭକ୍ତ ମିଶ୍ର ହେଲେ ଓପିଏସ୍‌ସି ସଦସ୍ୟ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ରାଜ୍ୟ ସରକାର ଶନିବାର ବରିଷ୍ଠ ଓଏଏସ୍‌ ଅଫିସର ଶ୍ୟାମଭକ୍ତ ମିଶ୍ରଙ୍କୁ ଲୋକସେବା ଆୟୋଗର ସଦସ୍ୟ ଭାବେ ନିଯୁକ୍ତି ଦେଇଛନ୍ତି। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ବୟନିକାର ପରିଚାଳନା ନିର୍ଦ୍ଦେଶକ ଓ ରାଜ୍ୟ ହସ୍ତତନ୍ତ ନିର୍ଦ୍ଦେଶକ…

ଡାକ୍ତର ଶୁଭଶ୍ରୀ କରଙ୍କ ମୃତ୍ୟୁ ନେଇ ଅଭିଯୋଗ ଆଣିଲେ ପରିବାର ଲୋକେ

କେନ୍ଦୁଝର,୨୧ା୧(ସ୍ବ.ପ୍ର.): ନିଜ ସହକର୍ମୀଙ୍କ ସହ ଗତ ୩୧ ତାରିଖ ରାତିରେ ଜିରୋ ନାଇଟ୍‌ ସେଲିବ୍ରେଶନ କରିଥିବା ଡାକ୍ତର ଶୁଭଶ୍ରୀ କରଙ୍କ ମୃତଦେହ ନୂଆବର୍ଷ ଦିନ ନିଜ ବାସଭବନରୁ ବନ୍ଦ୍‌ କୋଠରିରୁ ଉଦ୍ଧାର କରାଯାଇଥିଲା। ତାଙ୍କର ମୃତ୍ୟୁକୁ ନେଇ ସନ୍ଦେହ ସୃଷ୍ଟି ହୋଇଥିବାବେଳେ…

ନକଲି ସୁନା ଶଙ୍ଖ ଦେଇ ଫସିଲେ ଯୁବକ, ଅପହରଣ ପରେ ଜଣାପଡ଼ିଲା ସବୁ ସତ

ପାପଡ଼ାହାଣ୍ଡି,୨୧ା୧(ଡି.ଏନ୍‌.ଏ.): ନକଲି ସୁନା ଶଙ୍ଖକୁ ଅସଲି କହି ଅଧିକ ଟଙ୍କା ପାଇବା ଆଶାରେ ଅନ୍ୟକୁ ବିକ୍ରି କରି ନିଜେ ଫସିଛନ୍ତି ଯୁବକ। ସଫଳ ହେଇ ପାରିଲାନି ତାଙ୍କ ସ୍ବପ୍ନ। ନକଲି ସୁନା ଶଙ୍ଖ ଜାଣିବା ପରେ ଶେଷରେ କିଣିଥିବା ଲୋକ ଯୁବକଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri